ଆମ ଜିଲା ଖବର

ଝାରସୁଗୁଡ଼ା ଗସ୍ତରେ ମୁଖ୍ୟ ଶାସନ ସଚିବ

ଝାରସୁଗୁଡ଼ା ଅଫିସ,୩ା୯: ଝାରସୁଗୁଡ଼ା ଜିଲା ଗସ୍ତରେ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର । ଶନିବାର ଝାରସୁଗୁଡ଼ା ସହରର ବାଲିଯୁରିସ୍ଥିତ ହାର୍ଟ ହସ୍ପିଟାଲକୁ ପରିଦର୍ଶନ କରିଥିଲେ। ପରେ ପରେ ଜିଲା ଖଣିଜପାଣ୍ଠି କକ୍ଷରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକୁ ନେଇ ଜିଲା ପ୍ରଶାସନର…

ସାଦା ପୋଷାକରେ ଯାଇ ବାନ୍ଧିଲା ବନ ବିଭାଗ

ନୟାଗଡ଼ ଅଫିସ,୩।୯: ନୟାଗଡ଼ ଜିଲା ରଣପୁର ମଣିନାଗ ସାହିରୁ ଖୋର୍ଦ୍ଧା ବନବିଭାଗ ଏକ ବାଘ ଏବଂ ବାର୍‌ହା ଦାନ୍ତ ଜବତ କରିଛି। ଏହି ଘଟଣାରେ ସମ୍ପୃକ୍ତ ଜଣଙ୍କୁ ଗିରଫ କରାଯାଇଛି। ତାଙ୍କ ନାମ ବିନୋଦ ବିହାରୀ ପ୍ରଧାନ। ଶୁକ୍ରବାର ଅପରାହ୍ନରେ ଖୋର୍ଦ୍ଧା…

ଆଶ୍ରମ ବିଦ୍ୟାଳୟରେ ଛାତ୍ର ଅସନ୍ତୋଷ: ରାତିଅଧରେ ଡେଇଁଲେ ପାଚେରି

କୋରୁକୋଣ୍ଡା,୩।୯(ଡି.ଏନ୍‌.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ମାରିୱାଡା ଆଶ୍ରମ ବିଦ୍ୟାଳୟରେ ଦୀର୍ଘଦିନ ଧରି ଅବ୍ୟବସ୍ଥା ଲାଗି ରହିଛି। ଏ ନେଇ ବିଦ୍ୟାଳୟ କର୍ତ୍ତୃପକ୍ଷ କିମ୍ବା ଜିଲା ମଙ୍ଗଳ ଅଧିକାରୀ କୃପାସିନ୍ଧୁ ବେହେରାଙ୍କୁ ଅନେକ ଥର ଜଣାଇଲେ ମଧ୍ୟ ସେମାନେ ଶୁଣୁ ନ…

ସ୍ବର୍ଗଦ୍ବାରରେ ବିଚାରପତିଙ୍କ ଶେଷକୃତ୍ୟ ସମ୍ପନ୍ନ

କଟକ ଅଫିସ, ୩।୯: କଟକ ସ୍ବତନ୍ତ୍ର ପୋକ୍‌ସୋ କୋର୍ଟ ବିଚାରପତି ସୁବାସ କୁମାର ବିହାରୀଙ୍କ ପୁରୀ ସ୍ବର୍ଗଦ୍ବାରରେ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ବଡ଼ ଝିଅ ପ୍ରୀତିସ୍ନିଗ୍ଧା ମୁଖାଗ୍ନି ଦେଇଛନ୍ତି। ଶୁକ୍ରବାର ସୁବାସ ସିଡିଏ ସେକ୍ଟର ୯ ସରକାରୀ ବାସଭବନରେ ରଶି ଲଗାଇ…

ପାଳି ଅପେକ୍ଷାରେ ଓଳିଏ

କାମାକ୍ଷାନଗର, ୩ା୯(ଡି.ଏନ୍‌.ଏ.): ଡାକ୍ତରଙ୍କୁ ଜଣାଇବେ ସ୍ବାସ୍ଥ୍ୟ ସମସ୍ୟା। ଏହି ଆଶାରେ ରାତି ନ ପାହୁଣୁ ଡାକ୍ତରଖାନାକୁ ଛୁଟୁଛନ୍ତି ରୋଗୀ। ଡାକ୍ତରଙ୍କ ଚ୍ୟାମ୍ବର ପାଖରୁ ସ୍ବାସ୍ଥ୍ୟକେନ୍ଦ୍ର ବାହାର ଯାଏ ଲମ୍ବୁଛି ଲାଇନ୍‌। ଧାଡ଼ିରୁ ବାହାରିଗଲେ ସେହି ଜାଗା କାଳେ ଆଉ କିଏ ମାଡ଼ି…

ଢେଙ୍କାନାଳ ପୌରସଂସ୍ଥାରେ ଅଚଳାବସ୍ଥା

ଢେଙ୍କାନାଳ ଅଫିସ, ୩ା୯: ଢେଙ୍କାନାଳ ପୌର କାର୍ଯ୍ୟାଳୟରେ ପହଞ୍ଚତ୍ଛି ବିଜେଡି-ଭାଜପା କଳି। ସ୍ବାୟତ୍ତ ଶାସନ ଦିବସର ସାନ୍ଧ୍ୟ କାର୍ଯ୍ୟକ୍ରମ ବାତିଲ ଓ ଭାଜପା କାଉନ୍‌ସିଲର ସୂର୍ଯ୍ୟପ୍ରତାପ ରାଉତଙ୍କ ଅଯୋଗ୍ୟ ମନ୍ତବ୍ୟ ପ୍ରତିବାଦରେ ଶୁକ୍ରବାର ନିର୍ବାହୀ ଅଧିକାରୀ, ଯନ୍ତ୍ରୀ ଏବଂ କର୍ମଚାରୀ କଲମଛାଡ଼…

ଚୋରି ବାଇକ ଉଦ୍ଧାର: ଅଭିଯୁକ୍ତ ଗିରଫ

ସୋର, ୩ା୯(ଡି.ଏନ.ଏ.): ସୋର ପୋଲିସ୍‌ ଜଣେ ବାଇକ୍‌ ଚୋରଙ୍କୁ ଗିରଫ କରିବା ସହ ତାଙ୍କ ନିକଟରୁ ଚୋରି ବାଇକକୁ ଜବତ କରିଛି। ସୋର ଷ୍ଟେଶନ ଛକରେ ଥିବା ବ୍ୟାଙ୍କ ଅଫ୍‌ ଇଣ୍ଡିଆ ଶାଖାରେ ଖଇରା ଥାନା ଜଳଦା ଗ୍ରାମର ଗଜେନ୍ଦ୍ର ପୃଷ୍ଟି…

ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଋଷିକୁଲ୍ୟାରେ ବୁଡିଗଲେ ଯୁବକ

ପୁରୁଷୋତ୍ତମପୁର,୩।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଅଲାଡି ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଗଣେଶ ମୂର୍ତ୍ତି ବିସର୍ଜନ କରିବାକୁ ଯାଇଥିବା ବେଳେ ଋଷିକୁଲ୍ୟା ନଦୀରେ ବୁଡ଼ି ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଅଲାଡିଗାଁର ଗଣେଶ ମିଶ୍ରଙ୍କ ଏକମାତ୍ର…

ମେସର୍ସ କେସିଏସ୍‌ କ୍ୟାମ୍ପ ଭାଙ୍ଗିଲେ, ମେଶିନ ପୋଡ଼ିଦେଲେ

କେନ୍ଦୁଝର, ୩ା୯ (ସ୍ବ.ପ୍ର.): କେନ୍ଦୁଝର ଜିଲା ନୟାକୋଟ ଥାନା ଅଧୀନ କାଦକଳା ଗ୍ରାମ ନିକଟ ଜମ୍ଭିରିପଶିଠାରେ ସ୍ଲରି ପାଇପ୍‌ ଲାଇନ ବିଛାଇବା କାମ କରୁଥିବା ମେସର୍ସ କେସିଏସ୍‌ ପ୍ରୋଜେକ୍ଟ କ୍ୟାମ୍ପକୁ ଶୁକ୍ରବାର ଅପରାହ୍ନରେ ଦୁର୍ବୃତ୍ତମାନେ ଭଙ୍ଗାରୁଜା କରିବା ସହ ମେଶିନ ପୋଡ଼ିଦେଇଛନ୍ତି।…

ଗଣେଶ ପୂଜା ଭୋଜି ଖାଇ ୨୫ ଛାତ୍ରୀଛାତ୍ର ଅସୁସ୍ଥ

ନୀଳଗିରି,୩ା୯(ସ୍ବ.ପ୍ର.): ବାଲେଶ୍ୱର ଜିଲା ଔପଦା ବ୍ଲକ ବାଉଁଶବଣିଆ ପ୍ରାଥମିକ ସ୍କୁଲରେ ଗଣେଶ ପୂଜା ଭୋଜି ଖାଇ ୨୫ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଅସୁସ୍ଥ ହୋଇପଡ଼ିଛନ୍ତି। ଅସୁସ୍ଥ ଛାତ୍ରୀଛାତ୍ରଙ୍କୁ ଚିକିତ୍ସା ଲାଗି ନୀଳଗିରି ମେଡିକାଲରେ ଭର୍ତ୍ତି କରାଯାଇଛି। ଗଣେଶ ପୂଜା ଦିନ ସ୍କୁଲରେ ଭୋଜି…

ଜାଲରେ ପଡ଼ିଲା ଯୁବତୀଙ୍କ ମୃତଦେହ

ବାଲିଆପାଳ/ଲଙ୍ଗଳେଶ୍ୱର, ୩ା୯(ସ୍ବ.ପ୍ର./ଡି.ଏନ.ଏ.): ବାଲେଶ୍ୱର ଜିଲା ବାଲିଆପାଳ ଥାନା ଅଧୀନ ଜାମକୁଣ୍ଡା ପଞ୍ଚାୟତ ବଡ଼ତାଳପଦା ଗ୍ରାମ ଦେଇ ପ୍ରବାହିତ ଖାଳରୁ ଶୁକ୍ରବାର ମାଛ ଧରିବା ପାଇଁ ବସାଯାଇଥିବା ଜାଲରୁ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ତାଙ୍କ ପରିଚୟ ମିଳି ନ ଥିବା…

ସ୍ତ୍ରୀଙ୍କ ଦଶାହରେ ସ୍ବାମୀ ଆଖି ବୁଜିଲେ

ଭଦ୍ରକ ଅଫିସ,୩ା୯: ସ୍ତ୍ରୀଙ୍କ ଦଶାହରେ କ୍ରିୟା କର୍ମ ଚାଲିଥିଲା। ଏହି ସମୟରେ ସ୍ବାମୀଙ୍କର ମୃତ୍ୟୁ ଘଟିଛି। ୧୦ ଦିନ ମଧ୍ୟରେ ଉଭୟ ମା’ ବାପାଙ୍କୁ ହରାଇ ଅନାଥ ହୋଇଛନ୍ତି ୫ ବର୍ଷର ଝିଅ ଓ ୨ ବର୍ଷର ପୁଅ। ପରିବାର ଲୋକେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?