ହଜିଯାଉଛି ଶୈଶବ
ଖୋର୍ଦ୍ଧା ଅଫିସ,୧୦ା୧୦: ଶିଶୁଙ୍କ ବିକାଶରେ ଶିଶୁ ଶ୍ରମିକ ପ୍ରଥା ଏକ ବଡ ବାଧକ। ଯଦି ଶିଶୁ ଶିକ୍ଷାଲାଭ ସମୟରେ କୌଣସି କାର୍ଯ୍ୟରେ ନିଯୁକ୍ତ ରହିଥାଏ, ତାହାକୁ ଏକ ଅପରାଧ ଭାବେ ଧରି ନିଆଯିବ। ତେଣୁ ଶିଶୁ ଶ୍ରମିକ ପ୍ରଥାକୁ ବିଲୋପ ପାଇଁ…
ମେଗା ପାନୀୟ ଜଳ ପ୍ରକଳ୍ପ ପାଇଁ ରାସ୍ତା ଶୋଚନୀୟ
ନାଉଗାଁ,୧୦ା୧୦ (ସ୍ବ.ପ୍ର): ଜଗତ୍ସିଂହପୁର ଜିଲା ନାଉଗାଁ ବ୍ଲକର ଗଜରାଜପୁର ପଞ୍ଚାୟତ ତୁମ୍ବେଶ୍ୱରଠାରେ ପ୍ରବାହିତ ଦେବୀ ନଦୀରେ ରାଜ୍ୟ ସରକାରଙ୍କ ଜଳସମ୍ପଦ ବିଭାଗ ଦ୍ୱାରା ମେଗା ପାନୀୟ ଜଳ ପ୍ରକଳ୍ପ ନିର୍ମାଣ କରାଯାଉଛି। ଏହି ପ୍ରକଳ୍ପ ନିର୍ମାଣ ଦାୟିତ୍ୱରେ ଏଲ୍ ଆଣ୍ଡ ଟି…
ପିପିଏ ଅଧ୍ୟକ୍ଷ ପି.ଏଲ.ହାରାନ୍ଧଙ୍କୁ କୋଲକାତା ପୋର୍ଟର ଅତିରିକ୍ତ ଦାୟିତ୍ୱ
ପାରାଦୀପ,୧୦।୧୦(ସ୍ବ.ପ୍ର.): କେନ୍ଦ୍ର ଜାହାଜ ଚଳାଚଳ ଓ ଜଳମାର୍ଗ ମନ୍ତ୍ରଣାଳୟ ପକ୍ଷରୁ ପାରାଦୀପ ବନ୍ଦର ଅଥରିଟି(ପିପିଏ) ଅଧ୍ୟକ୍ଷ ପି.ଏଲ୍. ହାରାନ୍ଧଙ୍କୁ ରବିବାର କୋଲକାତାର ଶ୍ୟାମାପ୍ରସାଦ ମୁଖାର୍ଜୀ ପୋର୍ଟ ଅଥରିଟି ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଏନେଇ ପାରାଦୀପ ବନ୍ଦର କର୍ତ୍ତୃପକ୍ଷଙ୍କ ପକ୍ଷରୁ…
୩୧ ମାସ ପରେ ବନ୍ଦର ଟ୍ରଷ୍ଟି ନିର୍ବାଚନ ଘୋଷଣା
ପାରାଦୀପ,୧୦।୧୦(ସ୍ବ.ପ୍ର.): ପାରାଦୀପ ବନ୍ଦର ଅଥରିଟିର ଲେବର ଟ୍ରଷ୍ଟି (ପରିବର୍ତ୍ତିତ ନାମ ବୋର୍ଡ ସଦସ୍ୟ) ପାଇଁ ୩୧ ମାସ ପରେ ୨୮ ତାରିଖରେ ନିର୍ବାଚନ ହେବ। ଏହି ନିର୍ବାଚନ ବାଲଟ୍ ପେପର ଜରିଆରେ ହେବ। ଉକ୍ତ ଦିନ ଫଳାଫଳ ପ୍ରକାଶ ପାଇବ। ଏ…
ଉଦ୍ଘାଟନକୁ ମାସେ ନ ପୂରୁଣୁ ସ୍ମାର୍ଟ ପାର୍କରେ ଅବ୍ୟବସ୍ଥା
ପଟ୍ଟାମୁଣ୍ଡାଇ,୧୦ା୧୦(ସ୍ବ.ପ୍ର.): ସହରୀ ଜୀବନରେ ବିନୋଦନ ପାଇଁ ସର୍ବାଧିକ ପସନ୍ଦର ସ୍ଥାନ ହେଉଛି ପାର୍କ। ବର୍ତ୍ତମାନର ଟେକ୍ନୋଲୋଜି ଯୁଗରେ ପାର୍କର ଚାହିଦା ଆଦୌ କମିନାହିଁ। ସକାଳେ ମର୍ନିଂ ୱାକ୍ ହେଉ କି ଅପରାହ୍ନରେ ହାଲ୍କା ପବନରେ କିଛି ସମୟ ନିରୋଳାରେ କାଟିବା ପାଇଁ…
ଏକାଧିକ ବିଲ୍ କରି ଅର୍ଥ ଆତ୍ମସାତ୍
ଯାଜପୁର ସଦର,୧୦ା୧୦(ଡି.ଏନ୍.ଏ): ଯାଜପୁର ଜିଲା ଦଶରଥପୁର ବ୍ଲକ ଖଣ୍ଡରା ପଞ୍ଚାୟତ ପରିସର କଲ୍ୟାଣ ମଣ୍ଡପ ନିର୍ମାଣ କାର୍ଯ୍ୟରେ ମହାମତ୍ାଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା(ଏମଜିଏନଆରଇଜିଏସ)ରେ ଏକାଧିକ ବିଲ କରାଯାଇ ଅର୍ଥ ଆତ୍ମସାତ୍ କରାଯାଇଥିବା ଅଭିଯୋଗ ହୋଇଛି। ଶ୍ରମିକଙ୍କ ନାମରେ…
ଭଙ୍ଗା ଆଜବେଷ୍ଟସ୍ ତଳେ କୋମଳମତି ଶିଶୁ
ଯାଜପୁର ଅଫିସ/ପ୍ରୀତିପୁର(ଡି.ଏନ.ଏ.) ୧୦ା୧୦: ଯାଜପୁର ଜିଲାରେ ୨୬୦୦ରୁ ଊର୍ଦ୍ଧ୍ୱ ଅଙ୍ଗନଓ୍ବାଡି କେନ୍ଦ୍ର ରହିଛି। ସେଥିରୁ କେତେକ କେନ୍ଦ୍ର ଅତି ପୁରାତନ କ୍ଲବ ଘର ଓ ସ୍କୁଲ ତଥା ଅଙ୍ଗନଓ୍ବାଡି କର୍ମୀଙ୍କ ଘରେ ଚାଲିଛି। ସେଥିମଧ୍ୟରୁ ଅଧିକାଂଶ ଅତି ବିପଦସଙ୍କୁଳ ବୋଲି ଅଭିଭାବକମାନେ…
ଚାଷୀ ଶୂନ୍ୟ କୃଷକ ପରିବା ହାଟ
ରସୁଲପୁର,୧୦ା୧୦(ଡି.ଏନ.ଏ.): ଯାଜପୁର ଜିଲା ରସୁଲପୁର ବ୍ଲକ ଅଧୀନ ବାରବାଟୀ ପଞ୍ଚାୟତ ଓଡ଼ଙ୍ଗସ୍ଥିତ ବିଜୁ ପରିବା ପରିବହନ କେନ୍ଦ୍ର ନାମରେ ଦୈନିକ କୃଷକ ପରିବାହାଟ ବସୁଛି। ହେଲେ ଏହି ପରିବାହାଟ ଏବେ ଚାଷୀଶୂନ୍ୟ ହୋଇପଡ଼ିଛି। ଫଳରେ ହାଟଟି ବ୍ୟବସାୟୀଙ୍କ ଦ୍ୱାରା ବାହାରୁ ଆମଦାନୀ…
କାର୍ଯ୍ୟକାରୀ ହେଉନି ହାଇକୋର୍ଟଙ୍କ ନିର୍ଦ୍ଦେଶ
ପୁରୀ ଅଫିସ, ୧୦ା୧୦: ରାଜ୍ୟ ସରକାର କ୍ରୀଡ଼ା ଭିତ୍ତିଭୂମି ଓ ଖେଳାଳିଙ୍କ ସାମଗ୍ରିକ ବିକାଶ ପାଇଁ ବିଭିନ୍ନ ଯୋଜନା ହାତକୁ ନେଉଛନ୍ତି। ଏହି କ୍ରମରେ ପୁରୀରେ ଅତ୍ୟାଧୁନିକ ଶ୍ରୀଜଗନ୍ନାଥ ଷ୍ଟାଡିୟମ୍ ନିର୍ମାଣ ଚାଲିଛି। ମାତ୍ର ଏପର୍ଯ୍ୟନ୍ତ ଜିଲା କ୍ରୀଡ଼ା ସଂସଦ ବ୍ୟବସ୍ଥିତ…
ଆଜିଠୁ କାର୍ତ୍ତିକ ବ୍ରତ ଆରମ୍ଭ, ପୁରୀରେ ହଜାର ହଜାର ହବିଷ୍ୟାଳି
ପୁରୀ ଅଫିସ,୧୦ା୧୦: ସୋମବାରଠୁ ଆରମ୍ଭ ହୋଇଛି ପବିତ୍ର କାର୍ତ୍ତିକ ବ୍ରତ। ଏହି ଉପଲକ୍ଷେ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ। ଆଜିଠୁ ମାସେ ଧରି କାର୍ତ୍ତିକ ବ୍ରତ ପାଳିବେ ହବିଷ୍ୟାଳି। ଏନେଇ ରାଜ୍ୟସରକାରଙ୍କ ପକ୍ଷରୁ ହବିଷ୍ୟାଳି ଯୋଜନାରେ ହବିଷ୍ୟାଳିଙ୍କ ପାଇଁ ସ୍ବତନ୍ତ୍ର…
ଦେଶୀ ଧାନ ସଂରକ୍ଷକ ରାଇମତି
କୁନ୍ଦୁରା,୧୦ା୧୦ (ଡି.ଏନ.ଏ.): କୋରାପୁଟ ଜିଲା କୁନ୍ଦୁରା ବ୍ଳକ ଲିମା ପଞ୍ଚାୟତ ଅନ୍ତର୍ଗତ ନୂଆଁଗୁଡା ଗ୍ରାମର ଆଦିବାସୀ ମହିଳା ରାଇମତି ଘିଉରିଆ। ୧୩୬ କିସମର ଦେଶୀ ଧାନ ସଂଗ୍ରହ କରି ସେ ସଂରକ୍ଷିତ ରଖିଛନ୍ତି। ସେଥିମଧ୍ୟରୁ ୭୦ଟି କିସମର ଜୈବିକ ପଦ୍ଧତିରେ ଚାଷ…
ବଜ୍ରପାତରେ ଚାଷୀଙ୍କ ମୃତ୍ୟୁ
ପୁରୁଷୋତ୍ତମପୁର,୯ା୧୦(ଡି.ଏନ.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁରରେ ରବିବାର ବଜ୍ରପାତରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ପୋଷ୍ଟ ଅଫିସ ସାହିର କୈଳାସ ଚନ୍ଦ୍ର ନାୟକ (୫୮)। ସେ ଗାଁ ନିକଟସ୍ଥ ନାଳପାରି ଜମିକୁ ଚାଷ କାମ ଲାଗି ଯାଇଥିଲେ। ସେତିକିବେଳେ ବଜ୍ରପାତ…

