ଆମ ଜିଲା ଖବର

କେନାଲ ପାଣି ଅଭାବରୁ ଫାଟିଲା ଚାଷ ଜମି

କୁଳିଅଣା,୩ା୯(ସ୍ବ.ପ୍ର.): କେନାଲ ପାଣି ନ ମାଡ଼ିବା ଓ ବର୍ଷା ଅଭାବରୁ ମୟୂରଭଞ୍ଜ ଜିଲା କୁଳିଅଣା ବ୍ଲକ ମାରାଙ୍ଗତାଣ୍ଡି ପଞ୍ଚାୟତ ଅଧୀନ ପଳାଶବଣୀ ଗ୍ରାମରେ ଥିବା ଚାଷ ଜମି ଫାଟି ଅଁା କଲାଣି। ଅଗଷ୍ଟ ମାସ ସୁଦ୍ଧା ଚାଷୀମାନେ ଯେନତେନ ପ୍ରକାରରେ ତଳି…

ପଡ଼ିଆ ପଡ଼ିଛି ଚାଷଜମି

ବନ୍ତ, ୩ା୯(ଡି.ଏନ.ଏ.): ଭଦ୍ରକ ଜିଲା ବନ୍ତ ବ୍ଲକର ବହୁ ଚାଷଜମି ଧାନ ତଳି ଅଭାବରୁ ପଡ଼ିଆ ପଡ଼ିଛି। ସରକାରୀ ବିହନ ଗଜା ନ ହେବାରୁ ଏଭଳି ସ୍ଥିତି ସୃଷ୍ଟି ହୋଇଥିବା ସେମାନେ ଅଭିଯୋଗ କରୁଛନ୍ତି। ପ୍ରକାଶ ଯେ, ଏହି ବ୍ଲକର ମୋଟ…

୯ବର୍ଷ ପରେ ଧରାପଡ଼ିଲେ ଅଭିଯୁକ୍ତ

ବୈଶିଙ୍ଗା,୩ା୯(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଧୀନ ସନ୍ତରା ପଞ୍ଚାୟତର ପତଡ଼ା ଗ୍ରାମରେ ଘଟିଥିବା ଡବଲ ମର୍ଡର ଘଟଣାର ମୁଖ୍ୟ ଅଭିଯୁକ୍ତ ଚୁଇଁ ଓରଫ ଫକୀର ଖଁାଙ୍କୁ ୯ ବର୍ଷ ପରେ ଗୁରୁବାର ବିଳମ୍ବିତ ରାତିରେ ପୋଲିସ ଗିରଫ କରିଛି। ସୂଚନା…

ତଦନ୍ତ ପାଇଁ ପହଞ୍ଚିଲା ମେଡିକାଲ ଟିମ୍‌

ଅମରପାଲି,୩ା୯(ଡି.ଏନ.ଏ.): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବହଳପଦର ପଞ୍ଚାୟତର ସୁରଧାପାଲି (ହୋତାପାଲି )ଗ୍ରାମରେ ସପ୍ତାହକ ମଧ୍ୟରେ କିଡ୍‌ନୀ ରୋଗରେ ଆକ୍ରାନ୍ତ ହୋଇ ଦୁଇ ଜଣ ଆଦିବାସୀ ମହିଳାଙ୍କ ମୃତ୍ୟୁ ଘଟିଥିଲା । ଏନେଇ ଗତ ୨୨ତାରିଖ ଧରିତ୍ରୀରେ ‘କିଡନୀ ଆକ୍ରାନ୍ତ…

ନିଆରା ନୂଆଁଖାଇ: ୧୮୦ ପରିବାରର ୮୦୦ ସଦସ୍ୟ ସାମିଲ

ରେଙ୍ଗାଲି,୩ା୯(ଡି.ଏନ.ଏ.): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଅଁାଖାଇ ଅବସରରେ ଏକ ନିଆରା ଉଦାହରଣ ସୃଷ୍ଟି କରିଛି ସମ୍ବଲପୁର ଜିଲା ରେଙ୍ଗାଲି ବ୍ଲକର ଗୋଲାମାଲ ଗ୍ରାମ। ଏହି ପର୍ବରେ ପଶ୍ଚିମ ଓଡ଼ିଶାର ଘରେ ଘରେ ପରିବାର ସହିତ ନୂଆଁ ଖାଇବାର ପରମ୍ପରା ରହିଛି। ହେଲେ…

ଅବସର ପରେ ଖୋଲିଲେ ମାଗଣା କ୍ଲିନିକ୍‌

ସମ୍ବଲପୁର,୩ା୯(ବ୍ୟୁରୋ): ସରକାରୀ ଚାକିରି କରୁଥିବା ଅନେକ ବ୍ୟକ୍ତି ଅବସର ପରେ କିଭଳି ସମୟ ଅତିବାହିତ କରିବେ ତାକୁ ନେଇ ଦ୍ୱନ୍ଦ୍ୱରେ ରହିଥାନ୍ତି। ହେଲେ ସମ୍ବଲପୁରର ଜଣେ ଡାକ୍ତର ଅବସର ପରେ ଲୋକଙ୍କୁ ମାଗଣା ସେବା ଯୋଗାଇ ଚର୍ଚ୍ଚାର ପରିସରକୁ ଆସିଛନ୍ତି। ସେ…

ପାଟନାଳୀ ସଫେଇ ନାଁରେ ଅର୍ଥ ହରିଲୁଟ୍‌

ଚଣ୍ଡିଖୋଲ,୩ା୯(ଡି.ଏନ୍‌.ଏ.): ଯାଜପୁର ଜିଲା ବଡ଼ଚଣା ବ୍ଲକର ଡ୍ରେନେଜ୍‌ ଡିଭିଜନ ତରଫରୁ ପାଟନାଳୀ ସଫେଇ ନାମରେ ବ୍ୟାପକ ଅର୍ଥ ହରିଲୁଟ୍‌ ହୋଇଛି। ଏହି ପାଟନାଳୀଗୁଡ଼ିକ ସାଧାରଣତଃ ଚାଷ ଜମିରୁ ଜଳ ନିଷ୍କାସନ ପାଇଁ ବ୍ୟବହାର ହୋଇଥାଏ। ତେବେ ବିଭାଗ ତରଫରୁ ଏହି କାର୍ଯ୍ୟରେ…

ପୌରାଧ୍ୟକ୍ଷା-ନିର୍ବାହୀ ଅଧିକାରୀ ମତଭେଦ

ଯାଜପୁର ରୋଡ,୩ା୯(ଡି.ଏନ.ଏ.): ବ୍ୟାସନଗର ପୌର ପରିଷଦରେ ପରିମଳ ବ୍ୟବସ୍ଥାରେ ବ୍ୟାପକ ଅନିୟମିତତାର ପର୍ଦ୍ଦାଫାଶ ହୋଇଛି। ଏହାବାଦ୍‌ ବିନା ଟେଣ୍ଡରରେ ପରିମଳ ବ୍ୟବସ୍ଥାରେ ନିୟୋଜିତ ଠିକାସଂସ୍ଥାକୁ ୧ ବର୍ଷ ପାଇଁ ସଂପ୍ରସାରଣ କରାଯାଇଛି। ଶୁକ୍ରବାର ପୂର୍ବାହ୍ନ ୧୧ଟାରେ ପୌରାଧ୍ୟକ୍ଷା ଏବଂ ନିର୍ବାହୀ ଅଧିକାରୀଙ୍କ…

୬ ମାସ ବିତିଲା, ଆଶାକର୍ମୀରୁ ନାମ କଟିନି

ପାରାଦୀପ, ୩ା୯ (ସ୍ବ.ପ୍ର.): ଯେକୌଣସି ସରକାରୀ କର୍ମଚାରୀ କିମ୍ବା ସରକାରୀ ଅର୍ଥରେ ପ୍ରତିପୋଷଣ ହେଉଥିବା କର୍ମୀ ଜନପ୍ରତିନିଧି ହେବା ପୂର୍ବରୁ ତାହା ଫେରିଯିବା କଥା। କିନ୍ତୁ ପାରାଦୀପରେ ତା’ର ବ୍ୟତିକ୍ରମ ଦେଖିବାକୁ ମିଳିଛି। ପୌର ଉପାଧ୍ୟକ୍ଷା ଥିବା ଛବିଲତା ରାଉତ ଶାସନରେ…

ରାଜସ୍ଥାନର ୫ ଯୁବକଙ୍କ ସମେତ ୭ ଗିରଫ

ଧର୍ମଶାଳା,୩ା୯(ଡି.ଏନ.ଏ.): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ନେଉଳପୁର ବାଜାରରୁ ଏସ୍‌ବିଆଇ ଏଟିଏମ୍‌ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ଲୁଟ୍‌ ଘଟଣାରେ ସମ୍ପୃକ୍ତ ରାଜସ୍ଥାନର ୫ ଯୁବକଙ୍କ ସମେତ ଓଡ଼ିଶାର ୨ଜଣ ଯୁବକଙ୍କୁ ମିଶାଇ ମୋଟ୍‌ ୭ଜଣଙ୍କୁ ପୋଲିସ ଗିରଫ…

ଭଙ୍ଗାଗଲା ପୁରୁଣା ଜେଲ ପ୍ରାଚୀର

ନୟାଗଡ଼ ଅଫିସ,୩।୯: ନୟାଗଡ଼ ପୁରୁଣା ଜେଲର ପୂର୍ବ ପାର୍ଶ୍ୱ ପ୍ରାଚୀର ସହ ଜୁବୁଲି ମାର୍କେଟ ପଛ ପାଖରେ ନିର୍ମାଣ ହୋଇଥିବା ୧୬ଟି ଦୋକାନ ଗୃହ ପାଇଁ ନୟାଗଡ଼ ଦେୱାନୀ ଜଜ୍‌ କନିଷ୍ଠ କୋର୍ଟଙ୍କ ସ୍ଥିତାବସ୍ଥା ବଳବତ୍ତର ରହିଛି। ତେବେ ବିପଦସଙ୍କୁଳ ଦର୍ଶାଇ…

କିଚରଲିଙ୍ଗ ପର୍ଯ୍ୟଟନ କ୍ଷେତ୍ରର ବିକାଶ ଦାବି

ପାରଳାଖେମୁଣ୍ଡି, ୩ା୯ (ଡି.ଏନ୍‌.ଏ): ପର୍ଯ୍ୟଟକଙ୍କୁ ଆକୃଷ୍ଟ କରୁଛି ପ୍ରାକୃତିକ ସୌନ୍ଦର୍ଯ୍ୟଭରା ପର୍ଯ୍ୟଟନ ସ୍ଥଳୀ କିଚରଲିଙ୍ଗ। ପାହାଡ଼ ବକ୍ଷରେ ବୋହି ଯାଉଥିବା ଝରଣା ସହ ପ୍ରକୃତିର ମନଲୋଭା ସୃଷ୍ଟିର ଏଭଳି ଏକ ଆକର୍ଷଣୀୟ ସ୍ଥାନ ରହିଛି ଗଜପତି ଜିଲା ନୂଆଗଡ ବ୍ଲକ ସଦରମହକୁମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?