ଆମ ଜିଲା ଖବର

୯ ଶିକ୍ଷକ ସିଆର୍‌ସିସି ପଦ ଛାଡ଼ିବେ

ରସୁଲପୁର,୨୯ା୮(ଡି.ଏନ.ଏ.): କ୍ଲଷ୍ଟର ରିସୋର୍ସ ସେଣ୍ଟର୍‌ କୋର୍ଡିନେଟର (ସିଆର୍‌ସିସି) ଭାବେ ୫ ବର୍ଷ କାର୍ଯ୍ୟ କରିଥିବା, ଲେଭଲ-୪କୁ ପଦୋନ୍ନତି ହୋଇଥିବା ଓ ଗ୍ରାଜୁଏଟ୍‌ ଶିକ୍ଷକଙ୍କ ତାଲିକା ଦେବାକୁ ଯାଜପୁର ସମଗ୍ର ଶିକ୍ଷା ଜିଲା ପ୍ରକଳ୍ପ କାର୍ଯ୍ୟାଳୟ ପକ୍ଷରୁ ଚିଠି କରାଯିବା ପରେ ରସୁଲପୁର…

ବିନା ଭିତ୍ତିଭୂମିରେ ଏସ୍‌ଏଚ୍‌ଜିର ଧାନ ସଂଗ୍ରହ

ଯାଜପୁର ଅଫିସ,୨୯ା୮: ଯାଜପୁର ଜିଲାରେ ଧାନ ସଂଗ୍ରହରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି)ଙ୍କ ସାମିଲ ବଢ଼ିଛି। ଗତ ୩ ବର୍ଷ ଅର୍ଥାତ୍‌ ୨୦୧୯-୨୦ରୁ ୨୦୨୧-୨୨ ମଧ୍ୟରେ ୩୬ ଏସ୍‌ଏଚ୍‌ଜି ଜରିଆରେ ସମୁଦାୟ ୧୧,୮୫୫ ଜଣ ଚାଷୀଙ୍କଠାରୁ ୫୭୪୨୭୪.୧୧ କୁଇଣ୍ଟାଲ ଧାନ…

ଉପକୂଳ ଅଞ୍ଚଳରେ ଭେଡ଼ି ଚାଷ

ମହାକାଳପଡ଼ା,୨୯ା୮(ଡି.ଏନ.ଏ.): ଶିଳ୍ପ ବିହୀନ କେନ୍ଦ୍ରାପଡ଼ା ଜିଲାର ମହାକାଳପଡ଼ା ବ୍ଲକ ନଦୀନାଳ ଘେରା ଉପକୂଳ ଅଞ୍ଚଳରେ ଭେଡ଼ି ଚାଷ ପ୍ରତି ଚାଷୀଙ୍କ ଆଗ୍ରହ ବଢ଼ିଛି। ସମୁଦ୍ର ଉପକୂଳବର୍ତ୍ତୀ ଗାଁରେ ଲୋକମାନେ ସାଧାରଣତଃ ମେଣ୍ଢା ଚାଷ କରି ପରିବାର ପ୍ରତିପୋଷଣ କରିଥାନ୍ତି। ବର୍ଷକୁ ଗୋଟିଏ…

କୁମ୍ଭୀର ବଂଶ ବୃଦ୍ଧିକୁ ନେଇ ଚିନ୍ତା

କେନ୍ଦ୍ରାପଡ଼ା ଅଫିସ,୨୯ା୮: ବେଲୁନରେ ଅତ୍ୟଧିକ ପବନ ଭରିଲେ ଫାଟିଯାଏ। ଏହି ପରିସ୍ଥିତି ଜାତୀୟଉଦ୍ୟାନ ଭିତରକନିକା ଅଞ୍ଚଳରେ କୁମ୍ଭୀର ବଂଶ ବୃଦ୍ଧି କ୍ଷେତ୍ରରେ ଦେଖାଯାଇଛି। ଭିତରକନିକାର ସୀମିତ ଅଞ୍ଚଳରେ ଅତ୍ୟଧିକ କୁମ୍ଭୀର ପ୍ରଜନନ କେନ୍ଦ୍ରାପଡ଼ା ଜିଲା ସମେତ ନିକଟସ୍ଥ ଯାଜପୁର ଓ ଭଦ୍ରକ…

ଯାଞ୍ଚ କରିବ ଶ୍ରୀମନ୍ଦିର ପରିଚାଳନା କମିଟି

ପୁରୀ ଅଫିସ,୨୯।୮: ଶ୍ରୀମନ୍ଦିର ସିଂହଦ୍ୱାର ସମ୍ମୁଖ ଅରୁଣସ୍ତମ୍ଭରେ ଥିବା କିଛି ସୂକ୍ଷ୍ମ ଫାଟକୁ ନେଇ ଚର୍ଚ୍ଚା ଚାଲିଛି। ଅନ୍ୟପକ୍ଷରେ ସମ୍ପୃକ୍ତ ଫାଟ ୧୯୭୦-୭୫ ମସିହାଠାରୁ ଦେଖିବାକୁ ମିଳୁଥିବା ଶ୍ରୀମନ୍ଦିରର କେତେଜଣ ସେବାୟତ କହିଛନ୍ତି। ତେବେ ଦୀର୍ଘବର୍ଷ ଧରି ସେହି ସ୍ଥାନଗୁଡ଼ିକୁ ମରାମତି…

ହଜିଯାଉଛି ଯାତ୍ରୀପଟ୍ଟି ପରମ୍ପରା

ପୁରୀ ଅଫିସ,୨୯।୮: ଆଧୁନିକତା ଛାପରେ ଶ୍ରୀକ୍ଷେତ୍ରରେ ଯାତ୍ରୀପଟ୍ଟି ପରମ୍ପରା ବିଲୁପ୍ତ ହେବାକୁ ବସିଲାଣି। ଦିନେ ଶ୍ରୀଜଗନ୍ନାଥ ପରମ୍ପରାର ବାର୍ତ୍ତାବାହ ସାଜିଥିବା ଯାତ୍ରୀପଟ୍ଟି ସମ୍ପ୍ରତି ନିଜ ପ୍ରାସଙ୍ଗିକତା ହରାଇବାକୁ ବସିଲାଣି। ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ପାଇଁ ଆସୁଥିବା ଭକ୍ତମାନଙ୍କୁ କୌଳିକ ପଣ୍ଡାମାନେ ମହାପ୍ରସାଦ…

ଶୋଭାପାଇବ ଦ୍ୱାଦଶ ଜ୍ୟୋତିର୍ଲିଙ୍ଗ

ଜଟଣୀ,୨୯ା୮(ଡି.ଏନ୍‌.ଏ.): ଆଉ ଦିନକ ପରେ ଗଣେଶ ପୂଜା। ଏ ନେଇ ଉତ୍ସବ ମୁଖର ପୁରପଲ୍ଲୀ। ଦୁଇବର୍ଷ ପରେ ବିଘ୍ନରାଜ ଗଣପତି ବାବା ଭକ୍ତଙ୍କ ମେଳରେ ପୂଜା ପାଇବେ। ମଣ୍ଡପରେ ଠାକୁରଙ୍କୁ ଦେଖିବା ପାଇଁ ଶ୍ରଦ୍ଧାଳୁଙ୍କ ମଧ୍ୟରେ ରହିଛି ଉତ୍କଣ୍ଠା। ଏହି ପରିପ୍ରେକ୍ଷୀରେ…

ପ୍ରତିଶ୍ରୁତିରେ ଅଟକିଛି ଲେଖନପୁର ଆଡ଼ିବନ୍ଧ ନିର୍ମାଣ

ଖୋର୍ଦ୍ଧା ଅଫିସ,୨୯ା୮: ଖୋର୍ଦ୍ଧା ବ୍ଲକରେ ବନ୍ୟା ତାଣ୍ଡବ ରଚିଥିଲା। ପାଣି ଛାଡ଼ିବା ପରେ ଏବେ ସ୍ଥିତି ସ୍ବାଭାବିକ ହୋଇଛି। ବନ୍ୟାପାଣି ଘେରରେ ଥିବା ବିପନ୍ନ ପରିବାରଙ୍କ ସ୍ଥିତିରେ ସାମାନ୍ୟ ସୁଧାର ଆସିଛି। ଗ୍ରାମବାସୀ ବନ୍ୟାକଷ୍ଟକୁ ଭୁଲି ନିଜ କାମରେ ଲାଗିଲେଣି। ତେବେ…

ସ୍ତ୍ରୀ, ପ୍ରେମିକ ଜେଲ ଗଲେ

ରାଜକନିକା,୨୯ା୮(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜକନିକା ଥାନା ଭାମଣ୍ଡା ଗ୍ରାମର ନୃସିଂହନାଥ ମନ୍ଦିର ପୂଜକ ରଙ୍ଗାଧର ଦାଶଙ୍କ ମୃତଦେହ ମିଳିବାର ୬ ଦିନ ପରେ ରାଜକନିକା ଥାନା ପୋଲିସ ମୃତକଙ୍କ ସ୍ତ୍ରୀ ରତ୍ନମଣି ଓ ତାଙ୍କ ପ୍ରେମିକ ଅସିତ ଶତପଥୀଙ୍କୁ ଗିରଫ କରି…

୮ଲେନ୍‌ ହେବ ଚଣ୍ଡିଖୋଲ-ପାରାଦୀପ ଏନ୍‌ଏଚ୍‌

ଚଣ୍ଡିଖୋଲ,୨୯ା୮(ଡି.ଏନ.ଏ.): ଓଡ଼ିଶାର ପ୍ରଥମ ଏକ୍ସପ୍ରେସ୍‌ ହାଇୱେ ଚଣ୍ଡିଖୋଲ-ପାରାଦୀପ ଏବେ ୮ଲେନ୍‌ ବିଶିଷ୍ଟ ହେବାକୁ ଯାଉଛି। ଏଥିପାଇଁ ଟେଣ୍ଡର ପ୍ରକ୍ରିୟା ଆରମ୍ଭ ହୋଇଛି। ୭୭ କି.ମି. ଲମ୍ବ ଏହି ଜାତୀୟ ରାଜପଥ(ଏନ୍‌ଏଚ୍‌) ପ୍ରଶସ୍ତୀକରଣ କାର୍ଯ୍ୟରେ ୨ ହଜାର କୋଟିରୁ ଊଦ୍ଧର୍‌ବ ଟଙ୍କା ଖର୍ଚ୍ଚ…

ଏଏସ୍‌ଓ ପରୀକ୍ଷା ଖରାପ ହେବାରୁ ଜୀବନ ହାରିଲେ ଛାତ୍ର

ଅନୁଗୋଳ ଅଫିସ, ୨୯ା୮: ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍‌ଓ) ପରୀକ୍ଷା ଖରାପ ହେବାରୁ ମାନସିକ ଭାରସାମ୍ୟ ହରାଇ ଜଣେ ଛାତ୍ର ଭଡ଼ାଘରେ ରଶି ଲଗାଇ ଜୀବନ ହାରିଛନ୍ତି। ଅନୁଗୋଳ ଥାନା ଅନ୍ତର୍ଗତ ସୁସୁଡ଼ାରେ ରବିବାର ଅପରାହ୍ନରେ ଘଟିଥିବା ଏଭଳି ଏକ ଘଟଣା…

ଆଳି ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ

ଆଳି,୨୯ା୮(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ଆଳି ଥାନା ଅନ୍ତର୍ଗତ କଳଦିଆ ଗ୍ରାମର ଜଣେ ଯୁବକଙ୍କୁ ପୋଲିସ ତାଙ୍କ ଘରୁ ଉଠାଇ ଆଣି ଥାନାରେ ନିସ୍ତୁକ ପିଟିଛି। ପୋଲିସର ଏପରି ଥାର୍ଡଡିଗ୍ରୀକୁ ନେଇ ଯୁବକଙ୍କ ସ୍ତ୍ରୀ ଥାନା ଅଧିକାରୀଙ୍କ ବିରୋଧରେ ଅଭିଯୋଗ କରିଛନ୍ତି। ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?