ଆମ ଜିଲା ଖବର

ଭିସୁଟ୍‌ର ହେବ ନବକଳେବର: ହଜାରେ କୋଟିର ଘୋଷଣା

ସମ୍ବଲପୁର,୨୫ା୮(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ (ଭିସୁଟ୍‌)କୁ ସେଣ୍ଟର ଅଫ୍‌ ଏକ୍ସଲେନ୍ସିରେ ପରିଣତ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା ଉପରେ ଗୁରୁତ୍ୱ ଦେଇଛନ୍ତି। ପ୍ରଥମ ପର୍ଯ୍ୟାୟରେ ଏଥିପାଇଁ ହଜାରେ କୋଟି ଟଙ୍କାର ବ୍ୟୟବରାଦ କରାଯିବ।…

ଛାତ୍ରୀଙ୍କୁ ଅସଦାଚରଣ କରି ଥାନାରେ ପ୍ରଧାନ ଶିକ୍ଷକ

ବଲାଙ୍ଗୀର ଅଫିସ,୨୫।୮: ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ମୁରସିଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ବିଶ୍ୱନାଥ ବୁଦ୍ଧିଆଙ୍କ ବିରୋଧରେ ସ୍କୁଲର ୫ ଜଣ ଛାତ୍ରୀ ସାଂଘାତିକ ଅଭିଯୋଗ ଆଣିଛନ୍ତି। ଗତ ୨୩ ତାରିଖରେ ଷଷ୍ଠ ଶ୍ରେଣୀର ପାଞ୍ଚ ଜଣ…

ହାତୀ ମୃତ୍ୟୁ ରୋକିବାକୁ ଗଠନ ହେବ ଜଏଣ୍ଟ ଟାସ୍କ ଫୋର୍ସ

କଟକ ଅଫିସ,୨୫।୮: ରାଜ୍ୟରେ ହାତୀ ମୃତ୍ୟୁ ମାମଲା ସାମ୍ନାକୁ ଆସିବାରେ ଲାଗିଛି। ତେବେ ଏହାକୁ ରୋକିବା ପାଇଁ ଜଏଣ୍ଟ ଟାସ୍କ ଫୋର୍ସ ଗଠନ କରାଯିବ। ପୋଲିସ ଓ ବନ ବିଭାଗକୁ ନେଇ ଏହି ଜଏଣ୍ଟ ଟାସ୍କ ଫୋର୍ସ ଗଠିତ ହେବ ।…

ପୋଲିସ ପକ୍ଷରୁ ଯାଞ୍ଚ କଡ଼ାକଡ଼ି, ତଣ୍ଡ ଗଣିଲେ ଅମାନିଆ

ବୁଗୁଡ଼ା,୨୫।୮(ଡି.ଏନ୍‌.ଏ): ଗଞ୍ଜାମ ଜିଲା ବୁଗୁଡ଼ା ଅଞ୍ଚଳରେ ପୋଲିସ ପକ୍ଷରୁ ଗୁରୁବାର ଗାଡି ଯାଞ୍ଚ କରାଯାଇଥିଲା। ଯାଞ୍ଚ ବେଳେ ଅମାନିଆ ଗାଡି ଚାଳକଙ୍କଠାରୁ ଫାଇନ୍‌ ଆଦାୟ କରାଯାଇଛି। ବୁଗୁଡ଼ା ସହରର ବ୍ଲକ ଛକ , ବୁଦ୍ଧଖୋଲ ଛକ ଓ ମଦନ ମୋହନ ଛକଠାରେ…

ଅଗ୍ନିବୀରଙ୍କୁ ସ୍ଥାୟୀ ନିଯୁକ୍ତି ଦାବିରେ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର

ବ୍ରହ୍ମପୁର ଅଫିସ୍‌,୨୫।୮: ଅଗ୍ନିବୀରଙ୍କୁ ସ୍ଥାୟୀ ନିଯୁକ୍ତି ଏବଂ ସୈନ୍ୟବାହିନୀରେ ଖାଲି ପଡିଥିବା ୨ଲକ୍ଷରୁ ଊଦ୍ଧର୍‌ବ ପଦବୀ ପୂରଣ ଦାବି ନେଇ ଗୁରୁବାର ଗଣତାନ୍ତ୍ରିକ ଯୁବ ଫେଡେରେଶନ (ଡିୱାଇଏଫ୍‌ଆଇ) ପକ୍ଷରୁ ଦକ୍ଷିଣାଞ୍ଚଳ ରାଜସ୍ବ କମିଶନର(ଆର୍‌ଡିସି)ଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏଥିସହ…

ତଣ୍ଡ ଗଣିଲେ ଅମାନିଆ

ବୁଗୁଡ଼ା,୨୫ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ଅଞ୍ଚଳରେ ଅମାନିଆ ଗାଡ଼ିଚାଳକଙ୍କ ଦୌରାତ୍ମ୍ୟ ବୃଦ୍ଧି ପାଇଥିବା ବେଳେ ସେମାନଙ୍କୁ ସାବାଡ୍‌ କରିବା ପାଇଁ ଗୁରୁବାର ସ୍ଥାନୀୟ ପୋଲିସ ପ୍ରଶାସନ ପକ୍ଷରୁ ବୁଗୁଡ଼ା ସହରର ବ୍ଲକ ଛକ, ବୁଦ୍ଧଖୋଲ ଓ ମଦନମୋହନ ଛକଠାରେ କଡ଼ାକଡ଼ି ଯାଞ୍ଚ…

ପୁନରୁଦ୍ଧାର ହେଲା, ଗେଟ୍‌ ଲାଗିଲାନି

ଲୋଇସିଂହା,୨୫।୮(ଡି.ଏନ.ଏ.): ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ପଟୁଆପାଲି ପଞ୍ଚାୟତ ଅନ୍ତର୍ଗତ ବଙ୍ଗାବାହାଲ ଗଁାରେ ରହିଛି ଦେହେରୀ କଟାଁ। ୨୦ଏକର ପରିମିତ ଏହି ଜଳାଶୟର ପୁନରୁଦ୍ଧାର ଚଳିତ ବର୍ଷ ୨୦ଲକ୍ଷ ଟଙ୍କା ବ୍ୟୟ ଅଟକଳରେ କରାଯାଇଛି। ହେଲେ ବନ୍ଧର ଜଳ ନିଷ୍କାସନ ପଥରେ…

ରଜନୀ ପାଖରେ ପହଞ୍ଚିଲା ପ୍ରଶାସନ

ସମ୍ବଲପୁର,୨୫ା୮(ବ୍ୟୁରୋ): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଛାମୁଣ୍ଡା ଗ୍ରାମର ରଜନୀ ସୁନାକାଠିଆଙ୍କ ପାଖରେ ପ୍ରଶାସନ ପହଞ୍ଚତ୍ଛି। ଏହାସହ ଭାଜପାର ଏକ ପ୍ରତିନିଧି ଦଳ ପହଞ୍ଚି ସହାୟତା ପ୍ରଦାନ କରିଛନ୍ତି। ଅସହାୟ ରଜନୀଙ୍କ ସ୍ବାମୀ ରାଜୁ ସୁନାକାଠିଆ ନିଖୋଜ ଓ ପରିବାର ଭୋକ…

ନାମଲେଖାରୁ ବଞ୍ଚିତ ହୋଇ ସ୍କୁଲ ସମ୍ମୁଖରେ ଚଣା, ମୁଢ଼ି ବିକିଲେ ଛାତ୍ର

ପୁରୁଷୋତ୍ତମପୁର,୨୫ା୮(ଡି.ଏନ୍‌.ଏ.): ସରକାର ଶିକ୍ଷା ଅଧିକାର ଆଇନ(ରାଇଟ୍‌ ଟୁ ଏଜୁକେଶନ) ସର୍ବଶିକ୍ଷା ଅଭିଯାନ ମାଧ୍ୟମରେ ‘ସମସ୍ତେ ପଢନ୍ତୁ ସମସ୍ତେ ବଢନ୍ତୁ’ ର ନାରା ଦେଇ ପିଲାଙ୍କୁ ସ୍କୁଲ ଆସିବା ଲାଗି ଆଗ୍ରହ ସୃଷ୍ଟି କରିବା ଦିଗରେ ବିଭିନ୍ନ ଯୋଜନା କାର୍ଯ୍ୟକାରୀ କରି ମଧ୍ୟାହ୍ନଭୋଜନଠାରୁ…

ଡାକ୍ତରଖାନାରେ ପାଣି ନାହିଁ, ରୋଗୀଙ୍କ ଡାଏଲିସିସ୍‌ ବନ୍ଦ

ମାଲକାନଗିରି,୨୫।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲା ମୁଖ୍ୟ ଚିକିତ୍ସାଳୟରେ କିଛିଦିନ ହେଲା ପାଣିର ଅଭାବ ଦେଖାଦେଇଛି। ଫଳରେ କିଡ୍‌ନୀ ରୋଗୀଙ୍କ ସେବା ବାଧାପ୍ରାପ୍ତ ହୋଇଛି। ପରିସ୍ଥିତି ଏଭଳି ହୋଇଛି ଯେ, ଡାଏଲିସିସ୍‌ ପାଇଁ ଆସୁଥିବା ରୋଗୀଙ୍କୁ ସ୍ବାସ୍ଥ୍ୟ କର୍ମଚାରୀ ଫେରାଇ ଦେଉଛନ୍ତି। ସୂଚନା ଅନୁଯାୟୀ,…

ବ୍ୟାପୁଛି ଝାଡ଼ାବାନ୍ତି, ବଢ଼ୁଛି ଆକ୍ରାନ୍ତଙ୍କ ସଂଖ୍ୟା

ଦଶମନ୍ତପୁର/କୋଡିଙ୍ଗା, ୨୫।୮(ଡି.ଏନ୍‌.ଏ.): କୋରାପୁଟ ଓ ନବରଙ୍ଗପୁରରେ ଝାଡ଼ାବାନ୍ତି ଥମିବାର ନାଁ ନେଇନି। ଧୀରେ ଧୀରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ନେଇ ଏବେ ଭୟର ବାତାବରଣ। ଜିଲା ଦଶମନ୍ତପୁର ବ୍ଲକରେ ଝାଡ଼ାବାନ୍ତିରେ ମଙ୍ଗଳବାର ଜଣେ ୨ବର୍ଷର ଶିଶୁଙ୍କ ସମେତ ୫…

ଏ.ଜି . କାର୍ଯ୍ୟାଳୟରେ ପହଞ୍ଚିନି ୪୦୦ ଜଣଙ୍କର ଅବସରକାଳୀନ ପେନ୍‌ସନ୍‌

ଛତ୍ରପୁର,୨୫ା୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲାର ପ୍ରାୟ ୪୦୦ ଜଣଙ୍କର ଅବସରକାଳୀନ ପେନ୍‌ସନ୍‌ କାଗଜପତ୍ର ଭୁବନେଶ୍ୱରସ୍ଥିତ ଏ.ଜି କାର୍ଯ୍ୟାଳୟରେ ପହଞ୍ଚି ନ ଥିବାରୁ ସେମାନଙ୍କର ଅବସରକାଳୀନ ପ୍ରାପ୍ୟ ପାଇବାକୁ ଅପେକ୍ଷାରେ ଅଛନ୍ତି। ଅପରପକ୍ଷରେ ଭୁବନେଶ୍ୱରର ଏଜି ଅଫିସର ଉଚ୍ଚ ପଦସ୍ଥ ଅଧିକାରୀଙ୍କଠାରୁ ଆରମ୍ଭ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?