ଆମ ଜିଲା ଖବର

ଟି-୨୦ ଲାଗି ଜୁନ୍‌ ୧ରେ ଅନ୍‌ଲାଇନ ଟିକେଟ୍‌ ବୁକିଂ

କଟକ ଅଫିସ,୩୦।୫: ବାରବାଟୀ ଟି-୨୦ ପାଇଁ ଆସନ୍ତା ଜୁନ୍‌ ୧ରେ ଅନ୍‌ଲାଇନରେ ଟିକେଟ୍‌ ବୁକିଂ ଆରମ୍ଭ ହେବ। ଏ ନେଇ ଓସିଏ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ମିଳିଛି। ଏହି ବୁକିଂ ପେଟିଏମ୍‌ ଇନ୍‌ସାଇଡର ଆପ୍‌ ଏବଂ ପେଟିଏମ୍‌ ଆପ୍‌ ଦ୍ୱାରା ହିଁ…

ବଜାରରେ ମହିଳାଙ୍କୁ ଅସଦାଚରଣ କରି ଜେଲ୍‌ ଗଲେ

ଦିଗପହଣ୍ଡି,୩୦ା୫(ଡି.ଏନ.ଏ.): ଜଣେ ବ୍ୟକ୍ତିଙ୍କୁ ଠେଙ୍ଗାରେ ଆକ୍ରମଣ କରିବା ସହ ତାଙ୍କ ସ୍ତ୍ରୀଙ୍କୁ ଅସଦାଚରଣ କରିଥିବା ଅଭିଯୋଗରେ ଦିଗପହଣ୍ଡି ପୋଲିସ ଜଣେ ଅଭିଯୁକ୍ତଙ୍କୁ ସୋମବାର ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଜଣକ ହେଲେ ପାଟପୁର ଥାନା ଧରମପୁରର କାମେଶ୍ୱର ପ୍ରଧାନ…

ମଝି ନଈରେ କୁମ୍ଭୀର ସହ ଲଢ଼ିଲେ ନାବାଳକ

ପଟ୍ଟାମୁଣ୍ଡାଇ,୩୦।୫(ଡି.ଏନ୍‌.ଏ.): ଗାଧୋଇବାକୁ ଗଲାବେଳେ ଟାଣିନେଲା କୁମ୍ଭୀର। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ବଲୁରିଆ ପଞ୍ଚାୟତ ଅରାଜି ଗାଁରେ। ସୂଚନାଯୋଗ୍ୟ, ଅରାଜି ଗାଁର ମନୋଜ ସାହୁଙ୍କ ସାନ ପୁଅ କାଣିନଦୀକୁ ଗାଧୋଇବାକୁ ଯାଇଥିଲେ । ଏହି…

ବିଚାରାଧୀନ କଏଦୀଙ୍କ ମୃତ୍ୟୁ

ବ୍ରହ୍ମପୁର ଅଫିସ,୩୦।୫: ଏମ୍‌କେସିଜି ମେଡିକାଲରେ ଚିକିତ୍ସାଧୀନ ଜଣେ ବିଚାରାଧୀନ କଏଦୀଙ୍କ ସୋମବାର ମୃତ୍ୟୁ ଘଟିଛି। ସେ ହେଲେ ଟାଉନ ଥାନା ଅଧୀନ ଗେଟ୍‌ବଜାର ଜାଗିଲିସାହିର ମୁନା ବେହେରା(୫୦)। ବୈଦ୍ୟନାଥପୁର ପୋଲିସ ମୃତଦେହ ଜବତକରି ଏକ ଅପମୃତ୍ୟୁ ମାମଲା(ନଂ.୨୯୦/୨୨) ରୁଜୁକରି ତଦନ୍ତ ଚଳାଇଛି।…

ରାତି ପାହିଲେ ଭୋଟ୍‌

ଝାରସୁଗୁଡା ଅଫିସ,୩୦।୫: ରାତି ପାହିଲେ ବ୍ରଜରାଜନଗର ଉପନିର୍ବାଚନ। ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ। ନିର୍ବାଚନକୁ ଅବାଧ ଓ ନିରପେକ୍ଷ କରିବାକୁ ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଏଥର ବୁଥ୍‌କୁ କେନ୍ଦ୍ରୀୟ ସୁରକ୍ଷା ବାହିନୀ ଜଗିବେ ବୋଲି ସୂଚନା ମିଳିଛି ।…

ପଞ୍ଚାୟତ ଅଫିସରେ ତାଲା ପକାଇଲେ ଗ୍ରାମବାସୀ

ବରପାଲି,୩୦।୫(ଡି.ଏନ୍‌.ଏ .): ଗରିବଙ୍କ ପାଇଁ ସରକାର ବିଭିନ୍ନ ଯୋଜନା କରୁଛନ୍ତି ହେଲେ କେତେକ ମୁନଫାଖୋର ସରକାରୀ କର୍ମଚାରୀଙ୍କ ପାଇଁ ଯୋଜନା ପ୍ରକୃତ ହିତାଧିକାରୀଙ୍କ ପାଖରେ ପହଞ୍ଚି ପାରୁନାହିଁ । ଏପରି ଏକ ଘଟଣା ଘଟିଛି ବରଗଡ଼ ଜିଲା ବରପାଲି ବ୍ଲକ କୁମ୍ଭାରୀ…

ଜାଲ ସାର୍ଟିଫିକେଟ ଦେଇ ଚାକିରି, ନିଲମ୍ବିତ ଶିକ୍ଷକଙ୍କ ନାମରେ ମାମଲା

ପାଟଣା,୩୦।୫(ଡି.ଏନ.ଏ.): କେନ୍ଦୁଝର ଜିଲା ସାହରପଡ଼ା ବ୍ଲକ ବିଲ୍ଲାରାମଚନ୍ଦ୍ରପୁର ଉଚ୍ଚ ବିଦ୍ୟାଳୟର ପ୍ରଧାନଶିକ୍ଷକ ସୁଶୀଲ କୁମାର ବେହେରା ଜାଲ ବିଇଡି ସାର୍ଟିଫିକେଟ ଦେଇ ଶିକ୍ଷକତା କରୁଥିବା ନେଇ ଅଭିଯୋଗ ହୋଇଥିଲା। ଶିକ୍ଷାବିଭାଗର ତଦନ୍ତ ପପରେ ତାଙ୍କୁ ନିଲମ୍ବନ କରାଯାଇଥିଲା। ସୋମବାର ଜିଲା ଶିକ୍ଷାଅଧିକାରୀ…

ଶ୍ରୀଜିଉଙ୍କ ଦର୍ଶନ କଲେ ରେଲୱେ ବୋର୍ଡ ଅଧ୍ୟକ୍ଷ

ପୁରୀ ଅଫିସ,୩୦।୫: ରେଲୱେ ବୋର୍ଡର ଅଧ୍ୟକ୍ଷ ବିନୟ କୁମାର ତ୍ରିପାଠୀ ସୋମବାର ଶ୍ରୀଜିଉଙ୍କ ଦର୍ଶନ କରିଛନ୍ତି। ଦର୍ଶନ ସମୟରେ ଆରପିଏଫର ବରିଷ୍ଠ ଅଧିକାରୀ ଓ ଶ୍ରୀମନ୍ଦିର ପ୍ରଶାସନିକ ଅଧିକାରୀମାନେ ଉପସ୍ଥିତ ଥିଲେ। ଏଥିସହ ଶ୍ରୀମନ୍ଦିର ଭିତରେ ଥିବା ପାଶର୍ର୍‌ୟ ଦେବାଦେବୀଙ୍କ ଦର୍ଶନ…

କାର୍ତ୍ତିକ ଓଡ଼ିଶା ଟପ୍ପର

ସୋନପୁର,୩୦।୫(ନି.ପ୍ର.): ୟୁପିଏସ୍‌ସି ପକ୍ଷରୁ ସୋମବାର ସିଭିଲ ସର୍ଭିସ ପରୀକ୍ଷା ଫଳ ପ୍ରକାଶ ପାଇଛି। ସର୍ବ ଭାରତୀୟ ସ୍ତରରେ ଶ୍ରୁତି ଶର୍ମା ଟପ୍ପର ହୋଇଥିବା ବେଳେ ଓଡ଼ିଶାର ଟପ୍ପର ହୋଇଛନ୍ତି କାର୍ତ୍ତିକ ପାଣିଗ୍ରାହୀ। ତାଙ୍କ ଘର ସୋନପୁର ସହରର ଗଡ଼ଭିତରରେ। ଜିଲାରେ କାର୍ତ୍ତିକ…

ସାବିତ୍ରୀ ବ୍ରତରେ ଜୀବନ ହାରିଲେ ମହିଳା

ସଇଁନ୍ତଳା,୩୦।୫(ଡି.ଏନ୍‌.ଏ.): ସ୍ବାମୀଙ୍କ ଦୀର୍ଘାୟୁ କାମନାକରି ସୋମବାର ବିବାହିତା ମହିଳା ଧୁମଧାମରେ ସାବିତ୍ରୀ ବ୍ରତ ପାଳନ କରୁଛନ୍ତି l ଏନେଇ ଗାଁଠୁ ସହର ବେଶ୍‌ ଉତ୍ସବ ମୁଖର l ହେଲେ ବଲାଙ୍ଗୀର ଜିଲା ସଇଁନ୍ତଳା ବ୍ଲକ ତାଳବାହାଲ ଗାଁରେ ଏକ ଅଭାବନୀୟ ଘଟଣା…

ଦାବି ପୂରଣ ନ ହେଲେ ରବି ମଣ୍ଡିରେ ଧାନ କିଣିବେନି ମିଲର

ଜୟପୁର, ୩୦ା୫(ନି.ପ୍ର.): କୋରାପୁଟ ଜିଲା ମିଲର୍ସ ସଂଘ ବୈଠକ ବୋରିଗୁମ୍ମାଠାରେ ଅନୁଷ୍ଠିତ ହୋଇଯାଇଛି। ସରକାରଙ୍କ ନୂଆ ନିୟମ ଏମ୍‌ଏମ୍‌ଡିଏଫ୍‌କୁ କୋରାପୁଟ ଜିଲା ମିଲର୍ସ ମାଲିକ ସଂଘ ବିରୋଧ କରିଛି। ୨୦୨୦-୨୧ ଆର୍ଥତ୍କ ବର୍ଷର ବକେୟା ପ୍ରାପ୍ୟ ପ୍ରଶାସନ ଦେଇ ନ ଥିବାରୁ ବୈଠକରେ…

କୋରାପୁଟର ଦୟାନିଧିଗୁଡ଼ା ଦୁର୍ଘଟଣା: ମୃତ୍ୟୁସଂଖ୍ୟା ୨କୁ ବୃଦ୍ଧି

କୋରାପୁଟ,୩୦ା୫(ସ୍ବ.ପ୍ର.): କୋରାପୁଟ ସଦର ଥାନା ଅଧୀନ ଦୟାନିଧିଗୁଡ଼ାରେ ଶନିବାର ଟ୍ରକ୍‌-ଅଟୋ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୨ରେ ପହଞ୍ଚତ୍ଛି। ଘଟଣାସ୍ଥଳରେ ମୂଷାପୁଟ ଗ୍ରାମର ପିଙ୍କି ପ୍ରଧାନୀଙ୍କ ମୃତ୍ୟୁ ହୋଇଥିଲା। କୋରାପୁଟ ଶହୀଦ ଲକ୍ଷ୍ମଣ ନାୟକ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ରବିବାର ସକାଳେ ବୁଟୁରୁଗୁଡା ଗ୍ରାମର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri