ଭାଷା ଅଡୁଆରୁ ବୃଦ୍ଧାଶ୍ରମରେ ମାସେ
ଢେଙ୍କାନାଳ ଅଫିସ, ୫।୯:ଶ୍ରୀକ୍ଷେତ୍ର ପୁରୀରେ ରହୁଥିବା ବନ୍ଧୁ ଘରକୁ ଆସିଥିଲେ ସୁଦୂର ଚେନ୍ନାଇରୁ। ଘରକୁ ଫେରିବା ବେଳେ ହୋଇଗଲା ବଡ଼ ଗଡ଼ବଡ଼। ଭୁଲ୍ ଟ୍ରେନ୍ରେ ଚଢ଼ିଗଲେ ୬୪ ବର୍ଷୀୟ ସୁବ୍ରମଣ୍ୟମ୍। ଟ୍ରେନ୍ ଭିତରେ ଏହା ଜଣାପଡ଼ିବା ପରେ କେତେଜଣ ସହଯାତ୍ରୀ ତାଙ୍କୁ…
ନାଲି ପିମ୍ପୁଡ଼ି ଭୟରେ ଗାଁ ଛାଡ଼ିଲେ ୩ ପରିବାର
ପିପିଲି,୫।୯(ଡି.ଏନ୍.ଏ.):ପିପିଲି ବ୍ଲକ ଅନ୍ତର୍ଗତ ଚନ୍ଦ୍ରାଦେଇପୁର ପଞ୍ଚାୟତର ବ୍ରାହ୍ମଣ ଶାସନ ଗ୍ରାମରେ ନାଲି ପିମ୍ପୁଡ଼ି ଆତଙ୍କରେ ୩ ପରିବାର ଗାଁ ଛାଡି ଅନ୍ୟତ୍ର ଚାଲିଯାଇଛନ୍ତି। ସେମାନେ ହେଲେ କୁମୁଦ ଦାସ, ରେଣୁବାଳା ଦାସ, ଦେବେନ୍ଦ୍ର ଦାସ। ଗ୍ରାମରେ ପିମ୍ପୁଡ଼ିଙ୍କ ଆତଙ୍କ ଏତେ ବଢିଯାଇଥିବାରୁ…
ମୃତକ, ଆହତଙ୍କ ପରିବାରକୁ ମିଳୁନି ସହାୟତା
ଛତ୍ରପୁର,୫/୯(ଡି.ଏନ୍.ଏ.):ରାଜ୍ୟରେ ସର୍ବାଧିକ ସଡ଼କ ଦୁର୍ଘଟଣା ଗଞ୍ଜାମ ଜିଲାରେ ଘଟୁଛି। ଏପରିକି ଅଜଣା ଗାଡି ଧକ୍କାରେ ପ୍ରତିବର୍ଷ ବହୁ ଲୋକଙ୍କ ଜୀବନ ମଧ୍ୟ ଯାଉଛି। ଅଜଣା ଗାଡି ଧକ୍କାରେ ଯଦି କୌଣସି ବ୍ୟକ୍ତିଙ୍କ ମୃତ୍ୟୁ ଘଟେ କିମ୍ବା ଗୁରୁତର ଆହତ ହୋଇଥାନ୍ତି ସେମାନଙ୍କ…
ବିଦେଶରୁ ଫେରିଲେ ବାଚସ୍ପତି
ଭଞ୍ଜନଗର,୫।୯(ଡି.ଏନ.ଏ):ବାଚସ୍ପତି ବିକ୍ରମ କେଶରୀ ଆରୁଖ ବିଦେଶ ଗସ୍ତ ସାରି ଶୁକ୍ରବାର ଓଡ଼ିଶା ଫେରିବା ପରେ ରବିବାର ନିଜ ନିର୍ବାଚନମଣ୍ଡଳୀ ଭଞ୍ଜନଗରକୁ ଆସିଛନ୍ତି। ତାଙ୍କୁ ଅଞ୍ଚଳର ବିଭିନ୍ନ ବ୍ୟକ୍ତିବିଶେଷ ଭେଟି ସ୍ବାଗତ ଜଣାଇଥିଲେ। ଅପରାହ୍ନରେ ସ୍ଥାନୀୟ ଜଳସମ୍ପଦ ବିଭାଗ ଡାକ ବଙ୍ଗଳାରେ ଭଞ୍ଜନଗର…
କନ୍ଧମାଳରେ ବଳରାମ ଯୋଜନା ଦିଗହରା
ଫୁଲବାଣୀ ଅଫିସ, ୫ା୯:ରାଜ୍ୟ ସରକାର ଚାଷ, ଚାଷୀଙ୍କ ଉନ୍ନତି ପାଇଁ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ସେଥିମଧ୍ୟରୁ ‘ବଳରାମ’ ଯୋଜନା ଅନ୍ୟତମ ା ୨୦୨୧ ଆର୍ଥିକ ବର୍ଷରୁ ଏହି ଯୋଜନା କାର୍ଯ୍ୟକାରୀ ହୋଇଆସୁଛି ା ହେଲେ କନ୍ଧମାଳ ଜିଲାରେ ଏହି ଯୋଜନାର…
ପେସା ଶିକ୍ଷକତା, ନିଶା ପୁସ୍ତକ ରଚନା
ଭୋଗରାଇ,୫ା୯:ଛାତ୍ରଜୀବନରୁ ଆର୍ଥିକ ସଙ୍କଟ ଓ ସଂଘର୍ଷ ମଧ୍ୟରେ ଆଗକୁ ବଢ଼ିବାର ସଂକଳ୍ପ ନେଇଥିବା ନିଆରା ଶିକ୍ଷକ ହେଉଛନ୍ତି ସନ୍ତୋଷ କୁମାର ପାତ୍ର। ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ନସ୍କରପୁର ଗ୍ରାମରେ ତାଙ୍କର ଘର। ତାଙ୍କ ମା’ ଶାରଦା ମଣି ଓ…
ମୟୂରଭଞ୍ଜରେ ୧୦୦୦ ଫୁଟର ଜଳପ୍ରପାତ
ବାରିପଦା ଅଫିସ,୫।୯:ମୟୂରଭଞ୍ଜ ପର୍ଯ୍ୟଟନର ପ୍ରଚାର ପ୍ରସାର ନିମନ୍ତେ ଦୀର୍ଘ ବର୍ଷ ଧରି ଉତ୍ସର୍ଗୀକୃତ ଭାବେ କାର୍ଯ୍ୟ ଜାରି ରଖିଥିବା ‘ମୟୂରଭଞ୍ଜ ମିରର ଟିମ୍’ ପକ୍ଷରୁ ୧୦୦୦ ଫୁଟର ଜଳପ୍ରପାତ ଠାବ କରାଯାଇଛି। ଏହି ଜଳପ୍ରପାତ ବାଙ୍ଗିରିପୋଷି ନିକଟସ୍ଥ କୁଣ୍ଡଳବଣି ଜଙ୍ଗଲ ମଧ୍ୟରେ…
ମନ ମୋହିଲା ୨୨ ହାତୀଙ୍କ ଜଳକ୍ରୀଡ଼ା
ପାଟଣା, ୫।୯(ସ୍ବ. ପ୍ର.):କେନ୍ଦୁଝର ଜିଲା ପାଟଣା ରେଞ୍ଜ୍ରେ ୨୨ ଟିକିଆ ବଣୁଆ ହାତୀପଲ ଏକ ସପ୍ତାହ ଧରି ଉପଦ୍ରବ ଜାରି ରଖି ୬ରୁ ଉଦ୍ଧର୍ବଗରିବ ଲୋକଙ୍କ ଘର ଭାଙ୍ଗିବା ସହ ବ୍ୟାପକ ଧାନ, ବୋଇତାଳୁ ଓ ମକ୍କା ଫସଲ ନଷ୍ଟ କରିଛନ୍ତି।…
ପୁଣି ବନ୍ଧା ହେଲେ ନିଶା ନିବାରଣ କେନ୍ଦ୍ର ମାଲିକ
ବାରିପଦା ଅଫିସ,୫ା୯:ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପ୍ରତିଜ୍ଞା ନିଶା ନିବାରଣ କେନ୍ଦ୍ରର ମୁଖ୍ୟ ଅବନୀ ପତିଙ୍କୁ ଟାଉନ ପୋଲିସ ପୁଣି ଥରେ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ଜିଲାପାଳଙ୍କ ନିର୍ଦ୍ଦେଶକୁ ଅବମାନନା କରି ପୂର୍ବଭଳି ଉକ୍ତ କେନ୍ଦ୍ର ଖୋଲିବାରୁ ତାଙ୍କୁ…
ରେଲୱେ ଓଭରବ୍ରିଜ ଦାବି ତେଜିଲା
ଯାଜପୁର ରୋଡ,୫ା୯(ଡି.ଏନ.ଏ.):ବ୍ୟାସନଗର ମିଳିତ ମଞ୍ଚର ଲିଖିତ ଦାବି ଅନୁଯାୟୀ ମିଳିଥିବା ପ୍ରତିଶ୍ରୁତି ଅନୁସାରେ ଯାଜପୁର-କେନ୍ଦୁଝର ରୋଡ ରେଳଷ୍ଟେଶନକୁ ଡିଭିଜନ ମାନ୍ୟତା, ରେଲବାଇ ଓଭର ବ୍ରିଜ ଓ ଗଳିପୋଲ କାମ ବର୍ତ୍ତମାନ ସୁଦ୍ଧା ଆରମ୍ଭ ହୋଇ ପାରିନାହିଁ। ବ୍ୟାସନଗରବାସୀଙ୍କ ଇଛାଶକ୍ତି ଓ ଏକତାର…
ତାଲିକାରୁ ବାଦ୍ ପଡ଼ିଲା ଏସ୍ଏଚ୍ଜି
ଯାଜପୁର ଅଫିସ,୫ା୯:ଯାଜପୁର ଜିଲାର ୧୧ ପ୍ରାଥମିକ ସେବା ସମବାୟ ସମିତି(ପାକ୍ସ)ରେ ବିନା ଧାନରେ ଅଗ୍ରିମ ଭେଣ୍ଡର ରସିଦ ଜାରି କରାଯାଇ ଧାନ କିଣାଯାଇଥିବା ଜଣାପଡ଼ିଥିଲା। ଷ୍ଟେଟ୍ ଏନଫୋର୍ସମେଣ୍ଟ ସ୍କ୍ବାଡ୍ର ତଦନ୍ତ ରିପୋର୍ଟକୁ ଆଧାର କରି ଏହି ଜାଲିଆତିରେ ସମ୍ପୃକ୍ତ ପାକ୍ସ ଏବଂ…
ବାୟୋମେଟ୍ରିକ ଖୋଲିବ ବାଟମାରଣା
ଯାଜପୁର ରୋଡ,୫ା୯(ଡି.ଏନ.ଏ.):ସହରର ପରିଷ୍କାର ପରିଚ୍ଛନ୍ନତା ସ୍ବାୟତ୍ତ ଶାସନ ସଂସ୍ଥାର ପ୍ରାଥମିକ ଓ ମୌଳିକ ଦାୟିତ୍ୱ ବୋଲି ନଗର ବିଜ୍ଞାନ ପାଠରେ ଲେଖା ହୋଇଛି। ନଗରବାସୀଙ୍କ ଆବଶ୍ୟକତା ବୃଦ୍ଧି ସାଙ୍ଗକୁ ସ୍ବାୟତ୍ତ ଶାସନ ସଂସ୍ଥାର ଦାୟିତ୍ୱ ସିନା ବଢିଛି, କିନ୍ତୁ ସହରକୁ ପରିଷ୍କାର…

