ଆମ ଜିଲା ଖବର

‘ଆମକୁ ଆମ ସ୍କୁଲ ଫେରାଇ ଦିଅ’

ମହାକାଳପଡ଼ା,୨୨ା୮(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ସ୍ଥାନୀୟ ରାଜଗଡ଼ ପଞ୍ଚାୟତର ଗୟସପୁର ଗ୍ରାମ ପ୍ରାଥମିକ ବିଦ୍ୟାଳୟକୁ ଛାତ୍ରୀଛାତ୍ରଙ୍କ ଉପସ୍ଥାନ ହ୍ରାସ ଯୋଗୁ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବନ୍ଦ କରାଯାଇଥିଲା। ଫଳରେ ଗାଁ ପିଲାମାନେ ପାଠ ପଢ଼ିବା ପାଇଁ ବିଭିନ୍ନ…

ଆଜି ଦେବଗଡ଼ ବନ୍ଦ

ଦେବଗଡ଼,୨୨ା୮(ଡି.ଏନ୍‌.ଏ.): ଦେବଗଡ଼ ଜିଲାରେ ଆଜି ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଇଛି । କ୍ଷତିଗ୍ରସ୍ତ ଚାଷୀଙ୍କୁ ପ୍ରଧାନମନ୍ତ୍ରୀ ଫସଲ ବୀମା ରାଶି ପ୍ରଦାନ ଦାବିରେ ଏହି ବନ୍ଦ ପାଳନ କରାଯାଉଛି। ଦେବଗଡ଼ ଜିଲା କୃଷକ ସଙ୍ଘର୍ଷ ସଂଘ ପକ୍ଷରୁ ସକାଳ ୬ରୁ…

ଟେବୁଲ ହଲାଇଦେବାରୁ ଛାତ୍ରଙ୍କୁ ମାଡ଼

ନୟାଗଡ଼ ଅଫିସ/ଓଡ଼ଗାଁ,୨୨।୮(ସ୍ବ.ପ୍ର.): ଦଣ୍ଡମୁକ୍ତ ଅଞ୍ଚଳରେ ଦଣ୍ଡ ଦିଆଯାଇଛି। ଏଥିରେ ଜଣେ ଛାତ୍ର ଆହତ ହୋଇଛନ୍ତି। ଟେବୁଲ୍‌ ହଲାଇ ଦେବାରୁ ନୟାଗଡ଼ ଜିଲା ଓଡ଼ଗାଁ ବ୍ଳକ୍‌ ଓଡ଼ଗାଁ ୟୁଜିଏମ୍‌ଇ ସ୍କୁଲର ପ୍ରଧାନଶିକ୍ଷକ ଜଣେ ଚତୁର୍ଥ ଶ୍ରେଣୀ ଛାତ୍ରଙ୍କୁ ବେତରେ ମାଡ ମାରିଥିବା ଅଭିଯୋଗ…

ଦାବିରେ ରହିଗଲା ‘ଫିଲିଗ୍ରୀ ହବ୍‌’

କଟକ ଅଫିସ, ୨୨ା୮(ପୁରୁଷୋତ୍ତମ ସାହୁ): କଟକର ତାରକସି ହସ୍ତକଳା କାରୁକାର୍ଯ୍ୟ ଦିନକୁ ଦିନ ଲୁପ୍ତ ହେବାକୁ ଯାଉଛି। ଯେଉଁ ହସ୍ତକଳା କଟକକୁ ଏକଦା ରୌପ୍ୟ ନଗରୀ(ସିଲ୍‌ଭର ସିଟି)ର ପରିଚୟ ଦେଇଥିଲା ସେହି କାରୁକାର୍ଯ୍ୟ ଏବେ ଇତିହାସ ପାଲଟିବାକୁ ଯାଉଛି। ପାଞ୍ଚଶହ ବର୍ଷ…

୫ ଅଧ୍ୟାପିକାଙ୍କୁ ଦୁର୍ବ୍ୟବହାର

ନୟାଗଡ଼ ଅଫିସ,୨୨।୮: ନୟାଗଡ଼ ସ୍ବୟଂ ଶାସିତ ମହାବିଦ୍ୟାଳୟରେ ୫ ଅଧ୍ୟାପିକାଙ୍କୁ ୭ ଛାତ୍ର ଅଶ୍ଲୀଳ ଭାଷାରେ ଗାଳିଗୁଲଜ ସହ ଦୁର୍ବ୍ୟବହାର କରିଥିବା ଅଭିଯୋଗ ହୋଇଛି। ଏନେଇ ସମ୍ପୃକ୍ତ ଅଧ୍ୟାପିକାମାନେ ମହାବିଦ୍ୟାଳୟର ଅଧ୍ୟକ୍ଷଙ୍କ ନିକଟରେ ଅଭିଯୋଗ କରିବା ପରେ ଘଟଣା ଲୋକଲୋଚନକୁ ଆସିଛି।…

୧୦ଦିନ ହେବ ଘରକୁ ଫେରିପାରୁ ନାହାନ୍ତି ଛାତ୍ରୀଛାତ୍ର

ଟେନ୍‌ସା,୨୨।୮(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୋଇଡ଼ା ବ୍ଲକ ମାଲଦା ଗ୍ରାମପଞ୍ଚାୟତର ପାରମସାହି ଗ୍ରାମରୁ ବାହାରକୁ ପାଠପଢିବାକୁ ଯାଇଥିବା ଛାତ୍ରୀଛାତ୍ର ୧୦ଦିନ ହେବ ଘରକୁ ଫେରିପାରୁ ନାହାନ୍ତି। ଗ୍ରାମକୁ ଯିବା ଆସିବା କରିବାକୁ ହେଲେ ଏକ ନାଳ ପାରି ହେବାକୁ ପଡ଼ିଥାଏ। ବର୍ଷା ଯୋଗୁ…

କେନ୍ଦ୍ରାପଡ଼ାକୁ ଯାତ୍ରୀବାହୀ ଟ୍ରେନ୍‌ ଚଳାଇବା ଲାଗି ରେଳମନ୍ତ୍ରୀଙ୍କୁ ଚିଠି ଲେଖିଲେ ରାଜ୍ୟପାଳ

କେନ୍ଦ୍ରାପଡ଼ା ଅଫିସ,୨୨ା୮: କେନ୍ଦ୍ରାପଡ଼ା ଜିଲାକୁ ଯାତ୍ରୀବାହୀ ରେଳ ଚଳାଚଳ ଦାବିରେ କେନ୍ଦ୍ରାପଡ଼ା ଜିଲା ବିକାଶ ପରିଷଦ ପକ୍ଷରୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରାଯାଇଥିଲା। ଏହି ଦାବିର ଯଥାର୍ଥତା ଥିବା ଦର୍ଶାଇ ରାଜ୍ୟପାଳ ଗତ ୨୦ ତାରିଖରେ…

ପଦ୍ମଶ୍ରୀ କମଳା ପୂଜାରୀ ଅସୁସ୍ଥ

ଜୟପୁର,୨୨ା୮ (ନି.ପ୍ର.): ପାରମ୍ପରିକ ଜୈବିକ ଚାଷର ପ୍ରଚାରପ୍ରସାର କରିବା ଦିଗରେ ବିଶେଷ ଭୂମିକା ଗ୍ରହଣ କରିଥିବା କୋରାପୁଟ ଜିଲାର ପଦ୍ମଶ୍ରୀ କମଳା ପୂଜାରୀ ରବିବାର ଅସୁସ୍ଥ ହୋଇପଡ଼ିଛନ୍ତି। କମଳା ଜ୍ୱର ସହ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ତାଙ୍କୁ ଜୟପୁର ସ୍ଥିତ…

ରଦ୍ଦ ହେଲା ଡେପୁଟି କଲେକ୍ଟର ସ୍ତ୍ରୀଙ୍କ ରାଶନ କାର୍ଡ

ମାଲକାନଗିରି, ୨୨ା୮ (ଡି.ଏନ୍‌.ଏ.): ମାଲକାନଗିରି ଜିଲା ଡେପୁଟି କଲେକ୍ଟର ସ୍ତ୍ରୀଙ୍କ ନାମରେ ରାଶନ କାର୍ଡ କରି ଜମି ଖଜଣା ବାବଦକୁ ଅର୍ଥ କମ୍‌ ଦେଇ ପଟ୍ଟା ହାତେଇବା ଘଟଣା ଶନିବାର ଜଣାପଡ଼ିବା ପରେ ଉକ୍ତ କାର୍ଡକୁ ରବିବାର ରଦ୍ଦ କରାଯାଇଛି। ସେ…

ହତ୍ୟା କରି ଥାନାରେ ଆତ୍ମସମର୍ପଣ

ଉମରକୋଟ, ୨୧।୮(ସ୍ବ.ପ୍ର.): ପୂର୍ବ ଶତ୍ରୁତାକୁ ନେଇ ନବରଙ୍ଗପୁର ଜିଲା ଉମରକୋଟ ଥାନା ଅଞ୍ଚଳରେ ରବିବାର ଜଣଙ୍କୁ ତାଙ୍କ ସମ୍ପର୍କୀୟ ଭାଇ ଓ ଦାଦା ଟାଙ୍ଗିଆରେ ହାଣି ହତ୍ୟା କରିଛନ୍ତି। ଘଟଣାରେ ମୃତକଙ୍କ ସ୍ତ୍ରୀ ଗୁରୁତର ହୋଇଛନ୍ତି। ହତ୍ୟାକାଣ୍ଡ ପରେ ଅଭିଯୁକ୍ତମାନେ ଥାନାରେ…

ବନ୍ୟାପାଣିରେ ଭାସି ଯାଇଥିଲା କାର: ମିଳିଲା ଶଳା, ଭିଣୋଇଙ୍କ ମୃତଦେହ

ସମ୍ବଲପୁର/କୁଚିଣ୍ଡା,୨୧ା୮(ବ୍ୟୁରୋ/ଡି.ଏନ୍‌.ଏ.):ସମ୍ବଲପୁର ଜିଲା କୁଚିଣ୍ଡା ଥାନା ଫାସିମାଲ- ଲଇଡ଼ା ରାସ୍ତାର ନକଟିପାଲି ଗାଁ ନିକଟସ୍ଥ ବାରଟେଙ୍ଗରା ନାଳ ବନ୍ୟାପାଣିରେ ଭାସି ଯାଇଥିବା କାର ଭିତରୁ ରବିବାର ଶଳା, ଭିଣୋଇଙ୍କ ମୃତଦେହ ଉଦ୍ଧାର ହୋଇଛି । ସେମାନେ ହେଲେ ଜମନକିରା ବ୍ଲକ କୁଚିଣ୍ଡା ଥାନା…

ପୋଖରୀରୁ ମିଳିଲା ଯୁବତୀଙ୍କ ମୃତଦେହ, ପାଣିରେ ବୁଡ଼ିଯାଇଥିବା ସନ୍ଦେହ

କୋକସରା,୨୧।୮(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କୋକସରା ବ୍ଲକ ମୂଷାପାଲି ପଞ୍ଚାୟତ ମୂଷାପାଲି ଗ୍ରାମ ପୋଖରୀରୁ ରବିବାର ଜଣେ ଯୁବତୀଙ୍କ ମୃତଦେହ ପୋଲିସ ଜବତ କରିଛି। ପାଣିରେ ବୁଡ଼ି ତାଙ୍କର ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି। ମୃତା ହେଲେ ବିଷ୍ଣୁପ୍ରିୟା ପଣ୍ଡା (୪୫)। ଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?