ଆମ ଜିଲା ଖବର

ଲଗାଣବର୍ଷାରେ ଧୋଇଗଲା କଲଭର୍ଟ

ଉମରକୋଟ, ୨୦।୮(ସ୍ବ.ପ୍ର.): ସପ୍ତାହବ୍ୟାପୀ ଉମରକୋଟରେ ହୋଇଥିବା ଲଗାଣ ବର୍ଷାରେ ଖଡକାଡେମ ତଳେ ଥିବା ରାସ୍ତାରେ ନିର୍ମାଣ ହୋଇଥିବା କଲଭର୍ଟ ଧୋଇଯାଇଛି। ଫଳରେ ପୂଜାରିଗୁଡ଼ା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଉପରେ ନିର୍ଭର କରୁଥିବା ମୂର୍ତମା, ବେହେଡା, ସୁକିଗାଁ ଓ କୋପନା ପଞ୍ଚାୟତ ଲୋକେ ନାନା…

ଚାଷୀଙ୍କ ଜମି ନଷ୍ଟ, ପ୍ରଶାସନର ନିଘା ନାହିଁ

ଦଶମନ୍ତପୁର, ୨୦।୮ ( ଡି.ଏନ.ଏ.): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ଏ. ମାଲକାନଗିରି ପଞ୍ଚାୟତର ଏ.ଚଣ୍ଡାଲଗୁଡ଼ା ଗ୍ରାମରେ ପ୍ରଶାସନର ଅବହେଳାରୁ ଚାଷୀଙ୍କ ୭୦ ଏକର ଚାଷଜମି ନଷ୍ଟ ହେଉଥିବା ଅଭିଯୋଗ ହେଉଛି। ଆଡ଼ିବନ୍ଧ ଏବଂ ଚେକ୍‌ ଡ୍ୟାମ୍‌ ନିର୍ମାଣ ପାଇଁ…

ଆଶାକର୍ମୀ ପରିଚୟ ଦେଇ ଡାକ୍ତରଖାନାରୁ ପିଲାଚୋରି

ବିଷମକଟକ,୨୦।୮(ଡି.ଏନ୍‌.ଏ.): ଆଶାକର୍ମୀର ପରିଚୟ ଦେଇ ଡାକ୍ତରଖାନାରେ ଦୁଇଦିନ ଧରି ପ୍ରସୂତି ଏବଂ ନବଜାତ ଶିଶୁର ଯତ୍ନନେଲେ। ଶେଷରେ କୌଶଳରେ ମା’ ନିକଟରୁ ଶିଶୁପୁତ୍ରକୁ ଚୋରିକରି ଚମ୍ପଟ ମାରିଲେ। ରାୟଗଡ଼ା ଜିଲା ବିଷମକଟକ ଖ୍ରୀଷ୍ଟିଆନ ହସ୍ପିଟାଲରେ ଚିକିତ୍ସାଧୀନ ଜଣେ ପ୍ରସୂତିଙ୍କଠାରୁ ଶୁକ୍ରବାର ଏଭଳି…

ଭଦ୍ରକ ଜିଲାର ସମସ୍ତ ସ୍କୁଲ ବନ୍ଦ

ଭଦ୍ରକ ଅଫିସ,୨୦।୮: ଲଘୁଚାପ ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଆଜି ଭଦ୍ରକ ଜିଲାର ସମସ୍ତ ସ୍କୁଲ ଏବଂ ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ ରହିବ। ଏନେଇ ଜିଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ତେବେ ସ୍କୁଲରେ ଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ଉପସ୍ଥିତ ରହିବେ…

ଯୁବକଙ୍କୁ ହତ୍ୟାକଲେ ମାଓବାଦୀ

ନୂଆପଡ଼ା ଅଫିସ,୨୦ା୮: କିଛି ଦିନର ନୀରବତା ପରେ ପୁଣି ମାଓବାଦୀମାନେ ସକ୍ରିୟ ହୋଇଛନ୍ତି। ପୋଲିସ ଇନ୍‌ଫର୍ମର ସନ୍ଦେହରେ ଗୁରୁବାର ରାତିରେ ନୂଆପଡା ଜିଲା ସୁନାବେଡା ଅଭୟାରଣ୍ୟରେ ଜଣେ ଯୁବକଙ୍କୁ ହତ୍ୟା କରି ଫିଙ୍ଗି ଦେଇଥିବା ସୂଚନା ମିଳିଛି। ମୃତକ ହେଲେ କୋମନା…

ଟିପ୍ପର ଚାଳକ, ମା’ଝିଅଙ୍କ ବଚସା ଭିଡିଓ ଭାଇରାଲ

ଧର୍ମଶାଳା,୨୦।୮(ଡି.ଏନ.ଏ.): ଯାଜପୁର ଜିଲା ଜେନାପୁର ଥାନା ଅଧୀନ ୫୩ ନମ୍ବର ଜାତୀୟ ରାଜପଥରେ ଗତ ୩ତାରିଖରେ ସୁକିନ୍ଦା ଅଞ୍ଚଳର ଅଶୋକ ଚକ୍ରବର୍ତ୍ତୀଙ୍କ ସ୍ତ୍ରୀ ଶ୍ରୀତିକା ଚକ୍ରବର୍ତ୍ତୀ ଓ ତାଙ୍କ ଝିଅ ଲିପିକା ଚକ୍ରବର୍ତ୍ତୀଙ୍କୁ ଟିପ୍ପର ଚାଳକ ଗାଡ଼ି ଚଢ଼ାଇ ହତ୍ୟା କରିବା…

୬ ବର୍ଷ ପରେ ଘରକୁ ଫେରିଲେ ହଜିଲା ପୁଅ

ବରଗଡ଼ ଅଫିସ୍‌,୨୦ା୮: ଉତ୍ତର ପ୍ରଦେଶ ରାଜ୍ୟ ସୋନଭଦ୍ର ଜିଲା ସୁଖହାରା ଗ୍ରାମର ଉଦୟ ଓରଫ ରାଜୁ ଗୌଡ଼। ସେ ଉକ୍ତ ଗ୍ରାମର ପଞ୍ଚମ ଗୌଡ଼ଙ୍କ ସାନପୁଅ। ଭାଇ ଭଉଣୀ ମଧ୍ୟରୁ ଉଦୟ ମଧ୍ୟମ ସନ୍ତାନ। ୨୦୧୬ରେ ସେ ଘରୁ ନିଖୋଜ ହୋଇ…

ପଙ୍କପାଳରେ ଭୂତଳ ଜଳ ସଙ୍କଟ

ଯାଜପୁର ଅଫିସ/ କଳିଙ୍ଗନଗର (ଡି.ଏନ.ଏ.),୨୦।୮: ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳରେ ଦିନକୁ ଦିନ ଭୂତଳ ଜଳସ୍ତର କମିବାରେ ଲାଗିଛି। ଖରାଦିନେ ଲୋକେ ପାଣି ପାଇଁ ହାହାକାର ହେଉଛନ୍ତି। ଶିଳ୍ପସଂସ୍ଥାଗୁଡିକୁ ଭୂତଳ ଜଳ ବ୍ୟବହାର କରିବାକୁ ଜଳ ସମ୍ପଦ ବିଭାଗ ପକ୍ଷରୁ ଅନୁମତି…

ବନ୍ଦ ହେଲା ହୀରାକୁଦ ଡ୍ୟାମ୍‌ର ଆଉ ୪ ଗେଟ୍‌

ସମ୍ବଲପୁର,୨୦।୮(ବ୍ୟୁରୋ): ହୀରାକୁଦ ଡ୍ୟାମ୍‌ର ଆଉ ୪ଟି ଗେଟ୍‌କୁ ଶନିବାର ବନ୍ଦ କରିଦିଆଯାଇଛି। ବର୍ତ୍ତମାନ ୧୬ଟି ଗେଟ୍‌ ଦେଇ ଜଳ ନିଷ୍କାସନ ଚାଲିଛି। ଅନ୍ୟପଟେ, ସକାଳ ୯ଟା ସୁଦ୍ଧା ହୀରାକୁଦର ଜଳସ୍ତର ୬୨୦.୭୧ ଫୁଟ୍‌ ରହିଛି। ସେହିପରି ୧ଲକ୍ଷ ୮୩ ହଜାର ୩୮୧…

ସ୍କୁଲ ରାସ୍ତାରେ ଆଣ୍ଠୁଏ ପାଣି

ନୂଆଗଡ଼,୨୦।୮: ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ସ୍କୁଲ ପଡ଼ିଆ ପାଲଟିଛି କୃତ୍ରିମ ପୋଖରୀ। ବିଦ୍ୟାଳୟ ସମ୍ମୁଖ ଆଣ୍ଠୁଏ ପାଣି ପଶି ସ୍କୁଲକୁ ଯାଉଛନ୍ତି ଛାତ୍ରୀଛାତ୍ର। ଗଜପତି ଜିଲା ନୂଆଗଡ଼ ବ୍ଲକ ଅନ୍ତର୍ଗତ ଭ୍ରମରପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପରିସରରେ…

ସଙ୍କୁଚିତ ସ୍ମାର୍ଟ ରାସ୍ତା ସମ୍ପୂର୍ଣ୍ଣ ପାଇଁ ୨ ମାସ ବଢ଼ିଲା ଅବଧି

ବ୍ରହ୍ମପୁର ଅଫିସ,୨୦।୮: ବ୍ରହ୍ମପୁର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ସହରର ୫ଟି ସ୍ଥାନରେ ସ୍ମାର୍ଟ ରାସ୍ତା କାର୍ଯ୍ୟ ଚାଲିଛି। କିନ୍ତୁ ଏଥି ନିମନ୍ତେ ଅବଧି ସମୟ ଶେଷ ହୋଇଥିବା ସତ୍ତ୍ୱେ ଏ ଯାଏ କୌଣସି ଗୋଟିଏ ବି ରାସ୍ତା କାର୍ଯ୍ୟ ଶେଷ…

ଛେଚୁଛି ବର୍ଷା, ବଢୁଛି ଭୟ

ଭୋଗରାଇ, ୨୦।୮(ଡି.ଏନ.ଏ.): ଉତ୍ତରପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଓଡିଶା-ପଶ୍ଚିମବଙ୍ଗ ଦୀଘା ଉପକୂଳ ମୁହାଁ ହେଉଥିବାରୁ ପ୍ରଶାସନ ପକ୍ଷରୁ ବାଲେଶ୍ୱର ଜିଲାରେ ସତର୍କ ସଂକେତ ଜାରି କରାଯାଇଛି l ଲଘୁଚାପ ସହିତ ଦକ୍ଷିଣ ପଶ୍ଚିମ ମୌସମୀ ବାୟୁ ଯୋଗୁ ଜିଲାରେ ଅବିଶ୍ରାନ୍ତ ବର୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?