ଆମ ଜିଲା ଖବର

ଆୟକର ଅଧିକାରୀ ଗିରଫ: ୫ ଲକ୍ଷ ଲାଞ୍ଚ ନେଇ ପଡ଼ିଥିଲେ ଧରା

ଖୋର୍ଦ୍ଧା ଅଫିସ,୨୫।୯: ଜଣେ ସୁନା ଦୋକାନୀଙ୍କଠାରୁ ୫ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ଶନିବାର ଖୋର୍ଦ୍ଧା ଆୟକର ଅଧିକାରୀ ସୁମନ ସୁନ୍ଦର ସାହୁ ସିବିଆଇ ହାତରେ ଧରାପଡିଥିଲେ। ରବିବାର ତାଙ୍କୁ ଗିରଫ କରାଯାଇ କୋର୍ଟରେ ହାଜର କରାଯିବ ବୋଲି ସିବିଆଇ, ନୂଆଦିଲ୍ଲୀ…

କାଙ୍କଡ଼ପାଳରେ ଫାଙ୍କା ଗୁଳିମାଡ଼, ଭୟରେ ଛାତରୁ ଖସି ଜଣେ ଆହତ

ଢେଙ୍କାନାଳ ଅଫିସ,୨୫ା୯: ଢେଙ୍କାନାଳ ସଦରଥାନା କାଙ୍କଡ଼ପାଳ ଗାଁରେ ଶନିବାର ତିନି ରାଉଣ୍ଡ ଫାଙ୍କା ଗୁଳିମାଡ଼ ହୋଇଛି। ଭୟଭୀତ ଅବସ୍ଥାରେ ଛାତରୁ ଖସିପଡ଼ି ଜଣେ ଆହତ ହୋଇଛନ୍ତି। ସୂଚନାନୁଯାୟୀ, ଗତକାଲି ବିଳମ୍ବିତ ରାତିରେ କିଛି ଦୁର୍ବୃତ୍ତ ବାଇକ୍‌ରେ ଆସି କାଙ୍କଡ଼ପାଳ ଗାଁ ମଝିରେ…

ମ୍ୟୁନିସିପାଲଟି ମହିଳା କର୍ମଚାରୀଙ୍କୁ ହତ୍ୟା କରି ଫିଙ୍ଗିଦେଲ

ବଲାଙ୍ଗୀର ଅଫିସ,୨୫।୯: ବଲାଙ୍ଗୀର ମ୍ୟୁନିସିପାଲଟି ମହିଳା କର୍ମଚାରୀ ଅଷ୍ଟମୀ ବକୁଳ(୩୦)ଙ୍କ ବୀଭତ୍ସ ମୃତଦେହ ରବିବାର ବିଜାଖମନ ଆବର୍ଜନା ଟ୍ରିଟମେଣ୍ଟ ପ୍ଲାଣ୍ଟ ନିକଟରେ ପଡ଼ିଥିବା ଦେଖିବାକୁ ମିଳିଛି। ଅଷ୍ଟମୀଙ୍କ ଦେହରେ କ୍ଷତଚିହ୍ନ ରହିଥିବାରୁ ତାଙ୍କୁ କେହି ଧାରୁଆ ଅସ୍ତ୍ରରେ ଆକ୍ରମଣ କରି ହତ୍ୟା…

ଅବହେଳାର ଶିକାର ୨ ଅସହାୟ ପରିବାର

ଯାଜପୁର ଅଫିସ/କାଏମା (ଡି.ଏନ.ଏ.), ୨୫।୯: ଅସହାୟମାନଙ୍କ ଯେଭଳି କୌଣସି ଅସୁବିଧା ହେବ ନାହିଁ ସେଥିପାଇଁ ରାଜ୍ୟ ଓ କେନ୍ଦ୍ର ସରକାର ମିଳିତ ଭାବେ ଅନେକ କଲ୍ୟାଣକାରୀ ଯୋଜନା କରିଛନ୍ତି। କିନ୍ତୁ ଏହି ଯୋଜନାକୁ ଉପଯୁକ୍ତ ଭାବେ କାର୍ଯ୍ୟକାରୀ କରିବାକୁ ପ୍ରଶାସନିକ ଅଧିକାରୀ…

ଜବରଦଖଲରେ ଗଳିପୋଲ

ରସୁଲପୁର,୨୫।୯(ଡି.ଏନ.ଏ.): ରସୁଲପୁର ବ୍ଲକ ଅନ୍ତର୍ଗତ ବାରବାଟୀ ପଞ୍ଚାୟତ ଗଣେଶ ବଜାର ନିକଟସ୍ଥ ୧୬ନମ୍ବର ଜାତୀୟ ରାଜପଥ ଗଳିପୋଲକୁ ଜବରଦଖଲ କରାଯାଉଛି। ବ୍ୟବସାୟୀମାନେ ପରିବା ପରିବହନ କରିବାରେ ବ୍ୟବହାର କରୁଥିବା ଟ୍ରକ୍‌ ଓ ଛୋଟବଡ଼ ଗାଡିଗୁଡ଼ିକୁ ପୋଲ ତଳେ ପାର୍କିଂ କରି ଜାଗା…

ପୋଷ୍ଟମ୍ୟାନ୍‌ ସାଜିଛନ୍ତି ପୁଅ

ଢେଙ୍କାନାଳ ଅଫିସ୍‌, ୨୫।୯: ‘ବାପ ଥିଲା ପୁଅ ସଭାରେ ହାରେନା’। ଓଡ଼ିଆ ଘରେ ପ୍ରଚଳିତ ଏହି ଆପ୍ତବାକ୍ୟ ହିଁ ଜନ୍ମଦାତାଙ୍କ ଗୁରୁତ୍ୱ ବଖାଣିବାକୁ ଯଥେଷ୍ଟ। ହେଲେ ପକ୍ଷାଘାତରେ ପୀଡ଼ିତ ବାପାଙ୍କ ପାଇଁ ଜଣେ ପୁଅ ନିଜ ସ୍ବପ୍ନକୁ ଜଳାଞ୍ଜଳି ଦେଇଦେବା ଭଳି…

କାର୍ଯ୍ୟକ୍ଷମ ହେଉନି ହଳଦିଆପଦର ନୂତନ ବସ୍‌ଷ୍ଟାଣ୍ଡ

ଛତ୍ରପୁର,୨୫।୯(ଡି.ଏନ.ଏ.): ଗଞ୍ଜାମ ଜିଲାର ପ୍ରମୁଖ ବ୍ରହ୍ମପୁର ସହର ପାଇଁ ନିର୍ମିତ ହଳଦିଆପଦର ନୂତନ ବସ୍‌ଷ୍ଟାଣ୍ଡ ଉଦ୍‌ଘାଟନ ପରଠାରୁ ହିଁ କାର୍ଯ୍ୟକ୍ଷମ ହୋଇନି । ଫଳରେ ବର୍ଷବର୍ଷ ଧରି ଉକ୍ତ ନୂତନ ବସ୍‌ଷ୍ଟାଣ୍ଡକୁ ବସ୍‌ ଯାଉ ନ ଥିବାବେଳେ ସେଠାରେ ଅସାମାଜିକ ବ୍ୟକ୍ତିଙ୍କ…

ମାସେ ହେଲା ଓଟି କମ୍ପ୍ଲେକ୍ସ ବନ୍ଦ

ବ୍ରହ୍ମପୁର ଅଫିସ,୨୫।୯: ବ୍ରହ୍ମପୁର ବଡ ମେଡିକାଲରେ ରୋଗୀ ସେବାରେ ଉନ୍ନତି ଆଣିବା ପାଇଁ ଆନୁଷଙ୍ଗିକ ବ୍ୟବସ୍ଥାରେ ପରିବର୍ତ୍ତନ କରାଯାଉଛି। ପୁରୁଣା କୋଠାର ସମସ୍ତ ୱାର୍ଡକୁ ନୂତନ କୋଠାକୁ ସ୍ଥାନାନ୍ତର କରାଯାଇଛି। ରୋଗୀଙ୍କୁ ସୁପରସ୍ପେଶିଆଲିଟି ବିଭାଗର ସେବା ମଧ୍ୟ ପ୍ରଦାନ କରାଯାଉଛି। କୋଠାଗୁଡ଼ିକରେ…

ହିଟରରେ ରୋଷେଇ କରୁଛନ୍ତି ବିଦ୍ୟୁତ୍‌ କର୍ମଚାରୀ

ଔପଦା, ୨୫।୯: ବାଲେଶ୍ୱର ଜିଲା ଔପଦା ବିଦ୍ୟୁତ୍‌ ବିଭାଗ ପକ୍ଷରୁ ଷ୍ଟ୍ରକଚର ଗୃହରେ ଯନ୍ତ୍ରୀଙ୍କ ଉପସ୍ଥିତିରେ କର୍ମଚାରୀମାନେ ହିଟର ଲଗାଇ ରୋଷେଇ ପ୍ରସ୍ତୁତ କରୁଥିବା ଭିଡିଓ ଭାଇରାଲ ହେଉଛି। ଏହା ନିଷିଦ୍ଧାଞ୍ଚଳ ହୋଇଥିବା ବେଳେ ବିଭାଗର କର୍ମଚାରୀମାନେ ଉଚ୍ଚଶକ୍ତିସମ୍ପନ୍ନ ମେଶିନ ବସିଥିବା…

ଜିଲାରେ ବଢ଼ିଚାଲିଛି ଶିଶୁ, ମହିଳା ନିର୍ଯାତନା

ଭଦ୍ରକ ଅଫିସ,୨୫।୯: ମହିଳା ଓ ଶିଶୁମାନଙ୍କ ସୁରକ୍ଷା, ବିକାଶ ପାଇଁ ଉଭୟ କେନ୍ଦ୍ର ଏବଂ ରାଜ୍ୟ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରୁଛନ୍ତି। ମହିଳା ସଶକ୍ତୀକରଣ ଓ ସଚେତନତା ନେଇ ବିଭିନ୍ନ ପଦକ୍ଷେପ ନିଆଯାଉଛି। ଏସବୁ ଯୋଜନା ପାଇଁ କୋଟି କୋଟି…

ସାଜସଜ୍ଜା ଅପେକ୍ଷା ରୀତିନୀତିକୁ ଗୁରୁତ୍ୱ

ଜଗତସିଂହପୁର ଅଫିସ, ୨୫।୯: ଦୁର୍ଗାପୂଜା ନେଇ ଜଗତ୍‌ସିଂହପୁର ସହରରେ ଧୀରେ ଧୀରେ ପରିବେଶ ଚଳଚଞ୍ଚଳ ହେବାକୁ ଲାଗିଲାଣି। ମୂର୍ତ୍ତି, ମେଢ, ସାଜସଜ୍ଜା ଆଦି କିପରି ଅଧିକ ଆକର୍ଷଣୀୟ ହେବ ସେନେଇ ବିଭିନ୍ନ ପୂଜା କମିଟି ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି।…

ସରୁନି ଅଙ୍ଗନୱାଡି କେନ୍ଦ୍ର ନିର୍ମାଣ କାର୍ଯ୍ୟ

ଜଟଣୀ,୨୫।୯(ଡି.ଏନ୍‌.ଏ.): ଶିକ୍ଷାର ବିକାଶ ସହିତ ବିଦ୍ୟାଳୟଗୁଡିକର ଭିତ୍ତିଭୂମି ସୁଦୃଢ କରିବା ପାଇଁ ସରକାର ଅନେକ ଯୋଜନା କରୁଛନ୍ତି। ତେବେ ଅନେକ ସମୟରେ ବିଭାଗୀୟ ଅଧିକାରୀ ଅବହେଳା ଓ ରାଜନୈତିକ ଇଚ୍ଛାଶକ୍ତି ଅଭାବରୁ ଏଥିରେ ବ୍ୟତିକ୍ରମ ହୋଇଥାଏ। ଜଟଣୀ ପୌରାଞ୍ଚଳର କୁଦିଆରୀ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?