ଆମ ଜିଲା ଖବର

ଖାଦ୍ୟସୁରକ୍ଷା ହିତାଧିକାରୀଙ୍କୁ ନାଲି ଚାଉଳ

ଚଣ୍ଡିଖୋଲ,୩ା୧୦(ଡି.ଏନ୍‌.ଏ.): କେନ୍ଦ୍ର ଓ ରାଜ୍ୟ ସରକାର ଖାଦ୍ୟ ସୁରକ୍ଷା ଯୋଜନାରେ ହିତାଧିକାରୀଙ୍କୁ ଚାଉଳ ଏବଂ ଗହମ ଯୋଗାଇ ଦେଉଛନ୍ତି। ଏହି ଚାଉଳ ସମ୍ପୂର୍ଣ୍ଣ ଧଳା ଓ ପରିଷ୍କାର ହୋଇଥିବା ଆବଶ୍ୟକ ବୋଲି ସରକାରୀ ନିର୍ଦ୍ଦେଶନାମାରେ ଉଲ୍ଲେଖ ରହିଛି। ମାତ୍ର କେତେଜଣ ଅସାଧୁ…

ଇ-କମର୍ସ ଟ୍ରକ୍‌ ଓଲଟିଲା, ଲକ୍ଷାଧିକ ଟଙ୍କାର ଇଲୋକ୍ଟ୍ରୋନିକ୍ସ ସାମଗ୍ରୀ ନଷ୍ଟ

ଦାରିଙ୍ଗବାଡ଼ି,୩ା୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅନ୍ତର୍ଗତ ଜାତୀୟ ରାଜପଥର ଡଙ୍ଗେରୀ ନିକଟରେ ଇ-କମର୍ସର ବିଭିନ୍ନ ସାମଗ୍ରୀ ବୋଝେଇ ହୋଇଥିବା ଏକ ମିନି ଟ୍ରକ୍‌ ସୋମବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ କେହି ଆହତ ହୋଇ ନ ଥିଲେ ମଧ୍ୟ ଇ-କମର୍ସର ବିଭିନ୍ନ…

ପଦ୍ମପୁର ବିଧାୟକଙ୍କ ପରଲୋକ

ଭୁବନେଶ୍ୱର ବ୍ୟୁରୋ/ବରଗଡ଼ ଅଫିସ(୩ା୧୦): ବରଗଡ଼ ଜିଲା ପଦ୍ମପୁରର ବିଜେଡି ବିଧାୟକ ବିଜୟ ରଞ୍ଜନ ସିଂ ବରିହାଙ୍କ ରବିବାର ବିଳମ୍ବିତ ରାତିରେ ପରଲୋକ ହୋଇଛି।ଅସୁସ୍ଥତା ଯୋଗୁ ସେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ସମୟରେ ୬୫ ବର୍ଷରେ ସେ ଶେଷ ନିଃଶ୍ୱାସ…

ହତ୍ୟାକାରୀଙ୍କୁ ୨୦ ବର୍ଷ ଜେଲ

ଭବାନୀପାଟଣା,୨।୧୦(ସ୍ବ.ପ୍ର.): ଦୀର୍ଘ ୮ ବର୍ଷ ପରେ କଳାହାଣ୍ଡି ଜିଲା ସଦର ଥାନା ଅଞ୍ଚଳର ଜଣେ ନାବାଳିକା ବଳାତ୍କାର ଏବଂ ହତ୍ୟା ମାମଲାର ରାୟ ପ୍ରକାଶ ପାଇଛି। ଭବାନୀପାଟଣା ସ୍ବତନ୍ତ୍ର ପୋକ୍‌ସୋ କୋର୍ଟ ବିଚାରପତି ସୁବ୍ରତ କୁମାର ପଟ୍ଟନାୟକ ଦୋଷୀଙ୍କୁ ୨୦ ବର୍ଷ…

ଆଜି ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା, ହେବ ଲକ୍ଷାଧିକ ଭକ୍ତଙ୍କ ସମାଗମ

ଭବାନୀପାଟଣା,୨।୧୦(ସ୍ବ.ପ୍ର.): ସୋମବାର କଳାହାଣ୍ଡି ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ମାଣିକେଶ୍ବରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା। ଗତ ୨ବର୍ଷ କରୋନା କଟକଣା ଯୋଗୁ ବିନା ଭକ୍ତରେ ମା’ଙ୍କ ଛତର ଯାତ୍ରା ହୋଇଥିଲା। ହେଲେ ଚଳିତ ବର୍ଷ ପାର୍ବଣରେ କଟକଣା ନ ଥିବାରୁ ଏହି…

ମହାକାଳୀ ବେଶରେ ଦର୍ଶନ ଦେଲେ ମା’ ତାରାତାରିଣୀ

ପୁରୁଷୋତ୍ତମପୁର,୨ା୧୦(ଡି.ଏନ.ଏ.): ଗଞ୍ଜାମ ଜିଲାର ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ରବିବାର ମହାଷ୍ଟମୀ ପାଳନ କରାଯାଇଛି। ଏଥିଲାଗି ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥିଲା। ସେହିପରିି ଜଳେଶ୍ୱରଖଣ୍ଡି ଗ୍ରାମରେ ବିଜେ ମା’ ଦକ୍ଷିଣକାଳୀଙ୍କ ପୀଠରେ ମଧ୍ୟ ଭିଡ ଜମିଥିଲା। ଭୋର ସାଢ଼େ ୪ଟାରେ ମନ୍ଦିର…

ଶିବମନ୍ଦିର ଶାଗୁଆନ ଗଛକଟାକୁ ନେଇ ତେଜିଲା ଅସନ୍ତୋଷ

ଦେଓଗାଁ,୨ା୧୦(ଡି.ଏନ.ଏ): ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକ ତଥା ସଇଁନ୍ତଲା ଫରେଷ୍ଟ ରେଞ୍ଜ ଅଧୀନ ସିକୁଆଁ ଶିବ ମନ୍ଦିର ପରିସରରେ ଥିବା ଦୁଇଟି ବଡ ଶାଗୁଆନ ଗଛକୁ ଅଧା କାଟି କେହି ଛାଡି ଦେଇଛି । ଏହାକୁ ନେଇ ଗ୍ରାମବାସୀ ଅସନ୍ତୋଷ ପ୍ରକାଶ…

କାର୍‌ ସିକ୍ରେଟ୍‌ ଚାମ୍ବରରୁ ୪.୬୬୪ କେଜି ସୁନା, ୧୮୫.୫ କେଜି ରୁପା ଜବତ

ବ୍ରହ୍ମପୁର ଅଫିସ/ଗୋପାଳପୁର,୨ା୧୦(ଡି.ଏନ.ଏ.): ଗଞ୍ଜାମ ଜିଲା ବ୍ରହ୍ମପୁରରେ ସୁନା ଓ ରୁପା ଚୋରା ଚାଲାଣ ବଢ଼ିବାରେ ଲାଗିଛି। ବିଭିନ୍ନ ସମୟରେ ବାହାର ରାଜ୍ୟରୁ ଟିକସ ଫାଙ୍କି ସୁନାଗହଣା ଓ ରୁପା ଚାଲାଣ ହେଉଥିବା ଦେଖିବାକୁ ମିଳିଛି। ଦଶହରା ଯୋଗୁ ରବିବାର ଗୋଳନ୍ଥରା ଥାନା…

ଦଶହରାରେ ଶ୍ରଦ୍ଧାଳୁଙ୍କୁ ଦିଆଯିବ ଦହିପଖାଳ, ଶାଗଭଜା

ଭଦ୍ରକ ଅଫିସ,୨।୧୦: ଶାରଦୀୟ ଦୁର୍ଗାପୂଜା ପାଇଁ ସବୁଠି ଉତ୍ସବମୁଖର। କୋଭିଡ୍‌ ପାଇଁ ଦୁଇବର୍ଷ ଧରି ବନ୍ଦ ରହିବା ପରେ ଏଥର ପୂଜା ଧୁମ୍‌ଧାମ୍‌ରେ ପାଳନକୁ ନେଇ ସମସ୍ତେ ବେଶ୍‌ ଉତ୍ସାହ ଅଛନ୍ତି। ଭଦ୍ରକ ସହରର ସାଳନ୍ଦୀ ବାଇପାସ୍‌ଠାରେ ସାର୍ବଜନୀନ ଦୁର୍ଗାପୂଜା ଚଳିତବର୍ଷ…

ଜମୁଛି ଓଳଗ ଦୁର୍ଗାପୂଜା: ଶରବିନ୍ଧା ପ୍ରତିଯୋଗିତା ଲାଗି ଉତ୍ସାହିତ ଯୁବଗୋଷ୍ଠୀ

ଆରଡ଼ି,୨।୧୦(ଡି.ଏନ୍‌.ଏ.): ମହାମାରୀ କରୋନାର ସଂକ୍ରମଣ କମିଛି। ପାର୍ବଣରେ ନାହିଁ ଆଉ କଟକଣା। ଏନେଇ ଚଳିତ ଦୁର୍ଗାପୂଜାରେ ସଜେଇ ହୋଇଛି ଦୁଇ ଜନପଦ। ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ବଡ଼ ଓଳଗ ଓ ସାନ ଓଳଗରେ ୪ ଦିନ ଧରି ଚାଲୁଥିବା…

ପୂଜା ମଣ୍ଡପରେ ବିଜେ ହେଲେ ଦେବୀ

ହିଞ୍ଜିଳିକାଟୁ,୨ା୧୦(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ସମେତ ବ୍ଲକର ସମରଝୋଳ ପୂଜା ମଣ୍ଡପରେ ରବିବାରଠାରୁ ମା’ ଦୁର୍ଗାଙ୍କ ପୂଜା ଆରମ୍ଭ ହୋଇଛି। ହିଞ୍ଜିଳିକାଟୁ ବଜାର ବଣିକ ସଂଘ ପୂଜା କମିଟି, ବଇଁଚବଣିଆ ପୂଜା କମିଟି ଓ ବିଦ୍ୟୁତ୍‌ ବିଭାଗ ପକ୍ଷରୁ ଚଳିତ ବର୍ଷ…

ମଦମୁକ୍ତ ପଞ୍ଚାୟତ ପାଇଁ ଅଣ୍ଟା ଭିଡ଼ିଲେ ମହିଳା

ଆନନ୍ଦପୁର,୨ା୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଅନ୍ତର୍ଗତ ଆଦିବାସୀ ଅଧ୍ୟୁଷିତ ବୁଢ଼ୀକୁଦ ପଞ୍ଚାୟତର ମହିଳାମାନେ ପଞ୍ଚାୟତକୁ ମଦମୁକ୍ତ କରିବା ପାଇଁ ଅଣ୍ଟା ଭିଡ଼ିଛନ୍ତି। ପଞ୍ଚାୟତର ଟଭାକୁଦ, ବୁଢ଼ୀକୁଦ ଏବଂ ସନ୍ତୋଷପୁର ଗ୍ରାମର ଶତାଧିକ ମିଶନଶକ୍ତିର ମହିଳାଙ୍କ ଆହ୍ବାନରେ ଏକ ବୈଠକ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?