ଆମ ଜିଲା ଖବର

କର୍ମକ୍ଷେତ୍ରରେ ମହିଳାଙ୍କୁ ଯୌନ ନିର୍ଯାତନା: ନିଲମ୍ବିତ ହେଲେ ବରଗଡ଼ ବିଇଓ, ଡିଇଓ 

ବରଗଡ଼,୧୫।୫(ପ୍ରେମାନନ୍ଦ ଖମାରୀ)- କର୍ମକ୍ଷେତ୍ରରେ ମହିଳା କର୍ମଚାରୀଙ୍କୁ ଯୌନ ନିର୍ଯାତନା ଏବଂ ବିଭାଗରେ ଆର୍ଥିକ ଅନିୟମିତତା ଅଭିଯୋଗ ଘଟଣାରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ଆରମ୍ଭ ହୋଇଛି। ଏହି ମାମଲାରେ ଗିରଫ ହୋଇ ବରଗଡ଼ ଜିଲା କାରାଗାରରେ ରହିଥିବା ବରଗଡ଼ ବ୍ଲକ ଶିକ୍ଷା ଅଧିକାରୀ(ବିଇଓ) ତଥା…

ରାଜ୍ୟସ୍ତରୀୟ ପ୍ରାଥମିକ ଆଚାର୍ଯ୍ୟ ପ୍ରଶିକ୍ଷଣ : ତାଲିମ ନେଲେ…

ଦିଗପହଣ୍ଡି,୧୫ା୫(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ରାଜ୍ୟ ବିଦ୍ୟା ଭାରତୀ ଶିକ୍ଷା ବିକାଶ ସମିତି ଆନୁକୂଲ୍ୟରେ ଗତ ୫ ତାରିଖ ଠାରୁ ଚାଲିଥିବା ରାଜ୍ୟସ୍ତରୀୟ ପ୍ରାଥମିକ ଆଚାର୍ଯ୍ୟା ଆଚାର୍ଯ୍ୟ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ ହୋଇଛି। ପ୍ରଧାନାଚାର୍ଯ୍ୟ…

ଯୁକ୍ତ ୩ ପରୀକ୍ଷା ଫଳ ପ୍ରକାଶିତ: କେଏସୟୁବିର ବଡ଼ ସଫଳତା

ଭଞ୍ଜନଗର,୧୫।୫(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ଯୁକ୍ତ ୩ ଶେଷ ବର୍ଷ (ସ୍ନାତକ) କଳା, ବାଣିଜ୍ୟ, ବିଜ୍ଞାନ ପରୀକ୍ଷାଫଳ ଶୁକ୍ରବାର ସନ୍ଧ୍ୟାରେ ପ୍ରକାଶିତ ହୋଇଛି। ଏଥିରେ ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସାମ୍ବାଦିକତା ଓ ଗଣଯୋଗାଯୋଗ ବିଭାଗର ଛାତ୍ରୀ ସ୍ମୁତି…

ମହିଳାଙ୍କ ସ୍ବାମୀ ଅନ୍ୟ ରାଜ୍ୟରେ କାମ କରୁଥିବା ବେଳେ ଗଢ଼ିଉଠିଲା ପ୍ରେମ, ଜାଣିବା ପରେ ହାଣିଲେ…

ଦିଗପହଣ୍ଡି,୨୫ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଉଡ଼ିଆ ଗ୍ରାମରେ ପ୍ରେମ ସମ୍ପର୍କକୁ କେନ୍ଦ୍ରକରି ଶୁକ୍ରବାର ସନ୍ଧ୍ୟାରେ ଜଣେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ କରାଯାଇଥିବା ଅଭିଯୋଗ ହୋଇଛି। ଆହାତ ଯୁବକ ଜଣକ ହେଲେ ଗ୍ରାମର ବଳରାମ ପ୍ରଧାନ(୨୬)। ଗ୍ରାମର ଜଣେ…

ଭଞ୍ଜନଗର ଠାକୁରାଣୀ ଯାତ୍ରା: ଅନ୍ତରା ଚକ୍ରବର୍ତ୍ତୀଙ୍କ ଗୀତରେ ଝୁମିଲେ ଦର୍ଶକ

ଭଞ୍ଜନଗର, ୧୫।୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଠାକୁରାଣୀ ଯାତ୍ରା ଶୁକ୍ରବାର ୨୦ତମ ଦିନରେ ପହଞ୍ଚିଛି। ଏହି ଅବସରରେ କବି ସମ୍ରାଟ ରଙ୍ଗମଞ୍ଚରେ ଅନୁଷ୍ଠିତ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଭଞ୍ଜନଗର ଗ୍ରାମ୍ୟ ପାଇପ୍ ଜଳ ଯୋଗାଣ ବିଭାଗର ଅଧୀକ୍ଷଣ ଯନ୍ତ୍ରୀ ମୁନା…

୬ କୋଟି ବ୍ୟୟରେ ନିର୍ମାଣ ହେବ ଚାରିଧାମ ପାର୍କ ପ୍ରକଳ୍ପ: ବିଧାୟକଙ୍କ ଦ୍ବାରା ବିଭିନ୍ନ ପ୍ରକଳ୍ପର ଉଦଘାଟନ, ଶିଳାନ୍ୟାସ

ଦିଗପହଣ୍ଡି,୧୫|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାର୍ଯ୍ୟାଳୟ ପକ୍ଷରୁ ସହର ରେ ନବନିର୍ମିତ ବିଭିନ୍ନ ପ୍ରକଳ୍ପ କୁ ଶୁକ୍ରବାର ଦିଗପହଣ୍ଡି ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ଉଦଘାଟନ କରିବା ସହ ଅନ୍ୟାନ୍ୟ ମଞ୍ଜୁର ପ୍ରାପ୍ତ ବିଭିନ୍ନ ପ୍ରକଳ୍ପ ନିମନ୍ତେ…

ନିଜସ୍ବ ଗୃହକୁ ପ୍ରବେଶ କଲା ବଣିକ ସଙ୍ଘ: ସିମନବାଡ଼ିରେ ଗୃହ ପ୍ରତିଷ୍ଠା, ଉତ୍ସବ ସମ୍ପନ୍ନ

ଦାରିଙ୍ଗବାଡ଼ି,୧୫।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ସିମନବାଡ଼ି ମା’ ପାଟ୍ଟଖଣ୍ଡା ବଣିକ ସଙ୍ଘ ଶୁକ୍ରବାର ନିଜସ୍ବ ନୂତନ କୋଠାରେ ପ୍ରବେଶ କରିଛି। ଏହି ଅବସରରେ ଶାସ୍ତ୍ରୀୟ ରୀତିନୀତି ଅନୁଯାୟୀ ପୂଜାର୍ଚ୍ଚନା, ହୋମ-ଯଜ୍ଞ, ଅର୍ଣ୍ଣ ଯଜ୍ଞ ଓ ଦୀପ ଯଜ୍ଞ…

ଗାଧୋଇବାକୁ ଯାଇଥିଲେ: ପୋଖରୀରୁ ମିଳିଲା ମୃତହେଦ

ଦେବଗଡ଼,୧୫ା୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ବଲଣ୍ଡା ପଞ୍ଚାୟତ ଅଧୀନ ଇନ୍ଦ୍ରାଣୀଝରଣ ଗ୍ରାମ ପୋଖରୀରେ ବୁଡି ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ ବଲଣ୍ଡା ଗ୍ରାମର ବୁଧୁ ଭୁୟାଁ (୬୦)। ମିଳିଥିବା ସୂଚନା ଅନୁଯାୟୀ ବୁଧୁ…

ବିକାଶ ଆବାସିକ ବିଦ୍ୟାଳୟରେ ସମ୍ବର୍ଦ୍ଧନା ଉତ୍ସବ: ଛାତ୍ରୀଛାତ୍ରଙ୍କୁ ଗୁଣାତ୍ମକ ଶିକ୍ଷା ଦେଲା ସଫଳତା

ଭବାନୀପାଟଣା,୧୫।୫(ଉତ୍ତମ କୁମାର ଦାଶ): ପ୍ରକାଶିତ ସିବିଏସଇ ଦ୍ଵାଦଶ ବୋର୍ଡ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ଛାତ୍ରୀଛାତ୍ର ଓ ଅଭିଭାବକ ମାନଙ୍କୁ ନେଇଁ ଶୁକ୍ରବାର ଭବାନୀପାଟଣା ବିକାଶ ଆବାସିକ ବିଦ୍ୟାଳୟରେ ଏକ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି…

ନଳକୂପ ଅଚଳ: ପାଣି ପାଇଁ ହଟହଟା

ଆଳି,୧୫ା୫(ବନମାଳୀ ସେନାପତି): କେନ୍ଦ୍ରାପଡ଼ା ଜିଲା ଆଳି ନୂଆବଜାରରେ ପାନୀୟ ଜଳ ସମସ୍ୟା ଦେଖାଦେଇଛି। ଫଳରେ ଏଠାରେ ଥିବା ହଜାରେରୁ ଊର୍ଦ୍ଧ୍ୱ ବ୍ୟବସାୟ ପ୍ରତିଷ୍ଠାନ ସହିତ ସରକାରୀ, ବେସରକାରୀ କାର୍ଯ୍ୟାଳୟ କର୍ମଚାରୀଙ୍କ ସହ ସାଧାରଣ ଲୋକେ ପାଣି ପାଇଁ ନାହିଁ ନ ଥିବା…

ସରକାରୀ ସହାୟତା ଅପେକ୍ଷାରେ ୩ ଜୁଆଙ୍ଗ ଅନାଥ ଶିଶୁ

କେନ୍ଦୁଝର,୧୫ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): ବାଂଶପାଳ ବ୍ଲକ ଅନ୍ତର୍ଗତ କୋଡ଼ିପଶା ପଞ୍ଚାୟତର ଦୁଆରଶୁଣି ଗ୍ରାମର କାହ୍ନୁ ଜୁଆଙ୍ଗଙ୍କ ବାପା ମା’ ଛେଉଣ୍ଡ ତିନି ସନ୍ତାନଙ୍କୁ ସହାୟତା ଦେବାକୁ ଦାବି ହେଉଛି। ସେମାନଙ୍କ ବୟସ ୩ରୁ ୫ ବର୍ଷ ହେବ। ପ୍ରକାଶ ଯେ, ସ୍ତ୍ରୀ-ସ୍ବାମୀ…

ସରକାରୀ କର୍ମଚାରୀଙ୍କ ବଢ଼ିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର,୧୫।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଏକ ବଡ଼ ଘୋଷଣା କରିଛନ୍ତି। ସରକାରୀ କର୍ମଚାରୀଙ୍କ ପାଇଁ ରାଜ୍ୟ ସରକାର ୨ ପ୍ରତିଶତ ମହଙ୍ଗା ଭତ୍ତା ବୃଦ୍ଧି କରିଛନ୍ତି। ଫଳରେ ମହଙ୍ଗା ଭତ୍ତା ୫୮ରୁ ୬୦ ପ୍ରତିଶତକୁ ବୃଦ୍ଧି ପାଇଛି। ବର୍ଦ୍ଧିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?