ଆମ ଜିଲା ଖବର

ସ୍କୁଲ କାର୍ଯ୍ୟକ୍ଷମ ନହେଲେ ଅନଶନ

ବରଗଡ଼ ଅଫିସ୍‌,୨୭।୯: ବରଗଡ଼ ଜିଲା ଭେଡ଼େନ ବ୍ଳକ ଅନ୍ତର୍ଗତ ବସେଇକେଲା ପ୍ରାଥମିକ ସ୍କୁଲକୁ ସରକାରୀଭାବେ ବନ୍ଦ କରାଯାଇ ନିକଟସ୍ଥ ନନ୍ଦିନୀପୁର ପ୍ରାଥମିକ ସ୍କୁଲ ସହିତ ମିଶ୍ରଣ କରାଯାଇଛି। ଏହାକୁ ନେଇ ବସେଇକେଲାବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ପୂର୍ବଭଳି ବସେଇକେଲା ପ୍ରାଥମିକ…

ତୁଟିନି ବିଭ୍ରାଟ, ବଢୁଛି ଅସନ୍ତୋଷ

ବରଗଡ଼ ଅଫିସ୍‌,୨୭।୯: ବରଗଡ଼ ଜିଲାରେ ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା ବାଟବଣା ହୋଇଛି। ବୀମା ବିଭ୍ରାଟ ଯୋଗୁ ଦିନକୁ ଦିନ ଅସନ୍ତୋଷ ବଢ଼ିବାରେ ଲାଗିଛି। ଜିଲାର ଅନେକ ଯୋଗ୍ୟ ଚାଷୀ ବୀମା କ୍ଷତିପୂରଣ ପାଇବାରୁ ବଞ୍ଚିତ ଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ…

ଇଣ୍ଡିଆ ଗେଟ୍‌ ସଦୃଶ ତୋରଣ ମୁଖ୍ୟ ଆକର୍ଷଣ

ସୋନପୁର,୨୭।୯(ନି.ପ୍ର.): ସୁବର୍ଣ୍ଣପୁର ସହର ଟିକିରିପଡାରେ ୫୫ତମ ସାର୍ବଜନୀନ ଦୁର୍ଗା ପୂଜା ମହାସମାରୋହରେ ପାଳନ କରାଯିବ। ଏଥିପାଇଁ ପୂଜା କମିଟି କର୍ମକର୍ତ୍ତାମାନେ ଜୋରସୋରରେ ପ୍ରସ୍ତୁତି ଚଳାଇଛନ୍ତି। ପ୍ରତିବର୍ଷ ନୂଆ ଢଙ୍ଗରେ ପୂଜା ପାଳନ କରି ଆସୁଥିବା ଟିକିରିପଡା ପୂଜା କମିଟି ଚଳିତବର୍ଷ ଦେଶ…

ରାଶନ ମିଳିଲା ନାହିଁ, ତାତିଲେ ହିତାଧିକାରୀ

ବରୀ,୨୭।୯(ଡି.ଏନ.ଏ.):ସରକାରଙ୍କ ତରଫରୁ ଖାଦ୍ୟ ସୁରକ୍ଷା ଯୋଜନାରେ ପଞ୍ଜୀକୃତ ହୋଇଥିବା ଗରିବ ହିତାଧିକାରୀମାନଙ୍କୁ ପ୍ରତିମାସରେ ସରକାରୀ ନିୟମ ମୁତାବକ ଚାଉଳ ଓ ଗହମ ବଣ୍ଟନ କରିବା ପାଇଁ ନିର୍ଦ୍ଦେଶ ରହିଛି। ମାତ୍ର ଦାୟିତ୍ୱରେ ଥିବା ସରକାରୀ ଖୁଚୁରା ବିକ୍ରେତା(ରିଟେଲର) ହିତାଧିକାରୀମାନଙ୍କ ରାଶନ ସାମଗ୍ରୀ…

ଆବାସ ଯୋଜନା ଅଛି, ଘର ମିଳୁନାହିଁ

ଜେନାପୁର,୨୭ା୯(ଡି.ଏନ.ଏ.):ଆର୍ଥିକ ଅନଟନ ମଧ୍ୟରେ ଦିନ କାଟୁଥିବା ପରିବାରକୁ ସରକାର ଗ୍ରାମୀଣ ଆବାସ ଯୋଜନାରେ ଘର ଯୋଗାଇ ଦେବା ପାଇଁ ବ୍ୟବସ୍ଥା କରିଛନ୍ତି। ହେଲେ ଯାଜପୁର ଜିଲା ଧର୍ମଶାଳା ବ୍ଲକର ବିଭିନ୍ନ ପଞ୍ଚାୟତରେ ସେହି ଯୋଜନା ଯେମିତି ପହଞ୍ଚି ପାରିନାହିଁ। ଏଥିପାଇଁ ଆର୍ଥିକ…

ଚାନ୍ଦି ଅଳଙ୍କାର, ଆଲୋକରେ ଝଲସିବେ ମା’

ଜଗତ୍‌ସିଂହପୁର ଅଫିସ, ୨୭ା୯:ଜଗତ୍‌ସିଂହପୁରର ଗୋପାଳସାଗରସ୍ଥିତ ମା’ ବନଦୁର୍ଗା ପୂଜା କମିଟି ପକ୍ଷରୁ ୬୦ ବର୍ଷ ହେବ ଦୁର୍ଗାପୂଜା ହୋଇଆସୁଛି। କୋଭିଡ୍‌-୧୯ କାରଣରୁ ଗତ ୨ ବର୍ଷ ହେବ ପୂଜା ନିରାଡ଼ମ୍ବରପୂର୍ଣ୍ଣ ଥିଲା । ଚଳିତବର୍ଷ ଆଡମ୍ବରପୂର୍ଣ୍ଣ କରିବା ପାଇଁ ସମସ୍ତ ପ୍ରସ୍ତୁତି…

ଦେବୀନଦୀରୁ ପ୍ରଥମ ପାଣି ପହଞ୍ଚିଲା

ବାଲିକୁଦା,୨୭ା୯(ସ୍ବ.ପ୍ର.):୨୦୧୮ରୁ ଆମ୍ବଶାଳରେ ନିର୍ମାଣାଧୀନ ମେଗା ପାନୀୟ ଜଳ ପ୍ରଳଳ୍ପ ଡିସେମ୍ବରରୁ ପୂର୍ଣ୍ଣ କାର୍ଯ୍ୟକ୍ଷମ ହେବ। ଏନେଇ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି ବୋଲି ପ୍ରକଳ୍ପ ସହକାରୀ ପରିଚାଳକ ନାରାୟଣ ସାମନ୍ତରାୟ ସୂଚନା ଦେଇଛନ୍ତି। ଏନେଇ ପରୀକ୍ଷାମୂଳକ ଭାବେ ଗତ ଶନିବାର…

ଧାର୍ମିକ, ପରିବେଶ ପର୍ଯ୍ୟଟନର କ୍ଷେତ୍ର କେନ୍ଦ୍ରାପଡ଼ା

କେନ୍ଦ୍ରାପଡ଼ା ଅଫିସ, ୨୭ା୯: ରାଜ୍ୟର ଏକମାତ୍ର ଜାତୀୟ ଉଦ୍ୟାନ କେନ୍ଦ୍ରାପଡ଼ା ଜିଲାରେ ଅଛି। ଏଥିସହ ତୁଳସୀକ୍ଷେତ୍ର ଭାବେ ଏହି ଜିଲା ଧାର୍ମିକ ପର୍ଯ୍ୟଟନ ପାଇଁ ପରିଚିତି ଲାଭ କରିଛି। ପରିବେଶ ଓ ଧାର୍ମିକ ପର୍ଯ୍ୟଟନ ପାଇଁ ପର୍ଯ୍ୟାପ୍ତ ଭିତ୍ତିଭୂମି ଥିଲେ ମଧ୍ୟ…

ଗୁଆ ଘିଅରେ ତିଆରି ହୁଏ ସମସ୍ତ ଭୋଗ

ଡେରାବିଶ, ୨୭ା୯(ସ୍ବ.ପ୍ର.):ଶାରଦୀୟ ଦୁର୍ଗାପୂଜା ପାଇଁ ଡେରାବିଶର ବିଭିନ୍ନ ଅଞ୍ଚଳ ଉତ୍ସବ ମୁଖର ହେବାକୁ ଯାଉଛି। ପୂଜା ଆଉ ମାତ୍ର ୫ ଦିନ ଥିବାବେଳେ ବ୍ଲକ ଅଧୀନ ମଙ୍ଗଳପୁର ପଞ୍ଚାୟତ ହଳଦିଆପାଟଣା ମା’ ଦୁର୍ଗାଙ୍କ ଶକ୍ତିପୀଠ ଭାବେ ପ୍ରସିଦ୍ଧି ଲାଭ କରିଛି। ମହାଳୟା…

ଅଲିଭ ରିଡ୍‌ଲେ କଇଁଛଙ୍କ ଅନ୍ତୁଡିଶାଳ ପ୍ରତି ବିପଦ

ମହାକାଳପଡ଼ା, ୨୭ା ୯(ଡି.ଏନ.ଏ):ବଙ୍ଗୋପସାଗର ପୂର୍ବ ଉପକୂଳରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ାରେ ବିଶ୍ୱ ପ୍ରସିଦ୍ଧ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଅଞ୍ଚଳର ବିସ୍ତୀର୍ଣ୍ଣ ବାଲୁକା ଶଯ୍ୟା ଅଲିଭ ରିଡ୍‌ଲେ କଇଁଛଙ୍କ ଅଣ୍ଡଦାନର ଅନ୍ତୁଡ଼ିଶାଳ ଭାବେ ପରିଚିତ। ଏଠାକୁ କାହିଁ କେଉଁ କାଳରୁ ବିରଳ ପ୍ରଜାତିର…

ପଛରେ ପଡ଼ିଛି ଜଳକ୍ରୀଡ଼ାର ବିକାଶ

ପୁରୀ ଅଫିସ,୨୭।୯:ଶ୍ରୀମନ୍ଦିର ଓ ସ୍ବର୍ଣ୍ଣାଭ ବେଳାଭୂମି ପୁରୀ ପର୍ଯ୍ୟଟନ ଶିଳ୍ପର ମେରୁଦଣ୍ଡ। ସହରର ଅର୍ଥନୈତିକ ବିକାଶ ଏହା ଉପରେ ନିର୍ଭରଶୀଳ। ପ୍ରତିଦିନ ରାଜ୍ୟ ଓ ଦେଶ ବାହାରୁ ହଜାର ହଜାର ପର୍ଯ୍ୟଟକ ପୁରୀ ଆସି ମହାପ୍ରଭୁଙ୍କ ଦର୍ଶନ କରନ୍ତି ଏବଂ ବେଳାଭୂମିର…

ଏସ୍‌ସିବି ମେଡିକାଲରୁ ଶିଶୁ ଚୋରି ଅଭିଯୋଗ

କଟକ ଅଫିସ,୨୭ା୯:ଏସ୍‌ସିବି ମେଡିକାଲରୁ ସୋମବାର ଏକ ଶିଶୁକନ୍ୟା ଚୋରିକୁ ନେଇ ମେଡିକାଲ କର୍ତ୍ତୃପକ୍ଷ ଏବଂ ମଙ୍ଗଳାବାଗ ଥାନା ପୋଲିସକୁ ନାକେଦମ୍‌ ହେବାକୁ ପଡ଼ିଛି। ଏହି ଚୋରି ଅଭିଯୋଗର ତଦନ୍ତ କରିବାବେଳେ ପୋଲିସକୁ ଅନ୍ୟ ଏକ ଶିଶୁପୁତ୍ର ନିଖୋଜର ତଥ୍ୟ ମିଳିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?