ବାଇକରେ ଆସି ଛେଳି ଗୁହାଳରେ ନିଆଁ ଲଗାଇଲେ ଦୁର୍ବୃତ୍ତ
ଅମରପାଲି, ୧୭।୦୫ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ସଂଗ୍ରାମପୁର ପଞ୍ଚାୟତର ଦୁର୍ଗାଦେବୀପାଲି ଗ୍ରାମରେ ଜଣେ ଚାଷୀଙ୍କ ଛେଳି ଗୁହାଳରେ ଦୁର୍ବୃତ୍ତମାନେ ନିଆଁ ଲଗାଇଦେଇଥିବା ଅଭିଯୋଗ ହୋଇଛି। ଏହି ଅଗ୍ନିକାଣ୍ଡରେ ଗୁହାଳଟି ସମ୍ପୂର୍ଣ୍ଣ ପୋଡ଼ି ପାଉଁଶ ହୋଇଯାଇଥିବା ବେଳେ…
ରାୟଗଡ଼ା ଲିଙ୍ଗମଝୋଲା ଗାଁରେ ହାତୀ ଉପଦ୍ରବ: ଘର ଭାଙ୍ଗିଲେ, ଲେକେ ଦୌଡ଼ିଲେ
କଲ୍ୟାଣସିଂହପୁର, ୧୭।୫ (ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ପାର୍ସଲି ପଞ୍ଚାୟତର ଲିଙ୍ଗମଝୋଲା ଗାଁରେ ହାତୀ ଆତଙ୍କ ଦେଖାଦେଇଛି। ରାତି ଅଧରେ ଏକ ୧୦ଟିକିଆ ହାତୀ ପଲ ଗାଁରେ ପ୍ରବେଶ କରି ବ୍ୟାପକ ଉପଦ୍ରବ ଚଳାଇଛନ୍ତି। ହାତୀମାନେ ଗାଁର…
ପୁରୀରୁ ଶଶୁର ଘରକୁ ଫେରୁଥିଲେ: ଟ୍ରଲର-କାର ମୁହାଁମୁହିଁ ଧକ୍କା, ୨ ମୃତ ୩ ଗୁରୁତର
ପାପଡ଼ାହାଣ୍ଡି, ୧୭।୫ (ସ୍ୱପ୍ନଜିତ ପଟ୍ଟନାୟକ): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ୍ ଜିଟିକିଗୁଡ଼ା ଜାତୀୟ ରାଜପଥ ନିକଟରେ ଏକ ଟ୍ରଲର ଓ କାର୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଭୟାବହ ଦୁର୍ଘଟଣାରେ ଦୁଇ ଜଣ ମହିଳାଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ…
ସକାଳୁ ସକାଳୁ ପୋଖରୀରେ ଭାସୁଛି କ୍ଷୁଦ୍ର ଜଳସେଚନ ବିଭଗ ଅବସରପ୍ରାପ୍ତ କର୍ମଚାରୀଙ୍କ ମୃତଦେହ
ଭବାନୀପାଟଣା,୧୭।୫(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ପୁରୁଣା ପଡାସ୍ଥିତ ସାନବନ୍ଧରୁ ରବିବାର ସକାଳୁ ଜଣେ ବୃଦ୍ଧଙ୍କ ମୃତ ଦେହ ଉଦ୍ଧାର କରାଯାଇଛି। ତାଙ୍କ ନାମ ପୂର୍ଣ୍ଣଚନ୍ଦ୍ର ନାୟକ(୭୦) ଓ ସେ ସହରର ବଡ଼ ପଡାର ହୋଇଥିବାବେଳେ କ୍ଷୁଦ୍ର ଜଳସେଚନ ବିଭଗର…
ସକାଳୁ ସକାଳୁ ଏନକାଉଣ୍ଟର: କୁଖ୍ୟାତ ଅପରାଧୀଙ୍କ ଗୋଡ଼ରେ ବାଜିଲା ଗୁଳି…
ସମ୍ବଲପୁର, ୧୭।୫ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲା ଥାନା ଅଞ୍ଚଳରେ ରବିବାର ଭୋର ସମୟରେ ଏନକାଉଣ୍ଟର ହୋଇଛି। ଜଣେ କୁଖ୍ୟାତ ଅପରାଧୀଙ୍କୁ ଏହି ଏନକାଉଣ୍ଟର ହୋଇଥିବାବେଳେ ତାଙ୍କ ୩ ସହଯୋଗୀଙ୍କୁ ପୋଲିସ କାବୁ କରିବାରେ ସଫଳ ହୋଇଛି। ନକାଉଣ୍ଟର ହୋଇଥିବା…
ସର୍ବ ଭାରତୀୟ ସ୍ତର କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ବନ୍ଦ ଡାକରା : ୨୦ରେ ବନ୍ଦ ରହିବ ସମସ୍ତ ଔଷଧ ଦୋକାନ
ଦେବଗଡ଼,୧୭।୫ (ଶଶାଙ୍କ ଶେଖର ଝାଙ୍କର): ସର୍ବ ଭାରତୀୟ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ଆହ୍ୱାନ କ୍ରମେ ଉତ୍କଳ କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘର ଡାକରେ ଦେବଗଡ଼ ଜିଲା କେମିଷ୍ଟ ଆଣ୍ଡ ଡ୍ରଗିଷ୍ଟ ସଙ୍ଘ ପକ୍ଷରୁ ଏକାଧିକ ଦାବg ନେଇ ଆସନ୍ତା ୨୦…
ବଚସାରୁ ଯୁବକଙ୍କୁ ଓଭରବ୍ରିଜ୍ ଉପରୁ ତଳକୁ ଠେଲିଦେଲେ ଦୁର୍ବୃତ୍ତ
ଗୋପାଳପୁର, ୧୬ା୫(ନବୀନ ରାଜ ଆଚାରୀ)- ବ୍ରହ୍ମପୁର ପୋଲିସ ଜିଲା ଗତ କିଛି ମାସ ହେଲା ଅଶାନ୍ତ ହୋଇପଡିଛି। ପ୍ରତ୍ୟହ କିଛି ନା କିଛି ଅପରାଧମୂଳକ ଘଟଣା ଘଟି ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡୁଥିବା ଅଭିଯୋଗ ହେଉଛି। ଶନିବାର ଗୋପାଳପୁର ଥାନା ଅଞ୍ଚଳରେ ଏକ…
ପ୍ରଶ୍ନପତ୍ର ଲିକ୍, ଦରବୃଦ୍ଧି ପ୍ରତିବାଦରେ ଗର୍ଜିଲା ବିଜେଡି
ବରଗଡ଼,୧୬।୫(ପ୍ରେମାନନ୍ଦ ଖମାରୀ): ଦେଶରେ ବାରମ୍ବାର ବିଭିନ୍ନ ପରୀକ୍ଷାର ପ୍ରଶ୍ନପତ୍ର ଲିକ୍ ହୋଇ ପରୀକ୍ଷା ବାତିଲ ହେଉଥିବା ବେଳେ କିଛି ଦିନ ତଳେ ଏନ୍ଇଇଟି ପରୀକ୍ଷାର ପ୍ରଶ୍ନପତ୍ର ଲିକ ହୋଇଛି । ଏଥିରେ ଦେଶର ୨୨ ଲକ୍ଷରୁ ଊଦ୍ଧର୍ବ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଅନ୍ଧକାରକୁ…
ଆନନ୍ଦପୁରରେ ବିଜେପି SC ମୋର୍ଚ୍ଚାର ନୂତନ ନିଯୁକ୍ତି, ଶାନ୍ତନୁ ସେଠୀଙ୍କୁ ଜିଲା କମିଟିରେ ଦାୟିତ୍ୱ…
ବାଞ୍ଚୋ ,୧୬ା୫(ପ୍ରଦୋଷ କୁମାର ବିଶ୍ୱାଳ ): ଭାରତୀୟ ଜନତା ପାର୍ଟି(ଭାଜପା) କେନ୍ଦୁଝର ଜିଲା ଏସ୍.ସି ମୋର୍ଚ୍ଚା କମିଟିରେ ଆନନ୍ଦପୁର ଅଞ୍ଚଳର ଯୁବ ନେତା ଶାନ୍ତନୁ ସେଠୀଙ୍କୁ ଆଜି ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି । ଦଳର ସଂଗଠନକୁ ଆହୁରି ମଜବୁତ କରିବା ସହ…
ଗ୍ରାମାଞ୍ଚଳରେ ତୈଳ ସଙ୍କଟ ଉଗ୍ର: ଥୁଆମୂଳ ରାମପୁର ବ୍ଲକର ୩ଟି ପେଟ୍ରୋଲ ପମ୍ପ ଶୂନ୍ୟ, ଯାତାୟାତ ବିପର୍ଯ୍ୟସ୍ତ
ଥୁଆମୂଳ ରାମପୁର, ୧୬।୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ରାଜନୈତିକ ହଲଚଲର ପ୍ରଭାବ ଏବେ ସୁଦୂର ମଫସଲରେ ଅନୁଭୂତ ହେଲାଣି। କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ସ୍ଥିତି ସ୍ୱାଭାବିକ ଥିବା ନେଇ ପ୍ରେସ୍ମିଟ୍ ଜରିଆରେ ଆଶ୍ୱାସନା…
ବଡ଼ ଭାଇଙ୍କ ସହ ଘରକୁ ଫେରୁଥିଲେ, ହଠାତ ହେଲା ବଜ୍ରପାତ; ଚାଲିଗଲା…
ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି): ଭାଇକୁ ଖୋଜି ବଡ଼ ଭାଇଙ୍କ ସହ ଘରକୁ ଫେରିବା ସାଜିଲା କାଳ। କାଳବୈଶାଖୀ ଜନିତ ପ୍ରବଳ ପବନ ଓ ବର୍ଷା ସାଙ୍ଗକୁ ବଜ୍ରପାତର ଶିକାର ହୋଇ ଜଣେ ୨୫ ବର୍ଷୀୟ ଯୁବକଙ୍କ ପ୍ରାଣହାନି ଘଟିଛି।…
ପରକୀୟା ପ୍ରୀତିକୁ କେନ୍ଦ୍ରକରି ଯୁବକଙ୍କୁ ହତ୍ୟା ଉଦ୍ୟମ: କାତି ଜବତ, ଅଭିଯୁକ୍ତ ଗଲେ ଜେଲ
ଦିଗପହଣ୍ଡି,୧୬|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଉଡ଼ିଆ ଗ୍ରାମରେ ପରକୀୟା ପ୍ରୀତିକୁ କେନ୍ଦ୍ରକରି ଶୁକ୍ରବାର ସନ୍ଧ୍ୟାରେ ଗ୍ରାମର ବଳରାମ ପ୍ରଧାନ(୨୬)ଙ୍କ ବେକକୁ କାତିରେ ଚୋଟ ପକାଇ ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଥିଲା। ବଳରାମଙ୍କ ମା ନିବାସିନି ପ୍ରଧାନ…

