ଆମ ଜିଲା ଖବର

ଟର୍ଲିଆମ ଗାଁରେ ଝାଡ଼ାବାନ୍ତି: ଆଣ୍ଠୁଏ ପାଣିରେ ନାଳ ପାର ହୋଇ ପହଞ୍ଚିଲେ ପ୍ରଶାସନିକ ଅଧିକାରୀ

କୋକସରା,୨୨।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକର ଆମପାଣି ପଞ୍ଚାୟତ ଅନ୍ତର୍ଗତ ସାହାଜଖୋଲ ଦୁର୍ଗମ ଅଞ୍ଚଳରେ ଥିବା ଟର୍ଲିଆମ ଗାଁର କିଛି ଲୋକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିଲେ। ପରେ ସ୍ବାସ୍ଥ୍ୟକେନ୍ଦ୍ର ଅଧିକାରୀ ଓ ମେଡିକାଲ୍‌ ଟିମ୍‌ ସହ ପହଞ୍ଚି ଲୋକଙ୍କ ସ୍ବାସ୍ଥ୍ୟ ଯାଞ୍ଚ…

ବିଦ୍ୟୁତ୍‌ ଆଘାତରେ ଯୁବକ ମୃତ

ଧର୍ମଶାଳା,୨୨ା୮(ଡି.ଏନ.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଗଙ୍ଗାଧରପୁର ପଞ୍ଚାୟତ କଣିପାଟିଆ ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ କଣିପାଟିଆ ଗ୍ରାମର ରାଜକିଶୋର ମଲିକ (୩୨)। ରାଜକିଶୋର ରଙ୍ଗ ମିସ୍ତ୍ରୀ ଭାବେ କାମ କରନ୍ତି। ରବିବାର ସନ୍ଧ୍ୟାରେ…

ମନ୍ଦିର ରୋଷେଇ ଘରୁ ମିଳିଲା ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ

ଉମରକୋଟ, ୨୨।୮(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ବଡ଼ଭରଣ୍ଡି ଗ୍ରାମରେ ଥିବା ଅଲେଖ ମହିମା ମନ୍ଦିର ପରିସର ନିକଟ ରୋଷେଇଘରୁ ସୋମବାର ସକାଳେ ପ୍ରେମୀ ଯୁଗଳଙ୍କ ଝୁଳନ୍ତା ମୃତଦେହ ମିଳିଛି। ମୃତ ଯୁବକ ଜଣଙ୍କ ସ୍ଥାନୀୟ ଅଞ୍ଚଳର ଜଗଦୀଶ କଲାରଙ୍କ ପୁଅ…

ବର୍ଷାରେ ଧସିଲା କାନ୍ଥ: ଅଳ୍ପକେ ବର୍ତ୍ତିଲେ ପରିବାର

ଜମନକିରା,୨୨।୮: ସମ୍ବଲପୁର ଜିଲା ଜମନକିରା ବ୍ଲକ ବଡ଼ମାଳ ପଞ୍ଚାୟତ ନୂଆଡିହି ଗ୍ରାମରେ ବର୍ଷା ଯୋଗୁ ଘର ଧସି ଯାଇଛି। ତେବେ ଭାଗ୍ୟବଶତଃ ସପରିବାର ଅନ୍ୟ କୋଠରୀ ପଟେ ଥିବାରୁ ଏହି ଦୁର୍ଘଟଣାରୁ ବର୍ତ୍ତି ଯାଇଛନ୍ତି। ସେହି ଘରେ କୁଞ୍ଜବନ କୁମୂରା(୪୫) ନିଜ…

ଚାଷ ଜମିକୁ ଯିବା ହେଲା କାଳ, ବୁଡିଗଲେ ୨ ଶିଶୁ

ବାଲିଗୁଡା,୨୨।୮:(ଡି.ଏନ.ଏ.): କନ୍ଧମାଳ ଜିଲା ବାଲିଗୁଡା ଥାନା ଅନ୍ତର୍ଗତ ସୁଡ୍ରା ପଞ୍ଚାୟତର ଜାର୍ଗୀ ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି । ଚାଷ ଜମିରେ ବୁଡି ୨ ଶିଶୁଙ୍କ ମୃତ୍ୟୁ ହୋଇଛି । ସୂଚନାଯୋଗ୍ୟ, ଗ୍ରାମର ଦୁଇ ପରିବାରର ଲୋକେ ସା ସମୟରେ…

ରେଙ୍ଗାଳିରୁ ଛଡ଼ାଗଲା ବର୍ଷର ପ୍ରଥମ ବନ୍ୟାଜଳ

କଣିହା,୨୨।୮(ଡି.ଏନ୍‌.ଏ.): ଅନୁଗୋଳ ରେଙ୍ଗାଳି ଡ୍ୟାମରୁ ବର୍ଷର ପ୍ରଥମ ବନ୍ୟାଜଳ ସୋମବାର ଛଡ଼ାଯାଇଛି। ଡ୍ୟାମର କେବଳ ଗୋଟିଏ ଗେଟ (୮ ନଂ.)ଖୋଲା ଯାଇଛି । ୮ ନମ୍ବର ଗେଟ ଦେଇ ବନ୍ୟାଜଳ ତଳମୁଣ୍ଡକୁ ଛଡା ଯାଉଛି। ଡ୍ୟାମର ଜଳ ଧାରଣା କ୍ଷମତା ୧୨୩.୫୦…

ଫୁଟସାଲ ଦଳର ଜର୍ସି ଉନ୍ମୋଚିତ

ଟିଟିଲାଗଡ଼,୨୨ା୮(ଡି.ଏନ.ଏ.): ମହାରାଷ୍ଟ୍ରର ନାସିକସ୍ଥିତ ଡିଭିଜିନାଲ ସ୍ପୋଟର୍‌ସ କମ୍ପ୍ଲେକ୍ସ ପରିସରରେ ଆସନ୍ତା ୨୬ରୁ ୨୯ ପର୍ଯ୍ୟନ୍ତ ଇନ୍‌ଡୋର ୟୁରୋପିଆନ ଗେମ୍‌ର ପଞ୍ଚମ ଫୁଟସାଲ ଜାତୀୟ ଚାମ୍ପିୟନଶିପ ଅନୁଷ୍ଠିତ ହେବ। ଏହି ପ୍ରତିଯୋଗିତାରେ ଓଡିଶାରୁ ୧୨ଜଣିଆ ଦଳ ଅଂଶଗ୍ରହଣ କରିବାକୁ ମନୋନୀତ ହୋଇଛନ୍ତି। ସୋମବାର…

ବନ୍ୟା ଜଳରେ ବୁଡ଼ିଗଲେ ନାବାଳକ: ୩ଘଣ୍ଟା ପରେ ମିଳିଲା ମୃତଦେହ

ବସ୍ତା/ରୂପସା,୨୨।୮(ଡି.ଏନ.ଏ.)- ବାଲେଶ୍ୱର ଜିଲାରେ ବନ୍ୟା ବିଭୀଷିକା ଦେଖାଦେଇଥିବା ବେଳେ ବସ୍ତା ଥାନା ପଳାସିଆ ଗ୍ରାମରେ ସୋମବାର ଏକ ଦୁଃଖଦ ଘଟଣା ଘଟିଛି। ଜଳକା ନଦୀର ଶାଖା ମଟକାଶୋଳ ନଦୀ ପାଖକୁ ଗାଈ ଆଣିବାକୁ ଯାଇଥିବା ଜଣେ ନାବାଳକ ବନ୍ୟାଜଳରେ ବୁଡ଼ି ପ୍ରାଣ…

ସ୍ବାମୀଙ୍କ ଚିକିତ୍ସା ପାଇଁ ଆସିଥିଲେ ଏମ୍‌କେସିଜି: ଶୋଇଥିଲା ବେଳେ ଲୁଟିନେଲେ ଦୁର୍ବୃତ୍ତ

ବ୍ରହ୍ମପୁର ଅଫିସ,୨୨ା୮: ଏମ୍‌କେସିଜି ହସ୍ପିଟାଲ ମେଡିସିନ ୱାର୍ଡରୁ ଜଣେ ମହିଳାଙ୍କ ଭ୍ୟାନିଟିରୁ ଟଙ୍କା, ବିଭିନ୍ନ କାଗଜପତ୍ର ସହ ମୋବାଇଲ ଚୋରି ହୋଇଛି। ଏନେଇ ସେ ବୈଦ୍ୟନାଥପୁର ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗକୁ ଭିତ୍ତିକରି ପୋଲିସ ଏକ ମାମଲା(ନଂ.୨୯୦/୨୨) ରୁଜୁ କରିଛି। ଲୁଟେରାଙ୍କୁ…

ବିଲରୁ ଘରକୁ ଫେରିବା ବେଳେ ଚାହିଁ ରହିଥିଲା ବିପଦ

ଜଳେଶ୍ବର,୨୨।୮(ଡି.ଏନ୍‌.ଏ.): ବିଲରୁ ଘରକୁ ଫେରୁଥିବା ବେଳେ ଭାସିଗଲେ ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ବାଲେଶ୍ୱର ଜିଲା ବସ୍ତା ଅଞ୍ଚଳ ଜଳକା ନଦୀର ଶାଖା ନଦୀ ବନ୍ୟା ପାଣିରେ। ନାବାଳକ ଜଣକ ହେଲେ ପଳାସିଆ ଗ୍ରାମର ଜନ୍ମଜୟ ମହାପାତ୍ର (୧୩)।…

ଗଞ୍ଜାମରେ ବଢୁଛି ପରିବା ଦର

ଗଞ୍ଜାମ,୨୨ା୮(ଡି.ଏନ.ଏ.): ଗତ କିଛିଦିନ ଧରି ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଗଞ୍ଜାମ ବ୍ଲକ ଅଞ୍ଚଳରେ ବ୍ୟାପକ ଫସଲ କ୍ଷତି ହୋଇଥିବା ଜଣାପଡିଛି। ବିଶେଷ କରି ଧାନ ଓ ପନିପରିବା ବର୍ଷା ଯୋଗୁ ଅଧିକ କ୍ଷତିଗ୍ରସ୍ତ ହୋଇଛି। ଫସଲ ଆମଦାନୀ ସମୟରେ…

ରାଜ୍ୟ ବାହାରକୁ ଚାଲାଣ ହେଉଥିବା ୪ ନାବାଳକ, ୨ ନାବାଳିକା ଉଦ୍ଧାର

ବ୍ରହ୍ମପୁର ଅଫିସ,୨୨।୮: କାମ ଯୋଗାଇଦେବାକୁ କହି ବାହାର ରାଜ୍ୟକୁ ଚାଲାଣ କରାଯାଉଥିବା ୪ ନାବାଳକ ଏବଂ ୨ନାବାଳିକାଙ୍କୁ ସୋମବାର ବ୍ରହ୍ମପୁର ରେଳ ଷ୍ଟେଶନର ୪ ନମ୍ବର ପ୍ଲାଟଫର୍ମରୁ ଉଦ୍ଧାର କରିଛି ଚାଇଲ୍ଡ ଲାଇନ। ରେଳ ଷ୍ଟେଶନ ସ୍ଥିତ ଶିଶୁ ସହାୟତା କେନ୍ଦ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?