ଆମ ଜିଲା ଖବର

ଗୁରୁଦିବସରେ ସମ୍ବର୍ଦ୍ଧିତ ହେଲେ ଅବସରପ୍ରାପ୍ତ ଶିକ୍ଷକ

ଦାରିଙ୍ଗବାଡ଼ି,୫ା୯(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଦାରିଙ୍ଗବାଡି ବ୍ଲକ ସଭାଗୃହଠାରେ ଦାରିଙ୍ଗବାଡ଼ି ପ୍ରାଥମିକ ଶିକ୍ଷକ ସଂଘ ପକ୍ଷରୁ ଅବସରପ୍ରାପ୍ତ ଶିକ୍ଷକମାନଙ୍କୁ ସମ୍ବର୍ଦ୍ଧନା ଦିଆଯିବା ପାଇଁ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରଯାଇଥିଲା। ସଂଘର…

ଅଙ୍ଗନୱାଡି କର୍ମୀଙ୍କୁ ସିଡିପିଓ ମାନସିକ ନିର୍ଯାତନା ଦେଉଥିବା ଅଭିଯୋଗ: ଥାନାରେ ମାମଲା ରୁଜୁ

ସାରସକଣା,୫।୯(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅନ୍ତର୍ଗତ କଳାପାଣି ଅଙ୍ଗନବାଡି କର୍ମୀଙ୍କୁ ସାରସକଣା ବ୍ଳକ ସିଡିପିଓ ମାନସିକ ଚାପ ଓ ନିର୍ଯାତନା ଦେଉଥିବା ନେଇ ଅଭିଯୋଗ ହୋଇଛି। ପୁଅ ଅଶୋକ କୁମାର ସିଂ ଝାରପୋଖରିଆ ଥାନାରେ ଏନେଇ ଏକ ମାମଲା ରୁଜୁ…

ଦେଦର୍ହା ଗାଁରେ ବ୍ୟାପୁଛି ଝାଡାବାନ୍ତି: ଗୋଟିଏ ପରିବାରର ଚାଲିଗଲା ୨ ଜୀବନ

ଖପ୍ରାଖୋଲ,୫।୯(ଡି.ଏନ.ଏ.): ବଲାଙ୍ଗିର ଜିଲା ଖପ୍ରାଖୋଲ ବ୍ଲକ ପଡ଼ିଆବହାଲ ପଞ୍ଚାୟତ ଦେଦର୍ହା ଗାଁ ବ୍ୟାପୁଛି ଝାଡାବାନ୍ତି। ଝାଡାବାନ୍ତିରେ ଗାଁର ଗୋଟିଏ ପରିବାରର ଦୁଇ ଜଣଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ଜଣାପଡିଛି। ଏହାସହ ୨୫ରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ହୋଇଛନ୍ତି। ମୃତକମାନେ ହେଲେ କୁମାରୀ…

ଜାତୀୟ ପତାକାକୁ ଅସମ୍ମାନ ଅଭିଯୋଗ

ଗଞ୍ଜାମ,୫।୯(ଡି.ଏନ.ଏ.): ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ଅମୃତ ମହୋତ୍ସବ ପାଳନ କରିଥିଲା ଦେଶ l ଏଥିପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ଘରେ ଘରେ ତ୍ରିରଙ୍ଗା ଲଗାଇବା ନିମନ୍ତେ ଘୋଷଣା କରାଯାଇଥିଲା। ପୁଣି ଜାତୀୟ ପତାକାକୁ ସମ୍ମାନ ଜଣାଇ ବାହାର କରିବାକୁ…

ମା’ କୋଳରୁ ଭାସିଯାଇ ଚାଲିଗଲା ଦୁଇ ବର୍ଷ ଶିଶୁର ଜୀବନ

ନୟାଗଡ଼ ଅଫିସ,୫।୯: ନୟାଗଡ ଜିଲା ଓଡଗାଁ ଥାନା ଗୌଡପୁଟ ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ମା’ ସହିତ ଗାଧୋଇବାକୁ ଯାଇ ନଦୀରେ ଭାସିଯାଇ ଦୁଇ ବର୍ଷର ଶିଶୁଙ୍କ ଜୀବନ ଯାଇଛି। ମୃତ ଶିଶୁ ଜଣଙ୍କ ହେଲେ ଶାନ୍ତିଲତା ବାରିକଙ୍କ ଝିଅ…

ହକ୍‌ ପାଇଁ ଦୁର୍ବାର ଆନ୍ଦୋଳନ ହେବ

ଲୋଇସିଂହା,୫।୯(ଡି.ଏନ.ଏ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକର କେତେକ ପଞ୍ଚାୟତ ୨୦୨୧-୨୨ ଖରିଫ ମରୁଡି କ୍ଷତିପୂରଣ ତାଲିକାରୁ ବାଦ ପଡିଛନ୍ତି। କ୍ଷତିପୂରଣ ଦାବିରେ ଗତ ୨୬ ଜୁଲାଇରେ ଚାଷୀମାନେ ରାସ୍ତାରୋକୋ କରିଥିଲେ। ହେଲେ କୌଣସି ସୁଫଳ ମିଳିଲାନି। ହକ୍‌ ନମିଳିବା ଯାଏ ଆସନ୍ତା ୬…

ବସୁଧା ଯୋଜନା ଫେଲ୍‌

ଦଶମନ୍ତପୁର,୫ା୯ ( ଡି.ଏନ. ଏ.):ସରକାର ଦୁର୍ଗମ ଅଞ୍ଚଳରେ ରହୁଥିବା ଗ୍ରାମବାସୀଙ୍କ ପାନୀୟ ଜଳ ସମସ୍ୟା ଦୂର କରିବାକୁ ବସୁଧା ଯୋଜନା କାର୍ଯ୍ୟକାରୀ କରୁଛନ୍ତି। ଏହି ଯୋଜନାରେ ପ୍ରତ୍ୟେକ ଗ୍ରାମବାସୀଙ୍କ ଘରକୁ ଘର ପାନୀୟ ଜଳ ଯୋଗାଇ ଦେବା ଲକ୍ଷ୍ୟ ଥିଲା। ମାତ୍ର…

ଶିକ୍ଷାଦାନ ପେସା, ସେବା କରିବା ନିଶା

ସମ୍ବଲପୁର,୫ା୯(ବ୍ୟୁରୋ):ଶିକ୍ଷାଦାନକୁ ପେସା କରି ନିଜର ଜୀବିକା ନିର୍ବାହ କରୁଥିଲେ। ସରକାରୀ ସ୍କୁଲରେ ପ୍ରାୟ ୩୫ ବର୍ଷ ଚାକରି କରି ନିଜ ପେସାରୁ ଅବସର ନେଲେ। ହେଲେ ଏବେ ସେବା କରିବା ତାଙ୍କ ନିଶା ପାଲଟି ଯାଇଛି। ବାର୍ଦ୍ଧକ୍ୟରେ ଉପନୀତ ହୋଇ ମଧ୍ୟ…

ଫସଲ ଖାଇଦେବାରୁ ଦଣ୍ଡଦେଲେ ଜମି ମାଲିକ: ଖାଇବାକୁ ନ ଦେଇ ଷଣ୍ଢକୁ ୨୦ ଦିନ ବାନ୍ଧି ରଖିଲେ

ଉମରକୋଟ,୫ା୯(ସ୍ବ.ପ୍ର.):ଜମିରେ ଧାନ ଫସଲ ଦେଖି ଭୋକିଲା ଷଣ୍ଢଟି ଖାଇ ଦେଇଥିଲା। ଦିନେ ନୁହେଁ ଏକାଧିକ ଥର ଜମିରେ ପଶି ଫସଲ ଖାଇଥିଲା। ହେଲେ ଏହାର ପରିଣାମ ଯେ ଭୟଙ୍କର ହେବ ତାହା ସେ ଜାଣି ନ ଥିଲା। ଚାରିଗୋଡ଼ିଆ ପ୍ରାଣୀଟିକୁ ଦଣ୍ଡଦେବାକୁ…

ଟିକାକରଣରେ ଅବ୍ୟବସ୍ଥା

ଅନୁଗୋଳ ଅଫିସ, ୫।୯:ଅନୁଗୋଳ ସହରର ମିଶ୍ରପଡ଼ାସ୍ଥିତ ସହରାଞ୍ଚଳ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ରବିବାର କରୋନା ବୁଷ୍ଟର ଡୋଜ୍‌ ଟିକାକରଣକୁ ନେଇ ଅବ୍ୟବସ୍ଥା ଦେଖିବାକୁ ମିଳିଛି। ଆଶାୟୀମାନେ ଲାଇନ୍‌ରେ ଛିଡ଼ା ହୋଇଥିବାବେଳେ ଭ୍ୟାକ୍ସିନ୍‌ ସରିଯାଇଥିବା କହି ସ୍ବାସ୍ଥ୍ୟକର୍ମୀ ସେମାନଙ୍କୁ ଫେରାଇ ଦେଇଥିବା ଅଭିଯୋଗ ହୋଇଛି।…

ପ୍ରିନ୍ସ ଫେଷ୍ଟରେ ଝୁମିଲେ ଦର୍ଶକ

ଅନୁଗୋଳ ଅଫିସ, ୫।୮:ଅନୁଗୋଳ ପ୍ରିନ୍ସ ଆଣ୍ଡ ପ୍ରିନ୍ସ କ୍ଲବ ପକ୍ଷରୁ ରବିବାର ସାରେ ‘ପ୍ରିନ୍ସ ଫେଷ୍ଟ୍‌’ ଅନୁଷ୍ଠିତ ହୋଇଯାଇଛି। ହେମସୁରପଡ଼ା ଟାଉନ୍‌ ହାଇସ୍କୁଲ ପଡ଼ିଆରେ ଆୟୋଜିତ ଏହି ସାଂସ୍କୃତିକ ସାରେ ଗୋଟିଏ ପରେ ଗୋଟିଏ ଓଲିଉଡ୍‌ ଓ ବଲିଉଡ୍‌ ସଙ୍ଗୀତର ଧୁନ୍‌ରେ…

ଶିଷ୍ୟ ବିନା ଶିକ୍ଷକ ଅସ୍ତିତ୍ୱହୀନ

‘ଗୁରୁଙ୍କୁ ନ ମଣିବ ନର, ଗୁରୁ ଯେ ସାକ୍ଷାତ୍‌ ଈଶ୍ୱର’। ଶିକ୍ଷକ ସମାଜ ଉଦ୍ଦେଶ୍ୟରେ ଉଲ୍ଲେଖଥିବା ଏହି ଆପ୍ତବାକ୍ୟ ହିଁ ସେମାନଙ୍କ ଦାୟିତ୍ୱ, କର୍ତ୍ତବ୍ୟ ଏବଂ ସ୍ଥାନକୁ ସମାଜରେ ପ୍ରତିପାଦିତ କରେ। ଅଜ୍ଞାନରୂପକ ଅନ୍ଧାରରୁ ଜ୍ଞାନର ଆଲୋକ ମାର୍ଗ ଦେଖାଇଥିବା ଗୁରୁଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?