ଆମ ଜିଲା ଖବର

ମା’ ବୁଢ଼ୀ ଠାକୁରାଣୀଙ୍କ ଶାରଦୀୟ ଯାତ୍ରା

ଦିଗପହଣ୍ଡି,୨।୧୦(ଡି.ଏନ.ଏ.): ଦିଗପହଣ୍ଡି ସହରର ଗଣପର୍ବ ମା’ ବୁଢ଼ୀ ଠାକୁରାଣୀଙ୍କ ଶାରଦୀୟ ଯାତ୍ରା ମହୋତ୍ସବ ଶନିବାର ବିଳମ୍ବିତ ରାତିରୁ ଆରମ୍ଭ ହୋଇଛି। ଠାକୁରାଣୀ ଯାତ୍ରା ନିମନ୍ତେ ସହର ଉତ୍ସବ ମୁଖର ହୋଇଛି। ରାଜ୍ୟ ତଥା ରାଜ୍ୟ ବାହାରେ ରହୁଥିବା ବହୁ ସଂଖ୍ୟକ ବାସିନ୍ଦା…

ଛତୁଆରେ ଅପମିଶ୍ରଣ ନେଇ ଅସନ୍ତୋଷ

ସାରସକଣା,୨।୧୦ (ଡି.ଏନ.ଏ.): ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ଅଧୀନ ପୋଖରିଡିହା ପଞ୍ଚାୟତରେ ଥିବା ଅଙ୍ଗନଓ୍ବାଡି କେନ୍ଦ୍ରକୁ ବଣ୍ଟନ ପାଇଁ ଆସୁଥିବା ଛତୁଆରେ ଅପମିଶ୍ରଣ ନେଇ ଅସନ୍ତୋଷ ପ୍ରକାଶ ପାଇଛି। ଶନିବାର ପୂର୍ବାହ୍ନରେ ଛତୁଆ ନେଇ ଆସିଥିବା ଗାଡ଼ିକୁ ସରପଞ୍ଚ କାଳିପଦ ସିଂଙ୍କ…

ବର୍ଷକୁ ୪ଥର ନବରାତ୍ରି

ବାଲେଶ୍ୱର ଅଫିସ, ୨।୧୦: ବାଲେଶ୍ୱର ସହର ଉପକଣ୍ଠ କୁରୁଡ଼ା ନିକଟରେ ଥିବା ଶ୍ରୀ ପିତାମ୍ବରା ସିଦ୍ଧ ମହାଶକ୍ତି ପୀଠରେ ଶାରଦୀୟ ଦୁର୍ଗୋତ୍ସବ ଅବସରରେ ମା’ ବଗଳାମୁଖୀଙ୍କ ପୂଜାର୍ଚ୍ଚନା ଚାଲିଛି। ଶତ୍ରୁର ସଂହାର ପାଇଁ ଧରାପୃଷ୍ଠକୁ ଓହ୍ଲାଇ ଆସିବେ ଦୁର୍ଗତିନାଶିନୀ। ମା’ଙ୍କ ଆବାହନ…

ନିଷିଦ୍ଧାଞ୍ଚଳରେ ପ୍ରାଚୀର ନିର୍ମାଣ

ପୁରୀ ଅଫିସ,୨।୧୦: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପକୁ ନେଇ ପୁଣି ବିବାଦ ମୁଣ୍ଡ ଟେକିଛି। ପ୍ରକଳ୍ପର ନିଷିଦ୍ଧାଞ୍ଚଳରେ କ୍ଲକ୍‌ ରୁମ୍‌, ମିନି କ୍ଲକ୍‌ ରୁମ୍‌, ଜନତା ଓ ସେବାୟତଙ୍କ ଶୌଚାଳୟ ସମେତ ଅନ୍ୟ ନିର୍ମାଣ କାର୍ଯ୍ୟ ଚାଲିଛି। ତେବେ ଏହି ନିଷିଦ୍ଧାଞ୍ଚଳ ପରିସରରେ…

ଇଲେକ୍ଟ୍ରୋନିକ ସ୍କୁଟି ନିର୍ମାଣ କାରଖାନାରେ ଅଗ୍ନିକାଣ୍ଡ

ଚଣ୍ଡିଖୋଲ,୨।୧୦ (ଡି.ଏନ.ଏ.): ବଡ଼ଚଣା ଥାନା ଅନ୍ତର୍ଗତ ୧୬ନଂ. ଜାତୀୟ ରାଜପଥର ବଡ଼ଚଣା ଛକ ନିକଟ ଭାରତ ବେଞ୍ଜ କମ୍ପାନୀ ପରିସରରେ ଥିବା ଏକ ଇଲୋକ୍ଟ୍ରୋନିକ ସ୍କୁଟି ନିର୍ମାଣକାରୀ କମ୍ପାନୀ ଇଭିଇ କାରଖାନାରେ ଶନିବାର ଭୋର ସମୟରେ ଅଗ୍ନିକାଣ୍ଡ ଘଟି ବ୍ୟାପକ କ୍ଷତି…

ନବବିବାହିତାଙ୍କୁ ହତ୍ୟା ଅଭିଯୋଗ

ରସୁଲପୁର,୨।୧୦(ଡି.ଏନ.ଏ.): କୁଆଖିଆ ଥାନା ଅନ୍ତର୍ଗତ ବାହାଦଲାପୁର ପଞ୍ଚାୟତ ଓରାଳି ଗ୍ରାମରେ ଶୁକ୍ରବାର ରାତିରେ ଜଣେ ନବ ବିବାହିତାଙ୍କୁ ହତ୍ୟା କରାଯାଇଛି। ସେ ହେଲେ ଗ୍ରାମର ରାଜକିଶୋର ମଳିକଙ୍କ ସ୍ତ୍ରୀ ପିଙ୍କି ପ୍ରଧାନ। ଏ ସମ୍ପର୍କରେ ପିଙ୍କିଙ୍କ ବାପା ରଞ୍ଜନ ପ୍ରଧାନ ଥାନାରେ…

୧୫ ଆଇସ୍‌କ୍ରିମ କାଠିରେ ମା’ ଦୁର୍ଗା

ବ୍ରହ୍ମପୁର ଅଫିସ୍‌, ୨।୧୦: ବାଲୁକା ଶିଳ୍ପୀ ସତ୍ୟ ନାରାୟଣ ମହାରଣା ସର୍ବଦା କିଛି ନିଆରା କଳାକୃତି ପାଇଁ ପ୍ରୟାସ ଜାରି ରଖିଥାନ୍ତି। ଯାହା ଦ୍ୱାରା ସେ ବିଭିନ୍ନ ରେକର୍ଡ ହାସଲ କରିବାରେ ସଫଳ ହୋଇଛନ୍ତି। ଏହି ମର୍ମରେ ଶାରଦୀୟ ଦୁର୍ଗା ପୂଜା…

କେଡ୍ରିଟ କାର୍ଡରୁ ୫.୬୯ ଲକ୍ଷ ନେଇଗଲେ

ବ୍ରହ୍ମପୁର ଅଫିସ,୨।୧୦: ଗଞ୍ଜାମ ଜିଲାରେ ଏବେ ସାଇବର ଠକେଇ ଦିନକୁ ଦିନ ବଢ଼ିବାରେ ଲାଗିଛି। ଠକ ଗ୍ୟାଙ୍ଗ ବିଭିନ୍ନ ଉପାୟରେ ଲୋକମାନଙ୍କ ଲକ୍ଷ ଲକ୍ଷ ଟଙ୍କା ଠକୁଛନ୍ତି। ଏହି ଧାରାରେ ବ୍ରହ୍ମପୁର ସହରରେ ଥିବା ଜଣେ ବ୍ୟକ୍ତିଙ୍କଠାରୁ ଗ୍ୟାଙ୍ଗ ପ୍ରାୟ ୫.…

ଏମ୍‌କେସିଜିରେ ପ୍ଲେଟ୍‌ଲେଟ୍‌ ଅଭାବ, ନେଗେଟିଭ୍‌ ଗ୍ରୁପ୍‌ ଖାଲି

ବ୍ରହ୍ମପୁର ଅଫିସ,୨।୧୦: ଗଞ୍ଜାମ ଜିଲାରେ ଦିନକୁ ଦିନ ଡେଙ୍ଗୁ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଚାଲିଛି। ଗତ ଦୁଇ ଦିନରେ ଜଣେ ୧୧ ମାସର ଶିଶୁ ସମେତ ୧୧ ଜଣଙ୍କ ଡେଙ୍ଗୁ ରିପୋର୍ଟ ପଜିଟିଭ ଆସିଛି। ଫଳରେ ଶନିବାର ଡେଙ୍ଗୁ ପଜିଟିଭ୍‌ ସଂଖ୍ୟା…

ଗାଁ ଶ୍ମଶାନରେ ଜାଗା ମିଳିଲାନି

ଜଳେଶ୍ୱର, ୨।୧୦(ଡି.ଏନ.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକ ରାଇବଣିଆ ଥାନା ଅଧୀନ ଏକ ଗାଁରେ ଜଣେ ପରିବାର ଦୀର୍ଘବର୍ଷ ଧରି ରହିଆସୁଥିବା ବେଳେ ସାପ କାମୁଡାରେ ଜଣଙ୍କର ମୃତ୍ୟୁ ହୋଇଥିଲା। କିନ୍ତୁ ସେ ସ୍ଥାୟୀ ବାସିନ୍ଦା ହୋଇ ନ ଥିବାରୁ ଗ୍ରାମବାସୀ…

ମନ୍ତ୍ରୀଙ୍କ ପାଚେରି ଭାଙ୍ଗିଲେ ଗ୍ରାମବାସୀ

ବାରିପଦା ଅଫିସ, ୨।୧୦: ଯିବା ଆସିବା ଲାଗି ରାସ୍ତା ଛାଡ଼ିବାକୁ ଲୋକେ ଅନୁରୋଧ କରିଥିଲେ। ହେଲେ ଏଥିପ୍ରତି ଗୁରୁତ୍ୱ ନ ଦେବାରୁ ଲୋକଙ୍କ ରୋଷର ଶିକାର ହୋଇଛନ୍ତି ମହିଳା ଶିଶୁ ବିକାଶ ଓ ମିଶନଶକ୍ତି ମନ୍ତ୍ରୀ ବାସନ୍ତୀ ହେମ୍ବ୍ରମ। ମୟୂରଭଞ୍ଜ ଜିଲା…

ଡିଜିଟାଇଜେଶନ ହୋଇପାରୁନି ପାକ୍ସ

କଟକ ଅଫିସ, ୨।୧୦: କୃଷକଙ୍କ ଆର୍ଥିକ ମାନଦଣ୍ଡରେ ଉନ୍ନତି ଆଣିବା ଲକ୍ଷ୍ୟରେ କୋ-ଅପରେଟିଭ ସୋସାଇଟି କାର୍ଯ୍ୟକାରୀ ହେଉଛି। ରାଜ୍ୟରେ ମୋଟ୍‌ ୨୭୧୦ ପ୍ରାଥମିକ କୃଷି ସମବାୟ ସମିତି(ପାକ୍ସ) ରହିଛି। ହେଲେ ବିଭିନ୍ନ ସମୟରେ ପାକ୍ସଗୁଡ଼ିକରେ ଦୁର୍ନୀତି ହେଉଥିବା ଅଭିଯୋଗ ହେଉଛି। କେଉଁଠି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?