ଖଣି ଅଧିକାରୀଙ୍କୁ ଆକ୍ରମଣ କଲେ ମୋରମ ମାଫିଆ: ଜୀବନରୁ ମାରିଦେବାକୁ ଧମକ
ଖଇରା,୧୬।୫(ଉତ୍କଳ ବନ୍ଧୁ ପଣ୍ଡା):ବାଲେଶ୍ୱର ଜିଲା ଅନ୍ତର୍ଗତ ଖଇରାରେ ଅଧିଷ୍ଠିତ କନିଷ୍ଠ ଖଣି ଅଧିକାରୀଙ୍କୁ ମୋରମ ମାଫିଆମାନେ ଆକ୍ରମଣ କରିଛନ୍ତି। ଗାଡ଼ିକାଚ ଭାଙ୍ଗିବା ନେଇ ଖଣି ଅଧିକାରୀ ଅଭିଷେକ ବେହେରା ଖଇରା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। କୁପାରି ଅଞ୍ଚଳରେ ରାତିରେ ମୋରମ…
ହଠାତ୍ ଚଳନ୍ତା ଟ୍ରେନ୍ ଆଗକୁ ପଶିଆସିଲେ ଅଜଣା ବ୍ୟକ୍ତି: ଆଉ ତା’ପରେ ଘଟିଲା…
ଅତାବିରା, ୧୬/୫(ଯୁଧିଷ୍ଠିର ମହାପାତ୍ର):ବରଗଡ ଜିଲା ଅତାବିରା ଥାନା ଅନ୍ତର୍ଗତ ବରଗଡ ସମ୍ବଲପୁର ରେଲୱେ ଡାଉନ ଲାଇନର ଭୋଇପାଲି ଓଭର ବ୍ରିଜ ପାଖରେ ଜୈନେକ ବ୍ୟକ୍ତି କଟି ଯିବାରୁ ଶନିବାର ଟ୍ରେନ ଚଳାଚଳ ବ୍ୟାହତ ହୋଇଛି l ଏହି ରେଳ ଲାଇନର ୫୮୪/୨୨…
ମୋ ପୁଅକୁ ବଞ୍ଚାଇଦିଅ….କାଳିଆ ଦୁଆରେ ମା’ବାପା
ପୁରୀ,୧୬ା୫(ଅଜିତ୍ କୁମାର ମହାନ୍ତି):ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖରେ ଏକ ଭାବବିହ୍ବଳ ଦୃଶ୍ୟ ଦେଖିବାକୁ ମିଳିଛି, ଯାହା ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେବାରେ ଲାଗିଛି। ମା’ବାପା ତାଙ୍କ ପୁଅର ଜୀବନରକ୍ଷା ପାଇଁ ମହାପ୍ରଭୁଙ୍କ ନିକଟରେ ଆକୁଳ ପ୍ରାର୍ଥନା କରିଥିବାର ଦୃଶ୍ୟ ଦେଖାଯାଇଛି। ବାପ-ମା’…
୨୫ରୁ ଅଧିକ ଶ୍ରମିକ ନେଇ ଆସୁଥିବା ପିକଅପ ଭ୍ୟାନ ଓଲଟିଲା, ଆହତ ହସ୍ପିଟାଲରେ ଭର୍ତ୍ତିି
ବାସୁଦେବପୁର,୧୬।୫(ନାରାୟଣ ପ୍ରସାଦ ବାରିକ/ କାଳୀପଦ ରାୟ ): ଭଦ୍ରକ ଜିଲାର ସଦର ମହକୁମାରୁ ବାସୁଦେବପୁରକୁ ଏକ ଛାତ ଢାଳିବାକୁ ଏକ ପିକଅପରେ ଆସୁଥିବା ୨୫ରୁ ଅଧିକ ଶ୍ରମିକ ଶନିବାର ସଡ଼କ ଦୁର୍ଘଟଣାର ଶିକାର ହେଇଛନ୍ତି। ଏହି ଦୁର୍ଘଟଣାରେ ଆହତ ଶ୍ରମିକମାନଙ୍କର ବାସୁଦେବପୁର…
ଘରପୋଡ଼ି କ୍ଷତିଗ୍ରସ୍ତଙ୍କୁ ଭେଟିଲେ ସ୍ବାସ୍ଥ୍ୟମନ୍ତ୍ରୀ, ବସ୍ତ୍ର, ଆବଶ୍ୟକୀୟ ସାମଗ୍ରୀ ସହ ଦେଲେ…
ବଲାଙ୍ଗୀର, ୧୬।୫ (ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ଜିଲା ପୁଇଁତଲା ବ୍ଲକର ବୁଢ଼ୀସିଣ୍ଡୋଲ ଗାଁର ଡାଙ୍ଗଗୋଠ ଠାରେ ଗୁରୁବାର ସନ୍ଧ୍ୟାରେ ଅଗ୍ନିକାଣ୍ଡ ଘଟି ତିନିଜଣ ବ୍ୟକ୍ତିଙ୍କ ଘର ପୋଡ଼ିଯାଇଥିଲା। ଏହି ଖବର ପାଇବା ପରେ ଶୁକ୍ରବାର ସ୍ଥାନୀୟ ବିଧାୟକ ତଥା ସ୍ବାସ୍ଥ୍ୟମନ୍ତ୍ରୀ…
ଢୋଲମହୁଲ ଗୋଚର ଜମିରେ ବେଆଇନ ଆଡ଼ିବନ୍ଧ ନିର୍ମାଣ: ଖରିଫ ଚାଷ ପ୍ରଭାବିତ ଆଶଙ୍କା
ଲୋଇସିଂହା,୧୬।୫(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ବୁର୍ଡା ମୌଜାର ଢୋଲମହୁଲ ଗୋଚର ଜମି ଉପରେ ଏବେ ଜମି ବ୍ୟବସାୟୀଙ୍କ ଲୋଲୁପ ଦୃଷ୍ଟି ପଡିଛି। ବର୍ଷ ବର୍ଷ ଧରି ବ୍ୟବହୃତ ପ୍ରାକୃତିକ ନାଳ ଓ ଜଳସ୍ରୋତକୁ ନ୍ୟସ୍ତ ସ୍ବାର୍ଥ ବ୍ୟକ୍ତି ମାଟି ପକାଇ…
ରାସ୍ତା ମରାମତି ନାଁରେ ପ୍ରହସନ: ରଙ୍ଗ ମାରି ଦୋଷ ଲୁଚାଇବାକୁ ଚେଷ୍ଟା
ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି):ରାସ୍ତା ମରାମତି ପରିବର୍ତ୍ତେ କେବଳ ସୂଚନା ଫଳକରେ ରଙ୍ଗ ମାରି ଦୋଷ ଲୁଚାଇବାକୁ ଚେଷ୍ଟା କରାଯାଇଛି। ଏଭଳି ଘଟଣା ଥୁଆମୂଳ ରାମପୁର ବ୍ଲକର କୁମାରକାନୀ ଛକରୁ ବାଗଡ଼ିଆଣି ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା ରାସ୍ତାରେ…
ସରକାରୀ ସୁବିଧାରୁ ବଞ୍ଚିତ ଦିବ୍ୟାଙ୍ଗ ଧନସିଂ: ପରିବାର ଚଳାଇବା…
ନୂଆପଡ଼ା,୧୬ା୫ (ମକାରୁ ବେମାଲ):କେନ୍ଦ୍ର ଓ ରାଜ୍ୟ ସରକାର ଗରିବ, ଅସହାୟ, ଦିବ୍ୟାଙ୍ଗଙ୍କ ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ହେଲେ ପ୍ରଶାସନିକ ଅଧିକାରୀ, ନିର୍ବାଚିତ ପ୍ରତିନିଧିଙ୍କ ଆନ୍ତରିକତା ଅଭାବରୁ ପ୍ରକୃତ ହିତାଧିକାରୀ ଏଥିରୁ ବଞ୍ଚତ୍ତ ହେଉଥିବା ଅଭିଯୋଗ ହେଉଛି। ଏହାର ଉଦାହରଣ…
ସରପଞ୍ଚଙ୍କ ନିଆରା ପ୍ରୟାସ: ଚାରିଆଡ଼ୁ ସାଉଁଟୁଛନ୍ତି ପ୍ରଶଂସା
ନୂଆପଡ଼ା,୧୬ା୫(ମକାରୁ ବେମାଲ):ନୂଆପଡ଼ା ଜିଲାରେ ପରିବେଶ ସୁରକ୍ଷା ଓ ପ୍ଲାଷ୍ଟିକ ମୁକ୍ତ ସମାଜ ଗଠନ ନିମନ୍ତେ ଚାଲିଥିବା ଏସ୍ୟୁପି ଫ୍ରି ନୂଆପଡ଼ା ଅଭିଯାନ ବର୍ତ୍ତମାନ ଏକ ଜନ ଆନ୍ଦୋଳନରେ ପରିଣତ ହୋଇଛି। ଏହି ଅଭିଯାନକୁ ନୂଆ ଦିଗ ଦେଇଛି କୋମନା ବ୍ଲକର ଜଣେ…
କଳାହାଣ୍ଡିରେ ବାହାର ରାଜ୍ୟ କମ୍ପାନୀର କାୟାବିସ୍ତାର: ଚିନ୍ତିତ ନାହାନ୍ତି ଅଧିକାରୀ, କର୍ମଚାରୀ
ଭବାନୀପାଟଣା, ୧୬ା୫(ଉତ୍ତମ କୁମାର ଦାଶ):କଳାହାଣ୍ଡି ଜିଲାରେ କେନ୍ଦୁପତ୍ରକୁ ନେଇ ବହୁ କୋଟି ଟଙ୍କାର କାରବାର ଏବେ ସଙ୍କଟମୟ ସ୍ଥିତିରେ ଗତି କରୁଛି। ସରକାର ବିପୁଳ ପରିମାଣର ରାଜସ୍ବ ହରାଇବା ସତ୍ତ୍ୱେ ଆଦୌ ବିଚଳିତ ନ ହେବା ସମସ୍ତଙ୍କୁ ଚକିତ କରିଛି। ବାହାର…
ସମ୍ପର୍କୀୟ ଭାଇ ଦେଲା ବିଶ୍ବାସରେ ବିଷ:୧୩ ବର୍ଷୀୟା ନାବାଳିକା ହେଲେ ୬ ମାସର ଗର୍ଭବତୀ, ଡାକ୍ତରୀ ପରୀକ୍ଷା ପରେ…
ବୈଶିଙ୍ଗା,୧୫।୫(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଅଞ୍ଚଳରେ ବଳାତ୍କାର ଶିକାର ଜନୈକା ୧୩ ବର୍ଷିୟା ନାବାଳିକା ୬ମାସର ଗର୍ଭବତୀ ହେବା ଘଟଣାରେ ସମ୍ପର୍କୀୟ ଭାଇକୁ ଗିରଫ କରିଛି ପୋଲିସ । ପୀଡିତାଙ୍କ ପରିବାରବର୍ଗଙ୍କ ଅଭିଯୋଗ ମୁତାବକ ଅଭିଯୁକ୍ତ ୨୮ବର୍ଷୀୟ ଯୁବକଜଣକ ପୀଡିତାଙ୍କ…
ପରିବେଶ ପ୍ରଦୂଷିତ ଅଭିଯୋଗ: ମା’ ତାରିଣୀ ପଥର କ୍ରଶର ୟୁନିଟକୁ ସିଲ୍ କଲା ପ୍ରଶାସନ
ଦିଗପହଣ୍ଡି,୧୫|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ପଞ୍ଚାୟତ ଡ଼ଙ୍କାରି ମୌଜା ରେ ଥିବା ମା ‘ ତାରିଣୀ ପଥର କ୍ରଶର ୟୁନିଟ କୁ ଶୁକ୍ରବାର ପ୍ରଶାସନ ପକ୍ଷରୁ ଅନିର୍ଦ୍ଧିଷ୍ଟ କାଳ ଯାଏଁ ସିଲ୍ କରାଯାଇଥିବା ଜଣାପଡ଼ିଛି। ସମ୍ପୃକ୍ତ…

