ପଦ୍ମଶ୍ରୀ କମଳା ପୂଜାରୀଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର
କଟକ ଅଫିସ,୨୬ା୮:କଟକ ଏସ୍ସିବି ମେଡିକାଲରେ ଚିକିତ୍ସିତ ହେଉଥିବା ପଦ୍ମଶ୍ରୀ କମଳା ପୂଜାରୀଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି। ତାଙ୍କ ଚିକିତ୍ସା ପାଇଁ ଭେଷଜ ବିଭାଗୀୟ ମୁଖ୍ୟ ପ୍ରଫେସର ଡା. ଜୟନ୍ତ କୁମାର ପଣ୍ଡାଙ୍କ ନେତୃତ୍ୱରେ ୪ ଜଣିଆ ଡାକ୍ତରୀ ଟିମ୍ ଗଠନ କରାଯାଇଛି।…
ରାଧେଶ୍ୟାମ, ଗୋବିନ୍ଦଙ୍କ ବିରୋଧରେ ହେଲା ଚାର୍ଜଫ୍ରେମ୍
ବଲାଙ୍ଗୀର ଅଫିସ, ୨୬ା୮:ବହୁଚର୍ଚ୍ଚିତ ମମିତା ମେହେର ହତ୍ୟା ମାମଲାର ଦୁଇ ଅଭିଯୁକ୍ତ ଗୋବିନ୍ଦ ସାହୁ ଓ ସହଯୋଗୀ ରାଧେଶ୍ୟାମ ଚଣ୍ଡୀଙ୍କ ବିରୋଧରେ ଗୁରୁବାର ଚାର୍ଜଫ୍ରେମ୍ ହୋଇଛି। ଦୁଇ ଅଭିଯୁକ୍ତଙ୍କ ବିରେଧରେ ଆଇପିସି ଧାରା ୩୬୩, ୩୦୨, ୧୨୦ (ବି) ଓ ୩୪ରେ…
୧୧ ଦୋଷୀଙ୍କୁ ଛାଡ଼ିବାକୁ କହି ନ ଥିଲୁ
ନୂଆଦିଲ୍ଲୀ,୨୬ା୮:ବହୁଚର୍ଚ୍ଚିତ ବିଲ୍କିସ୍ ବାନୋ ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ୧୧ ଜଣଙ୍କ ଦଣ୍ଡ ଛାଡ଼ କରି ଗୁଜରାଟ ସରକାର ଅଗଷ୍ଟ ୧୫ରେ ସେମାନଙ୍କୁ ଜେଲରୁ ମୁକ୍ତ କରିଛନ୍ତି। ରାଜ୍ୟ ସରକାରଙ୍କ ଏହି ରେମିଶନ ପଲିସି (ଉତ୍ତମ ବ୍ୟବହାର ପାଇଁ ଦଣ୍ଡ ଛାଡ଼…
ବାଇକ୍ ସହ ଭାସି ଯାଇଥିବା ଯୁବକଙ୍କ ମିଳିଲା ମୃତଦେହ
ଫୁଲବାଣୀ ଅଫିସ, ୨୫ା୮: ଫୁଲବାଣୀ ଡାକପାଲା ଚେକ୍ ଡ୍ୟାମ ଉପର ରାସ୍ତାରେ ବୁଧବାର ରାତିରେ ଯିବାବେଳେ ବାଇକ ସହ ଜଣେ ଯୁବକ ଭାସି ଯାଇଥିଲେ। ଗୁରୁବାର ତାଙ୍କର ମୃତଦେହ ମିଳିଛି । ମୃତକ ହେଲେ ଡାକପାଲା ଘୋଟାଲ ସାହିର ତାପସ ରଞ୍ଜନ…
ଡିଭାଇଡରରେ ପିଟି ହୋଇ ଚାଲିଗଲା ୨ ବାଇକ୍ ଆରୋହୀଙ୍କ ଜୀବନ
ଛତ୍ରପୁର,୨୫ା୮(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ଡିଆରଡିଏ ଛକ ନିକଟ ଜାତୀୟ ରାଜପଥରେ ଗୁରୁବାର ଏକ ଦୁର୍ଘଟଣା ଘଟିଛି। ଡିଭାଇଡରରେ ବାଇକ୍ ପିଟି ହେବାରୁ ୨ ଆରୋହୀଙ୍କ ମୃତ୍ୟୁ ହୋଇଛି। ସେମାନେ ହେଲେ ବ୍ରହ୍ମପୁର ସହର ବ୍ରହ୍ମାନଗର ଅଞ୍ଚଳର ସୁମନ ଦାସ ଓ…
ପ୍ରଖର ସ୍ରୋତରୁ ୨ ପୁଅଙ୍କୁ ବଞ୍ଚାଇଲେ ବାପା: ସାନପୁଅ ଏବେବି ନିଖୋଜ
ରାୟଗଡ଼ା ଅଫିସ,୨୫ା୮: ରାୟଗଡ଼ା ଜିଲା ଚେକାଗୁଡ଼ାଠାରେ ରହିଥିବା ଓଡ଼ିଶାର ଦ୍ୱିତୀୟ ଝୁଲାପୋଲ ନିକଟ ନାଗାବଳୀ ନଦୀରେ ଗୁରୁବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଆନ୍ଧ୍ରପ୍ରଦେଶରୁ ଆସିଥିବା ଏକ ପରିବାର ଝୁଲାପୋଲରେ ବୁଲିବା ସହ ନାଗାବଳୀ ନଦୀ ନିକଟକୁ ଯାଇଥିବାବେଳେ ପ୍ରଖର ସ୍ରୋତରେ…
ଛାତ୍ରୀଙ୍କୁ ଅସଦାଚରଣ କରି ବନ୍ଧା ହେଲେ ଯୁବକ
ବ୍ରହ୍ମପୁର ଅଫିସ,୨୫ା୮: ଜନୈକା ସ୍କୁଲ ଛାତ୍ରୀଙ୍କୁ ଅସଦାଚରଣ କରିଥିବା ଅଭିଯୋଗରେ ଟାଉନ ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ଅଭିଯୁକ୍ତ ଜଣକ ହେଉଛନ୍ତି ଗାନ୍ଧୀନଗରର ସିଏଚ୍. ନରେଶ(୨୨)। ପୋଲିସ ଏକ ମାମଲା (ନଂ.୨୩୨/୨୨) ରୁଜୁ କରି ଅଭିଯୁକ୍ତଙ୍କୁ ଗୁରୁବାର କୋର୍ଟ…
ଯୁବତୀଙ୍କୁ ଅସଦାଚରଣ ମାମଲାରେ ଅଭିଯୁକ୍ତଙ୍କୁ ୮ମାସ ଜେଲ୍
ନୟାଗଡ଼ ଅଫିସ/ଦଶପଲ୍ଲା,୨୫।୮(ଡି.ଏନ୍.ଏ.):ନୟାଗଡ଼ ଜିଲା ଦଶପଲ୍ଲାର ଜେଏମ୍ଏଫ୍ସି କୋର୍ଟରେ ଯୁବତୀଙ୍କୁ ଅସଦାଚରଣ ମାମଲାର ରାୟ ପ୍ରକାଶ ପାଇଛି । ଜେଏମ୍ଏଫ୍ସି କୋର୍ଟର ବିଚାରପତି ସୌମ୍ୟ ରଞ୍ଜନ ପୃଷ୍ଟି ଏହାର ବିଚାର କରି ବେଣ୍ଟପଡ଼ା ଗଁାର ଟୁଟୁ ନାୟକଙ୍କୁ ୮ମାସ ଜେଲଦଣ୍ଡ ଓ ୩…
ଭିସୁଟ୍ର ହେବ ନବକଳେବର: ହଜାରେ କୋଟିର ଘୋଷଣା
ସମ୍ବଲପୁର,୨୫ା୮(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ (ଭିସୁଟ୍)କୁ ସେଣ୍ଟର ଅଫ୍ ଏକ୍ସଲେନ୍ସିରେ ପରିଣତ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା ଉପରେ ଗୁରୁତ୍ୱ ଦେଇଛନ୍ତି। ପ୍ରଥମ ପର୍ଯ୍ୟାୟରେ ଏଥିପାଇଁ ହଜାରେ କୋଟି ଟଙ୍କାର ବ୍ୟୟବରାଦ କରାଯିବ।…
ଛାତ୍ରୀଙ୍କୁ ଅସଦାଚରଣ କରି ଥାନାରେ ପ୍ରଧାନ ଶିକ୍ଷକ
ବଲାଙ୍ଗୀର ଅଫିସ,୨୫।୮: ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ମୁରସିଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ବିଶ୍ୱନାଥ ବୁଦ୍ଧିଆଙ୍କ ବିରୋଧରେ ସ୍କୁଲର ୫ ଜଣ ଛାତ୍ରୀ ସାଂଘାତିକ ଅଭିଯୋଗ ଆଣିଛନ୍ତି। ଗତ ୨୩ ତାରିଖରେ ଷଷ୍ଠ ଶ୍ରେଣୀର ପାଞ୍ଚ ଜଣ…
ହାତୀ ମୃତ୍ୟୁ ରୋକିବାକୁ ଗଠନ ହେବ ଜଏଣ୍ଟ ଟାସ୍କ ଫୋର୍ସ
କଟକ ଅଫିସ,୨୫।୮: ରାଜ୍ୟରେ ହାତୀ ମୃତ୍ୟୁ ମାମଲା ସାମ୍ନାକୁ ଆସିବାରେ ଲାଗିଛି। ତେବେ ଏହାକୁ ରୋକିବା ପାଇଁ ଜଏଣ୍ଟ ଟାସ୍କ ଫୋର୍ସ ଗଠନ କରାଯିବ। ପୋଲିସ ଓ ବନ ବିଭାଗକୁ ନେଇ ଏହି ଜଏଣ୍ଟ ଟାସ୍କ ଫୋର୍ସ ଗଠିତ ହେବ ।…
ପୋଲିସ ପକ୍ଷରୁ ଯାଞ୍ଚ କଡ଼ାକଡ଼ି, ତଣ୍ଡ ଗଣିଲେ ଅମାନିଆ
ବୁଗୁଡ଼ା,୨୫।୮(ଡି.ଏନ୍.ଏ): ଗଞ୍ଜାମ ଜିଲା ବୁଗୁଡ଼ା ଅଞ୍ଚଳରେ ପୋଲିସ ପକ୍ଷରୁ ଗୁରୁବାର ଗାଡି ଯାଞ୍ଚ କରାଯାଇଥିଲା। ଯାଞ୍ଚ ବେଳେ ଅମାନିଆ ଗାଡି ଚାଳକଙ୍କଠାରୁ ଫାଇନ୍ ଆଦାୟ କରାଯାଇଛି। ବୁଗୁଡ଼ା ସହରର ବ୍ଲକ ଛକ , ବୁଦ୍ଧଖୋଲ ଛକ ଓ ମଦନ ମୋହନ ଛକଠାରେ…

