ଆମ ଜିଲା ଖବର

ତରଭୁଜ ଖାଇ ନାବାଳକଙ୍କ ଜୀବନ ଗଲା, ପରିବାରର ଆଉ ୩ ଅସୁସ୍ଥ

ପଟ୍ଟାମୁଣ୍ଡାଇ,୧୬ା୫(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅଞ୍ଚଳର କୁପୁଣି ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ତରଭୁଜ ଖାଇ ଗୋଟିଏ ପରିବାରର ଜଣେ ନାବାଳକଙ୍କର ଜୀବନ ଯାଇଥିବାବେଳେ ଅନ୍ୟ ୩ ଜଣ ଅସୁସ୍ଥ ହୋଇ ଚିକିତ୍ସିତ ହେଉଛନ୍ତି। ଖାଦ୍ୟ…

ରାସ୍ତା ଉପରେ ସାମଗ୍ରୀ ରଖି କରୁଥିଲେ ବ୍ୟବସାୟ: ହଠାତ୍ ଚଢ଼ାଉ କଲା ପୋଲିସ

ନନ୍ଦପୁର, ୧୬।୫ (ତୁଷାର କାନ୍ତ ମହାନ୍ତି): ନନ୍ଦପୁର ବ୍ଲକ ସଦର ମହକୁମାର ମୁଖ୍ୟ ରାସ୍ତା ଓ ରାଜଦାଣ୍ଡ ଉପରେ ବିଭିନ୍ନ ଦୋକାନୀମାନେ ସାମଗ୍ରୀ ରଖି ରାସ୍ତାକୁ ଅବୈଧ ଭାବେ ଦଖଲ କରିବା ସହ ଟ୍ରାଫିକ ସମସ୍ୟା ସୃଷ୍ଟି କରୁଥିବାରୁ ନନ୍ଦପୁର ପୋଲିସ…

+୩ ଶେଷ ବର୍ଷ ପରୀକ୍ଷାର ଫଳାଫଳ ପ୍ରକାଶ : ବିଶ୍ୱବିଦ୍ୟାଳୟ ର଼୍ୟାଙ୍କରେ ଗଞ୍ଜାମ କଲେଜର ୩ ପିଲା

ଗଞ୍ଜାମ, ୧୫।୫ (ଅନାଥ ତରାଇ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ଦ୍ୱାରା ପରିଚାଳିତ ୨୦୨୬ ବର୍ଷର +୩ ଶେଷ ବର୍ଷ ପରୀକ୍ଷାର ଫଳାଫଳରେ ଗଞ୍ଜାମ କଲେଜର ଛାତ୍ରଛାତ୍ରୀମାନେ ଉଲ୍ଲେଖନୀୟ ସଫଳତା ଅର୍ଜନ କରିଛନ୍ତି। ବିଶ୍ୱବିଦ୍ୟାଳୟ ସ୍ତରରେ ପ୍ରକାଶିତ ଶ୍ରେଷ୍ଠ ଦଶଜଣିଆ ଟପ୍ପର ତାଲିକାରେ ଏହି…

ବିଜିପୁର ଗ୍ରାମକୁ ଯିବା ବେଳେ ଯୁବକଙ୍କୁ ଧକ୍କାଦେଇ ୧୫ ଫୁଟ ତଳକୁ ଖସିପଡ଼ିଲା ଟ୍ରାକ୍ଟର: ଆଖିବୁଜିଦେଲେ…

ମୋହନା,୧୬ା୫(ମନ୍ମଥ ମିଶ୍ର): ମୋହନା ଥାନା ଅଞ୍ଚଳରେ ଶୁକ୍ରବାର ଏକ ଟ୍ରାକ୍ଟର ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ମୋହନା ଥାନା ଅନ୍ତର୍ଗତ କିର୍ତିଂ ଗ୍ରାମର ନିଖିଲ ଦଳାଇ(୨୬)। ନିଖିଲ ଶିଙ୍କୁଳିପଦର ନିକଟସ୍ଥ ବିଜିପୁର ଗ୍ରାମକୁ କୌଣସି କାମରେ ଯାଉଥିବା…

ପ୍ରଥମେ ପ୍ରେମ, ପରେ ବଳାତ୍କାର କରି ବନ୍ଧାହେଲେ ୨ ଭାଇ, କଲେଜ ଯୁବତୀଙ୍କୁ ଟାର୍ଗେଟ୍‌ କରି…

ଜଗତ୍‌ସିଂହପୁର,୧୬ା୫(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରଥମେ ପ୍ରେମ ଜାଲରେ ଫସାଇ ବଳାତ୍କାର କରି ବ୍ଲାକ ମେଲିଂ କରିବା ଭଳି ସଙ୍ଗିନ ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ଅଭିଯୋଗ କ୍ରମେ ୨ ଭାଇ ଗିରଫ ହୋଇଛନ୍ତି। ସେମାନେ ହେଲେ…

ସାବିତ୍ରୀ ବ୍ରତ ପାଇଁ ଦେବାଳୟରେ ପ୍ରବଳ ଭିଡ଼

ପାଟଣା,୧୬ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସାହାରପଡ଼ା ଅଞ୍ଚଳରେ ଦେବାଳୟଗୁଡିକରେ ଶନିବାର ସାବିତ୍ରୀ ବ୍ରତ ପାଇଁ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଥିଲା। ମହିଳାମାନେ ନୂଆ ଶାଢ଼ି, ଶଙ୍ଖା, ଅଳତା ସିନ୍ଦୂର ଲଗାଇ ଫଳ ଓ ପୁଷ୍ପ ଭର୍ତ୍ତି ଡାଲା ଧରି…

ପିକ୍‌ଅପ୍‌ରେ ଯାଉଥିଲେ ୨୭ ଶ୍ରମିକ, ଭାରସାମ୍ୟ ହରାଇ ରାସ୍ତାରେ ଓଲଟି ପଡ଼ିଲା, ତା’ ପରେ…

ବାସୁଦେବପୁର,୧୬ା୫(କାଳିପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଅରଣ୍ଡୁଆ ପଞ୍ଚାୟତର ବେକମୁଡ଼ି ଛକ ନିକଟରେ ଶନିବାର ଏକ ପିକ୍‌ଅପ୍‌ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଛି। ଫଳରେ ଗାଡ଼ିରେ ଥିବା ୧୨ ଜଣ ଶ୍ରମିକ ଗୁରୁତର ହୋଇଛନ୍ତି। ସୂଚନାନୁଯାୟୀ, ଭଦ୍ରକରୁ…

ସାବିତ୍ରୀ ପାଇଁ ମନ୍ଦିରରେ ଅସମ୍ଭାଳ ଭିଡ଼, ସ୍ବାମୀଙ୍କ ଦୀର୍ଘାୟୁ କାମନା କରି…

ଗଞ୍ଜାମ,୧୬ା୫(ଅନାଥ ତରାଇ): ଗଞ୍ଜାମ ସହରସ୍ଥିତ ପ୍ରସିଦ୍ଧ ଶୈବପୀଠ ବାବା ଖଣ୍ଡେଶ୍ୱର ମନ୍ଦିରରେ ପବିତ୍ର ସାବିତ୍ରୀ ଅମାବାସ୍ୟା ଉପଲକ୍ଷେ ଶ୍ରଦ୍ଧାଳୁଙ୍କ ପ୍ରବଳ ଭିଡ଼ ଜମିଛି। ଶନିବାର ସକାଳୁ ସକାଳୁ ସହର ତଥା ଆଖପାଖ ଅଞ୍ଚଳର ଶତାଧିକ ମହିଳା ନିଜ ସ୍ବାମୀଙ୍କ ଦୀର୍ଘାୟୁ ଓ…

ହତ୍ୟା କରି ନଦୀପଠାରେ ଫିଙ୍ଗି ଦେଇଥିଲେ: ୭ ଦିନ ପରେ ବିହାରରୁ ଗିରଫ ହେଲେ ୩ ମୁଖ୍ୟ ଅଭିଯୁକ୍ତ

ରାୟଗଡ଼ା,୧୬ା୫(ସୁଜାତା ପାଢ଼ୀ): ରାୟଗଡ଼ାର ନିଖିଲ ହାଡ଼ପାଙ୍କୁ ଗୁଳିକରି ହତ୍ୟା ଘଟଣାରେ ପୋଲିସ ୩ ଜଣଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି। ହତ୍ୟାକାଣ୍ଡକୁ ନେଇ ରାୟଗଡ଼ା ସହର ଅଶାନ୍ତ ହୋଇଥିଲା। ରାୟଗଡ଼ା ପୋଲିସ ଶନିବାର ନିଜର ହ୍ବାଟ୍‌ସାପ୍‌ ମାଧ୍ୟମରେ ଗଣମାଧ୍ୟମକୁ ସୂଚନା ପ୍ରଦାନ…

ବିପଦସଙ୍କୁଳ ଅବସ୍ଥାରେ ଛାତ୍ରୀଛାତ୍ରଙ୍କ ଜୀବନ, ବିଦ୍ୟାଳୟ ଛାତ ଦେଇଯାଇଛି ୧୧ କେଭି ବିଦ୍ୟୁତ ତାର

ରିଆମାଳ, ୧୬।୫( ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ବ୍ଳକ ପରା ଗ୍ରାମପଞ୍ଚାୟତ ଅନ୍ତର୍ଗତ ଲୋହରାକୋଟ ଗ୍ରାମରେ ୧୯୭୨ରେ ସରକାରୀ ଉନ୍ନିତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସ୍ଥାପିତ ହୋଇଥିଲା । ବର୍ତ୍ତମାନ ପ୍ରାୟ ୧୦୦ ଜଣ ଛାତ୍ରୀଛାତ୍ର ଉକ୍ତ ବିଦ୍ୟାଳୟରେ ଅଧ୍ୟୟନ…

ଜମିବାଡ଼ି ବିବାଦରୁ ସାନଭାଇଙ୍କୁ ପିଟି ହତ୍ୟା: ବଡ଼ଭାଇ-ଭାଉଜଙ୍କ ସହ ବନ୍ଧା ହେଲେ ୪

ମହାକାଳପଡ଼ା,୧୬ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଥାନା ବାରଡ଼ାଙ୍ଗ ନାଉରୀ ସାହିରେ ଗୁରୁବାର ସାରେ ଏକ ପରିବାର ମଧ୍ୟରେ ଜମି ବାଡ଼ି ବିବାଦ ଓ ମାଟି ପକାଇବାକୁ ନେଇ ଏକ ହତ୍ୟାକାଣ୍ଡ ଘଟିଛି। ଏଥିରେ ବଡଭାଇ, ତାଙ୍କ ପୁଅ ଓ…

ଖଣି ଅଧିକାରୀଙ୍କୁ ଆକ୍ରମଣ କଲେ ମୋରମ ମାଫିଆ: ଜୀବନରୁ ମାରିଦେବାକୁ ଧମକ

ଖଇରା,୧୬।୫(ଉତ୍କଳ ବନ୍ଧୁ ପଣ୍ଡା):ବାଲେଶ୍ୱର ଜିଲା ଅନ୍ତର୍ଗତ ଖଇରାରେ ଅଧିଷ୍ଠିତ କନିଷ୍ଠ ଖଣି ଅଧିକାରୀଙ୍କୁ ମୋରମ ମାଫିଆମାନେ ଆକ୍ରମଣ କରିଛନ୍ତି। ଗାଡ଼ିକାଚ ଭାଙ୍ଗିବା ନେଇ ଖଣି ଅଧିକାରୀ ଅଭିଷେକ ବେହେରା ଖଇରା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। କୁପାରି ଅଞ୍ଚଳରେ ରାତିରେ ମୋରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?