ଆମ ଜିଲା ଖବର

ପୁଣି ଜଣେ ୫୧ ବର୍ଷୀୟ ଦାଦନ ଶ୍ରମିକ ନିଖୋଜ, ଚିନ୍ତାରେ ପରିବାର

କଲ୍ୟାଣସିଂହପୁର, ୨୧।୧୧( ଦୀପକ କୁମାର ପରିଡ଼ା ): ଦାଦନ କାମ ପାଇଁ ଯାତ୍ରା କଲାବେଳେ ଟ୍ରେନରୁ ସମୟରେ ଓହ୍ଲାଇ ପାରି ନ ଥିବାରୁ ଏକ ୫୧ ବର୍ଷୀୟ ଶ୍ରମିକ ନିଖୋଜ ହୋଇଯାଇଥିବା ଖବର ମିଳିଛି। ଘଟଣାକୁ ନେଇ ପରିବାର ସଦସ୍ୟମାନେ ଅତ୍ୟନ୍ତ…

କୋରାପୁଟରେ ହେବ ଜିଲା ସଂସ୍କୃତି ଭବନ

କୋରାପୁଟ,୨୧।୧୧(ଅମିତାଭ ବେହେରା): କୋରାପୁଟ ସହରର ଭବାନୀନଗରଠାରେ ୧୦ କୋଟି ୩୭ ଲକ୍ଷ ଟଙ୍କା ବ୍ୟୟରେ ନୂତନ ଜିଲା ସଂସ୍କୃତି ଭବନ ଓ କାର୍ଯ୍ୟାଳୟ ନିର୍ମାଣ କରାଯିବ। ଏ ନେଇ ଶୁକ୍ରବାର ଭିତ୍ତି ୟପ୍ରସ୍ତର ସ୍ଥାପନ ହୋଇଛି। କୋରାପୁଟ ବିଧାୟକ ରଘୁରାମ ମାଛ…

ଘରେ ପଶି ଚୋରି କରୁଥିବା ବେଳେ ପଡ଼ିଲେ ଧରା: ସୁନା, ରୂପା ଅଳଙ୍କାର ସହ ଟଙ୍କା ଜବତ କଲା ପୋଲିସ

ଗଜପତି,୨୧।୧୧(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଦୁଇ ଦୁର୍ବୃତ୍ତଙ୍କୁ ଚୋରୀ କରୁଥିବା ସମୟରେ ଧରିଥିବା ଜଣାପଡିଛି । ସେମାନଙ୍କଠାରୁ ସୁନା, ରୂପା ଅଳଙ୍କାର ସହ ନଗଦ ଟଙ୍କା ଜବତ ହୋଇଛି। ଏନେଇ ପାରଳାଖେମୁଣ୍ଡି ଆଦର୍ଶ ଥାନାରେ ୩୩୧/୨୫ରେ…

ଜଳପ୍ରପାତରେ ନିଖୋଜ: ୩ ଦିନ ପରେ ମିଳିଲା ଆଉ ଜଣେ ଛାତ୍ରଙ୍କ ମୃତଦେହ

ଗୋବିନ୍ଦପାଲି,୨୧।୧୧(କାର୍ତ୍ତିକ ରଥ): ମାଲକାନଗିରି ଜିଲା ଗୋବିନ୍ଦପାଲି ନିକଟ ଗୁମ୍ମାଝରଣ ଜଳପ୍ରପାତରେ ବୁଡି ୨ ଛାତ୍ର ନିଖୋଜ ଘଟଣାରେ ବୁଧବାର ଜଣେ ଛାତ୍ରଙ୍କ ମୃତଦେହ ମିଳିଥିବା ବେଳେ ଶୁକ୍ରବାର ଅପରାହ୍ନରେ ଅନ୍ୟ ଜଣେ ଛାତ୍ର ଲିଙ୍ଗରାଜ ମହାପାତ୍ରଙ୍କ ମୃତଦେହ ମିଳିଛି। ୩ ଦିନ…

ଭଞ୍ଜନଗରରେ ବଢୁଛି ଦ୍ରୁତ ଗାଡ଼ି ଚାଳନା ଯୋଗୁ ଦୁର୍ଘଟଣା: ବ୍ୟବସାୟୀଙ୍କୁ ବାଇକ୍‌ ଧକ୍କା ଦେବା ପରେ ରାସ୍ତାରୋକୋ

ଭଞ୍ଜନଗର,୨୧।୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ସହର ଓ ସହରତଳି ଅଞ୍ଚଳରେ ଅଧିକାଂଶ ସମୟରେ ଦ୍ରୁତ ବାଇକ ଚାଳନା ଦେଖିବାକୁ ମିଳୁଛି। ଏଥିସହ ଅନ୍ୟାନ୍ୟ ଯାନବାହାନ ଗୁଡ଼ିକ ମଧ୍ୟ ସହର ଭିତରେ ଦ୍ରୁତ ଗତିରେ ଚଳ ପ୍ରଚଳ କରୁଛନ୍ତି। ଏନେଇ ପୋଲିସ…

ସାକ୍ଷୀଗୋପାଳ ମନ୍ଦିରରେ ଦେବ ଦୀପାବଳି, ଦିପଦାନ କରି ମାତା ପିତାଙ୍କୁ ଶ୍ରଦ୍ଧାର୍ପଣ କଲେ…

ସାକ୍ଷୀଗୋପାଳ ୨୧।୧୧ (କିଶୋର ମହାପାତ୍ର/ ପ୍ରଶାନ୍ତ କୁମାର ବାରିକ) ପରମ୍ପରା କ୍ରମେ ସାକ୍ଷୀଗୋପାଳ ମନ୍ଦିରରେ ଶୁକ୍ରବାର ଦେବ ଦୀପାବଳି ଉପଲକ୍ଷେ ଦୀପଦାନ କରାଯାଇଛି। ସନ୍ଧ୍ୟା ଆରତି ପରେପରେ ମନ୍ଦିର ଚୁଡ଼ା କୁ ମହାଦେବ ଉଠିଥିଲା। ସେହିପରି ଗର୍ଭଗୃହ, ମହାଲକ୍ଷ୍ମୀ, ଗରୁଡ଼ ଓ…

ବାଇକରେ ଗଞ୍ଜେଇ ଚୋରାଚାଲାଣ କରୁଥିଲେ, ମାଡ଼ିବସିଲା ଅବକାରୀ ବିଭାଗ, ଜେଲ ଗଲେ…

ଦିଗପହଣ୍ଡି, ୨୧।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି – ବ୍ରହ୍ମପୁର ମୂଖ୍ୟ ରାସ୍ତାର କୃଷି ବିଭାଗ କାର୍ଯ୍ୟାଳୟ ନିକଟରେ ଜଣେ ଗଞ୍ଜେଇ ଚୋରା ଚାଲାଣ କରୁଥିବା ଯୁବକଙ୍କୁ ଶୁକ୍ରବାର ମଧ୍ୟାହ୍ନ ପ୍ରାୟ ୧୨ ଟାରେ ଚିକିଟି ଅବକାରୀ ଇନ୍ସପେକ୍ଟର ସଞ୍ଜୟ…

ସହରାଞ୍ଚଳ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରକୁ ଉଦ୍‌ଘାଟନ କଲେ ବିଧାୟକ, ମାଗଣାରେ ରୋଗୀଙ୍କୁ…

ଦିଗପହଣ୍ଡି,୨୧।୧୧(ଅଶେଷ ନାଥ ମିଶ୍ର): ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଆନୁକୂଲ୍ୟରେ ଶୁକ୍ରବାର ଦିଗପହଣ୍ଡି ଏନ୍‌ଏସି ୱାର୍ଡ ନଂ. ୨ କରଣ ସାହି ସ୍ଥିତ ଗୋପବନ୍ଧୁ ବିଦ୍ୟାଳୟର ପୁରୁଣା କୋଠାରେ ସହରାଞ୍ଚଳ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରର ଶୁଭ ଉଦଘାଟନ ହୋଇଯାଇଛି…

ଦିଗପହଣ୍ଡିରେ ମାତିଛନ୍ତି ବାର୍‌ହା: ବ୍ୟାପକ ଧାନ ଫସଲ ନଷ୍ଟ, କ୍ଷତିପୂରଣ ପାଇଁ ରେଞ୍ଜରଙ୍କୁ…

ଦିଗପହଣ୍ଡି,୨୧।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳ ଚାଷଜମିରେ ବାରହା ଉପଦ୍ରବ ଯୋଗୁ ବ୍ୟାପକ ଧାନ ଫସଲ ନଷ୍ଟ ହୋଇଥିବା ଅଭିଯୋଗ ହୋଇଛି। ଶୁକ୍ରବାର ସହରର ବହୁସଂଖ୍ୟକ ଚାଷୀ ଦିଗପହଣ୍ଡି ବନବିଭାଗ କାର୍ଯ୍ୟାଳୟରେ ପହଞ୍ଚି କ୍ଷତିପୂରଣ…

୨୭ରେ ଓମେନ୍ସ ପ୍ରିମିୟର ଲିଗ୍‌ ଅକ୍ସନ: ୨୭୭ ଖେଳାଳି ହେବେ ନିଲାମ

ନୂଆଦିଲ୍ଲୀ,୨୧ା୧୧: ଆସନ୍ତା ୨୭ ତାରିଖରେ ନୂଆଦିଲ୍ଲୀଠାରେ ଆଗାମୀ ଓମେନ୍ସ ପ୍ରିମିୟର ଲିଗ୍‌ (ଡବ୍ଲ୍ୟୁପିଏଲ୍‌) ଅନୁଷ୍ଠିତ ହେବ। ଆଗାମୀ ସଂସ୍କରଣ ଲାଗି ବିଭିନ୍ନ ଦଳରେ ମୋଟ ୭୩ ସ୍ଲଟ ଫାଙ୍କା ଥିବାବେଳେ ବିଶ୍ୱକପ୍‌ ଚାମ୍ପିୟନ ଭାରତୀୟ ଦଳର ଦୀପ୍ତି ଶର୍ମାଙ୍କ ସମେତ ୨୭୭…

ଧାନ ଅମଳ ପୂର୍ବରୁ ସକ୍ରିୟ ଦଲାଲ: ଗାଁରେ ମାରୁଛନ୍ତି ଚକର

ବେହେରା,୨୧ା୧୧(ଭୂପେଶ ତିୱାରୀ): କଳାହାଣ୍ଡି ଜିଲା ଧର୍ମଗଡ଼ ବ୍ଲକ ଦଣ୍ଡପାଟ ଅଞ୍ଚଳରେ ମଣ୍ଡି ଆରମ୍ଭ ପୂର୍ବରୁ ଛତିଶଗଡ଼କୁ ଧାନ ଚୋରାଚାଲାଣ ହେଉଥିବା ଅଭିଯୋଗ ହୋଇଛି। ବର୍ତ୍ତମାନ ଅଞ୍ଚଳରେ ଧାନ ଅମଳ ପ୍ରକ୍ରିୟା ଆରମ୍ଭ ହୋଇଛି। ଜମିରେ ପ୍ରାୟ ୫୦ ପ୍ରତିଶତ ଧାନ ପାଚି…

ପଞ୍ଚାୟତ କାମ ସାରି ଫେରୁଥିଲେ, ଧକ୍କା ଦେଲା ପିକ୍‌ଅପ୍‌ ଭ୍ୟାନ୍‌; ଉନ୍ନୟନ ଅଧିକାରୀ… 

ଦିଗପହଣ୍ଡି, ୨୧।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନ୍ତର୍ଗତ ଜକର ଗ୍ରାମ ନିକଟରେ ଏକ ପିକଅପ ଭ୍ୟାନ ଧକ୍କାରେ ଜଣେ ବାଇକ୍‌ ଆରୋହୀ ଗୁରୁତର ହୋଇଛନ୍ତି। ଆହତ ଜଣକ ଦିଗପହଣ୍ଡି ପୁଞ୍ଜିକୟାଁ ଛକ ନିକଟ ନୀଳକଣ୍ଠ ନଗରରେ ରହୁଥିବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri