ଆମ ଜିଲା ଖବର

ହୋଟେଲ ରୁମ୍‌ରୁ ଗଞ୍ଜେଇ ଜବତ, ଜଣେ ଗିରଫ

ମାଲକାନଗିରି,୧୫ା୧୦(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସଦର ମହକୁମା ଆଦର୍ଶ ଥାନା ପୋଲିସ ଏକ ହୋଟେଲରୁ ଗଞ୍ଜେଇ ଜବତ କରିବା ସହ ଏଥିରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରିଛନ୍ତି। ସୂଚନାନୁଯାୟୀ, କୌଣସି ସୁତ୍ରରୁ ଖବର ପାଇ ଏସ୍‌.ଆଇ ପ୍ରଭାତ ଗୌଡ଼ ଓ ଅନ୍ୟ ପୋଲିସମାନେ…

ଘରେ ଛାଡ଼ି ଦେବା ନାଁରେ ନାବାଳିକାଙ୍କୁ କରିଥିଲେ ବଳାତ୍କାର, ଏବେ ଭୋଗିବେ ୮ ବର୍ଷ ଜେଲ୍‌ଦଣ୍ଡ

ସୁନ୍ଦରଗଡ଼,୧୫ା୧୦(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଅତିରିକ୍ତ ଜିଲା ଦୌରାଜଜ୍‌ ତଥା ସ୍ବତନ୍ତ୍ର ପୋକ୍ସୋ ଅଦାଲତର ପ୍ରିଜାଇଡିଂ ଅଫିସର ମହେନ୍ଦ୍ର କୁମାର ସୂତ୍ରଧର ଗତ ୨୦୧୬ରେ ଘଟିଥିବା ଏକ ନାବାଳିକା ବଳାତ୍କାର ମାମଲାର ଶନିବାର ଶୁଣାଣି କରି ବଣାଇ ବାଉଁରକେଲା ଗ୍ରାମର ଅଭିଯୁକ୍ତ ଅଲେଖ ପାତ୍ର(୩୬)ଙ୍କୁ…

ଗାଧୋଇବାକୁ ଯାଇ ପାଣିରେ ବୁଡ଼ି ୨ ଭଉଣୀଙ୍କ ଜୀବନ ଗଲା

ଝରିଗାଁ,୧୫ା୧୦(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଚଚା ପଞ୍ଚାୟତ ଅନ୍ତର୍ଗତ ଗବାଗୁଡ଼ା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଦୁଇ ଭଉଣୀ ନିକଟସ୍ଥ ନଦୀକୁ ଗାଧୋଇବାକୁ ଯାଇ ପାଣିରେ ବୁଡ଼ି ଜୀବନ ଯାଇଥିବା ଜଣାପଡ଼ିଛି। ସୂଚନାନୁଯାୟୀ, ଗବାଗୁଡ଼ା ଗ୍ରାମର ସୈନିକ ଗୋପାଳଙ୍କ…

ମହିଳାଙ୍କ ଗଳିତ ମୃତଦେହ ଜବତ: ବଡ଼ଭାଇ ଆଣିଲେ ହତ୍ୟା ଅଭିଯୋଗ

ଦାରିଙ୍ଗବାଡ଼ି,୧୫ା୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ବୁଡ଼ାଙ୍ଗପିପିଲି ଜଙ୍ଗଲରେ ଜଣେ ମହିଳାଙ୍କ ଗଳିତ ମୃତଦେହ ମିଳିବା ଘଟଣାରେ ମୃତ ମହିଳାଙ୍କ ବଡ଼ଭାଇ ସନାତନ ପ୍ରଧାନ ହତ୍ୟା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପାଇବା ପରେ ପୋଲିସ ଏକ ହତ୍ୟା ମାମଲା (୧୮୩/୨୨)ରୁଜୁ କରି…

ରାସ୍ତାରେ ଅଚେତ ଅବସ୍ଥାରେ ପଡ଼ିରହିଥିଲେ ଯୁବକ, ଡାକ୍ତରଖାନାରେ ଭର୍ତ୍ତିକଲେ ଅଟୋଚାଳକ

ଦାରିଙ୍ଗବାଡ଼ି,୧୫ା୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅମ୍ବାଖାଲିଆ ଘାଟିରେ ବାଇକ୍‌ ଦୁର୍ଘଟଣାରେ ଜଣେ ଯୁବକ ଗୁରୁତର ହୋଇଛନ୍ତି। ତାଙ୍କୁ ସ୍ଥାନୀୟ ଅଞ୍ଚଳ ଲୋକଙ୍କ ସହ ସୁଲୁମାହା ଗ୍ରାମର ସନ୍ତୋଷ କୁମାର ଦିଗାଲ ସେହିବାଟ ଦେଇ ଆସୁଥିବା ବେଳେ ଉଦ୍ଧାର କରି ନିଜ…

ମଧ୍ୟାହ୍ନଭୋଜନ ମାନ ଯାଞ୍ଚ କଲେ ଏଡିଇଓ

ବରଗଡ଼ ଅଫିସ,୧୫ା୧୦: ବରଗଡ଼ ପୌର ପରିଷଦ ଅନ୍ତର୍ଗତ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଶନିବାର ଅତିରିକ୍ତ ଜିଲା ଶିକ୍ଷାଧିକାରୀ(ଏଡିଇଓ) ଜ୍ୟୋତିକାନ୍ତ ସାହୁ ଛାତ୍ରୀଙ୍କ ଗହଣରେ ମଧ୍ୟାହ୍ନଭୋଜନ ଖାଇ ଖାଦ୍ୟର ଗୁଣବତ୍ତା ଯାଞ୍ଚ କରିଥିଲେ। ସ୍ଥାନୀୟ କାଉନସିଲର ସାରଳା ବଗର୍ତ୍ତି, ପ୍ରଧାନଶିକ୍ଷୟିତ୍ରୀ ରେଣୁଦାସ…

ଗୋଟିଏ ଦିନରେ ଦାୟିତ୍ୱ ଗ୍ରହଣ କଲେ ୩ ଅଧିକାରୀ

ଗଞ୍ଜାମ,୧୫ା୧୦(ଡି.ଏନ୍‌.ଏ.): ଗଞ୍ଜାମରେ ଥିବା ବିଭିନ୍ନ କାର୍ଯ୍ୟାଳୟରେ ଦୀର୍ଘଦିନ ଧରି ବିଭିନ୍ନ ପଦବୀ ଖାଲି ପଡ଼ିଥିଲା। ଗୋଟିଏ ଦିନରେ ୩ ପ୍ରମୁଖ ଅଧିକାରୀ ତଥା ବ୍ଲକ କାର୍ଯ୍ୟାଳୟ ନୂତନ ବିଡିଓ ଭାବେ ଜସ୍ମିନ ପ୍ରଧାନ, ନୂତନ ଏନ୍‌ଏସି ଇଓ ଭାବେ ଅବିନାଶ ମିଶ୍ର…

ନାଲ୍‌କୋ ଶ୍ରମିକ କଂଗ୍ରେସ ୟୁନିୟନର ବିକ୍ଷୋଭ

ବଅଁରପାଳ,୧୫ା୧୦(ଡି.ଏନ୍‌.ଏ.): ନାଲ୍‌କୋ ଶ୍ରମିକ କଂଗ୍ରେସ ୟୁନିୟନ ୧୦ ଦଫା ଦାବି ନେଇ ନାଲକୋ ସିପିପିର ଗ୍ରୁପ୍‌ ଜେନେରାଲ ମ୍ୟାନେଜରଙ୍କ କାର୍ଯ୍ୟାଳୟରେ ଘେରାଉ କରାଯାଇଛି। ଉତ୍କଟ କୋଇଲା ସମସ୍ୟାର ସମାଧାନ, ଟ୍ରକ ପରିବହନ ପରିବର୍ତ୍ତେ ଏମ୍‌ଜିଆର ସିଷ୍ଟମକୁ ତୁରନ୍ତ ତ୍ୱରାନ୍ବିତ କରିବା, ପୁରୁଣା…

ପ୍ରାର୍ଥନା ବେଳେ ଚାଲିଗଲା ଛାତ୍ରୀଙ୍କ ଜୀବନ

ଧାମନଗର,୧୫।୧୦(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ରାଧାବଲ୍ଲଭପୁର ପଞ୍ଚାୟତ ବନସର୍‌ ଗ୍ରାମସ୍ଥିତ ଲକ୍ଷ୍ମୀ ନାରାୟଣ ବାଳିକା ଉଚ୍ଚ ବିଦ୍ୟାଳୟରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ଶନିବାର ସକାଳ ପ୍ରାୟ ୬ଟା ୨୦ ମିନିଟ ସମୟରେ ପ୍ରାର୍ଥନା ଚାଳୁଥିବା ବେଳେ ଜଣେ…

ଅକ୍ସିଜେନ ପ୍ଲାଣ୍ଟ ଉଦ୍‌ଘାଟିତ: ଉପକୃତ ହେବେ ରୋଗୀ

ବଲାଙ୍ଗୀର ଅଫିସ, ୧୫।୧୦- ଭୀମ ଭୋଇ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲରେ ଶନିବାର ଅକ୍ସିଜେନ ପ୍ଳାଣ୍ଟ ଉଦ୍‌ଘାଟିତ ହୋଇଯାଇଛି। ଶିକ୍ଷାମନ୍ତ୍ରୀ ରୋହିତ ପୂଜାରୀ ଏହାର ଶୁଭାରମ୍ଭ କରିଛନ୍ତି। ଏହି ଅବସରରେ ଲୋଇସିଂହା ବିଧାୟକ ମୁକେଶ ମହାଲିଙ୍ଗ, ଜିଲାପାଳ ଚଞ୍ଚଳ ରାଣା, ଭୀମ…

ଅଶ୍ଳୀଳ ଫଟୋ ଭାଇରାଲ: ଜୀବନ ହାରିଲେ ଯୁକ୍ତ ୨ ଛାତ୍ରୀ

ଖୋର୍ଦ୍ଧା ଅଫିସ/ନିରାକାରପୁର(ଡି.ଏନ୍‌.ଏ.)୧୫।୧୦: ଅଶ୍ଳୀଳ ଫଟୋ ଭାଇରାଲ ନେଇ ମାନସିକ ଯନ୍ତ୍ରଣା ଅସହ୍ୟ ହେବାରୁ ଜଣେ ଯୁକ୍ତ ଦୁଇ ଛାତ୍ରୀ ଆତ୍ମହତ୍ୟା କରିଛନ୍ତି। ତାଙ୍କ ଘର ନିରାକାରପୁର ଥାନା ଅଞ୍ଚଳରେ। ସମ୍ପୃକ୍ତା ଛାତ୍ରୀଙ୍କୁ ସଂଖ୍ୟାଲଘୁ ସମ୍ପ୍ରଦାୟର ଜଣେ ଯୁବକ ଏକତରଫା ପ୍ରେମ କରୁଥିଲେ।…

୧୭ କିମି ଚାଲି ଦୁର୍ଗମ ଅଞ୍ଚଳରେ ପହଞ୍ଚିଲେ ବିଡିଓ

ଚିତ୍ରକୋଣ୍ଡା,୧୫।୧୦: ଆଦିବାସୀ ଅଧ୍ୟୁଷିତ ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅଧୀନ ୧୮ ପଞ୍ଚାୟତ ମଧ୍ୟରୁ ହାତଗଣତି ଦୁଇ ତିନୋଟି ପଞ୍ଚାୟତକୁ ଛାଡିଦେଲେ ଅନ୍ୟ ସମସ୍ତ ପଞ୍ଚାୟତ ସମେତ ଅନେକ ଗ୍ରାମ ଦୂରଦୂରାନ୍ତ ପାଣିଘେର, ବିଚ୍ଛିନ୍ନ ପାହାଡ଼ ପର୍ବତ, ଦୁର୍ଗମ ଉପାନ୍ତ ଇଲାକାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?