ଆମ ଜିଲା ଖବର

୧୮, ୭୭୦ ଗୃହପାଳିତ ପ୍ରାଣୀ ପ୍ରଭାବିତ

ଖୋର୍ଦ୍ଧା ଅଫିସ,୨୪ା୮: ଖୋର୍ଦ୍ଧା ଜିଲାରେ ବନ୍ୟା ବିପନ୍ନଙ୍କ ଦୁର୍ଦ୍ଦଶା ବଢ଼ିବାରେ ଲାଗିଛି। ପ୍ରଶାସନର କ୍ଷୟକ୍ଷତି ରିପୋର୍ଟ ଅନୁଯାୟୀ ଖୋର୍ଦ୍ଧା, ବେଗୁନିଆ ଓ ଜଟଣୀ ବ୍ଲକର ୧୩ଟି ପଞ୍ଚାୟତରେ ବନ୍ୟା ପାଣି ମାଡିଛି। ଜିଲାର ୪୭ଟି ଗଁା ପ୍ରଭାବିତ ହୋଇଥିବା ବେଳେ ୨୨ହଜାର…

ସହାୟତା ଆଳରେ ପ୍ରଚାର ନ ହେଉ

ପୁରୀ ଅଫିସ,୨୪।୮: ପୁରୀ ଜିଲାର ଅଧିକାଂଶ ଅଞ୍ଚଳରେ ବନ୍ୟାର ବିଭୀଷିକା ଦେଖାଯାଇଥିବା ବେଳେ ଏବେ ବି ହଜାର ହଜାର ଲୋକ ବନ୍ୟାଜଳ ଘେରରେ ରହିବା ସହ ନାନା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏଭଳି ସମୟରେ ପ୍ରଶାସନ ପକ୍ଷରୁ ସହାୟତା ଦିଆଯାଉଥିବାବେଳେ ତାହା…

ବନ୍ୟପ୍ରାଣୀ ବ୍ଲଗର ଗିରଫ

ସମ୍ବଲପୁର,୨୪ା୮(ବ୍ୟୁରୋ): ବନ୍ୟପ୍ରାଣୀ ପ୍ରେମୀ ଭାବେ ବିଭିନ୍ନ ସୋସିଆଲ ମିଡିଆରେ ଜଣାଶୁଣା ଅନେକ ବ୍ୟକ୍ତି ଭିତିରିଆ ଭାବେ ପ୍ରାଣୀ ଚୋରା ଚାଲାଣ ବ୍ୟବସାୟରେ ଲିପ୍ତ ରହୁଛନ୍ତି। ଏଭଳି ଜଣେ ୟୁଟ୍ୟୁବ୍‌ ବ୍ଳଗର୍‌ ସମ୍ବଲପୁର ଜିଲା ଧମା ଥାନା ପାଞ୍ଚଫୁଟ ଗ୍ରାମର ରାମଚନ୍ଦ୍ର ରଣାଙ୍କୁ…

୩୫୦ରୁ ଊର୍ଦ୍ଧ୍ୱ କଇଁଛ ଉଦ୍ଧାର

କାଲିମେଳା, ୨୪ା୮(ଡି.ଏନ.ଏ.): ଚୋରାରେ କଇଁଛ ବିକ୍ରି ଚାଲିଥିବା ବେଳେ ମାଲକାନଗିରି ଜିଲା କାଲିମେଳା ବନ ବିଭାଗ ଚଡାଉ କରି ବିପୁଳ ପରିମାଣର ଜିଅନ୍ତା କଇଁଛ ଜବତ କରିଛି l ଏହାର ଆନୁମାନିକ ବଜାର ମୂଲ୍ୟ ୨.୫ ଲକ୍ଷ ଟଙ୍କାରୁ ଊଦ୍ଧ୍ୱର୍ର୍ ହେବ…

ପରପାରିରେ ଗାନ୍ଧୀବାଦୀ ସମାଜସେବୀ ଘାସିରାମ

କୋକସରା,୨୩।୮(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କୋକସରା ବ୍ଲକ ଅଞ୍ଚଳର ଚିର ପରିଚିତ ଗାନ୍ଧିବାଦୀ ଚିନ୍ତାଧାରାରେ ଅନୁପ୍ରାଣିତ ବରିଷ୍ଠ ସମାଜସେବୀ ଘାସିରାମ ପାଟ୍ଟଯୋଶୀଙ୍କ ମଙ୍ଗଳବାର ସନ୍ଧ୍ୟାରେ ନିଜ ବାସ ଭବନରେ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା। ଗତକିଛ…

ଖଣ୍ଡିଆକୁଦରେ ବୁଡ଼ିଲା ଡଙ୍ଗା

ଗୋପ,୨୩।୮(ବ୍ୟୁରୋ): ପୁରୀ ଜିଲା ଗୋପ ବ୍ଲକ ଖଣ୍ଡିଆକୁଦ ଠାରେ ମଙ୍ଗଳବାର ଅପରାହ୍ନରେ ଡ଼ଙ୍ଗା ବୁଡ଼ି ଯାଇଛି। ଡଙ୍ଗାରେ ୨୫ରୁ ୩୦ ବନ୍ୟାବିତ୍ପଣ୍ଣ ଯାତ୍ରୀ ଥିବା ବେଳେ ସେମାନେ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଖବରପାଇ ଓଡ୍ରାଫ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ସେମାନଙ୍କୁ ଉଦ୍ଧାର…

ଭିଏଲ-ଏସଆରଏସଏଏମ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ…

ନୂଆଦିଲ୍ଲୀ/ବାଲେଶ୍ୱର(ବ୍ୟୁରୋ), ୨୩।୮ : ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (ଡିଆରଡିଓ) ଏବଂ ଭାରତୀୟ ନୌସେନା ମଙ୍ଗଳବାର ଭର୍ଟିକାଲ ଶର୍ଟ ରେଞ୍ଜ ସର୍ଫେସ ଟୁ ଏୟାର ମିଜାଇଲ (ଭିଏଲ-ଏସଆରଏସଏଏମ)ର ସଫଳତାର ସହ ପରୀକ୍ଷଣ କରିଛନ୍ତି। ଓଡ଼ିଶାର ଚାନ୍ଦିପୁର ଉପକୂଳରୁ ଏକ ଭାରତୀୟ…

ଫିରିଙ୍ଗିଆ ଗୁଳି କାଣ୍ଡ : ୪ ଗିରଫ

ଫୁଲବାଣୀ ଅଫିସ,୨୩।୮: କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ବିଲୁପଦର ଗ୍ରାମରେ ଘଟିଥିବା ଗୁଳିକାଣ୍ଡ ମାମଲାରେ ପୋଲିସ ୪ ଅଭିଯୁକ୍ତଙ୍କୁ ମଙ୍ଗଳବାର ଗିରଫ କରିଛି। ସେମାନଙ୍କଠାରୁ ଏକ ଦେଶୀ ବନ୍ଧୁକ ଜବତ କରାଯାଇଛି। ଗିରଫ ଅଭିଯୁକ୍ତମାନେ ହେଲେ ଫିରିଙ୍ଗିଆ ବ୍ଲକ ଶ୍ରୀପଲ୍ଲା ସଞ୍ଜୟ…

୧୦ ଫୁଟର ଅଜଗର ଉଦ୍ଧାର

ପାଟଣା,୨୩।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ବେଗନା ଗ୍ରାମର ଛକ ନିକଟରୁ ବିଳମ୍ବିତ ରାତିରେ ଏକ ୧୦ ଫୁଟର ଅଜଗରକୁ ଉଦ୍ଧାର କରାଯାଇଛି। ରାତିରେ ସାପଟିକୁ ଗାଁ ନିକଟରେ ଦେଖି ଲୋକେ ବନ ବିଭାଗକୁ ଖବର ଦେଇଥିଲେ। ଖବରପାଇ ବନ ବିଭାଗ…

ପୋଖରୀ ହୁଡ଼ାରୁ ମିଳିଲା ନବଜାତ ଶିଶୁର ମୃତଦେହ

ଭବାନୀପାଟଣା,୨୩।୮(ସ୍ବ.ପ୍ର): ନବଜାତ ଶିଶୁକୁ ମାରି ଫିଙ୍ଗିଦେବା ଘଟଣା କଳାହାଣ୍ଡି ଜିଲାରେ ନୂଆନୁହେଁ l ଗତବର୍ଷ କଳାହାଣ୍ଡିର ବିଭିନ୍ନ ସ୍ଥାନରୁ ନଜଜାତ ଶିଶୁଙ୍କ ମୃତଦେହ ଠାବ ହୋଇଥିଲା l ଏହାକୁ ନେଇ କଳାହାଣ୍ଡି ଜିଲା ରାଜ୍ୟରେ ଚର୍ଚ୍ଚାର ପରିସରକୁ ଆସିଥିଲା l ପରେ…

ହସ୍ପିଟାଲରୁ ଉଦ୍ଧାର ହେଲା ଅଜଗର

ଚିତ୍ରକୋଣ୍ଡା,୨୩।୮(ଡି.ଏନ୍‌.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ଉପଖଣ୍ଡ ଚିକିତ୍ସାଳୟ ଷ୍ଟାଫ କ୍ୱାର୍ଟର୍ସ ପଛପଟୁ ସୋମବାର ରାତିରେ ଏକ ଅଜଗର ସାପ ଉଦ୍ଧାର କରାଯାଇଛି। ସାପଟି ରୁମ୍‌କୁ ପଶିବାକୁ ଚେଷ୍ଟା କରୁଥିବା ବେଳେ କର୍ମଚାରୀମାନେ ଦେଖିବାକୁ ପାଇଥିଲେ। ଏନେଇ ମେଡିକାଲ କର୍ତ୍ତୃପକ୍ଷଙ୍କୁ ଜଣାଇଥିଲେ। କର୍ତ୍ତୃପକ୍ଷ…

ଲାଞ୍ଚ ନେଇ ଧରାପଡ଼ିଲେ ଆଇନ ମହାବିଦ୍ୟାଳୟର ମୁଖ୍ୟ କିରାଣି

ଢେଙ୍କାନାଳ ଅଫିସ,୨୩।୮: ଢେଙ୍କାନାଳ ଆଇନ ମହାବିଦ୍ୟାଳୟର ମୁଖ୍ୟ କିରାଣି ଉତ୍ତମ କୁମାର ରାଉତ ମଙ୍ଗଳବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ସେ ୮ ହଜାର ୫ ଶହ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ୍‌ ତାଙ୍କୁ କାବୁ କରିନେଇଛି। ସେ ଆବଶ୍ୟକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?