ଆମ ଜିଲା ଖବର

ପୁଣି ଦୁଇ ହାତୀଙ୍କ ଜୀବନ ଗଲା, କାରଣ ଅସ୍ପଷ୍ଟ

ଜମନକିରା,୬ା୧୦(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ବ୍ଲକ ବାମରା ବନ୍ୟପ୍ରାଣୀ ବନଖଣ୍ଡ ଅଧିନସ୍ଥ ବଡ଼ରମା ରେଞ୍ଜ ତିଲେଇମାଲ ଗାଁ ପତ୍ରା ଜଙ୍ଗଲରେ ବୁଧବାର ରାତିରେ ଗୋଟିଏ ଅଣ୍ଡିରା ଓ ଗୋଟିଏ ମାଈ ହାତୀର ମୃତ୍ୟୁ ହୋଇଛି। ତେବେ ମୃତ୍ୟୁର କାରଣ ସ୍ପଷ୍ଟ ହୋଇ…

ସାରଡାଙ୍ଗରେ ହଇଜା ଆତଙ୍କ: ଜଣେ ମୃତ, ୧୧ ଆକ୍ରାନ୍ତ

ଖଇରା,୬ା୧୦(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ଖଇରା ବ୍ଲକ ସାରଡାଙ୍ଗ ନାକପଦା ଗ୍ରାମରେ ପୂଜା ଭୋଜି ଖାଇ ୧୨ ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି। ଏଥିମଧ୍ୟରୁ ମାମୁଘର ନାକପଦାକୁ ବୁଲିବାକୁ ଆସିଥିବା ଗନ୍ଧାଳି ଗ୍ରାମର ଲକ୍ଷ୍ମୀ ମଥାନଙ୍କ ମୃତ୍ୟୁ ଘଟିଛି। ଅନ୍ୟମାନଙ୍କୁ ଚିକିତ୍ସାପାଇଁ ଖଇରା…

ଘାଟିରେ ଓଲଟିଲା ପରିବା ବୋଝେଇ ଟ୍ରକ୍‌

ଦାରିଙ୍ଗବାଡ଼ି,୬ା୧୦(ଡି.ଏନ୍‌.ଏ.): କନ୍ଧମାଳ ଓ ଗଞ୍ଜାମକୁ ସଂଯୋଗ କରୁଥିବା ଗାଜଲବାଡ଼ି ଘାଟି ଏବେ ବିପଦ ସାଜିଛି। କେବେ ଦୁର୍ଘଟଣା ଆଉ କେବେ ଭୁସ୍ଖଳନ ପାଇଁ ଚର୍ଚ୍ଚାରେ ରହିଛି ଏହି ଘାଟି। ଗୋଟିଏ ସପ୍ତାହ ମଧ୍ୟରେ ଦୁଇ ଦୁଇଟି ଫଳ ଏବଂ ପନିପରିବା ବୋଝେଇ…

ଭୂସ୍ଖଳନ ଘଟଣା: ରାଜପଥରେ ପୁଣି ଫାଟ, ବଢ଼ିଲା ବିପଦ

ଦାରିଙ୍ଗବାଡ଼ି,୬ା୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି଼କୁ ସଂଯୋଗ କରୁଥିବା ୫୯ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ଗତ ମାସରେ ହୋଇଥିବା ଭୁସ୍ଖଳନ ପରେ ରାଜପଥ ବିଭାଗ ପକ୍ଷରୁ ମରାମତି କାର୍ଯ୍ୟ କରଯାଇଥିଲା। ଏଥିପାଇଁ ଏକାଧିକ ଠିକାସଂସ୍ଥା ପକ୍ଷରୁ ଯୁଦ୍ଧକାଳୀନ ଭିତ୍ତିରେ ମରାମତି କାର୍ଯ୍ୟ…

ଦାରିଙ୍ଗବାଡ଼ିରେ ମାଛ ମଡ଼କ: ଲକ୍ଷାଧିକ ଟଙ୍କାର କ୍ଷତିକୁ ନେଇ ଚିନ୍ତାରେ ଚାଷୀ

ଦାରିଙ୍ଗବାଡି,୬।୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତ କାରିପାଙ୍ଗା ଗ୍ରାମରେ ମାଛ ମଡ଼କ ଦେଖାଯାଇଛି। ଉକ୍ତ ଗ୍ରାମର ଅମରେନ୍ଦ୍ର ପ୍ରଧାନ ଦେଶୀ ପ୍ରଣାଳୀରେ ମାଛ ଚାଷ କରୁଥିବା ବେଳେ ଏବେ ମାଛ ମଡ଼କକୁ ନେଇ ସେ ଲକ୍ଷାଧିକ ଟଙ୍କା କ୍ଷତି…

କୁମ୍ଭାରିପଦାର ପାହାଡ଼ ଭୁସ୍ଖଳନ ଘଟଣା: ୪୦୦ ଲୋକଙ୍କୁ ହାତୀମୁଣ୍ଡା ସ୍ଥାନାନ୍ତର କଲା ପ୍ରଶାସନ

ଦାରିଙ୍ଗବାଡି,୬।୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅନ୍ତର୍ଗତ ହାତୀମୁଣ୍ଡା ପଞ୍ଚାୟତର କୁମ୍ଭାରିପଦାର ଗ୍ରାମ ନିକଟରେ ଥିବା ପାହାଡ ଭୁସ୍ଖଳନ ଘଟଣାକୁ ଜିଲାପାଳ ଆଶିଷ ଈଶ୍ୱର ପାଟିଲ ଗୁରୁତର ସହ ଗ୍ରହଣ କରି ପଦକ୍ଷେପ ନେଇଛନ୍ତି। ଏବେ ଲଘୁଚାପ ଜନିତ ବର୍ଷା କାରଣରୁ…

ଧରା ପଡ଼ି ଛେଚା ଖାଇଲେ ବାଇକ୍‌ ଚୋର

ବେତନଟୀ,୫।୧୦(ସ୍ବ.ପ୍ର.): ଧରାପଡି ନିର୍ଧୂମ ଛେଚା ଖାଇଲେ ବାଇକ ଚୋର। ବୈଶିଙ୍ଗା ଥାନା ଅଧୀନ ଦାହିବାଡି ସାପ୍ତାହିକ ହାଟରୁ ବାଇକ ଚୋରି କରିବାକୁ ଉଦ୍ୟମ କରୁଥିବା ବେଳେ ୨ ଜଣ ଦୁର୍ବୁତ୍ତଙ୍କ ମଧ୍ୟରୁ ଜଣେ ଛେଚା ଖାଇଛନ୍ତି। ତାଙ୍କୁ ଉପସ୍ଥିତ ଥିବା ବେପାରୀ…

ଆଜି ବିଜୟା ଦଶମୀ: ମାଣିକେଶ୍ୱରୀଙ୍କ ପୀଠରେ ଅନୁଷ୍ଠିତ ହେଲା ଲାଖମରା ପର୍ବ

ଭବାନୀପାଟଣା,୫।୧୦(ସ୍ବ.ପ୍ର.)-କଳାହାଣ୍ଡିର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ୱରୀଙ୍କ ଲାଖମରା ପର୍ବ ବୁଧବାର ବିଜୟା ଦଶମୀ ଅବସରରେ ଭବାନୀପାଟଣାରେ ଅନୁଷ୍ଠିତ ହୋଇଯାଇଛି। ଏହି ପର୍ବର ଏକ ଭିନ୍ନ ସ୍ବତନ୍ତ୍ରତା ରହିଛି। ଲାଖମରା ପର୍ବ ମାଧ୍ୟମରେ ଲାଖବିନ୍ଧା ପ୍ରତିଯୋଗିତା ଅନୁଷ୍ଠିତ ହୋଇଥାଏ । ବିଜୟ ଯାତ୍ରା…

ଦୁର୍ଗା ପୂଜା ଦେଖିବାକୁ ଯିବା ବାଟରେ ସାମ୍ନାରୁ ଧକ୍କା ଦେଲା ଟ୍ରକ: ଜଣେ ମୃତ, ୮ ଗୁରୁତର

ଭବାନୀପାଟଣା,୫।୧୦(ସ୍ବ.ପ୍ର.): କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅଞ୍ଚଳରେ ବୁଧବାର ଏକ ଅଟୋ ଟ୍ରକ ମୁହାଁମୁହିଁ ଧକ୍କା ହେବା ଫଳରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୮ ଜଣ ଗୁରୁତର ହୋଇଛନ୍ତି। ଖବର ପାଇ ସ୍ଥାନୀୟ ଲୋକେ ପହଞ୍ଚି ଗୁରୁତର ବ୍ୟକ୍ତିଙ୍କୁ ଉଦ୍ଧାର…

ଚତୁର୍ଥ ଦିବସରେ ମା’ଙ୍କ ଯାତ୍ରା: ପ୍ରବଳ ଜନସମାଗମ

ଦିଗପହଣ୍ଡି,୫ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ବଜାର ସାହିସ୍ଥିତ ଅସ୍ଥାୟୀ ମଣ୍ଡପରେ ମା’ ବୁଢ଼ୀ ଠାକୁରାଣୀଙ୍କ ଶାରଦୀୟ ଯାତ୍ରା ଚତୁର୍ଥ ଦିବସରେ ପହଞ୍ଚିଛି। ପୀଠରେ ମୁଖ୍ୟ ପୁରୋହିତ ସନାତନ ରଥ ଏବଂ ସେବାୟତ ଆଦିଦ୍ୟ ପାତ୍ରଙ୍କ ପୂଜାର୍ଚ୍ଚନା ସହ ସନ୍ଧ୍ୟା ଆଳତି ହୋଇଥିଲା।…

ଶ୍ରୀମନ୍ଦିର ଚୂଡ଼ାରେ ଚଢ଼ିଗଲେ ପୂଜକ

ପୁରୀ ଅଫିସ,୫ା୧୦: ବୁଧବାର ଅପରାହ୍ନରେ ଶ୍ରୀମନ୍ଦିର ଚୂଡ଼ାରେ ଅଗ୍ନିଶ୍ୱର ମହାଦେବଙ୍କ ପୂଜକ ଚନ୍ଦ୍ରଶେଖର ପଣ୍ଡା ଚଢ଼ିଯାଇଥିଲେ। ସେ ନୀଳଚକ୍ର ବାନା ଲାଗୁଥିବା ସ୍ଥାନକୁ ଚଢ଼ି ଯାଇଥିଲେ। ସେଠାରେ ବୁଲୁଥିବା ବେଳେ ଚୂନରା ସେବକମାନେ ଏହା ଦେଖିବାକୁ ପାଇଥିଲେ। ତାଙ୍କୁ ଓହ୍ଲାଇବାକୁ ପୋଲିସ…

୫୦ ଫୁଟ ତଳକୁ ଖସିଲା ଟ୍ରକ୍‌, ୨ ଜଣଙ୍କ ଜୀବନ ଗଲା

ସୁନ୍ଦରଗଡ଼,୫ା୧୦(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୋଇଡ଼ା ଥାନା ଅନ୍ତର୍ଗତ କାଲଟା ଫାଣ୍ଡି ନିକଟରେ ବୁଧବାର ଏକ ଟ୍ରକ୍‌ ଭାରସାମ୍ୟ ହରାଇ ତୋଡ଼ା ବ୍ରିଜରୁ ୫୦ଫୁଟ ତଳକୁ ଖସି ପଡ଼ିଛି। ଫଳରେ ଏହି ଦୁର୍ଘଟଣାରେ ଟ୍ରକ୍‌ ଡ୍ରାଇଭର ଓ ହେଲପରଙ୍କ ଜୀବନ ଯାଇଛି। ଉଭୟଙ୍କର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?