ଭାଜପା ଶାସନରେ ଅନ୍ଧକାରକୁ ଚାଲିଯାଇଛି ଛାତ୍ରୀଛାତ୍ରଙ୍କ ଭବିଷ୍ୟତ: ଧର୍ମେନ୍ଦ୍ରଙ୍କ କୁଶପୁତ୍ତଳିକା ଦାହ
ବରଗଡ,୧୫।୫(ପ୍ରେମାନନ୍ଦ ଖମାରୀ): ସର୍ବଭାରତୀୟ ଏନଇଇଟି ପରୀକ୍ଷାରେ ପ୍ରଶ୍ନପତ୍ର ଲିକ ଘଟଣା ଏବେ ଚର୍ଚ୍ଚାର ବିଷୟ ହୋଇଛି । ଦେଶବ୍ୟାପୀ ଏହାକୁ ନେଇ ବିରୋଧ, ପ୍ରତିବାଦ ତେଜି ଉଠିଛି । ବରଗଡ଼ ଜିଲା ଆମ ଆଦମୀ ପାର୍ଟି (ଏଏପି) ଏହାର ନ୍ୟାୟିକ ତଦନ୍ତ…
ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ କାର୍ଯ୍ୟାଳୟରେ ଅବ୍ୟବସ୍ଥା, ଡ୍ୟୁଟି ସମୟରେ କର୍ମଚାରୀ ଖେଳୁଛନ୍ତି ଲୁଡୁ!
କଟକ,୧୫ା୫(ଶିଳ୍ପା ପ୍ରିୟଦର୍ଶିନୀ): କଟକ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କ କାର୍ଯ୍ୟାଳୟରେ ଅବ୍ୟବସ୍ଥା ଦେଖାଦେଇଛି। ଏପରିକି କର୍ମଚାରୀମାନେ ଡ୍ୟୁଟି ସମୟରେ କାର୍ଯ୍ୟାଳୟ ମୁଖ୍ୟ ଫାଟକର ପ୍ରବେଶ ପଥ ନିକଟରେ ରୁଣ୍ଡହୋଇ ମୋବାଇଲରେ ଲୁଡ଼ୁ ଖେଳୁଥିବା ନଜରକୁ ଆସିଛି। କାର୍ଯ୍ୟାଳୟକୁ ଆସିଥିବା କେତେଜଣ ଲୋକ ଏହାର…
ବରଗଡ଼ ଦେଇ ଚାଲିବ କୋରାପୁଟ-ପୁରୀ ଏକ୍ସପ୍ରେସ୍: ଶ୍ରୀକ୍ଷେତ୍ରକୁ ଶ୍ରାବର ଶ୍ରୀକ୍ଷେତ୍ର ସହ ଯୋଡ଼ିବ
ବରଗଡ଼,୧୫।୫(ପ୍ରେମାନନ୍ଦ ଖମାରୀ):ଆଗାମୀ ଦିନରେ କୋରାପୁଟ-ପୁରୀ ଭାୟା ନରାଜ, ସମ୍ବଲପୁର, ବରଗଡ଼, ଏକ୍ସପ୍ରେସ ଟ୍ରେନ୍ ଚଳାଇବା ପାଇଁ ପୂର୍ବତଟ ରେଳପଥ ନିଷ୍ପତ୍ତି ନେଇଛି। ଏଥିପାଇଁ ରେଳ ମନ୍ତ୍ରଣାଳୟ ସ୍ବୀକୃତି ପ୍ରଦାନ କରି ସାରିଛି ବୋଲି ବରଗଡ଼ ଜିଲା ରେଳ ଉପଭୋକ୍ତା ସଂଘ ସଭାପତି…
ବୀରମହାରାଜପୁରରେ ପେଟ୍ରୋଲ-ଡିଜେଲ ଅଭାବ; ଅଧା ପମ୍ପ ବନ୍ଦ, ଅଧାରେ ଲମ୍ବା ଲାଇନ୍
ଅମରପାଲି,୧୫।୫(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲାର ବୀରମହାରାଜପୁର ଅଞ୍ଚଳରେ ହଠାତ୍ ପେଟ୍ରୋଲ ଓ ଡିଜେଲ ଅଭାବ ଦେଖାଦେବାରୁ ସ୍ଥାନୀୟ ଜନଜୀବନରେ ଭାରୀ ପ୍ରଭାବ ପଡ଼ିଛି। ଅନେକ ପେଟ୍ରୋଲ ପମ୍ପ ବନ୍ଦ ହୋଇଥିବା ବେଳେ, ଚାଲୁଥିବା ପମ୍ପଗୁଡ଼ିକରେ ଉପଭୋକ୍ତାଙ୍କ ଲମ୍ବା ଲାଇନ୍ ଦେଖିବାକୁ ମିଳୁଛି।…
ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ୱିତ ହେଲେ ଝାରବନ୍ଧ ଥାନା IIC
ବରଗଡ଼,୧୪।୫(ପ୍ରେମାନନ୍ଦ ଖମାରୀ): ପୋଲିସ ବିଭାଗ ପକ୍ଷରୁ ଗୁରୁବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବରଗଡ଼ ଜିଲା ଝାରବନ୍ଧ ଥାନା IIC ସୁକ୍ରା ମାଢ଼ୀଙ୍କୁ କାର୍ଯ୍ୟରୁ ନିଲମ୍ୱିତ କରାଯାଇଛି। କର୍ତ୍ତବ୍ୟରେ ଅବହେଳା ଅଭିଯୋଗ ସାଙ୍ଗକୁ ଗଞ୍ଜେଇ ଡିଲ୍ ବେଳେ ଧରାପଡ଼ିବା ନେଇ…
ଦିଲ୍ଲୀ ଯିବ ଗ୍ରୀଷ୍ମକାଳୀନ ସ୍ୱତନ୍ତ୍ର ଟ୍ରେନ୍
ଜୟପୁର,୧୪ା୫(ପବନ ପାଣିଗ୍ରାହୀ): ଛତିଶଗଡ଼ର ଜଗଦଲପୁରଠାରୁ ଦିଲ୍ଲୀକୁ ୨୧ ତାରିଖରେ ସ୍ୱତନ୍ତ୍ର ଗ୍ରୀଷ୍ମକାଳୀନ ଏକ୍ସପ୍ରେସ ଟ୍ରେନ ଚଳାଚଳ କରିବାକୁ ରେଳ ବିଭାଗ ପକ୍ଷରୁ ଘୋଷଣା କରାଯାଇଛି। ଏହି ଟ୍ରେନ ଜଗଦଲପୁରରୁ ୨୧ ତାରିଖ ପୂର୍ୱାହ୍ନ ୧୧ଟାରେ ଯାତ୍ରା ଆରମ୍ଭ କରି କୋରାପୁଟ ଷ୍ଟେଶନରେ…
ବରଗଛ ଭାଙ୍ଗି ରାସ୍ତା ଅବରୋଧ
କୋରାପୁଟ,୧୪ା୫(ଅମିତାଭ ବେହେରା): କୋରାପୁଟ ସହରର ୨୬ନଂ.ଜାତୀୟ ରାଜପଥ ପାର୍ଶ୍ୱ ତଥ କଳାନିକେତନ ଛକ ନିକଟରେ ଏକ ପୁରୁଣା ବରଗଛ ଭାଙ୍ଗି ପଡ଼ିବାରୁ ରାସ୍ତା ଅବରୋଧ ହୋଇଥିଲା। ହେଲେ ପାଖରେ ଥିବା ବିଦ୍ୟୁତ୍ ଖୁଣ୍ଟ ସହ ଲୋକେ ଅଳ୍ପକେ ବର୍ତ୍ତି ଯାଇଛନ୍ତି। କଳାନିକେତନ…
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲା: ଭିଜିଲାନ୍ସ ଜାଲାରେ କନିଷ୍ଠଯନ୍ତ୍ରୀ
ଭଦ୍ରକ,୧୪ା୫(ସନାତନ ରାଉତ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଇଞ୍ଜିନିୟର ବିଜୟ କୁମାର ମହାନ୍ତିଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି। ଗୁରୁବାର ଆରଡିଛକସ୍ଥିତ ୩ ମହଲା ଘର ସମେତ ନରିପୁରସ୍ଥିତ କାଡା ଡିଭିଜନ କାର୍ଯ୍ୟାଳୟ ଉପରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା।…
ଶହିଦ ମାଧୋ ସିଂଙ୍କ ଉପରେ ଭୁଲତଥ୍ୟ ପ୍ରସଙ୍ଗ: ଏହି ବିଷୟକୁ ଗୁରୁତର ସହ ନେଇ ଏମିତି ନିର୍ଦ୍ଦେଶ ଦେଲେ ରାଜ୍ୟ ସରକାର
ବରଗଡ଼,୧୪।୫(ପ୍ରେମାନନ୍ଦ ଖମାରୀ): ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଦ୍ୱାରା ପ୍ରକାଶିତ ସପ୍ତମ ଶ୍ରେଣୀର ଓଡ଼ିଆ ପାଠ୍ୟପୁସ୍ତକ ସାହିତ୍ୟ ସୁମନରେ ଶହିଦ ମାଧୋ ସିଂଙ୍କ ଜୀବନୀ ଆଧାରିତ ପାଠରେ ରହିଥିବା ମୁଦ୍ରଣଗତତ ତ୍ରୁଟି ଗୁଡ଼ିକର ସଂଶୋଧନ ପାଇଁ ଯଥାଶୀଘ୍ର ପଦକ୍ଷେପ ନେବା ପାଇଁ…
ସପ୍ତମ ଶ୍ରେଣୀ ପାଠ୍ୟପୁସ୍ତକରେ ଶହିଦ ମାଧୋ ସିଂଙ୍କ ଭୁଲ ଇତିହାସ ସ୍ଥାନିତ: ଜିଲା ଶିକ୍ଷାଧିକାରୀ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ କଲେ…
ବଲାଙ୍ଗୀର,୧୪।୫ (ସୁନିଲ କୁମାର ମହାନ୍ତି): କୋସଲାଞ୍ଚଳର ମହାନ ସ୍ବାଧୀନତା ସଂଗ୍ରାମୀ ଶହିଦ ମାଧୋ ସିଂଙ୍କ ଜୀବନୀ ବିଷୟରେ ସ୍କୁଲ ପାଠ୍ୟ ପୁସ୍ତକରେ ଭୁଲ ତଥ୍ୟ ଦିଆଯାଇଥିବା ପ୍ରତିବାଦରେ ଗୁରୁବାର କୋଶଲ ରାଜ୍ୟ ମୁକ୍ତି ମୋର୍ଚ୍ଚା ପକ୍ଷରୁ ବଲାଙ୍ଗୀର ଜିଲା ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ…
ବୃଦ୍ଧଙ୍କ ମୃତଦେହ ପୋଖରୀରୁ ହେଲା ଉଦ୍ଧାର: ଗାଧୋଇବା ପାଇଁ ଯାଇ ହୋଇଯାଇଥିଲେ ନିଖୋଜ
ଦିଗପହଣ୍ଡି,୧୪।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମ ପୋଖରୀରେ ବୁଡ଼ିଯାଇ ଜଣେ ବୃଦ୍ଧ ମୃତ୍ୟୁବରଣ କରିଛନ୍ତି । ମୃତକ ଜଣକ ହେଲେ ଗୌତମୀ ଗ୍ରାମ ଗୋଲା ସାହି ର ଡି. କର୍ମା ପାତ୍ର(୮୫)। ଗୁରୁବାର ମଧ୍ୟାହ୍ନରେ ସେ…
ଆଇନଶୃଙ୍ଖଳାର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, ଅଧିକାରୀଙ୍କୁ ଦେଲେ କଡ଼ା ନିର୍ଦ୍ଦେଶ
ଭୁବନେଶ୍ୱର,୧୪।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାର ରାଜ୍ୟର ଆଇନଶୃଙ୍ଖଳା ବ୍ୟବସ୍ଥା ଉପରେ ସମୀକ୍ଷା କରିଛନ୍ତି। ମୁଖ୍ୟମନ୍ତ୍ରୀ ସଂଗଠିତ ଅପରାଧକୁ ସମ୍ପୂର୍ଣ୍ଣ ଭାବେ ନିୟନ୍ତ୍ରଣ କରିବାକୁ ଅଧିକାରୀଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। ଅପରାଧୀଙ୍କ ମଧ୍ୟରେ ଭୟ ସୃଷ୍ଟି କରି ପୋଲିସ ସାଧାରଣ…

