ଆମ ଜିଲା ଖବର

ପରଲୋକରେ ଜଷ୍ଟିସ ଦେବପ୍ରିୟ ମହାପାତ୍ର

କଟକ ଅଫିସ, ୩୧।୮: ସୁର୍ପିମକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ ଦେବପ୍ରିୟ ମହାପାତ୍ରଙ୍କ ବୁଧବାର କଟକର ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୫ ବର୍ଷ ବୟସ ହୋଇଥିଲା। ଓଡ଼ିଶା ରାଜ୍ୟ ମାନବାଧିକାର କମିଶନର ପ୍ରଥମ ଅଧ୍ୟକ୍ଷ ଥିଲେ…

ପ୍ରାପ୍ୟ ବଦଳରେ ମାଡ଼, ବନ୍ଧା ହେଲେ ବ୍ୟବସାୟୀ

କୋଲାବିରା,୩୧।୮(ଡି.ଏନ.ଏ.): ପ୍ରାପ୍ୟ ଦେବା ବଦଳରେ ମାଡ଼ ମାରି ଜଣେ ବ୍ୟବସାୟୀ ଗିରଫ ହୋଇଛନ୍ତି। ଏଭଳି ଘଟଣା ଘଟିଛି କୋଲାବିରା ଥାନା ସୋଢାମାଲ ପଞ୍ଚାୟତର ଅମନାପାଲି ଗ୍ରାମରେ। ଅମନାପାଲି ଗ୍ରାମର ଜିବର୍ଦ୍ଧନ ସାହୁ (ଜୀବନ) ପେଶାରେ ଜଣେ ବ୍ୟବସାୟୀ। ତାଙ୍କର ରାଶନ ଦୋକନଠୁ…

ଟେଣ୍ଡର ଅବଧି ସରିଛି, ପୁଣି ଆଉଟ ସୋର୍ସିଂ ସଂସ୍ଥାକୁ ଅନୁକମ୍ପା

ମାଲକାନଗିରି,୩୧।୮(ସ୍ବ.ପ୍ର.): ମାଲକାନଗିରି ଜିଲାରେ ଉନ୍ନତମାନର ସ୍ବାସ୍ଥ୍ୟ ସେବା ଯୋଗାଇଦେବାକୁ ରାଜ୍ୟ ସରକାର ସ୍ବାସ୍ଥ୍ୟକେନ୍ଦ୍ରଗୁଡିକରେ ସମସ୍ତ ବ୍ୟବସ୍ଥା କରିଛନ୍ତିି। କେତେକ କ୍ଷେତ୍ରରେ ଆଉଟ ସୋର୍ସିଂ ସଂସ୍ଥାକୁ ନିୟୋଜିତ କରିବାକୁ ଠିକା ଦିଆଯାଇଛି। ମାତ୍ର ଏହି ସଂସ୍ଥାଗୁଡିକ କୌଣସି ବିଭାଗରେ ଠିକରେ କାର୍ଯ୍ୟ କରୁନାହାନ୍ତି।…

ଫସଲ ନଷ୍ଟକାରୀ ପୋକଙ୍କୁ ପୂଜା କରି ନଦୀରେ ଭସାଇଲେ

ରାଇଘର, ୩୧।୮(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ରାଇଘର ମା କଳସୀ ଠାକୁରାଣୀ ପୀଠରେ ମଙ୍ଗଳବାର ଭାଦ୍ରବ ଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହି ଯାତ୍ରାରେ ରାଇଘର ବ୍ଲକ ସାତପାଲି ଗ୍ରାମବାସୀ ଏକତ୍ରିତ ହୋଇ ପ୍ରଥମେ ଗାଁ ପରିକ୍ରମା କରିଥାନ୍ତି। ପରେ ଠାକୁରାଣୀ ପୀଠକୁ ଯାଇ…

ଅଗ୍ରପୂଜ୍ୟଙ୍କୁ ଆବାହନ ପାଇଁ ଆତୁର

ଅନୁଗୋଳ ଅଫିସ, ୩୧।୮: ଶିକ୍ଷାନୁଷ୍ଠାନରେ ଶେଷ ହୋଇଛି ସାଜସଜ୍ଜା। ଲାଗିଛି ରଙ୍ଗବେରଙ୍ଗର ମାଳ ମାଳ ପତାକା। ଅଗ୍ରପୂଜ୍ୟଙ୍କୁ ଆବାହନ ପାଇଁ ଆତୁରତାର ସହ ଅପେକ୍ଷା କରିଛନ୍ତି ଛାତ୍ରୀଛାତ୍ର। କରୋନା ପରେ ପ୍ରଥମ ଥର ପାଇଁ ସେମାନେ ଶିକ୍ଷାନୁଷ୍ଠାନରେ ପୂଜା ପାଳନ କରିବାକୁ…

ବଢ଼ିଛି ଜନସଂଖ୍ୟା, ବଦଳିଛି ରୂପରେଖ

ଅନୁଗୋଳ ଅଫିସ, ୩୧।୮: ୫୯ ବର୍ଷରେ ପାଦ ଥାପିବାକୁ ଯାଉଛି ଅନୁଗୋଳ ପୌରପାଳିକା। ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ରୁ ବର୍ତ୍ତମାନର ପୌରପରିଷଦ, ଦୀର୍ଘ ୫୮ ବର୍ଷର ଯାତ୍ରା ମଧ୍ୟରେ ଅନେକ ପରିବର୍ତ୍ତନ ହୋଇଛି ଅନୁଗୋଳରେ। ଏହି ସମୟ ମଧ୍ୟରେ ପୌର ପରିଷଦରେ…

ବିଦ୍ୟାଦାତାଙ୍କ ପାଇଁ ବ୍ୟଗ୍ର

ଢେଙ୍କାନାଳ ଅଫିସ,୩୧।୮: ମଣ୍ଡପରେ ବିରାଜିବେ ବିଦ୍ୟାଦାତା। ଅନ୍ତ ହେବ ୨ବର୍ଷର ପ୍ରତୀକ୍ଷା। ଶିକ୍ଷାନୁଷ୍ଠାନରେ ବିଘ୍ନହର୍ତ୍ତାଙ୍କ ଆବାହନ ପାଇଁ ବ୍ୟଗ୍ର ଛାତ୍ରୀଛାତ୍ର। ଚଳଚଞ୍ଚଳ ପୂଜା ପ୍ରତିଷ୍ଠାନ। ପ୍ରାଚୀନ ମନ୍ଦିରରେ ନୀତିକାନ୍ତି ଅନୁଯାୟୀ ପୂଜା ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଥିବାବେଳେ ସବୁଠି ସୃଷ୍ଟି ହୋଇଛି…

ଉପଲଡ଼ା-ଲିଙ୍ଗିପୁର-ଗୁରାଣ୍ଡି ରାସ୍ତା ଶୋଚନୀୟ

ପାରଳାଖେମୁଣ୍ଡି,୩୧।୮(ଡି.ଏନ୍‌.ଏ.): ଗୋଷାଣୀ ବ୍ଲକ ଅନ୍ତର୍ଗତ ଉପଲଡା-ଲିଙ୍ଗିପୁର-ଗୁରାଣ୍ଡି ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡିଛି। ଏହି ରାସ୍ତାରେ ଦୈନନ୍ଦିନ ଯାତ୍ରା କରୁଥିବା ପଥଚାରୀ ତଥା ଯାନବାହନଗୁଡିକ ବିଭିନ୍ନ ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଉପଲଡା-ଲିଙ୍ଗିପୁର-ଗୁରାଣ୍ଡି-ଗୋଷାଣୀ ରାସ୍ତାରେ ବହୁ ଗ୍ରାମାଞ୍ଚଳ ରହିଛି। ଏଥିସହ ଉକ୍ତ…

ମାସକରେ ସରିବ ହଂସପୁର-ବରଦା ବିଜୁ ସେତୁ

ଛତ୍ରପୁର,୩୧।୮(ଡି.ଏନ.ଏ.): ଋଷିକୁଲ୍ୟା ନଦୀ ଉପରେ ଛତ୍ରପୁର ବ୍ଲକ ହଂସପୁର ଠାରୁ ଗଞ୍ଜାମ ବ୍ଲକର ବରଦା ମଧ୍ୟରେ ହୋଇଥିବା ବିଜୁ ସେତୁ ନିର୍ମାଣ ଅଗ୍ରଗତିର ସମୀକ୍ଷା ହୋଇଛିା ମଙ୍ଗଳବାର ଉକ୍ତ ସେତୁ ପରିଦର୍ଶନ କରି ବ୍ରହ୍ମପୁର ଏମପି ଚନ୍ଦ୍ରଶେଖର ସାହୁ ଓ ଛତ୍ରପୁର…

ଦିଆସିଲି ଓ ଆଇସ୍‌କ୍ରିମ କାଠିରେ ଗଜାନନ

ବ୍ରହ୍ମପୁର ଅଫିସ୍‌,୩୧।୮: ପବିତ୍ର ଗଣେଶ ପୂଜା ଉପଲକ୍ଷେ ବାଲୁକାଶିଳ୍ପୀ ସତ୍ୟ ନାରାୟଣ ମହାରଣା ଆଇସକ୍ରିିମ କାଠି, ଦିଆସିଲି ଓ ଚୁମ୍‌କିରେ ୭ଟି କ୍ଷୂଦ୍ରତମ ଗଣେଶ ମୂର୍ତ୍ତି ନିର୍ମାଣ କରିଛନ୍ତି। ସେ ଆଇସକ୍ରିମ କାଠିରେ ୩ ଟି ମୂର୍ତ୍ତି ନିର୍ମାଣ କରିଛନ୍ତି। ଯାହାର…

ସରକାରୀ ଜମିରୁ ୧୨ ପରିବାରଙ୍କୁ ଉଚ୍ଛେଦ ନୋଟିସ

ସିମୁଳିଆ, ୩୧।୮(ଡି.ଏନ.ଏ.): ବାଲେଶ୍ୱର ଜିଲା ସିମୁଳିଆ ବ୍ଲକର ସଦରମହକୁମା ମାର୍କୋଣାର ନୀଳକଣ୍ଠେଶ୍ୱର ମନ୍ଦିର ପୋଖରୀଆଡ଼ିକୁ ଲାଗି ବସବାସ କରୁଥିବା ୧୨ ପରିବାରକୁ ଉଚ୍ଛେଦ କରିବା ପାଇଁ ପ୍ରଶାସନ ପକ୍ଷରୁ ନୋଟିସ୍‌ ଜାରି କରାଯାଇଛି। ବାରମ୍ବାର ନୋଟିସ୍‌ ପରେ ମଧ୍ୟ ବସ୍ତିବାସିନ୍ଦା ଏହି…

ହାତୀ ସୁରକ୍ଷାକୁ ନେଇ ପ୍ରଶ୍ନବାଚୀ

କେନ୍ଦୁଝର, ୩୧।୮(ସ୍ବ.ପ୍ର.): କେନ୍ଦୁଝର ସଦର ରେଞ୍ଜ୍‌ ଅଧୀନ ଜୁଡିଆ ନିକଟ ଓୟୁଏଟି ପରିସରରେ ବିଦ୍ୟୁତ୍‌ ଆଘାତରେ ୨ ମାଈ ହାତୀଙ୍କ ମୃତ୍ୟୁ ପରେ ହାତୀଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। କମ ଉଚ୍ଚତାରେ ଥିବା ବିଦ୍ୟତ୍‌ ତାରରେ ଲତା ଲାଗିଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?