ପିହୁ ନିଖୋଜ ଘଟଣା: ୫ ଲକ୍ଷ ଟଙ୍କା ପୁରସ୍କାର ଘୋଷଣା
ବିଞ୍ଝାରପୁର,୩୧ା୮(ଡି.ଏନ.ଏ.): ବହୁଚର୍ଚ୍ଚିତ ପିହୁ ନିଖୋଜ ଘଟଣାରେ ବିଞ୍ଝାରପୁର ପୋଲିସ ପକ୍ଷରୁ ମଙ୍ଗଳବାର ୫ ଲକ୍ଷ ଟଙ୍କା ପୁରସ୍କାର ରାଶି ଘୋଷଣା କରାଯାଇଛି। କୌଣସି ବ୍ୟକ୍ତି ଯଦି ବିଞ୍ଝାରପୁର ପୋଲିସକୁ ପିହୁଙ୍କ ସମ୍ପର୍କରେ ଖବର ଦିଅନ୍ତି ତେବେ ସେ ବ୍ୟକ୍ତିଙ୍କୁ ପୁରସ୍କାର ରାଶି…
ବ୍ରିଜ୍ରେ ସ୍କୁଟି ରଖି ଚାଲିଯିବାରୁ ଅଡୁଆ
ବାରଙ୍ଗ,୩୧।୮(ଡି.ଏନ.ଏ.): ଗତ କିଛିଦିନ ଧରି କଟକ ମୁଣ୍ଡଳୀ ବ୍ରିଜ୍ରୁ ଡେଇଁ ଆତ୍ମହତ୍ୟା ଘଟଣା ବାରମ୍ବାର ଘଟୁଥିବା ଦେଖିବାକୁ ମିଳୁଛି। ଏଭଳି ସମୟରେ ମଙ୍ଗଳବାର ଭୋରୁ ଉକ୍ତ ବ୍ରିଜ୍ ଉପରେ ଏକ ସ୍କୁଟି ଓ ଚପଲ ରହିଥିଲା। ଏହା ଦୀର୍ଘ ସମୟ ପର୍ଯ୍ୟନ୍ତ…
ଗାଁ ହେବ ପରିବାର,ଏକାଠି ଖାଇବେ ନୂଆଁ
ସମ୍ବଲପୁର,୩୧ା୮(ବ୍ୟୁରୋ): ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଅଁାଖାଇ ଗୋଟିଏ ପରିବାର ଭିତରେ ପାଳନ ହୋଇଥାଏ। ପରିବାର ସଦସ୍ୟ ଏକାଠି ହୋଇ ନୂଅଁା (ନବାନ୍ନ) ଖାଇଥାନ୍ତି। ପରେ ଗୁରୁଜନଙ୍କଠାରୁ ଆଶୀର୍ବାଦ ଭିକ୍ଷା କରନ୍ତି। ହେଲେ ସ୍ଥାନୀୟ ଉତ୍ସବ ପରିବାର ପ୍ରଚେଷ୍ଟାରେ ସମ୍ବଲପୁର ଜିଲାର ମାଓପ୍ରବଣ…
ଶ୍ରୀକ୍ଷେତ୍ରରେ ବାଲି ତୃତୀୟା ପାଳିତ
ପୁରୀ ଅଫିସ,୩୦ା୮- ଭାଦ୍ରବ ଶୁକ୍ଳ ତୃତୀୟା ତିଥିରେ ମଙ୍ଗଳବାର ଶ୍ରୀକ୍ଷେତ୍ରରେ ବାଲି ତୃତୀୟା (ଗୌରୀ ବ୍ରତ) ପାଳିତ ହୋଇଯାଇଛି। ଗଣେଶ ପୂଜାର ପୂର୍ବ ଦିନ ଏହି ବ୍ରତ ପାଳନ କରାଯାଇଥାଏ। ବିଭିନ୍ନ ନଦୀ ଓ ପୁଷ୍କରିଣୀ କୂଳରେ ମହିଳା ଏବଂ ଯୁବତୀମାନେ…
ପୋଲସରାରେ ଖୋଲିବ ସରକାରୀ ଆଇଟିଆଇ
ଭୁବନେଶ୍ୱର,୩୦।୮(ବ୍ୟୁରୋ): ଗଞ୍ଜାମ ଜିଲା ପୋଲସରାରେ ସରକାରୀ ଆଇଟିଆଇ ଖୋଲିବା ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି । ଏହା ଫଳରେ ଗଞ୍ଜାମ ଜିଲାରେ ସରକାରୀ ଆଇଟିଆଇ ସଂଖ୍ୟା ୬ରେ ପହଞ୍ଚିଛି । ପୂର୍ବରୁ ଛତ୍ରପୁର, ପୁରୁଷୋତ୍ତମପୁର, ବ୍ରହ୍ମପୁର, ଶେରଗଡ ଓ…
ସ୍ତ୍ରୀଙ୍କୁ ଯୌତୁକ ନିର୍ଯାତନା, ମରଣାନ୍ତକ ଆକ୍ରମଣ: ସ୍ବାମୀ ଗିରଫ
ବଡ଼ବିଲ,୩୦।୮(ସ୍ବ.ପ୍ର.): ସ୍ତ୍ରୀଙ୍କୁ ଯୌତୁକ ନିର୍ଯାତନା ଓ ମରଣାନ୍ତକ ଆକ୍ରମଣ ଅଭିଯୋଗରେ ସ୍ବାମୀ ମଙ୍ଗଳବାର ଗିରଫ ହୋଇଛନ୍ତି। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଶ୍ରୀରାମ ନଗର ଅଞ୍ଚଳରେ। ସୂଚନାଯୋଗ୍ୟ, ଉତ୍ତମ ମହାକୁଡ଼ ତାଙ୍କ ସ୍ତ୍ରୀଙ୍କୁ…
ମାଛଧରା ହେଲା କାଳ: ସମୁଦ୍ରରେ ମତ୍ସ୍ୟଜୀବୀଙ୍କ ଜୀବନ ଗଲା
ଚାନ୍ଦବାଲି,୩୦।୮(ଡି.ଏନ୍.ଏ.): ଭଦ୍ରକ ଜିଲା ଧାମରା ନିକଟସ୍ଥ କରଞ୍ଜମାଳ ପଞ୍ଚାୟତରେ ସମୁଦ୍ରକୁ ମାଛ ଧରିବାକୁ ଯାଇ ଜଣେ ମତ୍ସଜୀବୀଙ୍କ ମୃତ୍ୟୁ ଘଟିଛି। ଏହା ସହ ଆଉ ଜଣେ ଗୁରୁତର ହୋଇଥିବା ସୂଚନା ମିଳିଛି। ସୂଚନା ମୁତାବକ, କରଞ୍ଜମାଳ ପଞ୍ଚାୟତ ଅଧୀନ ଧାନକୁଟା ଗ୍ରାମର…
ଏଥର ୨ଦିନ ନୂଆଁଖାଇ ଛୁଟି : ଦାବି ମାନିଲେ ରାଜ୍ୟ ସରକାର
ବରଗଡ଼ ଅଫିସ,୩୦।୮: ସେପ୍ଟେମ୍ବର ୧ତାରିଖ ପଶ୍ଚିମ ଓଡ଼ିଶାର କୃଷିଭିତ୍ତିକ ଗଣପର୍ବ ନୂଆଁଖାଇ । ଏ ନେଇ ରାଜ୍ୟ ସରକାର ପୂର୍ବବର୍ଷ ଭଳି ଛୁଟି ଘୋଷଣା କରିଛନ୍ତି। ସେହିପରି ବ୍ୟାଙ୍କ ଗଡ଼ିକୁ ମଧ୍ୟ ରାଜ୍ୟ ସରକାର ଛୁଟି ଘୋଷଣା କରିଛନ୍ତି । କିନ୍ତୁ…
ବର୍ଷା-ଅନୁଭବ ମାମଲା, ୭ରେ ଶୁଣାଣି
କଟକ ଅଫିସ, ୩୦ା୮: ବହୁଚର୍ଚ୍ଚିତ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଏବଂ ଅଭିନେତା ତଥା କେନ୍ଦ୍ରାପଡ଼ା ଏମ୍ପି ଅନୁଭବ ମହାନ୍ତି ପାରିବାରିକ ବିବାଦ ମାମଲାରେ ବର୍ଷାଙ୍କ ଆବେଦନର ଶୁଣାଣି ୭ ତାରିଖକୁ ଘୁଞ୍ଚତ୍ଛି। ଫ୍ୟାମିଲି କୋର୍ଟର ନିର୍ଦ୍ଦେଶକୁ ନେଇ ବର୍ଷା ହାଇକୋର୍ଟରେ ପହଞ୍ଚତ୍ଛନ୍ତି।…
କୃତୀ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୩୦।୮(ବ୍ୟୁରୋ): ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଦ୍ବାଦଶ, ଦଶମ ଜେଇଇ ମେନ୍ ପରୀକ୍ଷାର କୃତୀ ଛାତ୍ରୀଛାତ୍ରଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ସମ୍ବର୍ଦ୍ଧିତ କରିଛନ୍ତି। ଲୋକସେବା ଭବନର କନ୍ଭେନ୍ସନ ସେଣ୍ଟରଠାରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଛାତ୍ରୀଛାତ୍ରଙ୍କୁ ଗୁଣାତ୍ମକ ଶିକ୍ଷା ପ୍ରଦାନ ପାଇଁ…
ଆଣ୍ଠୁଏ କାଦୁଅ ପାଲଟିଛି ଯିବାଆସିବା ରାସ୍ତା
କୋକସରା,୩୦।୮(ଡି.ଏନ୍.ଏ.): ବାରମ୍ବାର ରାସ୍ତାରେ କାମ ହେଉଛି, ହେଲେ ସୁଧୁରୁନାହିଁ ରାସ୍ତା ଅବସ୍ଥା। ଅଳ୍ପ ବର୍ଷା ହେଲେ ଆଣ୍ଠୁଏ କାଦୁଅରେ ଯାତାୟାତ କରୁଛନ୍ତି କଳାହାଣ୍ଡି ଜିଲା କୋକସରା ବ୍ଲକ ଡୁଡୁକାଠେଙ୍ଗା ପଞ୍ଚାୟତବାସୀ। ଦର୍ଲିପଡା ଛକ ବିଜୁ ଏକ୍ସପ୍ରେସ ୱେରୁ ୪ କି.ମି. ରହିଥିବା…
ଗାଡ଼ି ସହ ଲକ୍ଷାଧିକ ଟଙ୍କାର କାଠ ଜବତ: ଜଣେ ଗିରଫ
ଠାକୁରମୁଣ୍ଡା,୩୦।୮(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ସାତକୋଶିଆ ରେଞ୍ଜ ଅଞ୍ଚଳରୁ ବନ କର୍ମଚାରୀ ସୋମବାର ରାତିରେ ଚୋରା କାଠ ବୋଝେଇ ଏକ ପିକ୍ଅପ୍ ଭ୍ୟାନ୍ ଜବତ କରିଛନ୍ତି। ସେଥିରେ ଲକ୍ଷାଧିକ ଟଙ୍କା ମୂଲ୍ୟର ଶାଳ କାଠଥିବା ଜଣାପଡ଼ିଛି। ଘଟଣାରେ ସମ୍ପୃକ୍ତ ଜଣେ…

