ଆମ ଜିଲା ଖବର

୨୮ ପଞ୍ଚାୟତର ୧୦ ହଜାର ଲୋକ ଜଳବନ୍ଦୀ

ଜଳେଶ୍ୱର, ୨୩ା୮(ଡି.ଏନ.ଏ.):ସୁବର୍ଣ୍ଣରେଖାରେ ବନ୍ୟା ଯୋଗୁ ଜଳେଶ୍ୱର ବ୍ଲକ ୨୮ଟି ପଞ୍ଚାୟତର ୧୪୯ ଗାଁ ପ୍ରଭାବିତ ହୋଇଛି ା ଏଥିରେ ୧୦ହଜାର ଲୋକ ଜଳବନ୍ଦୀ ହୋଇଥିବା ବେଳେ ୧୧୪ଟି କେନ୍ଦ୍ରରେ ଥଇଥାନ କରାଯାଇଛି ା ସେମାନଙ୍କୁ ରନ୍ଧା ଖାଦ୍ୟ ଦିଆଯାଇଛି। ୬ହଜାର ହେକ୍ଟର…

କମୁଛି ସୁବର୍ଣ୍ଣରେଖା, ବଢୁଛି ଦୁର୍ଦ୍ଦଶା

ବାଲେଶ୍ୱର ଅଫିସ, ୨୩।୮:ଝାଡ଼ଖଣ୍ଡର ଗାଲୁଡିହି ବ୍ୟାରେଜ୍‌ରୁ ମୋଟ୍‌ ୨୦ଟି ଗେଟ୍‌ ଖୋଲାଯାଇଥିବାରୁ ଉତ୍ତର ବାଲେଶ୍ୱରରେ ପ୍ରବାହିତ ସୁବର୍ଣ୍ଣରେଖା ନଦୀରେ ଭୟଙ୍କର ବନ୍ୟା ସ୍ଥିତି ଉପୁଜିଛି। ରାଜଘାଟସ୍ଥିତ ପୋଲ ନିକଟରେ ବିପଦସଙ୍କେତ ୧୦.୩୬ ମିଟର ଥିବାବେଳେ ସୋମବାର ପୂର୍ବାହ୍ନ ୫ଟା ସୁଦ୍ଧା ୧୧.୯୦…

ଲୋକଙ୍କ ବିଦ୍ୟୁତ୍‌ ସମସ୍ୟା ବୁଝିଲେ ବିଧାୟକ

କୋରୁକୋଣ୍ଡା ୨୩ା୮(ଡି.ଏନ.ଏ):ମାଲକାନଗିରି ଜିଲା ବାଲିମେଳା ଏନଏସିକୁ ସୋମବାର ଚିତ୍ରକୋଣ୍ଡା ବିଧାୟକ ପୂର୍ଣ୍ଣଚନ୍ଦ୍ର ବାକା ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ସମେତ ଲୋକଙ୍କ ସମସ୍ୟା ସମ୍ପର୍କରେ ସେମାନଙ୍କ ସହ ଆଲୋଚନା କରିଥିଲେ। ନୀଳାକାମ୍ବେରୁ ପଞ୍ଚାୟତର କେତେକ କଲୋନୀ ବାସିନ୍ଦା ବିଧାୟକଙ୍କୁ ଭେଟି…

ଘର ଛାଡ଼ି ଅନ୍ୟ ଛାତଘରେ ଆଶ୍ରୟ ନେଇଛନ୍ତି ଗ୍ରାମବାସୀ

ରାୟଗଡ଼ା ଅଫିସ,୨୩ା୮:ଲଗାଣ ବର୍ଷା ଯୋଗୁ ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ କରପା ପଞ୍ଚାୟତର ରାଣୀପଦର ଗ୍ରାମବାସୀ ବିଭିନ୍ନ ସମସ୍ୟାରେ ରହିଛନ୍ତି। ଗାଁର ୨୮ ଘର ମଧ୍ୟରୁ ୧୬ ଘରେ ବର୍ଷାପାଣି ସହ ଝର ସୃଷ୍ଟିହୋଇ କାନ୍ଥ ଓଦା ହୋଇଛି। କେତେବେଳେ କାନ୍ଥ…

ଉଦ୍ଦେଶ୍ୟମୂଳକ ଭାବେ ଦିଆଯାଉଛି ନିର୍ଯାତନା

ଢେଙ୍କାନାଳ ଅଫିସ,୨୩ା୮: ଢେଙ୍କାନାଳ ଜିଲା ସଦର ବ୍ଲକର କ୍ଲଷ୍ଟର ରିସୋର୍ସ ସେଣ୍ଟର କୋଅର୍ଡିନେଟର (ସିଆର୍‌ସିସି) ମାନଙ୍କୁ ଉଦ୍ଦେଶ୍ୟମୂଳକ ଭାବେ ନିର୍ଯାତନା ଦିଆଯାଉଥିବା ସୋମବାର ଜିଲାପାଳଙ୍କ ନିକଟରେ ଅଭିଯୋଗ ହୋଇଛି। ସପ୍ତାହେ ମଧ୍ୟରେ ସମସ୍ୟାର ସମାଧାନ କରା ନ ଗଲେ ସିଆର୍‌ସିସିମାନେ ସାମୂହିକ…

ବେଆଇନ ନିର୍ମାଣ ପାଇଁ ସିଲ୍‌ ହେଲା ମଲ୍‌

ଅନୁଗୋଳ ଅଫିସ, ୨୩।୮: ତାଳଚେର-ଅନୁଗୋଳ-ମେରାମଣ୍ଡଳୀ ଉନ୍ନୟନ କର୍ତ୍ତୃପକ୍ଷ (ତାମଡା)ଙ୍କ ନିକଟରୁ ଅନୁଗୋଳ ପୌରପାଳିକାକୁ କ୍ଷମତା ଆସିବା ପରେ ପ୍ରଥମ ଥର ବେଆଇନ୍‌ ନିର୍ମାଣ ଉପରେ ଚଢ଼ାଇ କରି ସିଲ୍‌ କରାଯାଉଛି। ଏକ ଶପିଂମଲ୍‌ ମାଲିକ ସନ୍ତୋଷଜନକ ଦସ୍ତାବିତ୍‌ ଦେଖାଇ ପାରି ନ…

ଦୀର୍ଘ ବର୍ଷ ହେଲା ଦୟନୀୟ

ଛେଣ୍ଡିପଦା, ୨୩ା୮ (ଡି.ଏନ.ଏ.): ମୂଲକୁ ନ ଗଲେ ମିଳେନି ଦାନା। ସେଥିପାଇଁ ମୁଣ୍ଡ ଉପରେ ଥିବା ଛପରର ହୋଇପାରୁନି ମରାମତି। ବିପଦ ଜାଣି ବି ଭଙ୍ଗା ଦଦରା ଘରେ ନେଉଛନ୍ତି ଆଶ୍ରୟ। ଦୀର୍ଘବର୍ଷ ହେଲା ଜରିପାଲ ତଳେ ଦୟନୀୟ ଅବସ୍ଥାରେ ବିତୁଛି…

ଅବହେଳା ନ କରିବାକୁ ତାଗିଦ

ଅନୁଗୋଳ ଅଫିସ,୨୩ା୮: ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ଆଦେଶ ଅନୁଯାୟୀ ସ୍ବଚ୍ଛ ଓ ନିର୍ଭୁଲ ଭୋଟର ତାଲିକା ପ୍ରକାଶନ ନିମନ୍ତେ ଗତ ୧ ତାରିଖଠାରୁ ଆଧାର ନମ୍ବର ପଞ୍ଜୀକରଣ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ଏହି ପରିପ୍ରେକ୍ଷୀରେ ଅନୁଗୋଳ ଉପଜିଲାପାଳ ତଥା ନିର୍ବାଚନ…

ଆଦର୍ଶ ବିଦ୍ୟାଳୟରେ ପାଠ ପଢ଼ାଇଲେ ଜିଲାପାଳ

ନାକଟିଦେଉଳ,୨୩ା୮(ଡ଼ି.ଏନ.ଏ.): ସମ୍ବଲପୁର ଜଲାପାଳ ଅନନ୍ୟା ଦାଶ ନାକଟିଦେଉଳ ବ୍ଲକ ଗସ୍ତରେ ଆସି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଥିଲେ। ବ୍ଲକ କାର୍ଯ୍ୟାଳୟରେ ଅଭିଯୋଗ ଶୁଣାଣି ସାରିବା ପରେ ଜିଲାପାଳ ପେଣ୍ଠବାହାଳ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟକୁ ଯାଇ ନିର୍ମାଣାଧୀନ କୋଠା ବୁଲି…

ଲଗାଣ ବର୍ଷାରେ ଫସଲ ନଷ୍ଟ

ରାଉରକେଲା ଅଫିସ,୨୩।୮: ଲଗାଣ ବର୍ଷା ଯୋଗୁ ରାଉରକେଲା ସହର ଆଖପାଖ ଅଞ୍ଚଳରେ ଫସଲ ନଷ୍ଟ ହୋଇଛି। ଫଳାରେ ବର୍ଷଯାକର ଆହାର ପାଇଁ ଚାଷ କରିଥିବା ଚାଷୀ ଚିନ୍ତାରେ ପଡିଯାଇଛି। ଗତ ଶୁକ୍ରବାର ଠାରୁ ସହରରେ ଲଘୁଚାପଜନିତ ବର୍ଷା ଲାଗି ରହିଥିବାବେଳେ ବିଭିନ୍ନ…

ଘର ଉପରେ ପଡ଼ିଲା ବରଗଛ

ସମ୍ବଲପୁର,୨୩ା୮(ବ୍ୟୁରୋ): ସମ୍ବଲପୁର ମହାନଗର ନିଗମ ଗୋବିନ୍ଦତୋଳା ପୋଲିସ କଲୋନୀଠାରେ ଏକ ଅଭାବନୀୟ ଘଟଣା ଘଟିଛି। ଜୋରରେ ବର୍ଷାପବନ ହେବାରୁ କଲୋନୀର ଆଭାଷ ଖାନଙ୍କ ଘର ଉପରେ ଏକ ପୁରାତନ ବରଗଛ ଭାଙ୍ଗିପଡିଥିଲା। ଏହି ସମୟରେ ଘର ଭିତରେ ଥିବା ୧୩ଜଣ ସଦସ୍ୟ…

କାନ୍ଥ ପଡ଼ି ଚାଲିଗଲା ଭାଇ-ଭଉଣୀଙ୍କ ଜୀବନ

ବାରିପଦା ଅଫିସ,୨୩।୮: କାନ୍ଥ ପଡ଼ି ଭାଇ ଭଉଣୀଙ୍କ ମୃତ୍ୟୁ ଘଟିଥିବା ବେଳେ ଅଳ୍ପକେ ବର୍ତ୍ତିଯାଇଛନ୍ତି ୩ ବର୍ଷର ଶିଶୁ ପୁତ୍ର ଏବଂ ମା’। ଏଭଳି ଏକ ଦୁଃଖଦ ଘଟଣା ଘଟିଛି ମୟୂରଭଞ୍ଜ ଜିଲା ଗୋପବନ୍ଧୁ ନଗର ବ୍ଳକ ଅଧୀନ ଉଦଳା ଥାନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?