ଆମ ଜିଲା ଖବର

ଜିଲାପାଳ, ତହସିଲଦାରଙ୍କୁ ଲୋକାୟୁକ୍ତରେ ହାଜର ନିର୍ଦ୍ଦେଶ

ଧର୍ମଶାଳା,୨୯ା୮(ଡି.ଏନ.ଏ.): ଯାଜପୁର ଜିଲା ଧର୍ମଶାଳା ତହସିଲ ଅନ୍ତର୍ଗତ ଆରୁହା କଳାପଥର ଖାଦାନରେ ବେଆଇନ ଭାବେ କଳାପଥର ଉତ୍ତୋଳନ କରିଥିବା ପ୍ରଭାକର ଜେନାଙ୍କଠାରୁ ଜରିମାନା ଆଦାୟ କରିବାରେ ପ୍ରଶାସନ ବିଫଳ ହୋଇଛି। ତାଙ୍କ ଉପରେ ଲାଗୁ ହୋଇଥିବା ଜରିମାନା ଆଦାୟ କରିବାକୁ ପ୍ରଶାସନ…

ଝାଡ଼ାବାନ୍ତିରେ ଚାଲିଗଲା ଆଉ ଜଣଙ୍କ ଜୀବନ

ଲାଞ୍ଜିଗଡ଼,୨୮।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଳକ କଦମଗୁଡା ପଞ୍ଚାୟତ ସେମେଲପଦର ଏବଂ ବାଲାପଦର ଗାଁରେ ଝାଡ଼ାବାନ୍ତି ରୋଗ ବ୍ୟାପିବାରେ ଲାଗିଛି। ରବିବାର ଜିଲା ମୁଖ୍ୟ ଚିକିତ୍ସାଳୟରେ ଆଉ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ସେମେଲପଦର ଗାଁର ବେଣୁଧର ଗଉଡ଼। ଜିଲା…

ଧରାପଡ଼ିଲେ ୩ ଦୁର୍ଦ୍ଦାନ୍ତ ମାଓବାଦୀ

ମାଲକାନଗିରି,୨୮ା୮(ସ୍ବ.ପ୍ର.): ମହାରାଷ୍ଟ୍ର ଗଡଚିରୋଲି ପୋଲିସ ହାତରେ ଧରାପଡିଛନ୍ତି ୩ ଜଣ ଦୁର୍ଦ୍ଦାନ୍ତ ମାଓବାଦୀ। ମହାରାଷ୍ଟ୍ର ସୀମାନ୍ତ କୋୟାର ଜଙ୍ଗଲରେ ଶନିବାର ସିଆରପିଏଫ୍‌-୬୦ବାହିନୀ ପକ୍ଷରୁ ମିଳିତ କୋମ୍ବିଂ ଅପରେଶନ ଚାଲିଥିବା ବେଳେ ମାଓବାଦୀଙ୍କ ସହ ଯବାନ ମୁହାଁମୁହିଁ ହୋଇଥିଲେ। ଦୁଇ ଘଣ୍ଟାରୁ ଅଧିକ…

ବଜ୍ରପାତ ନେଲା ୫ ଜୀବନ

ରାଇରଙ୍ଗପୁର/ଝାରସୁଗୁଡ଼ା ଅଫିସ,(ଡି.ଏନ୍‌.ଏ.): ରାଜ୍ୟର ମୟୂରଭଞ୍ଜ ଏବଂ ଝାରସୁଗୁଡ଼ା ଜିଲାରେ ରବିବାର ବଜ୍ରପାତ ଘଟି ୫ ଜଣଙ୍କ ମୃତ୍ୟୁ ଘଟିଛି। ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଅଞ୍ଚଳର ଦୁଇଟି ସ୍ଥାନରେ ବଜ୍ରପାତ ଘଟି ନାବାଳିକାଙ୍କ ସମେତ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ…

ଅଧିକ ଯୌତୁକ ଦାବି କରି ହତ୍ୟା ଉଦ୍ୟମ: ଥାନାରେ ପହଞ୍ଚିଲେ ମହିଳା

ବ୍ରହ୍ମପୁର ଅଫିସ,୨୮।୮: ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀଙ୍କ ସହ ଶ୍ୱଶୁର ଘର ଲୋକେ ଯୌତୁକ ନିର୍ଯାତନା ଦେବା ସହ ହତ୍ୟା ଉଦ୍ୟମ କରିଥିଲେ। ଏନେଇ ଗୀତାଞ୍ଜଳି ପଣ୍ଡା ମହିଳା ଥାନାରେ ଏକ ଅଭିଯୋଗ କରିଛନ୍ତି। ପୋଲିସ ଏସଂକ୍ରାନ୍ତରେ ଏକ ମାମଲା(ନଂ.୧୫୬/୨୨) ରୁଜୁ…

ଦେହ ପାଇଁ ଉପକାରୀ ଟମାଟୋ

ଟମାଟୋ ଖାଇବା ଶରୀର ପାଇଁ ହିତକର। ଅନେକ ପ୍ରକାର ରୋଗରେ ଏହାକୁ ଔଷଧ ଭାବେ ଗ୍ରହଣ କରାଯାଏ। ଜାଣନ୍ତୁ ସେ ସମ୍ପର୍କରେ… -ଟମାଟୋରେ କ୍ୟାଲସିୟମ ଓ ଫସ୍‌ଫରସ ରହିଥାଏ। ଏହା ହାଡ଼କୁ ମଜଭୁତ କରିଥାଏ। -ଟମାଟୋରେ ଭିଟାମିନ ଏ ପ୍ରଚୁର ମାତ୍ରାରେ…

ପୁଣି ହାତୀ ଉପଦ୍ରବ

ପାଟଣା,୨୮।୮(ସ୍ବ. ପ୍ର.): କିଛି ମାସ ବ୍ୟବଧାନ ପରେ ବିଳମ୍ବିତ ରାତିରେ ପୁଣି ପାଟଣା ରେଞ୍ଜକୁ ହାତୀପଲ ଧସେଇ ପଶିଛନ୍ତି। ହାତୀପଲ କରଞ୍ଜିଆ ରେଞ୍ଜରୁ ଆସି ସାହାରପଡା ସେକ୍ସନରେ ଶନିବାର ରାତିରେ ୪ ଜଣଙ୍କ ଘର ଭାଙ୍ଗି ଦେଇଛନ୍ତି। ହାତୀପଲ ଚାତରପାଣର ବସନ୍ତ…

ମାଟ୍ରିକ୍‌ରେ ରଖିଥିଲେ ଅଧିକ ମାର୍କ: ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

ପାଟଣା,୨୮।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବାଇଦବଜା ଗ୍ରାମର ଜଗବନ୍ଧୁ ମୁଣ୍ଡା(୧୫)ଙ୍କର ଶୁକ୍ରବାର କଟକ ବଡ଼ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ସୂଚନା ଅନୁଯାୟୀ ଜଗବନ୍ଧୁ ଢେଙ୍କାନାଳର ଆଞ୍ଚଳିକ ବିଦ୍ୟାନିକେତନ ସୁନ୍ଦରମୁଣ୍ଡିରେ ଦଶମ ଶ୍ରେଣରେ ପଢୁଥିଲେ। ମାଟ୍ରିକ୍‌ ପରୀକ୍ଷାଫଳ…

ସାଢେ ୫ଘଣ୍ଟା ରାଜପଥ ଅବରୋଧ କଲେ ଛାତ୍ରୀଛାତ୍ର

କୁଆଁରମୁଣ୍ଡା,୨୭।୮(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁଆରମୁଣ୍ଡା ବ୍ଲକ କୁମଝରିଆସ୍ଥିତ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସଞ୍ଜୟ ସାମଲ ଭିଜିଲାନ୍ସ ଦ୍ୱାରା ଗିରଫ ହେବା ପରେ ଶନିବାର ବିଦ୍ୟାଳୟର ଛାତ୍ରୀଛାତ୍ର ଓ ସେମାନଙ୍କ ଅଭିଭାବକ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଛାତ୍ରୀଛାତ୍ର କହିଥିଲେ, ସଞ୍ଜୟ ସାର୍‌…

ମୃତବ୍ୟକ୍ତିଙ୍କ ରାଶନ କାର୍ଡରେ ଉଠୁଛି ଚାଉଳ, ଟଙ୍କା

ତେନ୍ତୁଳିଖୁଣ୍ଟି,୨୮।୮(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ପୁଜାରୀଗୁଡ଼ା ପଞ୍ଚାୟତରେ ମୃତ ବ୍ୟକ୍ତିଙ୍କ ନାମରେ ରାଶନ କାର୍ଡରେ ଚାଉଳ ଉଠାଯାଉଛି। ମାସେ ନୁହେଁ କି ବର୍ଷେ ନୁହେଁ ବର୍ଷ ବର୍ଷର ଚାଉଳ ଉଠିଛି। ମୃତ ହିତାଧିକାରୀଙ୍କୁ ଜୀବିତ ଦର୍ଶାଇ ସରକାରଙ୍କ କରୋନା ସହାୟତା…

ଅବ୍ୟବସ୍ଥାରେ ମଥୁରାପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ

ଚମ୍ପୁଆ, ୨୮।୮(ଡି.ଏନ.ଏ.): ୧୯୫୪ ମସିହାରେ ସ୍ଥାପିତ ମଥୁରାପୁର ସରକାରୀ ବିଦ୍ୟାଳୟର ସମସ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ପ୍ରଥମରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ଛାତ୍ରୀଛାତ୍ରଙ୍କୁ ଶିକ୍ଷାଦାନ କରୁଥିବା ଏହି ବିଦ୍ୟାଳୟ ଆନୁଷଙ୍ଗିକ ଅବ୍ୟବସ୍ଥା ପାଇଁ ତାର ଗାରିମା ହରାଇ ଚାଲିଛି। ଟାଇଲ…

ଖରିଫ୍‌ ଧାନ ବିକ୍ରି ପାଇଁ ୬୪,୨୯୮ ଚାଷୀ ପଞ୍ଜୀକୃତ

ବାରିପଦା ଅଫିସ,୨୮।୮: ଖରିଫ ଋତୁରେ ଉପତ୍ାଦିତ ହେବାକୁ ଥିବା ଧାନ ସରକାରୀ ମଣ୍ଡିରେ ବିକ୍ରି ନିମନ୍ତେ ମୟୂରଭଞ୍ଜ ଜିଲାରେ ଚାଷୀମାନେ ନାମ ପଞ୍ଜୀକରଣ କରିଛନ୍ତି। ପଞ୍ଜୀକରଣ ପାଇଁ ରବିବାର ଶେଷ ସୁଯୋଗ ଥିବାବେଳେ ଶନିବାର ସୁଦ୍ଧା ଜିଲାରେ ମୋଟ ୬୪ ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?