ଆମ ଜିଲା ଖବର

ଗ୍ରାମ୍ୟ ଜଙ୍ଗଲ ନଷ୍ଟ ଆଶଙ୍କା କଲେ ପରିବେଶବିତ୍‌

କେନ୍ଦ୍ରାପଡା ଅଫିସ, ୧୫ା୧୦: କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ଓଳାଭର ରାଜସ୍ବ ସର୍କଲ ଅନ୍ତର୍ଗତ ପାରି ମୁକୁନ୍ଦପୁର ପାନୀୟ ଜଳ ପ୍ରକଳ୍ପ ପାଇଁ ରାଜ୍ୟ ସରକାରଙ୍କ ଘୋଷଣାକୁ ଇତିମଧ୍ୟରେ ପ୍ରାୟ ୮ ମାସ ବିତିଲାଣି। ପାନୀୟ ଜଳକଷ୍ଟରେ ଥିବା ସ୍ଥାନୀୟ ଅଞ୍ଚଳବାସୀ…

ସରକାରୀ ନିୟମ ନ ମାନିବାକୁ ଚେତାବନୀ

ଯୋଡ଼ା,୧୫ା୧୦(ଡି.ଏନ.ଏ): କେନ୍ଦୁଝର ଜିଲା ଯୋଡ଼ା ଖଣି କ୍ଷେତ୍ରରେ ମାଓବାଦୀ ପୋଷ୍ଟର ଦେଖିବାକୁ ମିଳିଛି। ପୋଷ୍ଟର ମାଧ୍ୟମରେ ସରକାରଙ୍କ ନିୟମକାନୁନ ନ ମାନିବା ପାଇଁ ଖୋଲାଖୋଲି ଆହ୍ବାନ ଦିଆଯାଇଛି। ଏହି ପୋଷ୍ଟର ମିଳିବା ପରେ ଅଞ୍ଚଳରେ ମାଓବାଦୀ ପୁଣି ସେମାନଙ୍କର ଉପସ୍ଥିତି ଜାହିର…

୫୧ ଏସ୍‌ଏସ୍‌ଜିଙ୍କୁ ସଫେଇ ଦାୟିତ୍ୱ ଦେଲେ ସରପଞ୍ଚ

ରଘୁନାଥପୁର,୧୫।୧୦(ଡି.ଏନ୍‌ଏ.): ରଘୁନାଥପୁର ବ୍ଲକ ବିଦ୍ୟାଧରପୁର ପଞ୍ଚାୟତର ସଫେଇ କାର୍ଯ୍ୟ ପାଇଁ ୫୧ ସ୍ବୟଂ ସହାୟିକା ଗୋଷ୍ଠୀ(ଏସ୍‌ଏଚ୍‌ଜି)ର ସଦସ୍ୟାଙ୍କୁ ଦାୟିତ୍ୱ ଦେଇଛନ୍ତି ସରପଞ୍ଚ ସାହେଦା ତବସୁମ। ଏ ସବୁ ଏସ୍‌ଏଚ୍‌ଜିରେ ପ୍ରାୟ ୫୦୦ରୁ ଊର୍ଦ୍ଧ୍ୱ ମହିଳା ରହିଛନ୍ତି। ପ୍ରତି ଓ୍ବାର୍ଡର ସଫେଇ ପାଇଁ…

ଜଙ୍ଗଲ ପରିବେଶ ବିଭାଗ ବିଟ୍‌ହାଉସ ପାଖରେ ଆବର୍ଜନା ଗଦା

ପାରାଦୀପ,୧୫।୧୦(ସ୍ବ.ପ୍ର.): ପାରାଦୀପ ଷଣ୍ଢକୁଦ ଉପକଣ୍ଠ କଂସାରୀପାଟିଆ ନଦୀ ଓ ଅନତି ଦୂରରେ ଥିବା ସମୁଦ୍ର ମଧ୍ୟସ୍ଥଳ ଅଞ୍ଚଳ ହେଉଛି ସଂରକ୍ଷିତ ଜଙ୍ଗଲ। ସେହି ସ୍ଥାନରେ ଜଙ୍ଗଲ ପରିବେଶ ବିଭାଗର ଫରେଷ୍ଟ ବିଟ୍‌ହାଉସ ରହିଛି। ବିଟ୍‌ହାଉସ ପାଖରେ ଜଙ୍ଗଲୀ ଜୀବଜନ୍ତୁ ପାଣି ପିଇବା…

୧୨କିମି ରାସ୍ତା ନିର୍ମାଣ ପାଇଁ ବିତିଲାଣି ୩ବର୍ଷ

ବେଗୁନିଆ,୧୫ା୧୦(ଡି.ଏନ୍‌.ଏ.): ଯାତ୍ରୀଙ୍କ ସୁରକ୍ଷିତ ଗମନାଗମନ ଉପରେ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ମାତ୍ର ବିଭାଗୀୟ ଅଧିକାରୀ ଓ ଠିକାଦାରଙ୍କ ମନମାନି ଯୋଗୁଁ ରାସ୍ତା ନିର୍ମାଣରେ ବହୁ ଅନିୟମିତତା ହେଉଥିବା ନଜିର ରହିଛି। ସେହିପରି ରାସ୍ତାର ମାନ ନିର୍ଦ୍ଧାରଣ…

ଏସି ସଫାରିର ମଜା ନେବେ ପର୍ଯ୍ୟଟକ

ବାରଙ୍ଗ,୧୫।୧୦(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ସଫାରିକୁ ଟେଣ୍ଡରରେ ନେଇଥିବା ଠିକାଦାର ଶୁକ୍ରବାର ଏକ ଏସି ବସ୍‌ ଆଣି ପ୍ରଚଳନ କରିଛି। ପ୍ରଥମ କରି ସଫାରି ବୁଲିବାକୁ ଯାଉଥିବା ପର୍ଯ୍ୟଟକମାନେ ଏବେ ଏସି ବସ୍‌ରେ ବୁଲିବାର ମଜାନେଇପାରିବେ। ତେବେ ସାଧାରଣ ବସ୍‌ରେ ଯାତ୍ରା…

କଲେଜ ବସ୍‌ ଚାଳକଙ୍କୁ ହତ୍ୟା ପରେ ଜାଳିଦେଲେ

ଖୋର୍ଦ୍ଧା ଅଫିସ,୧୫ା୧୦: ଖୋର୍ଦ୍ଧା ଶିଳ୍ପାଞ୍ଚଳ ଫାଣ୍ଡି ଅନ୍ତର୍ଗତ ବରୁଣେଇସ୍ଥିତ ଏକ ଘରୋଇ କଲେଜରେ କାର୍ଯ୍ୟରତ ଜଣେ ଡ୍ରାଇଭରଙ୍କୁ ହତ୍ୟା ପରେ ପେଟ୍ରୋଲ ଢାଳି ଜାଳି ଦିଆଯାଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ ନୟାଗଡ଼ ଜିଲା ଫତେଗଡ଼ ଥାନା ଶ୍ୟାମଘନପୁର ଅଞ୍ଚଳର ରାମକୃଷ୍ଣ…

ବିଦ୍ୟୁତ୍‌ ଫାଶରେ ଦନ୍ତା ମୃତ

କାମାକ୍ଷାନଗର, ୧୫ା୧୦(ଡି.ଏନ୍‌.ଏ.): ୨୦୧୮ ଅକ୍ଟୋବର ୨୭। ମା’ ଲକ୍ଷ୍ମୀଙ୍କ ପୂଜାରେ ସାରା ଢେଙ୍କାନାଳ ଜିଲା ଉତ୍ସବମୁଖର ହୋଇଉଠିଥିବାବେଳେ ଓଡ଼ାପଡ଼ା ବ୍ଲକ କମଳାଙ୍ଗରୁ ହାତୀକୁ ନେଇ ଆସିଥିଲା ଦୁଃଖଦ ଖବର। ଏକ ବେସରକାରୀ ନିର୍ମାଣକାରୀ ସଂସ୍ଥାକୁ ଟଣାଯାଇଥିବା ଉଚ୍ଚ କ୍ଷମତାସମ୍ପନ୍ନ ୧୧ କେଭି…

‘ଅର୍ଚ୍ଚନାଙ୍କ କଳା ସାମ୍ରାଜ୍ୟର ତଦନ୍ତ କରୁ ଇଡି’

କଟକ ଅଫିସ,୧୫ା୧୦: ବହୁଚର୍ଚ୍ଚିତ ବ୍ଲାକ୍‌ମେଲର ଅର୍ଚ୍ଚନା ନାଗ ମାମଲା ଏବେ ହାଇକୋର୍ଟରେ ପହଞ୍ଚତ୍ଛି। ପୋଲିସ ତଦନ୍ତ ଆଗେଇ ପାରୁ ନ ଥିବାରୁ ମାମଲାର ତଦନ୍ତ ଭାର କେନ୍ଦ୍ର ସରକାରଙ୍କ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି)କୁ ଦେବା ପାଇଁ ହାଇକୋର୍ଟ ନିର୍ଦ୍ଦେଶ ଦେବାକୁ ପ୍ରାର୍ଥନା…

ଓସିଏ ସଭାପତି ପ୍ରାର୍ଥୀ ହେବେ ପ୍ରଣବ

ପୁରୀ ଅଫିସ/କଟକ ଅଫିସ୍‌, ୧୫ା୧୦: ଓଡ଼ିଶା କ୍ରିକେଟ୍‌ ଆସୋସିଏଶନ୍‌ (ଓସିଏ) ନିର୍ବାଚନ ନେଇ ଶୁକ୍ରବାର ପୁରୀସ୍ଥିତ ଏକ ଘରୋଇ ହୋଟେଲରେ ଅନୌପଚାରିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଯାଜପୁର ବିଧାୟକ ତଥା ବିଜେଡିର ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କୁ ଓସିଏର…

ଲିଜ୍‌ଧାରୀ ପୈଠ କରିବେ ୧କୋଟି

ବାଲେଶ୍ୱର ଅଫିସ, ୧୫।୧୦: ବାଲେଶ୍ୱର ଜିଲା ବସ୍ତା ତହସିଲ ଅଧୀନ ସୁବର୍ଣ୍ଣରେଖା ନଦୀର ବେଣାପୁର(କ)ବାଲିଖାଦାନ ଲିଜ୍‌ରୁ ବେଆଇନ ଭାବେ ଅଧିକ ବାଲି ଉତ୍ତୋଳନ ମାମଲାର ଏନଜିଟି ରାୟ ପ୍ରକାଶ ପାଇଛି। ନିୟମ ଉଲ୍ଲଂଘନ କରିଥିବା ଲିଜ୍‌ଧାରୀମାନେ ୧ ମାସ ମଧ୍ୟରେ ୧କୋଟି…

ଭୂମି ପରେ ଭାଷା

ଶରତ କୁମାର ଧଳ ପଟ୍ଟାଙ୍ଗୀ, ୧୫ା୧୦: ପ୍ରଥମେ ଭୂମି ହାତେଇବାକୁ ଚକ୍ରାନ୍ତ। ଏବେ ଭାଷାକୁ ଅକ୍ତିଆର କରିବାକୁ ପ୍ରୟାସ। ସୀମାନ୍ତ କୋରାପୁଟ ଜିଲାରେ ସରକାରୀ ସ୍କୁଲ ପରିଚାଳନାରେ ରାଜ୍ୟ ପ୍ରଶାସନର ବିଫଳତା, ବିପଦରେ ପଡ଼ିଥିବା ଓଡ଼ିଆ ଭାଷା ସୁରକ୍ଷା ଲାଗି ଯୋଜନାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?