ଶିରୋଲ ଗ୍ରାମ ପଞ୍ଚାୟତର ନାଏବ ସରପଞ୍ଚଙ୍କ ଅକାଳ ବିୟୋଗ, ଶୋକବ୍ୟକ୍ତ କଲେ…
କେସିଙ୍ଗା,୨୨।୧୧(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ଶିରୋଲ ଗ୍ରାମପଞ୍ଚାତର ନାଏବ ସରପଞ୍ଚ ପଙ୍କଜ ମାଝୀ(୫୫)ଙ୍କ ଶନିବାର ଅକାଳ ବିୟୋଗ ହୋଇ ଯାଇଛି। ସେ କିଛି ଦିନ ଧରି ଜ୍ବରରେ ପୀଡ଼ିତ ଥିଲେ। ଶନିବାର ସକାଳେ ଜ୍ୱର ବଢ଼ିବାରୁ ତାଙ୍କୁ…
ପୋଖରୀ ପୁନରୁଦ୍ଧାର ନାମରେ ଅର୍ଥ ଆତ୍ମସାତ୍ ଅଭିଯୋଗ
ଥୁଆମୂଳ ରାମପୁର,୨୨ା୧୧(ଦୁର୍ଗା କୀର୍ତ୍ତି)- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦରଠାରେ ରାଜାରାଜୁଡ଼ା ଅମଳର ପୁରୁଷୋତ୍ତମ ସାଗର ଓ ଆଡିବନ୍ଧ ସାଗର ନାମରେ ୨ ପୋଖରୀ ରହିଛି। ଏହାର ପୁନରୁଦ୍ଧାର ଓ ସୌନ୍ଦର୍ଯ୍ୟକରଣ ନାମରେ ଲକ୍ଷାଧିକ ଟଙ୍କା ଖର୍ଚ୍ଚ ହୋଇଥିଲେ ବି…
ବିର୍ସା ମୁଣ୍ଡା କପ ଫୁଟ୍ବଲ: ତୁଷରା ଚାମ୍ପିୟନ
ରିଷିଡ଼ା,୨୨ା୧୧(ସୁଶାନ୍ତ ମଲ୍ଲିକ)- ଚତୁର୍ଥ ବାର୍ଷିକ ବିର୍ସା ମୁଣ୍ଡା କପ ଫୁଟ୍ବଲ ଟୁର୍ନାମେଣ୍ଟ ୨୦୨୫ କର୍ଲାମୁଣ୍ଡା ବ୍ଲକ ପୌରକେଲା ପଞ୍ଚାୟତ ଶିରାବାହାଲ ବିର୍ସା ମୁଣ୍ଡା ଖେଳପଡିଆରେ ଶନିବାର ଉଦ୍ଯାପିତ ହୋଇଯାଇଛି। ବିର୍ସା ମୁଣ୍ଡାଙ୍କ ୧୫୦ତମ ଜୟନ୍ତୀରେ ଟୁର୍ନାମେଣ୍ଟ ଆରମ୍ଭ ହୋଇଥିବା ବେଳେ ଏଥିରେ…
୨ ବର୍ଷ ହେଲା ଫେରାର କିରାଣିଙ୍କୁ ଗିରଫ କଲା ଭିଜିଲାନ୍ସ
ହିନ୍ଦୋଳ, ୨୨।୧୧: ଠକେଇ ମାମଲାରେ ୨ ବର୍ଷ ହେଲା ଫେରାର କିରାଣିଙ୍କୁ ଗିରଫ କଲା ଭିଜିଲାନ୍ସ। ୬୮.୮୫ ଲକ୍ଷ ଟଙ୍କାର ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ଗିରଫ କରାଯାଇଛି। ହିନ୍ଦୋଳ ସବ୍ ଟ୍ରେଜରିର ପୂର୍ବତନ ବରିଷ୍ଠ କିରାଣି ମନୋରଞ୍ଜନ ସାହୁ ଗିରଫ…
ହ୍ୟୁମାନଙ୍କ ମୃତ୍ୟୁ ପାଇଁ ଦାୟୀ କିଏ: ତାଙ୍କୁ ଖୋଜିବାକୁ ଡିଜିପିଙ୍କ ପାଖରେ…
ଯାଜପୁରରୋଡ଼/ଧର୍ମଶାଳା(ପବିତ୍ର ରଞ୍ଜନ ମହାନ୍ତି/ଶିବ ପ୍ରସାଦ ମହାନ୍ତି)୨୨।୧୧:ବିଶିଷ୍ଟ କଣ୍ଠଶିଳ୍ପୀ ହ୍ୟୁମାନ ସାଗରଙ୍କ ମୃତ୍ୟୁ ରହସ୍ୟ ଉନ୍ମୋଚନ ଦାବିରେ ଜିଲା ସିଭିଲ ସୋସାଇଟି ଏବଂ ଗଣସଙ୍ଗଠନ ଗୁଡିକ ପକ୍ଷରୁ ବିକ୍ଷୋଭ କରାଯାଇ ଡିଜିପିଙ୍କ ଉଦ୍ଦେଶ୍ୟରେ ଏକ ଦାବି ସମ୍ବଳିତ ସ୍ମାରକପତ୍ର ପ୍ରଦାନ କରାଯାଇଛି। ସଂଗଠନ…
ବାଂଲାଦେଶୀ ଲିଙ୍କ: ସିକନ୍ଦର ଆଲାମଙ୍କ ସହ ଭାଇ ଅବ୍ଦୁଲ ଗିରଫ, ପୁଅ ଅଟକ
ଜଗତସିଂହପୁର,୨୨।୧୧: ବାଂଲାଦେଶୀ ଲିଙ୍କରେ ସିକନ୍ଦର ଆଲାମ ଗିରଫ। ତାଙ୍କୁ ଯାଜପୁରରରୁ ଜଗତସିଂହପୁର ପୋଲିସ ଗିରଫ କରିଛି। ସିକନ୍ଦର ଠାରୁ ପାସ୍ପୋର୍ଟ ଓ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ ଜବତ ହୋଇଛି। ତାଙ୍କୁ ଅଜ୍ଞାତ ସ୍ଥାନକୁ ନେଇ ପୋଲିସ ପଚରାଉଚରା କରୁଛି । ୭ ଦିନ…
ଜୁଆଖେଳରୁ ହୋଇଥିଲା ହତ୍ୟାକାଣ୍ଡ: ୫ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ ଶୁଣାଇଲେ କୋର୍ଟ
ଭଞ୍ଜନଗର,୨୨ା୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏଡିଜେ ଶେଖ ମହମ୍ମଦ କଏସ ଶନିବାର ଏକ ହତ୍ୟା ମାମଲାର ବିଚାରଣ କରି ୨୮ ଜଣ ସାକ୍ଷୀଙ୍କ ବୟାନକୁ ଭିତ୍ତିକରି ୫ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ସେମାନଙ୍କୁ ୧୦ ହଜାର…
‘ଓଡ଼ିଶାରୁ ମାଓବାଦୀ ନିପାତ ଯୋଜନା, କନ୍ଧମାଳରୁ ଆରମ୍ଭ ହେବ ଅପରେଶନ’
ଫୁଲବାଣୀ,୨୨ା୧୧: ଓଡ଼ିଶାରୁ ମାଓବାଦୀ ନିପାତ ଯୋଜନା ରହିଛି। ଏହି ଅପରେଶନ କନ୍ଧମାଳରୁ ହିଁ ଆରମ୍ଭ ହେବ। ଏନେଇ କନ୍ଧମାଳରେ ଡେରା ପକାଇଛନ୍ତି ପୋଲିସ ମହାନିର୍ଦ୍ଦେଶକ। ଆଇଜି ଅପରେଶନ, ଡିଆଇଜି ଅପରେସଶ ବି କନ୍ଧମାଳରେ ହେବ। ଓଡ଼ିଶାରେ ଏବେ ଆଉ ଅଛନ୍ତି ୮୦ରୁ…
‘ଶିଶୁର ବିକାଶରେ ସଭ୍ୟତାର ବିକାଶ ସମ୍ଭବ’
ଭୁବନେଶ୍ୱର,୨୨ା୧୧: ୧ ୟୁନିଟ୍-୩ ନିକଟସ୍ଥ ସ୍କାଉଟ ଭବନ ପରିସରରେ ଶିଶୁ ସାହିତ୍ୟ ପତ୍ରିକା ମହକ ଭରା ‘ ବଉଳଫୁଲ’ ସାହିତ୍ୟ ସଂସଦର ୧୯ ତମ ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି। ସମ୍ପାଦକ ବ୍ରଜେଶ୍ୱରୀ ସିଂହଙ୍କ ଅଧ୍ୟକ୍ଷତାରେ ଏହି ଆଲୋଚନାଚକ୍ରରେ ଉଦ୍ଘାଟକ…
ଟ୍ରକ୍ ପଛରେ ପିଟିହେଲା ଆମ୍ବୁଲାନ୍ସ: ଚାଲିଗଲା ଜଣଙ୍କ ଜୀବନ, ୫ ଗୁରୁତର
ସମ୍ବଲପୁର,୨୨ା୧୧(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ ଫୁଲଝରଣ ନିକଟରେ ଶନିବାର ଭୋର୍ରେ ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାରେ ଜଣଙ୍କର ଜୀବନ ଯାଇଛି। ଅନ୍ୟ ୫ ଜଣ ଗୁରୁତର ହୋଇ ବୁର୍ଲା ଭୀମସାରରେ ଭର୍ତ୍ତି ହୋଇଛନ୍ତି। ମୃତକ ହେଲେ ବୌଦ୍ଧ ଜିଲା…
ମା’ ହେଲେ ନାବାଳିକା, ଗୁରୁତର ଅବସ୍ଥାରେ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି
ଧର୍ମଶାଳା,୨୨ା୧୧(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଜଣେ ୧୫ ବର୍ଷୀୟା ନାବାଳିକା ଶନିବାର ଏକ ସନ୍ତାନ ଜନ୍ମ ଦେଇଛନ୍ତି। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ଜିଲା ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇ ଦିଆ ଯାଇଥିବା ଜଣାପଡ଼ିଛି। ମିଳିଥିବା ସୂଚନାନୁସାରେ, କେନ୍ଦୁଝର ଅଞ୍ଚଳର…
ସ୍କୁଟିକୁ ଧକ୍କା ଦେଲା ବସ୍, ୨ ମୃତ: ଘଟଣାସ୍ଥଳରେ ଉତ୍ତେଜନା
ତିହିଡି଼,୨୨।୧୧(ସଞ୍ଜିତ ବଳ):ଭଦ୍ରକ -ଚାନ୍ଦବାଲି ରାଜ୍ୟ ରାଜପଥର ପୀରହାଟ ଥାନା ଅଧୀନ ସିନ୍ଦୋଳ ଠାରେ ଶନିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଏକ ସ୍କୁଟିକୁ ଯାତ୍ରୀବାହୀ ବସ୍ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ୨ ସ୍କୁଟି ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତ…
Archives


