ଆମ ଜିଲା ଖବର

ବିନା ଅନୁମତିରେ ଚାଲିଛି ନବମ, ଦଶମ ଶ୍ରେଣୀ ପାଠପଢ଼ା

ମୁନିଗୁଡ଼ା(ଡି.ଏନ୍‌.ଏ.)/ରାୟଗଡ଼ା ଅଫିସ,୨ା୯:ରାୟଗଡ଼ା ଜିଲା ମୁନିଗୁଡ଼ା ସ୍ଥିତ ଏକ ବେସରକାରୀ ଶିକ୍ଷାନୁଷ୍ଠାନରେ ପାଠ ପଢ଼ି ସିବିଏସ୍‌ଇ ବୋର୍ଡ ପରୀକ୍ଷା ପାସ୍‌ କରିବା ପରେ ଏବେ ଛାତ୍ରୀଛାତ୍ର ଅସୁବିଧା ଭୋଗୁଛନ୍ତି। ସ୍ଥାନୀୟ ରୟାଲ ଏକାଡେମୀ ନାମକ ଅନୁଷ୍ଠାନରେ ୮ମ ଶ୍ରେଣୀ ପର୍ଯ୍ୟନ୍ତ ପିଲାଙ୍କୁ ପାଠ…

ମୁଖ୍ୟରାସ୍ତାକଡ଼ରେ ଗୋଦାମ, ଟ୍ରାଫିକ୍‌ ସମସ୍ୟା

ପାରଳାଖେମୁଣ୍ଡି,୨ା୯(ଡି.ଏନ୍‌.ଏ.): ପାରଳାଖେମୁଣ୍ଡି ସହରର ମୁଖ୍ୟରାସ୍ତା କଡରେ ଗୋଦାମଗୁଡିକ ଥିବାରୁ ଟ୍ରାଫିକ ସମସ୍ୟା ଉପୁଜୁଛି । ସହରର ରାମସାଗର ରାସ୍ତାରୁ ଆରମ୍ଭ କରି ପୁରୁଣା ପାଟଣା ରାସ୍ତା ତଥା ଜାତୀୟ ରାଜପଥ ୩୨୬-ଏ କଡରେ ବହୁ ଗୋଦାମ ଗୃହ ନିର୍ମାଣ କରାଯାଇଛି। ସେହିପରି…

ରାମିଆଳ କେନାଲରେ ଘାଇ

କାମାକ୍ଷାନଗର,୨।୯(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କଙ୍କଡ଼ାହାଡ଼ ବ୍ଲକ ସସାପଶି ଗ୍ରାମ କୁଶବେରଣା ଦେଇଯାଇଥିବା ରାମିଆଳ ବାମ ପାର୍ଶ୍ୱ ମୁଖ୍ୟ କେନାଲରେ ଗୁରୁବାର ସକାଳେ ୫୦ଫୁଟର ଘାଇ ସୃଷ୍ଟି ହୋଇଛି। ଫଳରେ କେନାଲ ନିକଟବର୍ତ୍ତୀ ଜମି ଜଳମଗ୍ନ ହୋଇଯାଇଛି। ବିନା ବର୍ଷାରେ ଏଭଳି ଘାଇ…

ବ୍ରହ୍ମପୁରରେ ସ୍ଥାପନ ହେଉ ଦ୍ୱିତୀୟ କେନ୍ଦ୍ରୀୟ ବିଦ୍ୟାଳୟ

ବ୍ରହ୍ମପୁର ଅଫିସ,୨ା୯: ବ୍ରହ୍ମପୁରରେ କ୍ରମଶଃ ନୂଆସାହି ବସ୍ତି ସାଙ୍ଗକୁ ଜନସଂଖ୍ୟା ବଢ଼ି ଚାଲିଛି। ଏହାସହ ଛାତ୍ରୀଛାତ୍ରଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ରେଶମ ନଗରୀରେ ଶତାଧିକ ସରକାରୀ ଓ ଘରୋଇ ଶିକ୍ଷାନୁଷ୍ଠାନ ରହିଛି। ତେବେ ବେସରକାରୀ ସ୍କୁଲଗୁଡିକରେ ମାତ୍ରାଧିକ ଫି…

ଆଧାର ପଞ୍ଜୀକରଣରେ ବାଧକ ସାଜିଛି ନେଟ୍‌ୱର୍କ

କୋଟଗଡ,୨ା୯(ଡି.ଏନ.ଏ.): କନ୍ଧମାଳ ଜିଲା କୋଟଗଡ଼ ବ୍ଲକରେ ୧୫ ପଞ୍ଚାୟତ ରହିଛି। ଏହା ବ୍ଲକ ମୁଖ୍ୟାଳୟ ଠାରୁ ୪୦ରୁ ୫୦ କି.ମି.ଦୂରରେ ଅବସ୍ଥିତ। ଏଠାରେ ନେଟୱର୍କ ଠିକ୍‌ ନ ରହିବାରୁ ଆଧାର ପଞ୍ଜୀକରଣରେ ଲୋକେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି।…

ଶେଷ ହେଉନି ଶୀତଳଯୁଦ୍ଧ

ଢେଙ୍କାନାଳ ଅଫିସ,୨।୯: ଢେଙ୍କାନାଳ ପୌରସଂସ୍ଥାରେ ଭାଜପା-ବିଜେଡି ମଧ୍ୟରେ ଆରମ୍ଭ ହୋଇଥିବା ଶୀତଳଯୁଦ୍ଧ ସମୟକ୍ରମେ ଆହୁରି ତୀବ୍ର ହେଉଛି। ଦୁଇ ଗୋଷ୍ଠୀ ଆକ୍ଷେପ-ପ୍ରତି ଆକ୍ଷେପରେ ମାତିଥିବାବେଳେ ଉନ୍ନୟନମୂଳକ କାର୍ଯ୍ୟ ଏକରକମର ଠପ୍‌ ହୋଇଯାଇଛି, ଯାହାକୁ ନେଇ ସହରବାସୀଙ୍କ ମଧ୍ୟରେ ଅସନ୍ତୋଷ ବଢ଼ିବାରେ ଲାଗିଛି।…

ବଜାର ରାସ୍ତାରେ ବଢ଼ୁଛି ଟ୍ରାଫିକ ଅବ୍ୟବସ୍ଥା

ଅନୁଗୋଳ ଅଫିସ,୨ା୯: ଅନୁଗୋଳ ବଜାର ରାସ୍ତାରେ ବଢ଼ୁଛି ଟ୍ରାଫିକ ଅବ୍ୟବସ୍ଥା। ଦୈନିକ ଘଣ୍ଟା ଘଣ୍ଟା ଧରି ରାସ୍ତା ଜାମ୍‌ ରହୁଥିବାରୁ ଯାତାୟାତକାରୀଙ୍କ ସହ ବଜାର ଆସୁଥିବା ଲୋକେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏପରି କି ରୋଗୀ ନେଇ ଜିଲା ମୁଖ୍ୟ ଚିକିତ୍ସାଳୟକୁ…

ପୂର୍ବତନ ସରପଞ୍ଚଙ୍କ କାର୍‌ ଜାଳିଦେଲେ ଦୁର୍ବୃତ୍ତ

ନିରାକାରପୁର,୨ା୯(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବଡ଼ପୋଖରିଆ ପଞ୍ଚାୟତ କାର୍ଯ୍ୟାଳୟ ମଧ୍ୟରେ ଥିବା କାର୍‌କୁ ଦୁର୍ବୃତ୍ତମାନେ ଜାଳିଦେଇଛନ୍ତି। ଖବରରୁ ଜଣାପଡିଛି, ଉକ୍ତ ପଞ୍ଚାୟତର ପୂର୍ବତନ ସରପଞ୍ଚ ତଥା ବର୍ତ୍ତମାନର ସୋସାଇଟି ସଭାପତି ସାଗର ବଳିୟାରସିଂହଙ୍କ କାର୍‌ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଥିବା ବେଳେ କେହି…

ବିବାଦ ପାଇଁ ବଳିପଡ଼ିଲା

ଢେଙ୍କାନାଳ ଅଫିସ,୨।୯: ପୌର ନିର୍ବାଚନକୁ ବିତିଛି ୬ମାସ। ପୌରାଧ୍ୟକ୍ଷା-ଉପାଧ୍ୟକ୍ଷ, ବିଜେଡି-ଭାଜପା କାଉନ୍‌ସିଲରଙ୍କ କାଦୁଅ ଫିଙ୍ଗା ରାଜନୀତି ମଧ୍ୟରେ ବିତିଛି ଏହି ମୂଲ୍ୟବାନ ସମୟ। ଏହି ବିବାଦରେ ବଳିପଡ଼ିଛି କୁଞ୍ଜକାନ୍ତ ପୋଖରୀ ପାର୍ଶ୍ୱ ପାର୍କ ଏବଂ ଓପନ୍‌ ଜିମ୍‌। ସ୍ବାୟତ୍ତ ଶାସନ ଦିବସରେ…

ଜଳସେଚନ କାର୍ଯ୍ୟାଳୟରେ ନାହାନ୍ତି ଅଧିକାରୀ

ଭଦ୍ରକ ଅଫିସ,୨।୯: ଭଦ୍ରକ ଜିଲା ଅନ୍ତର୍ଗତ ଆଗରପଡ଼ା ଜଳସେଚନ କାର୍ଯ୍ୟାଳୟ ଅଧିକାଂଶ ସମୟ ବନ୍ଦ ରହୁଥିବା ଦେଖାଯାଉଛି। କାର୍ଯ୍ୟାଳୟେରେ କର୍ମଚାରୀ କିମ୍ବା ଅଧିକାରୀ ରହୁନାହାନ୍ତି। ବିଭିନ୍ନ କାମରେ ଚାଷୀ ମାନେ କାମରେ ଆସି ନିରାଶ ହୋଇ ଫେରୁଛନ୍ତି। ସର୍ବନିମ୍ନ ୧୭ ଜଣ…

ସହର ୩ ଘଣ୍ଟା ଜାମ୍‌

ବାଲେଶ୍ୱର ଅଫିସ,୨।୯: ବାଲେଶ୍ୱର ସହରରେ ଶ୍ରୀଗଣେଶଙ୍କ ପୂଜା ଅବସରରେ ପ୍ରଶାସନ ପକ୍ଷରୁ ନିଆଯାଇଥିବା ଟ୍ରାଫିକ୍‌ ନିୟନ୍ତ୍ରଣ ପଦକ୍ଷେପ ସମ୍ପୂର୍ଣ୍ଣ ଫେଲ୍‌ ମାରିଥିଲା। ସହର ପ୍ରତ୍ୟେକ ଛକରେ ଟ୍ରାଫିକ୍‌ ଜାମ୍‌ ପରିସ୍ଥିତି ଦେଖାଦେଇଥିଲା। ପ୍ରାୟ ସନ୍ଧ୍ୟା ୭ଟାରୁ ରାତି୧୦ଟା ପର୍ଯ୍ୟନ୍ତ ବାଇକ୍‌ ଓ…

ଯୁବବର୍ଗଙ୍କ ପ୍ରେରଣା ଶୁଭାଶିଷ

ମୋରଡ଼ା,୨ା୯(ଡି.ଏନ.ଏ.): ପେସାରେ ଇଞ୍ଜିିନିୟର। ତଥାପି ସଫଳ ଚାଷୀ ଭାବେ ଯୁବବର୍ଗଙ୍କ ପାଇଁ ପ୍ରେରଣା ସାଜିଛନ୍ତି। ଦୃଢ଼ ଇଚ୍ଛାଶକ୍ତି ବଳରେ ଓଡ଼ିଶାର ସବୁଠୁ ବଡ଼ ଡ୍ରାଗନ ଫ୍ରୁଟ ଫାର୍ମ କରିଛନ୍ତି ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଜୁଆଳିଭଙ୍ଗା ପଞ୍ଚାୟତ ଅନ୍ତର୍ଗତ ମାଈଗାଁର ଶୁଭାଶିଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?