ଆମ ଜିଲା ଖବର

ବନ୍ୟାବିପନ୍ନଙ୍କ ଦୁଃଖ ଦୂରହେଉନି

ଯାଜପୁର ଅଫିସ,୬ା୯:ଦଶରଥପୁର ବ୍ଲକ ଅନ୍ତର୍ଗତ ଦତ୍ତପୁର ପଞ୍ଚାୟତରେ ବନ୍ୟା ବିପନ୍ନଙ୍କ ଦୁଃଖ ଏଯାଏ ଦୂର ହୋଇ ପାରିନାହିଁ। ଏହାକୁ ସମାଧାନ କରିବାରେ ବ୍ଲକ ପ୍ରଶାସନ ବିଫଳ ହୋଇଛି ବୋଲି ସୋମବାର ବିଭିନ୍ନ ଯୁବ ସଂଗଠନ ପକ୍ଷରୁ ଅଭିଯୋଗ ହୋଇଛି। ଏକ ଖବରଦାତା…

ପୁନର୍ବାର ପ୍ରସ୍ତୁତ ହେବ ତାଲିକା

ଅନୁଗୋଳ ଅଫିସ, ୬ା୯: ସାତକୋଶିଆ ଅଭୟାରଣ୍ୟର କୋର୍‌ ଅଞ୍ଚଳରୁ ସ୍ଥାନାନ୍ତର ପ୍ରକ୍ରିୟାରେ କଟରଙ୍ଗ ଗ୍ରାମର ୨୧ ପରିବାର କ୍ଷତିପୂରଣ ପ୍ୟାକେଜ୍‌ରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ ବଞ୍ଚିତ ପରିବାର ସୋମବାର ଅନୁଗୋଳ ଉପଜିଲାପାଳ ବଇତୁରା ଦୀପ୍‌ଙ୍କୁ ସାକ୍ଷାତ କରିଥିଲେ।…

ବ୍ୟାସନଗରକୁ ଭାରି କଠିନ ବର୍ଜ୍ୟବସ୍ତୁ

ଯାଜପୁର ରୋଡ୍‌,୬ା୯(ଡି.ଏନ.ଏ.):ରାଜ୍ୟର ସମସ୍ତ ପୌର ଓ ପଞ୍ଚାୟତ କର୍ତ୍ତୃପକ୍ଷଙ୍କୁ କଠିନ ବର୍ଜ୍ୟବସ୍ତୁର ଠିକ୍‌ ପରିଚାଳନା ପାଇଁ ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି) ନିର୍ଦ୍ଦେଶ ଜାରି କରିଛନ୍ତି। କୌଣସି ବର୍ଜ୍ୟବସ୍ତୁକୁ ଖୋଲା ସ୍ଥାନ ତଥା ଆବର୍ଜନା ପକାଯାଉଥିବା ସ୍ଥାନରେ ଜଳାଇବା ସମ୍ପୂର୍ଣ୍ଣ ନିଷେଧ କରାଯାଇଛି।…

ପ୍ରଚାରରେ ସୀମିତ ପ୍ଲାଷ୍ଟିକ୍‌, ପଲିଥିନ ବର୍ଜନ

କେନ୍ଦ୍ରାପଡ଼ା ଅଫିସ, ୬ା୯:ସାରା ଦେଶରେ ୨୦୧୬ ଅକ୍ଟୋବର ୨ରୁ ବର୍ଜ୍ୟବସ୍ତୁ ପରିଚାଳନା ଆଇନକୁ କଡାକଡି କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସିଙ୍ଗଲ ୟୁଜ ପ୍ଲାଷ୍ଟିକ ଓ ପଲିଥିନ ବ୍ୟବହାର ସମ୍ପୂର୍ଣ୍ଣ ବର୍ଜନ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆହ୍ବାନ ଦେଇଛନ୍ତି। ତେବେ ଏହାର…

ବାହ୍ୟ ମଳମୁକ୍ତ ଗାଁ ଯୋଜନା ବାଟବଣା

ପଟ୍ଟାମୁଣ୍ଡାଇ,୬ା୯(ସ୍ବ.ପ୍ର.):ପଟ୍ଟାମୁଣ୍ଡାଇ ଅଞ୍ଚଳରେ ସ୍ବଚ୍ଛ ଭାରତ ଅଭିଯାନ ପୂରା ଫେଲ୍‌ ମାରିଛି। ଏଠାରେ ଥିବା ଅଧିକାଂଶ ଗଁାଗୁଡ଼ିକ ଅଳିଆ ଆବର୍ଜନାରେ ଭରପୂର ହୋଇ ପଡିରହିଛି। ଫଳରେ ବର୍ତ୍ତମାନ ଅନେକ ଗ୍ରାମବାସୀ ଝାଡା, ବାନ୍ତି ଓ ଡେଙ୍ଗୁ ଜ୍ୱରରେ ପଡି ଘାଣ୍ଟି ହେଉଛନ୍ତି। ଏ…

ନୂଆଁଖାଇ ସରିଲା, ଦାଦନ ଯିବାକୁ ସଜବାଜ

ସୋନପୁର, ୬।୯(ନି.ପ୍ର.): ଗଣପର୍ବ ନୂଆଁଖାଇ ଗତ ୧ତାରିଖରେ ସରିଛି। ସୁବର୍ଣ୍ଣପୁର ଜିଲାର କୃଷକ, ଗରିବ ଓ ଶ୍ରମଜୀବୀ ଖୁସି ମନାଇଛନ୍ତି। ଗଣପର୍ବ ପୂର୍ବରୁ ଦାଦନ ସର୍ଦ୍ଦାରମାନେ ଗାଁଗାଁ ବୁଲି ସେମାନଙ୍କୁ ଅଗ୍ରୀମ ଟଙ୍କା ଦେଇଥିଲେ। ନୂଆଁଖାଇ ପରେ ବାହାର ରାଜ୍ୟକୁ ଦାଦନ…

ମାଲ୍‌ ପରିବହନରେ ଖୋର୍ଦ୍ଧାରୋଡ୍‌ ରେଳମଣ୍ଡଳ ଶୀର୍ଷରେ

ଜଟଣୀ, ୬ା୯(ଡି.ଏନ୍‌.ଏ.):ପୂର୍ବତଟ ରେଲ୍‌ଓ୍ବେର ଖୋର୍ଦ୍ଧାରୋଡ୍‌ ରେଳ ମଣ୍ଡଳ ୨୦୨୨ ଅଗଷ୍ଟରେ ଭାରତୀୟ ରେଳ ମଧ୍ୟରେ ମାଲ୍‌ ପରିବହନରେ ଶୀର୍ଷ ସ୍ଥାନ ହାସଲ କରିଛି। ଅଗଷ୍ଟ ୨୦୨୨ରେ ଏହି ମଣ୍ଡଳ ୧୩.୨୭ ମିଲିୟନ୍‌ ଟନ୍‌ ମାଲ ପରିବହନ କରିଛି, ଯାହା ଗତବର୍ଷର ଅଗଷ୍ଟ-୨୦୨୧ରେ…

ଜିଲାପାଳଙ୍କ ପ୍ରଭାବିତ ଅଞ୍ଚଳ ସ୍ଥିତି ଅନୁଧ୍ୟାନ

ଭବାନୀପାଟଣା,୬।୯(ସ୍ବ.ପ୍ର.): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିଭିନ୍ନ ଅଞ୍ଚଳରେ ଝାଡ଼ାବାନ୍ତି ପ୍ରକୋପ ଦେଖାଦେଇଛି। ଗତ ଏକ ସପ୍ତାହରେ ୬ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ଅଭଯୋଗ ହୋଇଛି। ଏହି ଘଟଣା ପରେ ସୋମବାର ଜିଲାପାଳ ପି. ଅନ୍ବେଷା ରେଡ୍ଡୀ ଥୁ. ରାମପୁର…

ଝାଡ଼ାବାନ୍ତିରେ ୨ମୃତ, ୨୫ ଆକ୍ରାନ୍ତ

ଖପ୍ରାଖୋଲ, ୬ା୯(ଡି.ଏନ.ଏ.): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ପଡ଼ିଆବାହାଲ ପଞ୍ଚାୟତ ଅନ୍ତର୍ଗତ ଦେଦର୍ହ ଗାଁରେ ଝାଡ଼ାବାନ୍ତି ବ୍ୟାପିବାରେ ଲାଗିଛି। ଏଥିରେ ୨ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୫ଜଣ ଆକ୍ରାନ୍ତ ହୋଇଛନ୍ତି। ମୃତକ ହେଲେ କୁମାରୀ ମେହେର (୪୮) ଓ ତାଙ୍କ ୧୦…

ବାଲିଯାତ୍ରାକୁ ବିଶ୍ୱସ୍ତରୀୟ ମାନ୍ୟତା ପାଇଁ ପ୍ରୟାସ

କଟକ ଅଫିସ, ୬ା୯:ଐତିହ୍ୟ ବାଲିଯାତ୍ରାକୁ ବିଶ୍ୱସ୍ତରୀୟ ମାନ୍ୟତା ପ୍ରଦାନ ପାଇଁ କଟକ ଜିଲା ପ୍ରଶାସନ ପକ୍ଷରୁ ପ୍ରୟାସ ଜାରି ରହିଛି। ଚଳିତ ବର୍ଷ ନଭେମ୍ବର ୮ରୁ ୧୫ ତାରିଖ ପର୍ଯ୍ୟନ୍ତ ବାଲିଯାତ୍ରା ହେବାକୁ ଯାଉଥିବାବେଳେ ଏ ନେଇ ଏକ ପ୍ରସ୍ତୁତି ବୈଠକ…

ପରମ୍ପରାର ପ୍ରଚାର ପାଇଁ ନିଆରା ପ୍ରୟାସ

ପୁରୀ ଅଫିସ,୬।୯:କଟକ ମାଛୁଆବଜାର ଗଣେଶ ପୂଜାରେ ଯୋଗଦେଇଥିବା ମହାରାଷ୍ଟ୍ରର ପାରମ୍ପରିକ ଢୋଲ୍‌ ବାଜା ଗ୍ରୁପ୍‌ ସୋମବାର ପୁରୀରେ ପହଞ୍ଚି ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ମଧ୍ୟାହ୍ନରେ ନାଗପୁର ଶିବସାଇ ଢୋଲ ତାସା ଅନୁଷ୍ଠାନର ୭୫ ଜଣ ସଦସ୍ୟ ଶ୍ରୀମନ୍ଦିର ସମ୍ମୁଖରେ ପହଞ୍ଚିଥିଲେ। ଏମାନଙ୍କ…

‘ପୁରସ୍କାର ଦ୍ୱାରା ସାମାଜିକ ଦାୟିତ୍ୱବୋଧ ବଢ଼େ’

ନିମାପଡ଼ା,୬ା୯(ଡି.ଏନ୍‌.ଏ.):ଚଳିତବର୍ଷ ଓଡ଼ିଶାରୁ ଏକମାତ୍ର ଶିକ୍ଷକ ଭାବେ ଈଶ୍ୱର ଚନ୍ଦ୍ର ନାୟକ ରାଷ୍ଟ୍ରପତି ପୁରସ୍କାର ପାଇଛନ୍ତି। ପୁରୀ ଜିଲା ନିମାପଡ଼ା ବ୍ଲକ ଗଡ଼ପଦନପୁର ପଞ୍ଚାୟତ ଅନ୍ତର୍ଗତ ବାଙ୍ଗୁରୁଷପାଟଣା ଗ୍ରାମରେ ଶିକ୍ଷକ ନାୟକଙ୍କ ଜନ୍ମ। ସମ୍ପ୍ରତି ସେ ନିମାପଡ଼ା ବ୍ଲକର କାନପୁର ବିଦ୍ୟାଳୟରେ ଶିକ୍ଷକତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?