ଆମ ଜିଲା ଖବର

ବାଲିମାଫିଆଙ୍କ ଆକ୍ରମଣରେ ଅତିରିକ୍ତ ତହସିଲଦାର, ରାଜସ୍ବ ନୀରିକ୍ଷକ ଆହତ

ଲୋଇସିଂହା,୧୭।୧୦(ଡି.ଏନ୍‌.ଏ.): ବଲାଙ୍ଗୀର ଜିଲା ଆଗଲପୁରରେ ରବିବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି । ବାଲିମାଫିଆଙ୍କ ଆକ୍ରମଣରେ ଅତିରିକ୍ତ ତହସିଲଦାର ପ୍ରଭାକର ପଧାନ ଏବଂ ରାଜସ୍ବ ନୀରିକ୍ଷକ ସୁଶାନ୍ତ ପଟେଲ ଆହତ ହୋଇଛନ୍ତି । ଏପରିକି ଉଭୟ ଅଧିକାରୀଙ୍କୁ ଆକ୍ରମଣକାରୀ ୧…

ଧାମନଗର ଉପନିର୍ବାଚନ: ପ୍ରତିଦ୍ୱନ୍ଦିତା କରିବେ ୫ ପ୍ରାର୍ଥୀ

ଭଦ୍ରକ ଅଫିସ,୧୭।୧୦: ନଭେମ୍ବର ୩ରେ ଧାମନଗର ଉପନିର୍ବାଚନକୁ ନେଇ ରାଜନୀତି ଏବେ ସରଗରମ। ୬ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଥିବା ବେଳେ ଯାଞ୍ଚ ବେଳେ ଜଣଙ୍କର ନାମାଙ୍କନ ବାତିଲ ହୋଇଥିବା ଜଣାପଡିଛି। ତେବେ ସୋମବାର ନାମାଙ୍କନ ପ୍ରତ୍ୟାହର ଥିବାବେଳେ କେହି ପ୍ରତ୍ୟାହର…

କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ: ଭୋଟ ଦେଲେନି ବିଧାୟକ ମୋକିମ

କଟକ ଅଫିସ,୧୭।୧୦: କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ସୋମବାର ମତଦାନ ପ୍ରକ୍ରିୟା ଶେଷ ହୋଇଛି। ଇତି ମଧ୍ୟରେ କଂଗ୍ରେସର ପଦାଧିକାରୀ ନିଜ ମତ ସାବ୍ୟସ୍ତ କରିଥିବା ବେଳେ ବାରବାଟୀ-କଟକ ବିଧାୟକ ମହମ୍ମଦ ମୋକିମ ଭୋଟ ଦେଇ ନ ଥିବା ଜଣାପଡିଛି। ଏହାକୁ…

ସ୍ବାଧୀନ ପ୍ରାର୍ଥୀ ରାଜେନ୍ଦ୍ର ଦାସ ଘୋଷଣା କଲେ ଷ୍ଟାର ପ୍ରଚାରକ ତାଲିକା

ଭଦ୍ରକ ଅଫିସ,୧୭।୧୦: ନଭେମ୍ବର ୩ରେ ଧାମନଗର ଉପନିର୍ବାଚନ ଅନୁଷ୍ଠିତ ହେବ। ଏହାକୁ ନେଇ ରାଜନୀତି ଏବେ ସରଗରମ। ବିଜେଡି, ଭାଜପା ଏବଂ କଂଗ୍ରେସ ନିଜ ନିଜର ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ କରିସାରିଥିବା ବେଳେ ସ୍ବାଧୀନ ପ୍ରାର୍ଥୀ ରାଜେନ୍ଦ୍ର ଦାସ ସୋମବାର…

ସୁବର୍ଣ୍ଣ ଜୟନ୍ତୀ ଉତ୍ସବରେ ଯୋଗଦେଲେ ରାଜ୍ୟପାଳ

କେନ୍ଦୁଝର,୧୭।୧୦(ସ୍ବ.ପ୍ର.): କେନ୍ଦୁରଝର ଜିଲା ସଦର ବ୍ଲକ ଡିମ୍ବୋ ସ୍ଥିତ ଜନମଙ୍ଗଳ ସରକାରୀ ଉଚ୍ଚ ବିଦ୍ୟାଳୟର ୫୦ବର୍ଷ ପୂର୍ତ୍ତି ପାଳନ ଅବସରରେ ସୁବର୍ଣ୍ଣ ଜୟନ୍ତୀ ଉତ୍ସବ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ମୁଖ୍ୟ ଅତିଥି ଭାବେ ଯୋଗଦେଇ…

ମା’ ଗଜଲକ୍ଷ୍ମୀଙ୍କୁ ବିଦାୟ, ପୁଣି ଆର ବର୍ଷକୁ ଅପେକ୍ଷା…

ପୁରୁଷୋତ୍ତମପୁର,୧୭।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ରଥସାହିର ପୂଜାମଣ୍ଡପରେ ପବିତ୍ର କୁମାର ପୂର୍ଣ୍ଣିମାଠାରୁ ଦୀଘ ୮ ଦିନ ଧରି ପୂଜା ପାଉଥିବା ମା ଗଜଲକ୍ଷ୍ମୀଙ୍କୁ ସୋମବାର ବିଦାୟ ଦିଆଯାଇଛି। ବିଦାୟ ଦେବା ବେଳେ ସମସ୍ତଙ୍କ ଆଖିରୁ ଲୁହ ଝରିପଡ଼ିଥିଲା। ପୁଣି ଆରବର୍ଷକୁ ମା’ଙ୍କ…

ଶ୍ରୀମନ୍ଦିର ଉତ୍ତରଦ୍ୱାରରେ ନର୍ଦ୍ଦମା ପାଣି

ପୁରୀ ଅଫିସ,୧୭ା୧୦: ପୁରୀ ସହରରେ ରବିବାର ପ୍ରବଳ ବର୍ଷା ପରେ ଦୁର୍ବଳ ସ୍ବେରେଜ ବ୍ୟବସ୍ଥା ପଦାରେ ପଡ଼ିଛି। ଶ୍ରୀମନ୍ଦିର, ସ୍ବର୍ଗଦ୍ୱାର ଅଞ୍ଚଳ ସମେତ ସାହି ଗଳିକନ୍ଦିରେ ବର୍ଷାଜଳ ସହ ଉଦ୍‌ବୃତ୍ତ ଡ୍ରେନ୍‌ ପାଣି ମିଶି ରାସ୍ତାରେ ଲହଡ଼ି ଭାଙ୍ଗୁଛି। ନିଷ୍କାସନ ସୁବିଧା…

ଶୌଚ ପାଇଁ ଯାଇ ନିଖୋଜ ଥିଲେ, ମିଳିଲା ମହିଳାଙ୍କ ମୃତଦେହ

ପାଟଣା,୧୭।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଚିନାମାଳି ପଶି ପଞ୍ଚାୟତ ନୂଆପଡ଼ା ଗ୍ରାମର ଜଣେ ମହିଳାଙ୍କ ମୃତଦେହ ସୋମବାର ରାସ୍ତା ପାର୍ଶ୍ୱ ପୋଖରୀରୁ ଜବତ ହୋଇଛି। ମୃତ ମହିଳା ଜଣକ ବାସନ୍ତୀ ବେହେରା(୫୫) ଓରଫ ନଙ୍ଗୁଳି ବୋଲି ଜଣାପଡ଼ିଛି। ମିଳିଥିବା ସୂଚନା…

ଆଦର୍ଶ ବିଦ୍ୟାଳୟର ୨ କର୍ମଚାରୀ ହାତାହାତି: ସୋସିଆଲ ମିଡିଆରେ ଭାଇରାଲ

ପୁରୁଷୋତ୍ତମପୁର,୧୭।୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଭାଟକୁମରଡ଼ା ଆଦର୍ଶ ବିଦ୍ୟାଳୟର ଜଣେ ମହିଳା ଏବଂ ଜଣେ ପୁରୁଷ କର୍ମଚାରୀଙ୍କ ମଧ୍ୟରେ ମଙ୍ଗଳବାର ଅପରାହ୍ନରେ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତା ବାଇଧର ମନ୍ଦିର ନିକଟରେ ହାତାହାତି ହୋଇଛି। ଏହା ଏବେ ସୋସିଆଲ ମିଡିଆରେ ଭାଇରାଲ…

ବୃଦ୍ଧାଙ୍କ ମୁଣ୍ଡ ଛେଚି ନିର୍ମମ ହତ୍ୟା ଘଟଣା: ୩ ଅଭିଯୁକ୍ତ କୋର୍ଟ ଚାଲାଣ

ଠାକୁରମୁଣ୍ଡା,୧୭ା୧୦(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ମହୁଲଡିହା ଥାନା ଅନ୍ତର୍ଗତ ଭାଲିଆଡାଳ ପଞ୍ଚାୟତର ବଉଳା ଗ୍ରାମରେ ଗତ ୧୧ ତାରିଖ ମଙ୍ଗଳବାର ଘର ବାହାରେ ଜଣେ ୬୨ ବର୍ଷୀୟା ବୃଦ୍ଧାଙ୍କ ମୁଣ୍ଡକୁ ଛେଚି ନିର୍ମମ ଭାବରେ ହତ୍ୟା କରାଯାଇଥିଲା। ଏହି ଘଟଣାରେ ମହୁଲଡ଼ିହା ଥାନା…

ଅପ୍‌ଡେଟ ହେଲା ଜିଲା ସୂଚନା ବିଜ୍ଞାନ କେନ୍ଦ୍ର ୱେବ୍‌ସାଇଟ

ନୂଆପଡ଼ା ଅଫିସ,୧୭।୧୦: ଜିଲା ସୂଚନା ବିଜ୍ଞାନକେନ୍ଦ୍ରର ୱେବସାଇଟ ବର୍ଷ ବର୍ଷ ଧରି ଅପଡେଟ ନ ହେବା ସହିତ ଅନେକ ଭୂଲ ତଥ୍ୟ ଦିଆଯାଉଥିଲା। ଏ ସମ୍ପର୍କିତ ଖବର ଗତ ୧୨ ତାରିଖରେ ଧରିତ୍ରୀ ଖବର କାଗଜରେ ପ୍ରକାଶ ପାଇଥିଲା। ଖବର ପ୍ରକାଶ…

ଧୋକା ଦେଲା ସରକାରୀ ବିହନ

ନୂଆପଡ଼ା ଅଫିସ,୧୭।୧୦: ନୂଆପଡା ଜିଲାର ୮୦ଭାଗ ଲୋକ କୃଷି ଉପରେ ନିର୍ଭର କରନ୍ତି। ଧାନ ସହିତ ଗୁର୍ଜି, ମାଣ୍ଡିଆ, କୋଦୋ, କାଙ୍ଗ, ବାଜରା ସହ ଡାଲି ଜାତୀୟ ଚାଷ ମଧ୍ୟ କରିଥାନ୍ତି। ଚଳିତବର୍ଷ ଜିଲାର ଚାଷୀ କୃଷି ବିଭାଗ ପକ୍ଷରୁ ବିରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?