ଆମ ଜିଲା ଖବର

ବାରିପଦାର ଆକର୍ଷଣ: ମୟୂରଭଞ୍ଜ ରାଜପ୍ରାସାଦ

ବାରିପଦା ଅଫିସ, ୮।୯: ସ୍ବାଧୀନତା ପୂର୍ବରୁ ଗଡ଼ଜାତ ମୟୂରଭଞ୍ଜ ରାଜ୍ୟର ପ୍ରଜାବତ୍ସଳ ରାଜାମାନେ ପ୍ରଜାଙ୍କ ସ୍ବାର୍ଥ ସକାଶେ ଅନେକ କାର୍ଯ୍ୟ କରି ଯଶକୀର୍ତ୍ତି ଅର୍ଜନ କରିଛନ୍ତି। ବାରିପଦାରେ ଅବସ୍ଥିତ ରାଜପ୍ରାସାଦ ମୟୂରଭଞ୍ଜର ଗୌରବମୟ ଇତିହାସର ମୂକସାକ୍ଷୀ। ଏହି ରାଜପ୍ରାସାଦକୁ ଉଚ୍ଚ ଶିକ୍ଷା…

ଗରିବଙ୍କ ସାଥୀ ଅମୀର, ରକ୍ତ ଦେଇ ବଞ୍ଚାଉଛନ୍ତି ଜୀବନ

ମୋରଡ଼ା,୮ା୯: ରକ୍ତଦାନ କରି ଜୀବନ ବଞ୍ଚାଅ। ଏହି ବାର୍ତ୍ତାକୁ ନେଇ ଆଗେଇ ଚାଲିଛନ୍ତି ସେ। ଗରିବ, ନିଃସହାୟଙ୍କ ସମେତ ଆବଶ୍ୟକ ସମୟରେ ରୋଗୀଙ୍କୁ ରକ୍ତଦାନ କରି କେବଳ ନିଜ ଅଞ୍ଚଳ ନୁହେଁ ସମଗ୍ର ଜିଲାରେ ବେଶ୍‌ ଜଣାଶୁଣା। ଏହିଭଳି ଭାବେ ଗରିବଙ୍କ…

ବରଦାୟିନୀ ମା’ ଭଗବତୀ: ଯିଏ ଯେମିତି ଭାବେ ମା’ଙ୍କୁ ଡାକେ…

ଖଇରା, ୮ା୯: ବାଲେଶ୍ୱର ଜିଲା ଖଇରା ବ୍ଲକ ବରଦା ଅଞ୍ଚଳର ଆରାଧ୍ୟା ଦେବୀ ମା’ ଭଗବତୀ। ଭଦ୍ରକ ମୋଟେଲ ଛକରୁ କାଉପୁର ରାସ୍ତା ଦେଇ ଯିବା ବେଳେ ବାଟରେ ପଡେ। ବାଲେଶ୍ୱର ଜିଲା ଗରସଙ୍ଗ ଅନ୍ତରା ବଜାର ଦେଇ ମଧ୍ୟ ବରଦା…

ଜଟଣୀରେ ହେବ ୨୦୦ ଶଯ୍ୟାର କ୍ୟାନ୍‌ସର ହସ୍ପିଟାଲ

ଭୁବନେଶ୍ୱର, ୮।୯(ବ୍ୟୁରୋ): ଜଟଣୀସ୍ଥିତ ନାଇଜର ପରିସରରେ ଏକ କ୍ୟାନ୍‌ସର ହସ୍ପିଟାଲ ସ୍ଥାପନ କରାଯିବ। ୨୦୦ ଶଯ୍ୟା ବିଶିଷ୍ଟ ଏହି ହସ୍ପିଟାଲ ପାଇଁ ରାଜ୍ୟ ସରକାର ଓ ଟାଟା କ୍ୟାନ୍‌ସର ମେମୋରିଆଲ ସେଣ୍ଟର ମଧ୍ୟରେ ବୁଧବାର ଏକ ବୁଝାମଣାପତ୍ର ସ୍ବାକ୍ଷରିତ ହୋଇଛି। ଲୋକସେବା…

ହାଇକୋର୍ଟରୁ ନିରାଶ ହେଲେ ଦାରା ସିଂ

କଟକ ଅଫିସ୍‌,୭।୯: ଖ୍ରୀଷ୍ଟିଆନ ପାଦ୍ରୀ ଅରୁଲ ଦସ ହତ୍ୟା ମାମଲାରେ ଦାରା ସିଂ ହାଇକୋର୍ଟରୁ ନିରାଶ ହୋଇଛନ୍ତି। ନିମ୍ନ ଅଦାଲତଙ୍କ ଦଣ୍ଡାଦେଶ ହାଇକୋର୍ଟରେ କାଏମ ରହିଛି। ଦାରା ସିଂ ଓ ତାଙ୍କ ସହଯୋଗୀ ରାଜ କିଶୋର ମହନ୍ତ, ଯଦୁନାଥ ମହନ୍ତ ଏବଂ…

ଖୁବ୍‌ଶୀଘ୍ର ପ୍ରକାଶ ପାଇବ ଓସିଏସ୍‌ ପରୀକ୍ଷା ଫଳ

କଟକ ଅଫିସ, ୭ା୯- ଓଡ଼ିଶା ସିଭିଲ ସର୍ଭିସ(ଓସିଏସ୍‌) ପରୀକ୍ଷାଫଳ ଚଳିତମାସ ଦ୍ୱିତୀୟ ସପ୍ତାହ ସୁଦ୍ଧା ପ୍ରକାଶ ପାଇବ ା ଏଥିସହ ସେପ୍ଟେମ୍ବର ତୃତୀୟ ସପ୍ତାହରେ ସାକ୍ଷାତ୍‌କାର ଅନୁଷ୍ଠିତ ହେବ। ଏନେଇ ବୁଧବାର ଓଡ଼ିଶା ଲୋକସେବା ଆୟୋଗ(ଓପିଏସ୍‌ସି)ର ଅଧ୍ୟକ୍ଷ ସତ୍ୟଜିତ୍‌ ମହାନ୍ତି ଟୁଇଟ୍‌…

ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି

ପୁରୀ ଅଫିସ, ୭ା୯:ଶ୍ରୀମନ୍ଦିରରେ ବୁଧବାର ମହାପ୍ରଭୁଙ୍କ ବାମନ ଜନ୍ମ ନୀତି ସମ୍ପନ୍ନ ହୋଇଛି। ମଧ୍ୟାହ୍ନ ଧୂପ ଉଠିବା ପରେ ଜୟବିଜୟ ଦ୍ୱାର ବନ୍ଦ ହୋଇ ଭିତର ଚନ୍ଦନ ଅର୍ଗଳିରେ ପୂଜାପଣ୍ଡା ପଞ୍ଚବର୍ଣ୍ଣ ମୁରୁଜରେ ମଣ୍ଡଳ ଅଙ୍କନ କରିଥିଲେ। ତିନି ବାଡ଼ରେ ବନ୍ଦାପନା…

ହାଇକୋର୍ଟରୁ ଆବେଦନ ପ୍ରତ୍ୟାହାର କଲେ ବର୍ଷା

କଟକ ଅଫିସ,୭ା୯: ଅଭିନେତା ତଥା ଏମ୍‌ପି ଅନୁଭବ ମହାନ୍ତି ଏବଂ ତାଙ୍କ ସ୍ତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ବିବାଦ ମାମଲାରେ ବୁଧବାର ହାଇକୋର୍ଟରୁ ଆବେଦନ ପ୍ରତ୍ୟାହାର କରି ନେଇଛନ୍ତି ବର୍ଷା। କଟକ ପାରିବାରିକ ଅଦାଲତଙ୍କ ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ହାଇକୋର୍ଟରେ ଦାୟର…

ପ୍ରେମ ପାଇଁ ଅନର କିଲିଂ: ୭ କୋର୍ଟ ଚାଲାଣ

ବାଲିଗୁଡ଼ା,୭ା୯(ଡି.ଏନ୍‌.ଏ.): ପ୍ରେମ କରିବା ମହଙ୍ଗା ପଡ଼ିଲା। ସମ୍ମାନ ପାଇଁ ପ୍ରେମିକଙ୍କୁ ହତ୍ୟା କରିଥିଲେ ଝିଅର ପରିବାର ଲୋକେ। ଏଭଳି ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଏହି ମାମଲାରେ ବାଲିଗୁଡ଼ା ପୋଲିସ ୧୭ ଜଣକୁ ଅଟକରଖି ପଚରାଉଚରା କରୁଥିଲା। ସେଥି ମଧ୍ୟରୁ…

ଓଭରଟେକ୍‌ ବେଳେ ଦୁଇ ବାଇକ୍‌ ଦୁର୍ଘଟଣାଗ୍ରସ୍ତ: ୨ ଗୁରୁତର

କୋକସରା,୭ା୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଆମପାଣିରୁ ଧର୍ମଗଡ଼କୁ ସଂଯୋଗ କରୁଥିବା ବିଜୁ ଏକ୍ସପ୍ରେସ ଓ୍ବେର ବଡ଼ କେନ୍ଦୁଗୁଡ଼ା ବଜାର ପଡ଼ିଆ ନିକଟରେ ବୁଧବାର ଅପରାହ୍ନରେ ଦୁଇ ବାଇକ୍‌ ଓଭରଟେକ୍‌ କରୁଥିବା ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ୨ ଯୁବକ ଗୁରୁତର ହୋଇଛନ୍ତି। ସ୍ଥାନୀୟ ବଡ଼…

ସୌମ୍ୟରଞ୍ଜନ ମୃତ୍ୟୁ ମାମଲା: ଅନ୍ତରୀଣ ରହିତାଦେଶ ଦେଲେ ହାଇକୋର୍ଟ

କଟକ ଅଫିସ,୭ା୯: ଗଜପତି ଜିଲା ପାରଳାଖେମୁଣ୍ଡି ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ଓଡ଼ିଶା ହାଇକୋର୍ଟ ଅନ୍ତରୀଣ ରହିତାଦେଶ ଦେଇଛନ୍ତି। ଅନ୍ୟାଦେଶ ପର୍ଯ୍ୟନ୍ତ ନିମ୍ନ ଅଦାଲତରେ ମାମଲାର ଶୁଣାଣି ଉପରେ ହାଇକୋର୍ଟ ଅଙ୍କୁଶ ଲଗାଇଛନ୍ତି। ସୌମ୍ୟରଞ୍ଜନଙ୍କ ସ୍ତ୍ରୀ ବିଦ୍ୟାଭାରତୀଙ୍କ ଆବେଦନକୁ ଗ୍ରହଣ…

ଟ୍ରାନ୍ସଫର୍ମର ଅଚଳ: ୩ ମାସ ହେଲା ଅନ୍ଧାରରେ ଗ୍ରାମବାସୀ

କେନ୍ଦୁଝର,୭ା୯(ସ୍ବ.ପ୍ର.): ତେଲକୋଇ ବ୍ଲକ ଅନ୍ତର୍ଗତ ରାଇସୁଆଁ ପଞ୍ଚାୟତର ଦୁର୍ଗମ ମାର୍ଦ୍ଦା ଗ୍ରାମର ମଲାରବେଡ଼ା ସାହିରେ ୩ ମାସ ହେଲା ଲୋକେ ଅନ୍ଧାରରେ ରହୁଥିଲେ ହେଁ କାହାରି ନଜର ପଡୁନାହିଁ। ଏହି ସାହିରେ ୩୦ରୁ ଊର୍ଦ୍ଧ୍ୱ ଗରିବ ମୁଣ୍ଡା ଓ ମହାନ୍ତ ସମ୍ପ୍ରଦାୟର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?