ଆମ ଜିଲା ଖବର

ହେଭିଓ୍ବେଟ୍‌ ନେତାଙ୍କୁ ବ୍ରଜରାଜନଗର ଦାୟିତ୍ୱ ଦେଲା ବିଜେଡି

ଝାରସୁଗୁଡ଼ା ଅଫିସ,୧୬ା୫: ବ୍ରଜରାଜନଗର ଉପନିର୍ବାଚନ ପାଇଁ ମନ୍ତ୍ରୀ ଓ ବିଧାୟକଙ୍କୁ ଦାୟିତ୍ୱ ଦେଇଛନ୍ତି ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଉପନିର୍ବାଚନ ପରିଚାଳନା ପାଇଁ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁରୁଦାୟିତ୍ୱ ଦିଆଯାଇଛି। ଜିଲା ପର୍ଯ୍ୟବେକ୍ଷକ ସୁବାସ ସିଂ, ସହ…

ଗୁରୁ ଯାମିନୀ ରଞ୍ଜନଙ୍କୁ ‘ନୃତ୍ୟାଙ୍ଗନା ସମ୍ମାନ’

ଢେଙ୍କାନାଳ ଅଫିସ୍‌, ୧୬।୫: ଢେଙ୍କାନାଳର ସାଂସ୍କୃତିକ ଅନୁଷ୍ଠାନ ‘ନୃତ୍ୟାଙ୍ଗନା’ ପକ୍ଷରୁ ସ୍ଥାନୀୟ ଗୋପବନ୍ଧୁ ଟାଉନ୍‌ ହଲ ପରିସରରେ ଦୁଇଦିନ ଧରି ଅନୁଷ୍ଠିତ ହୋଇଯାଇଛି ୭ମ ‘ନୃତ୍ୟାଙ୍ଗନା ସମ୍ମାନ ଉତ୍ସବ’। ଉଦ୍‌ଯାପନୀ ସନ୍ଧ୍ୟାରେ ମୁଖ୍ୟ ଅତିଥି ଭାବେ ଜିଲା ପରିଷଦ ସଭାନେତ୍ରୀ ଅର୍ଚ୍ଚନା ପୁହାଣ,…

ଫାଣ୍ଡି ନିକଟରେ ଚୋରା କୋଇଲା ଡିପୋ

ପରଜଙ୍ଗ, ୧୬।୫(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସରାଙ୍ଗ ଅଞ୍ଚଳରେ ବେଆଇନ ଚୋରା କୋଇଲା ଡିପୋ ସଂଖ୍ୟା ବଢ଼ିବାରେ ଲାଗିଛି। ପୋଲିସ ଫାଣ୍ଡିଠାରୁ ଅନତି ଦୂରରେ ଏଭଳି କାର୍ଯ୍ୟ ଦୀର୍ଘଦିନ ହେଲା ଚାଲିଥିବାବେଳେ ଚଢ଼ାଉ କରା ନ ଯିବା ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି…

ବେଆଇନ ଲିଚି କାରଖାନାରେ ଚଢ଼ାଉ

ଅନୁଗୋଳ ଅଫିସ,୧୬।୫: ତାଳଚେର ଥାନା ହାଟତୋଟା କାଳୀ ମନ୍ଦିର ନିକଟରେ ଥିବା ଏକ ବେଆଇନ ଲିଚି କାରଖାନାରେ ପୋଲିସ ଚଢାଉ କରି ଅପମିଶ୍ରଣ ଖାଦ୍ୟ ସାମଗ୍ରୀ ସମେତ ଲିଚି ଜବତ କରିଛି। ଏହି ଘଟଣାରେ ୨ ଜଣଙ୍କୁ ଗିରଫ କରାଯାଇ କୋର୍ଟଚାଲାଣ…

ଖସିଲା ମୁଖ୍ୟ ଫାଟକ ଛାତ ପଲସ୍ତରା

ଅନୁଗୋଳ ଅଫିସ, ୧୬।୫: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟ ମୁଖ୍ୟ ଫାଟକ ଛାତରୁ ରବିବାର ବଡ଼ ଆକାରର ସିମେଣ୍ଟ ପଲସ୍ତରା ଖସିପଡ଼ିଛି। ଉକ୍ତ ଫାଟକ ଦେଇ ଏକ ରୋଗୀ ଥିବା ଆମ୍ବୁଲାନ୍ସ ମେଡିକାଲ ଭିତରକୁ ଯିବାର କେଇ ସେକେଣ୍ଡ ପରେ ଉକ୍ତ ପଲସ୍ତରା…

ରାତିରେ ଚୋରି, ଦିନରେ ଲୁଟ୍‌

ଅନୁଗୋଳ ଅଫିସ, ୧୬।୫: ରାତିରେ ଦାମୀ ଘର ଦେଖି କରାଯାଉଛି ଟାର୍ଗେଟ୍‌। ଏପରି କି ଘର ଲୋକ ଥିଲେ ମଧ୍ୟ କୌଶଳ କରି କଳାକନା ବୁଲାଇ ଦେଉଛନ୍ତି ଦୁର୍ବୃତ୍ତ। ସେହିପରି ଦିନରେ ସହର ବଜାରରେ ବୁଲି ଦୁର୍ବୃତ୍ତମାନେ ବ୍ୟାଙ୍କ ଓ ବେପାରରୁ…

ଅନାହାରରେ ଥିବା ବୃଦ୍ଧଙ୍କୁ ମିଳିଲା ଖାଦ୍ୟ, ଚିକିତ୍ସା

ଛେଣ୍ଡିପଦା,୧୬।୫(ସ୍ବ.ପ୍ର.): ପୈତୃକ ଘର କିଶୋରନଗର ବ୍ଲକରେ। ହେଲେ ଦୀର୍ଘ ୪୦ ବର୍ଷ ହେଲା କାର୍ତ୍ତିକା ବେହେରା (୮୬) ଚାଲିଆସିଛନ୍ତି ଛେଣ୍ଡିପଦା ସାପୋଇସାହି ଅଞ୍ଚଳକୁ। ମୂଲ ମଜୁରି ଲାଗି ଯାହା ଆଣୁଥିଲେ ସ୍ତ୍ରୀଙ୍କ ସହ ଦୁଇମୁଠା ଖାଇ ଗଛମୂଳେ ଜରିପାଲ ତଳେ ରହିଯାଉଥିଲେ। ସରକାରଙ୍କ…

ହାତୀବନ୍ଧ ପାର୍କ କାମ ଆରମ୍ଭ

ଭଞ୍ଜନଗର,୧୬।୫(ଡି.ଏନ.ଏ.): ଜଙ୍ଗଲ ପରିବେଶ ଏବଂ ଜଳବାୟୁ ପରିବର୍ତ୍ତନ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖଙ୍କ ଉଦ୍ୟମ କ୍ରମେ ସ୍ଥାନୀୟ ଷ୍ଟେଟ ବ୍ୟାଙ୍କ ଶାଖା ପଛପଟେ ଥିବା ହାତୀବନ୍ଧ ପାର୍କ କାମ ଗତ କିଛି ଦିନ ହେଲା ଆରମ୍ଭ ହୋଇଛି। ଏବେ ଉକ୍ତ ପୋଖରୀରୁ ପାଣି…

ପଲ୍ଲିଶ୍ରୀ ମେଳାରେ ଅତିଥି ଚୟନକୁ ନେଇ ଅସନ୍ତୋଷ

ଫୁଲବାଣୀ ଅଫିସ, ୧୬।୫: ଫୁଲବାଣୀ କରୋନେଶନ ପଡିଆରେ ଗତ ୧୩ ତାରିଖରୁ ଚାଲିଥିବା ପଲ୍ଲିଶ୍ରୀ ମେଳାରେ ଆରମ୍ଭରୁ ବ୍ୟତିକ୍ରମ ପରିଲକ୍ଷିତ ହୋଇଛି। ମେଳାକୁ ନେଇ ଲୋକଙ୍କ ମଧ୍ୟରେ ଉତ୍ସାହ ପରିଲକ୍ଷିତ ହୋଇଥିଲେ ମଧ୍ୟ ଅତିଥି ଚୟନକୁ ନେଇ କେତେଜଣ ପ୍ରଶାସନିକ ଅଧିକାରୀ, ଲୋକପ୍ରତିନିଧି…

ଗଜପତି ଅବକାରୀ ଏସ୍‌ଆଇଙ୍କ ୪ ପଦକ ହାସଲ

ପାରଳାଖେମୁଣ୍ଡି,୧୬।୫(ଡି.ଏନ୍‌.ଏ.): କର୍ନାଟକର ବେଙ୍ଗଲୁରୁଠାରେ ଅନୁଷ୍ଠିତ ପ୍ରଥମ ଜାତୀୟ ପ୍ୟାନ ଇଣ୍ଡିଆ ମାଷ୍ଟର ଗେମ୍ସରେ ଗଜପତି ଜିଲା ଅବକାରୀ ବିଭାଗର ଏସ୍‌ଆଇ କିଶୋର ଚନ୍ଦ୍ର ରଥ ଭାଗ ନେଇ ୪ ପଦକ ହାସଲ କରିଛନ୍ତି। ସେ ସ୍ବର୍ଣ୍ଣ ପଦକ ସହ ଗୋଟିଏ ରୌପ୍ୟ ଏବଂ…

ମହୁଲ ଫୁଲ ବିକି ପରିବାର ପୋଷୁଛନ୍ତି ଆଦିବାସୀ

ଆର.ଉଦୟଗିରି,୧୬।୫(ଡି.ଏନ୍‌.ଏ.): ପ୍ରକୃତିର ଋତୁ ପରିବର୍ତ୍ତନ ଅନୁଯାୟୀ ବୃକ୍ଷରାଜି ଫୁଲ ଫଳରେ ପରିବର୍ତ୍ତନ ଘଟେ। ଫଳରେ ଋତୁ ଅନୁଯାୟୀ ଏବେ ମହୁଲ ଫୁଲର ବାସ୍ନାରେ ମହକୁଛି ପ୍ରକୃତି। ଆଉ ସେହି ମହୁଲ ଫୁଲ ମଧ୍ୟ ଆଦିବାସୀଙ୍କୁ ଦେଉଛି ଜୀବିକା। ହେଲେ ବିକ୍ରି ପାଇଁ…

ଗୋପାଳପୁର ପୋର୍ଟକୁ ଆର୍‌ଟିଓଙ୍କ ନୋଟିସ

ଛତ୍ରପୁର,୧୬।୫(ଡି.ଏନ.ଏ.): ମୋଟର ଯାନ ଆଇନ ଉଲ୍ଲଂଘନ ନେଇ ଗୋପାଳପୁର ପୋର୍ଟ ଲିମିଟେଡ୍‌କୁ ନୋଟିସ ଜାରି ହୋଇଛି। ଗଞ୍ଜାମ ଆର୍‌ଟିଓ ମାନସ ରଞ୍ଜନ ସାହୁ ମୋଟର ଯାନ ଆକ୍ଟ -୧୯୮୮ର ସେକ୍ସନ ୨୧୩(୫) ଆଧାରରେ ଏହି ନୋଟିସ ଜାରି କରିଛନ୍ତି। ନୋଟିସ ବଳରେ ଆରଟିଓଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri