ଆମ ଜିଲା ଖବର

ଲଘୁଚାପଜନିତ ବର୍ଷା ବଢ଼ାଇଲା ଦୁର୍ଦ୍ଦଶା

କୁଜଙ୍ଗ,୨୦।୮(ଡି.ଏନ୍‌.ଏ.): କୁଜଙ୍ଗ ବ୍ଲକରେ ୫ ଦିନ ହେବ ଜଳବନ୍ଦୀ ଥିବା ବନ୍ୟାବିପନ୍ନଙ୍କ ଦୁର୍ଦ୍ଦଶା ବଢ଼ିଯାଇଛି। ଗୁରୁବାର ରାତିରୁ ପୁନର୍ବାର ଲଘୁଚାପଜନିତ ବର୍ଷା ଆରମ୍ଭ ହୋଇଛି। ଏନେଇ ସେମାନଙ୍କ ଚିନ୍ତା ବଢ଼ିଯାଇଛି। କୁଜଙ୍ଗ ବ୍ଲକର ୧୦ ପଞ୍ଚାୟତର ପ୍ରାୟ ୧୩ ହଜାର ଲୋକ…

ବନ୍ୟାବିପନ୍ନଙ୍କ ଦୁର୍ଦ୍ଦଶା ବଢ଼ାଇଲା ଲଘୁଚାପ

ଅନୁଗୋଳ ଅଫିସ/ ଆଠମଲ୍ଲିକ, ୨୦ା୮: ଅନୁଗୋଳ ଜିଲାରେ ବନ୍ୟା ପାଣି ହ୍ରାସ ହେଉଥିବାବେଳେ ଶୁକ୍ରବାର ଲଗାଣ ବର୍ଷା ବିପନ୍ନଙ୍କ ଦୁଃଖ ଦୁର୍ଦ୍ଦଶା ବଢ଼ାଇ ଦେଇଛି। ବିଶେଷକରି ଅନୁଗୋଳ ବ୍ଲକ ଅଞ୍ଚଳରେ ୧୩୩ ମିଲିମିଟର ବର୍ଷା ରେକର୍ଡ କରାଯାଇଥିବାରୁ ଦିନ ତମାମ ବହୁ…

ବର୍ଷାରେ ଅସ୍ତବ୍ୟସ୍ତ ଅନୁଗୋଳ

ଅନୁଗୋଳ ଅଫିସ, ୨୦ା୮: ଭୋର୍‌ ସମୟରୁ ଜାରି ରହିଛି ଭୀଷଣ ବର୍ଷା। ବିଜୁଳି, ଘଡ଼ଘଡ଼ି ସହ ତୁହାକୁ ତୁହା ବର୍ଷାରେ ଶୁକ୍ରବାର ଅସ୍ତବ୍ୟସ୍ତ ହୋଇପଡ଼ିଛି ଅନୁଗୋଳ। ଜିଲାରେ ସାଧାରଣ ଜୀବନଯାତ୍ରା ବାଧାପ୍ରାପ୍ତ ହୋଇଥିବାବେଳେ ଅନୁଗୋଳ ସହରରେ ସୃଷ୍ଟି ହୋଇଛି ଜଳବନ୍ଦୀ ଅବସ୍ଥା।…

୧୫୯ ପଞ୍ଚାୟତର ୩୯, ୭୯୩ ଲୋକ ପ୍ରଭାବିତ

ଜଗତ୍‌ସିଂହପୁର ଅଫିସ, ୨୦।୮: ଜଗତ୍‌ସିଂହପୁର ଜିଲା ପ୍ରଶାସନର ଆକଳନ ଅନୁଯାୟୀ, ଶୁକ୍ରବାର ସୁଦ୍ଧା ଜିଲାର ୧୫୯ ପଞ୍ଚାୟତ ଅନ୍ତର୍ଗତ ୬୨୦ଟି ଗ୍ରାମର ୩୯,୭୯୩ ଲୋକ, ୧୭,୭୬୦ ଗୋସମ୍ପଦ ବନ୍ୟା ଦ୍ୱାରା ପ୍ରଭାବିତ ହୋଇଛନ୍ତି। ସେଥିମଧ୍ୟରୁ ୨୫ଟି ଗାଁ ଜଳାର୍ଣ୍ଣବ ହୋଇଥିବେଳେ ସେଠାରେ…

ଧୋୟାଞ୍ଚଳ ଜଳାର୍ଣ୍ଣବ, ବ୍ୟାପକ ଫସଲହାନି

ପଟ୍ଟାମୁଣ୍ଡାଇ,୨୦।୮(ସ୍ବ.ପ୍ର.): କେନ୍ଦ୍ରାପଡ଼ା ନିର୍ବାଚନ ମଣ୍ଡଳୀ ପଟ୍ଟାମୁଣ୍ଡାଇ ଧୋୟାଞ୍ଚଳ ବାରମ୍ବାର ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଜଳାର୍ଣ୍ଣବ ହୋଇପଡିଛି। ବ୍ରାହ୍ମଣୀ ନଦୀ ଫୁଲିବା ଯୋଗୁ ଚାଷ ଜମି ବନ୍ୟା ପାଣିରେ ଘେରରେ ରହିଥିବା ବେଳେ ବହୁ ଖାଲୁଆ ସ୍ଥାନରେ ରାସ୍ତାଘାଟ ବୁଡି…

ବିଲୁପ୍ତ ହୋଇଯିବ ମନ୍ତ୍ରୀପଡ଼ାର କଣ୍ଢେଇ ନାଚ

ଡେରାବିଶ,୨୦।୮ (ସ୍ବ.ପ୍ର.): ପ୍ରାଚୀନ ଲୋକକଳା ଓଡ଼ିଶାର ସଂସ୍କୃତିକୁ ରୁଦ୍ଧିମନ୍ତ କରିଛି। ଏହି ଲୋକକଳା ମାଧ୍ୟମରେ ରାଜ୍ୟର ବିଭିନ୍ନ ଅଞ୍ଚଳର କଳା, ସଂସ୍କୃତି, ବୈଭବ ଓ ସାମାଜିକ ବ୍ୟବସ୍ଥାର ଏକ ସ୍ବତନ୍ତ୍ର ପରିଚୟ ସାରା ରାଜ୍ୟରେ ରହିଛି, ଯାହାକି ଆଗାମୀ ଯୁବ ପିଢ଼ିଙ୍କ…

ପାଠପଢ଼ା ପାଇଁ ଜୀବନ ବାଜି

ଦଶମନ୍ତପୁର, ୨୦ା୮(ଡି.ଏନ୍‌.ଏ.): ଆଜି ବି ଏମିତି ପଞ୍ଚାୟତ ଏବଂ ଦୁର୍ଗମ ଗ୍ରାମାଞ୍ଚଳ ରହିଛି ଯେଉଁଠିକୁ ରାସ୍ତାଟିଏ ନାହିଁ। ଫଳରେ ଲୋକେ ନାହିଁ ନ ଥିବା ଅସୁବିଧା ଭୋଗୁଛନ୍ତି। ବିଦ୍ୟାଳୟକୁ ପାଠ ପଢ଼ିବାକୁ ଯିବାକୁ ହେଲେ ଛାତ୍ରୀଛାତ୍ରମାନେ ଜୀବନକୁ ବାଜି ଲଗାଇ ନଦୀ…

ଘରୋଇ ଚିକିତ୍ସାଳୟକୁ କାରଣ ଦର୍ଶାଅ ନୋଟିସ୍‌

କଟକ ଅଫିସ,୨୦ା୮: କଟକରେ ଡେଙ୍ଗୁ ମୃତ୍ୟୁକୁ ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ସମ୍ପୃକ୍ତ ଯୁବକଙ୍କର ଡେଙ୍ଗୁ ଚିହ୍ନଟ ହେବା ପରେ ସେ ଚିକିତ୍ସିତ ହେଉଥିବା ଘରୋଇ ଚିକିତ୍ସାଳୟକୁ ଶୁକ୍ରବାର କାରଣ ଦର୍ଶାଅ ନୋଟିସ ଜାରି କରାଯାଇଛି। ମିଳିଥିବା…

ମଧ୍ୟାହ୍ନଭୋଜନ ଖାଇ ୮୫ରୁ ଊର୍ଦ୍ଧ୍ୱ ପିଲା ଅସୁସ୍ଥ

କାମାକ୍ଷାନଗର, ୨୦।୮(ଡି.ଏନ୍‌.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ସୋଗର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶୁକ୍ରବାର ମଧ୍ୟାହ୍ନଭୋଜନ ଖାଇ ୮୫ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ର ଅସୁସ୍ଥ ହୋଇପଡ଼ିଛନ୍ତି। ପୋକରା ସୋୟା ବଡି ପାଇଁ ଏଭଳି ସ୍ଥିତି ଉପୁଜିଥିବା ପ୍ରଧାନ ଶିକ୍ଷୟିତ୍ରୀ, ଅଭିଭାବକ ଏବଂ…

ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ୧୦ମ ଶ୍ରେଣୀ ଛାତ୍ରୀ

ବାଲେଶ୍ୱର ଅଫିସ, ୨୦ା୮: ବାଲେଶ୍ୱର ଜିଲା ରେମୁଣା ବ୍ଲକ ଅଧୀନ କ୍ଷୀରଚୋରା ଗୋପୀନାଥ ମନ୍ଦିର ନିକଟସ୍ଥ ପାଟଣାରାଇପୁର ଗ୍ରାମର ବାପଛେଉଣ୍ଡ ୧୦ମ ଶ୍ରେଣୀ ଛାତ୍ରୀ ସୁଭଦ୍ରା ପଣ୍ଡା ନିଜର ପାଠପଢ଼ା, ଋଗ୍‌ଣ ମା’ଙ୍କୁ ଚିକିତ୍ସା, ଭାଙ୍ଗିଯାଇଥିବା ଘରକୁ ସଜାଡ଼ିବା ଲାଗି ମୁଖ୍ୟମନ୍ତ୍ରୀଙ୍କୁ…

ସାନଭାଇକୁ ମାରିବାକୁ ଦେଇଥିଲେ ଲକ୍ଷେ ଟଙ୍କାର ସୁପାରି

ବଲାଙ୍ଗୀର ଅଫିସ,୨୦ା୮: ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ପରିସରରେ ଗତ ୧୬ ତାରିଖ ସକାଳେ ଘଟିଥିବା ଅଜୁ ଦୋରା (୨୫) ହତ୍ୟା ଘଟଣାର ରହସ୍ୟ ଉନ୍ମୋଚନ କରିବାରେ ପୋଲିସ ସଫଳ ହୋଇଛି। ପାରିବାରିକ କଳହ ସାଂଘାତିକ ରୂପ ନେବା ପରେ…

୧୭ ପିଲା, ଶିକ୍ଷକ ଗୁରୁତର

ଦେବଗଡ଼, ୨୦ା୮(ଡି.ଏନ୍‌.ଏ.): ଦେବଗଡ଼ ଜିଲା ତିଲେଇବଣି ବ୍ଲକ କୁଟୁରାପସି ପ୍ରାଥମିକ ବିଦ୍ୟାଳୟ ଉପରେ ବଜ୍ରପାତ ହେବାରୁ ୧୭ ଛାତ୍ରୀଛାତ୍ରଙ୍କ ସମେତ ଶିକ୍ଷକ ଗୁରୁତର ଆହତ ହୋଇଛନ୍ତି। ଶୁକ୍ରବାର ଅପରାହ୍ନ ପ୍ରାୟ ଗୋଟାଏ ସମୟରେ ଶ୍ରେଣୀ କୋଠରୀରେ ପାଠପଢ଼ା ଚାଲିଥିବାବେଳେ ଏହି ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?