ଆମ ଜିଲା ଖବର

ଅପେକ୍ଷାରେ ୨ ଦଶନ୍ଧି

ଯାଜପୁର ଅଫିସ,୮ା୧୦: ଯାଜପୁର ଜିଲା ଦେଇ ପ୍ରବାହିତ ବୈତରଣୀ ନଦୀରେ ପ୍ରାୟ ପ୍ରତିବର୍ଷ ବନ୍ୟା ପରିସ୍ଥିତି ସୃଷ୍ଟି ହେଉଛି। ଏହାକୁ ନିୟନ୍ତ୍ରଣ କରିବାକୁ ନଦୀର ଉପରମୁଣ୍ଡ ଆନନ୍ଦପୁର ଏବଂ କାନପୁରଠାରେ ୨ଟି ସମନ୍ବିତ ଜଳ ସେଚନ ପ୍ରକଳ୍ପ ନିର୍ମାଣାଧୀନ ରହିଛି। ଏହି…

ଗୋସାଣି ଯାତ୍ରାରେ ଦୁଲୁକିଲା ଶ୍ରୀକ୍ଷେତ୍ର

ପୁରୀ ଅଫିସ, ୮ା୧୦: ଚଳିତ ବର୍ଷ ଲଗାଣ ବର୍ଷା କାରଣରୁ ଗୁରୁବାର ଏକାଦଶୀ ତିଥିରେ ଗୋାସାଣି ଭସାଣି ଓ ଦେବସଭାକୁ ପ୍ରଶାସନ ପକ୍ଷରୁ ସ୍ଥଗିତ ରଖାଯାଇଥିଲା। ଶୁକ୍ରବାର ଦ୍ୱାଦଶୀ ତିଥିରେ ଅନୁକୂଳ ପାଗ ହେବାରୁ ଗୋସାଣି ଭସାଣି ଓ ଦେବସଭା ଅନୁଷ୍ଠିତ…

ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ମୁରିବାହାଲ ଏପିଓ

ବଲାଙ୍ଗୀର ଅଫିସ/ ମୁରିବାହାଲ,୮ା୧୦(ଡି.ଏନ.ଏ.): ବଲାଙ୍ଗୀର ଜିଲା ମୁରିବାହାଲ ବ୍ଲକ ଆଡିସନାଲ ପ୍ରୋଗ୍ରାମ ଅଫିସର (ଏପିଓ) ସୁଶାନ୍ତ କୁମାର ଦାସ ଶୁକ୍ରବାର ଜଣେ ଗଁା ସାଥୀଙ୍କ ଠାରୁ ୪୫ ହଜାର ଟଙ୍କା ଲାଞ୍ଚ ନେଲା ବେଳେ ଭିଜିଲାନ୍ସ ଜାଲରେ ପଡିଛନ୍ତି। ମହାତ୍ମାଗାନ୍ଧୀ ଜାତୀୟ…

ଟାମ୍ପରଗଡ଼ ଶକ୍ତିପୀଠ ଜରାଜୀର୍ଣ୍ଣ

ସମ୍ବଲପୁର,୮ା୧୦(ବ୍ୟୁରୋ): ସମ୍ବଲପୁର ଜିଲାରେ ଅନେକ ଐତିହ୍ୟସମ୍ପନ୍ନ ପ୍ରାଚୀନ କୀର୍ତ୍ତିରାଜି ରହିଛି। ତନ୍ମଧ୍ୟରେ ଆଦିବାସୀ ବହୁଳ ଯୁଯୁମୁରା ବ୍ଲକର ଟାମ୍ପରଗଡ଼ ଗ୍ରାମରେ ଥିବା ମା’ ଦକ୍ଷିଣକାଳୀଙ୍କ ଶକ୍ତିପୀଠ ଅନ୍ୟତମ। ପ୍ରାୟ ୩ଶହ ବର୍ଷ ପୁରାତନ ଏହି ପୀଠ ରକ୍ଷଣାବେକ୍ଷଣ ଅଭାବରୁ ଜରାଜୀର୍ଣ୍ଣ ହୋଇ…

ଜଳିବାକୁ ଅମଙ୍ଗ ରାବଣ; କର୍ମଚାରୀ ଦଣ୍ଡିତ

ରାୟପୁର,୮।୧୦: ବେଶ୍‌ ଆନନ୍ଦ ଉଲ୍ଲାସରେ ଦେଶବ୍ୟାପୀ ଦଶହରା ପର୍ବ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ରାବଣପୋଡ଼ି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥାଏ, ଯେଉଁଥିରେ ଲଙ୍କେଶ୍ୱରଙ୍କ ଦଶ ମୁଣ୍ଡ ବିଶିଷ୍ଟ କୁଶ ପୁତ୍ତଳିକାରେ ଅଗ୍ନି ସଂଯୋଗ କରାଯାଏ। କିନ୍ତୁ ଚଳିତବର୍ଷ ଛତିଶଗଡ଼ର ଧାମତରିରେ ଏହି…

ଧିମେଇଛି ଗଜ ସୁରକ୍ଷା ପ୍ରକଳ୍ପ

ରତନ ନାୟାର ଢେଙ୍କାନାଳ ଅଫିସ୍‌, ୮।୧୦: ସାଇରନ୍‌ ବଜାଇ ବୁଲୁଛି ‘ଐରାବତ’। ନିଯୁକ୍ତ ହୋଇଛନ୍ତି ‘ଗଜବନ୍ଧୁ’। ଅଭୟାରଣ୍ୟ ନିକଟବର୍ତ୍ତୀ ଗ୍ରାମରେ କରାଯାଇଛି ‘ସୋଲାର ଫ୍ୟାନ୍ସିଂ’ ବ୍ୟବସ୍ଥା। ଆରମ୍ଭ ହୋଇଛି ‘ରି-ହାବ୍‌’ (ରିଡ୍ୟୁସିଂ ଏଲିଫ୍ୟାଣ୍ଟ-ହ୍ୟୁମାନ ଆଟାକ୍ସ ୟୁଜିଂ ବିଇଜ୍‌) । ଜାତୀୟ ରାଜପଥରେ…

ରାସ୍ତାକୁ କେନ୍ଦ୍ର କରି ଗଣ୍ଡଗୋଳ

କୁଆମରା,୭।୧୦ (ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ଅନ୍ତର୍ଗତ କୁଆମରା ଗ୍ରାମର ରାସ୍ତା ଓ ପାଣି ଯାତାୟାତକୁ କେନ୍ଦ୍ର କରି ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଥାନାରେ ଉଭୟ ପକ୍ଷଙ୍କ ଅଭିଯୋଗ ଆଧାରେ ପୋଲିସ ପୃଥକ ମାମଲା ରୁଜୁ କରିଛି।…

ବାଲିଆପାଳରେ ପିଲାଚୋର ଆତଙ୍କ

ଲଙ୍ଗଳେଶ୍ୱର,୬।୧୦(ଡି.ଏନ.ଏ.)- ବାଲେଶ୍ୱର ଜିଲା ଦକ୍ଷିଣ ବାଲିଆପାଳ ଅଞ୍ଚଳରେ ଗତ କିଛିଦିନ ହେବ ପିଲାଚୋର ଆତଙ୍କ ଦେଖାଦେଇଛି। ବିଶେଷକରି ୩ବର୍ଷରୁ ୧୧ବର୍ଷ ବୟସ୍କ ପିଲାମାନଙ୍କୁ ଚୋରମାନେ ଟାର୍ଗେଟ କରୁଥିବା ବେଶ ଚର୍ଚ୍ଚାର ବିଷୟ ପାଲଟିଛି। ସୂଚନା ଅନୁଯୟୀ, ବର୍ତ୍ତମାନ ପାର୍ବଣ ଋତୁ ଚାଲୁଥିବାରୁ…

ଚେକ୍‌ ବାଉନ୍ସ ମାମଲା ଅଭିଯୁକ୍ତ ଯୁବକ ଜେଲ ଗଲେ

ରୂପସା, ୭।୧୦(ଡି.ଏନ.ଏ.): ବାଲେଶ୍ୱର ଜିଲା ବସ୍ତା ଥାନା କୁଶଡ଼ିହା ଗ୍ରାମର ରବୀନ୍ଦ୍ର ସେନାପତିଙ୍କୁ ଚେକ୍‌ ବାଉନ୍ସ ମାମଲାରେ ବସ୍ତା ପୋଲିସ ଗିରଫ କରିଛି । ଗିରଫ ଅଭିଯୁକ୍ତଙ୍କୁ ଗୁରୁବାର କୋର୍ଟଚାଲାଣ କରାଯାଇଛି। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲ ହାଜତକୁ ପଠାଯାଇଛି।…

ଗ୍ୟାସ୍‌ ସିଲିଣ୍ଡରରୁ ଲାଗିଲା ନିଆଁ

ହିଞ୍ଜିଳିକାଟୁ,୭ା୧୦(ଡି.ଏନ.ଏ.): ହିଞ୍ଜିଳିକାଟୁ ପାଟଣାସାହିରେ ଶୁକ୍ରବାର ଏକ ଘରେ ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ଘରର ବିଭିନ୍ନ ଆସବାବପତ୍ର ଜଳିଯାଇଛି। ପାଟଣାସାହି ବାସୁଦେବ ଦାସଙ୍କ ଘରେ ରୋଷେଇ ବେଳେ ଗ୍ୟାସ ସିଲିଣ୍ଡରରୁ ଲିକ୍‌ ହୋଇ ନିଆଁ ଲାଗିଯାଇଥିଲା। ହିଞ୍ଜିଳିକାଟୁ ଅଗ୍ନିଶମ ଅଧିକାରୀ ଗୌତମ…

ଜୁଆ ଆଡ୍ଡାରେ ଚଢ଼ାଉ: ୧୫୨ ଗିରଫ, ୪ ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ଜବତ

ଛତ୍ରପୁର,(ଡି.ଏନ୍‌.ଏ.)/ବ୍ରହ୍ମପୁର ଅଫିସ,୭ା୧୦-କୁମାର ପୂର୍ଣ୍ଣିମା ପୂର୍ବରୁ ଗଞ୍ଜାମ ଜିଲାରେ ଏକାଧିକ ସ୍ଥାନରେ ଜୁଆଖେଳ ଚାଲିଛି। ପୋଲିସ ଜୁଆ ଆଡ୍ଡାରେ ଚଢ଼ାଉ କରି ପରମ୍ପରାର ଦ୍ୱାହି ଦେଇ ଏହି ବେଆଇନ ଖେଳରେ ମାତିଥିବା ଲୋକଙ୍କୁ ଧରୁଛି। ଗତ ୨୪ ଘଣ୍ଟାରେ ଗଞ୍ଜାମ ଓ ବ୍ରହ୍ମପୁର…

ଶ୍ରୀକ୍ଷେତ୍ରରେ ଗୋଷାଣୀ ଯାତ୍ରା: ଏକାଠି ହେଲେ ୬୦ ମେଢ଼

ପୁରୀ ଅଫିସ, ୭।୧୦: ଶ୍ରୀକ୍ଷେତ୍ରରେ ଶୁକ୍ରବାର ପ୍ରସିଦ୍ଧ ଗୋଷାଣୀ ଯାତ୍ରା ଅନୁଷ୍ଠିତ ହେଉଛି। ଶ୍ରୀମନ୍ଦିର ସିଂହଦାର ନିକଟରେ ସାତ ସାହି ୪୨କନ୍ଦିର ପ୍ରାୟ ୬୦ଟି ମେଢ ଏକାଠି ହେଉଛନ୍ତି। ମା’ ବାରବାଟୀ, ଜହ୍ନିଖାଇ, ଶୂନ୍ୟଗୋଷାଣୀ, ବେଲବାଇ, ଗେଲବାଇ, ନାଗା, ସିମ୍ପାଥି, ବୁଢାବୁଢି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?