ଆମ ଜିଲା ଖବର

ଧରାକୋଟ ଅଙ୍ଗନୱାଡି କେନ୍ଦ୍ର ଶୋଚନୀୟ

ଧରାକୋଟ,୨୭।୮(ଡି.ଏନ୍‌.ଏ.): ଆଜିର ଶିଶୁ କାଲିର ନାଗରିକ। ସେମାନଙ୍କ ସୁରକ୍ଷା, ଶିକ୍ଷା,ଦାୟିତ୍ୱ ସୁଚାରୁ ରୂପେ ପାଳନ ପାଇଁ ସରକାରଙ୍କ ଶିଶୁ ବିକାଶ ବିଭାଗ ରହିଛି। ବିଭାଗ ତରଫରୁ ନିୟମିତ ଭାବରେ ଅଙ୍ଗନୱାଡି କେନ୍ଦ୍ରକୁ ସୁପରଭାଇଜରମାନେ ପରିଦର୍ଶନ କରି ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀଙ୍କୁ…

ଜାଲ୍‌ ବିି.ଇଡି. ସାର୍ଟିଫିକେଟ ଦେଇ ଜେଲ ଗଲେ ଶିକ୍ଷକ

ବୌଦ୍ଧ ୨୭।୮(ସ୍ବ.ପ୍ର.): ବୌଦ୍ଧ ଜିଲାରେ ନକଲି ସାର୍ଟିଫିକେଟ ଦେଇ ଅନେକ ଶିକ୍ଷକତା ଚାକିରି କରୁଥିବା ବହୁବାର ଅଭିଯୋଗ ହୋଇଆସୁଛି। ଏନେଇ ଜିଲା ଶିକ୍ଷା ବିଭାଗ ପକ୍ଷରୁ ତଦନ୍ତ କରାଯାଉଥିବାବେଳେ କିନ୍ତୁ ନକଲି ଶିକ୍ଷକଙ୍କ ଉପରେ କୌଣସି ପ୍ରଭାବ ପଡିପାରୁନାହିଁ। ଜିଲା ଶିକ୍ଷା…

ଅବସରପ୍ରାପ୍ତ କର୍ମଚାରୀଙ୍କ ବଢ଼ିବନି କାର୍ଯ୍ୟକାଳ

ବ୍ରହ୍ମପୁର ଅଫିସ,୨୭।୮: ବ୍ରହ୍ମପୁର ମହାନଗର ନିଗମ (ବିଏମ୍‌ସି)ରେ ଆବଶ୍ୟକସ୍ଥଳେ ଅବସର ଗ୍ରହଣ କରିଥିବା କର୍ମଚାରୀଙ୍କ କାର୍ଯ୍ୟକାଳ ବୃଦ୍ଧି କରାଯିବ ନାହିଁ। ଶୁକ୍ରବାର ଅନୁଷ୍ଠିତ ନିଗମର ପୂର୍ଣ୍ଣାଙ୍ଗ କର୍ପୋରେଟର ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ଖାଲି ପଡ଼ିଥିବା ପଦବୀଗୁଡ଼ିକରେ ଏଣିକି ସ୍ଥାୟୀ ନିଯୁକ୍ତି…

ବୀମା ସହାୟତା ଆଶାରେ ଜମି ଜାଲିଆତି

ବରଗଡ଼ ଅଫିସ୍‌,୨୭।୮: ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନାରେ ଅନିୟମିତତା ଯୋଗୁ ଏହା ବାଟବଣା ହୋଇ ପଡ଼ିଛି। ଅନେକ ସ୍ଥଳେ ବୀମା କମ୍ପାନୀ ବିଭିନ୍ନ ଆଳରେ ଚାଷୀଙ୍କୁ ବୀମା କ୍ଷତିପୂରଣରୁ ବାଦ୍‌ ଦେଉଛି। ଅନ୍ୟପଟେ ଚାଷୀଙ୍କ ଲାଭ ଉଠାଇବାକୁ କିଛି ମୁନାଫାଖୋର ମଧ୍ୟସ୍ଥ ସକ୍ରିୟ…

୨ ପଞ୍ଚାୟତକୁ ନାହିଁ ସବୁଦିନିଆ ରାସ୍ତା

ପଦ୍ମପୁର,୨୭।୮ (ଡି.ଏନ.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଗୋପବନ୍ଧୁନଗର ଓ ବିନୋବାଭାବେନଗର ପଞ୍ଚାୟତକୁ ସବୁଦିନିଆ ରାସ୍ତା ନାହିଁ। ଧାମରା-ଜାମୁଝାଡ଼ି ରାସ୍ତାର କଣ୍ଟିଆନାଳିଠାରୁ ଲୁଣାବନ୍ଧ ପର୍ଯ୍ୟନ୍ତ ଥିବା ୪ କି.ମି. ମାଟି ରାସ୍ତା ଉପରେ ଦୁଇ ପଞ୍ଚାୟତର ୩ ହଜାରରୁ ଊର୍ଦ୍ଧ୍ୱ…

ଖତ ଖାଉଛି ସରକାରୀ ଆମ୍ବୁଲାନ୍ସ

ବାରିପଦା ଅଫିସ,୨୭।୮: ମୟୂରଭଞ୍ଜ ଜିଲାରେ ରୋଗୀ ପରିବହନ ସେବା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇପଡ଼ିଛି। ଆବଶ୍ୟକତାଠାରୁ କମ ସଂଖ୍ୟକ ଆମ୍ବୁଲାନ୍ସ ରହିଥିବା ବେଳେ ଚାଳକ ଅଭାବରୁ ବହୁ ଗାଡ଼ି ଅଚଳ ହୋଇ ପଡ଼ିରହିଛି। ବର୍ଷ ବର୍ଷ ଧରି ଖରାବର୍ଷାରେ ପଡ଼ିରହି ଏହା ଖତ…

ଜିଆଇ ଟ୍ୟାଗ୍‌ ମାନ୍ୟତା ପାଇଁ ବାଟ ଫିଟିଲା

ବାରିପଦା ଅଫିସ,୨୭।୮: ମୟୂରଭଞ୍ଜ ଜିଲା ବାରିପଦା ମୁଢିର ସ୍ବତନ୍ତ୍ର ସ୍ବାଦ ରାଜ୍ୟ ତଥା ଦେଶ ବିଦେଶରେ ପରିଚିତ। ଜିଲାର ଶତପ୍ରତିଶତ ଲୋକ ମୁଢିକୁ ପ୍ରତିଦିନ ବ୍ୟବହାର କରିଥାନ୍ତି। ମୁଢି ମାଂସର ଚାହିଦା ପାଇଁ ବାରିପଦା ମୁଢ଼ି ପ୍ରସିଦ୍ଧ। ମେଳା ମହୋତ୍ସବ,ଭୋଜି ଓ…

୧୫୦ ଘର, ୭୫ ଏକର ପରିବା ଚାଷ ନଷ୍ଟ

ଜଳେଶ୍ୱର, ୨୭।୮(ଡି.ଏନ.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ସୁବର୍ଣ୍ଣରେଖା ନଦୀର ଉତ୍ତରପଟେ ହୋଇଥିବା ବେଳେ ଏହି ବ୍ଲକ ଅଧୀନ ଏକମାତ୍ର ଗଡସାହି ବାଲିଆପାଳ ପଞ୍ଚାୟତ ନଦୀର ଦକ୍ଷିଣପଟେ ରହିଛି। ଏହା ବିଚ୍ଛିନ୍ନାଞ୍ଚଳ ଭାବେ ପରିଚିତ। ସୁବର୍ଣ୍ଣରେଖା ନଦୀ ପଞ୍ଚାୟତକୁ ଦୁଇପଟେ ଘେରି…

ଶୌଚାଳୟ ନିର୍ମାଣ ପାଇଁ ଆସିଥିବା ଅର୍ଥ ବାଟମାରଣା

ପଟ୍ଟାମୁଣ୍ଡାଇ ୨୭ା୮(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ବ୍ଲକ ଅଳପୁଆ ନୋଡାଲ ଉଚ୍ଚ ବିଦ୍ୟାଳୟକୁ ସର୍ବଶିକ୍ଷା ଡିପିସି ଯୋଜନାରେ ସ୍କୁଲର ଶୌଚାଳୟ ନିର୍ମାଣ ପାଇଁ ଆସିଥିବା ଅର୍ଥ ବାଟମାରଣା ହୋଇଥିବା ଅଭିଯୋଗ ହୋଇଛି। ଅଭିଭାବକ ମହାସଂଘ ଜିଲା ସମ୍ପାଦକ ନରେନ୍ଦ୍ର ଧଳ କହିଛନ୍ତି, ଅଳପୁଆ ନୋଡାଲ…

ଚକ୍ଷୁ ଅସ୍ତ୍ରୋପଚାର ପାଇଁ ଅର୍ଥ ସାଜିଛି ବାଧକ

ଜଗତ୍‌ସିଂହପୁର ଅଫିସ, ୨୭ା୮: ଜଗତ୍‌ସିଂହପୁର ଚାଟରା ବିଶୋଇ ସାହିର ଟୁନି ଦେଈ(୮୩) ୨ ପୁଅ ଓ ଗୋଟିଏ ଝିଅ ଜନ୍ମ କରି ମଧ୍ୟ ଅସହାୟ। କାରଣ ଯେଉଁ ୨ ପୁଅଙ୍କ କାନ୍ଧରେ ଢିରା ଦେଇ ଶେଷ ଜୀବନ କାଟିଦେବେ ବୋଲି ଭାବିଥିଲେ…

ଅଣସଂକ୍ରମିତ ରୋଗ ଔଷଧ ମିଳୁନି

ବାଲିଆ,୨୭ା୮(ସ୍ବ.ପ୍ର.): ବିରିଡି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ କିଛି ଦିନ ହେବ ଅଣସଂକ୍ରମିତ ରୋଗର ଔଷଧ ମିଳୁନାହିଁ। ବିଶେଷ କରି ଡାଇବେଟିସ, ବ୍ଲଡ ପ୍ରେସର, ଶ୍ୱାସ ଭଳି ରୋଗର ଔଷଧ ମିଳୁନାହିଁ। ରୋଗୀମାନେ ଔଷଧ ପାଇଁ ପ୍ରତିଦିନ ସ୍ବାସ୍ଥ୍ୟକେନ୍ଦ୍ରକୁ ଯାଇ ନିରାଶ ହୋଇ…

ଅସହାୟ ବୃଦ୍ଧଙ୍କୁ ମିଳିଲା ରାଶନ କାର୍ଡ, ଖାଦ୍ୟ ସାମଗ୍ରୀ

ମହାକାଳପଡ଼ା,୨୭ା୮(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଛେଲା ପଞ୍ଚାୟତ ବି.ବି. କଲୋନୀ ଗଁାରେ ଜଣେ ଅସହାୟ ବୃଦ୍ଧ ସୁକଲାଲ ଦେବନାଥ (୭୨)ଙ୍କୁ ଘର ଲୋକ ପର କରି ଦେଇଥିଲେ। ଫଳରେ ଦୀର୍ଘ ୪୦ ବର୍ଷ ଧରି ଗଁା ଶ୍ମଶାନ ନିକଟରେ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?