ଆମ ଜିଲା ଖବର

ମାନବିକତା ଦେଖାଇଲେ ଯୁବ ଗୋଷ୍ଠୀ

ଦେବଗଡ଼,୨୪।୯(ଡି.ଏନ୍‌.ଏ.): ଦେବଗଡ଼ ସହରାଞ୍ଚଳରେ ମାନବିକତା ଦେଖାଇଲେ ସ୍ବେଚ୍ଛାସେବୀ ଯୁବ ଗୋଷ୍ଠୀ। ସଡ଼କ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଜଣେ ଅସହାୟ ବୃଦ୍ଧଙ୍କ ମୃତ୍ୟୁ ପରେ ରୀତିନୀତିରେ ସ୍ମଶାନରେ କଲେ ଶବ ସତ୍କାର। ଖଇ କଉଡ଼ି ଠୁ ଯାବତୀୟ ସରଞ୍ଜାମ ସ୍ବତଃପ୍ରବୃତ ଯୋଗାଇ ଦେଲେ…

ଜିଏମ୍‌ୟୁ-ଭିମ୍‌ସାର ଏମ୍‌ଓୟୁ ସ୍ବାକ୍ଷର

ସମ୍ବଲପୁର,୨୪ା୯(ବ୍ୟୁରୋ): ଜେରିଆଟ୍ରିକ୍ସ ଓ ଜେରୋଣ୍ଟୋଲୋଜି କ୍ଷେତ୍ରରେ ଗବେଷଣା ଲାଗି ବୁର୍ଲା ଭିମ୍‌ସାର ଓ ଗଙ୍ଗାଧର ମେହେର ବିଶ୍ୱବିଦ୍ୟାଳୟ (ଜିଏମ୍‌ୟୁ) ମଧ୍ୟରେ ଏମ୍‌ଓୟୁ ସ୍ବାକ୍ଷର ହୋଇଛି। ଭିମ୍‌ସାର ନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟରେ ଜିଏମ୍‌ୟୁ କୁଳପତି ପ୍ରଫେସର ଏନ୍‌ ନାଗାରାଜୁ ଓ ଭିମ୍‌ସାର ନିର୍ଦ୍ଦେଶକ ପ୍ରଫେସର…

ଗ୍ରାମବାସୀଙ୍କ ଧାରଣା ପରେ ଶିକ୍ଷକ ବଦଳି ସ୍ଥଗିତ

ସରଣ୍ଡା, ୨୪ା୯(ଡି.ଏନ୍‌.ଏ .): ଅତାବିରା ବ୍ଲକ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ ସିଲାଟ ଗ୍ରାମବାସୀଙ୍କ ଧାରଣା ପରେ ଶିକ୍ଷକଙ୍କ ବଦଳିକୁ ବାତିଲ କରାଯାଇଛି। ଏହାପରେ ଗ୍ରାମବାସୀ ଧାରଣାରୁ ଉଠିଛନ୍ତି। ସୂଚନା ଅନୁସାରେ, ସିଲାଟ ୟୁଜିୟୁପି ସ୍କୁଲରେ ୧ମରୁ ୮ମଶ୍ରେଣୀ ପର୍ଯ୍ୟନ୍ତ ୨୯୦ ଛାତ୍ରୀଛାତ୍ର…

ଡାକବଙ୍ଗଳା ପୁନରୁଦ୍ଧାର କାର୍ଯ୍ୟ ବିଳମ୍ବିତ

ବାଉଁଶୁଣୀ, ୨୪।୯(ଡି.ଏନ୍‌.ଏ.): ବୌଦ୍ଧ ବ୍ଲକ ବାଉଁଶୁଣୀ ନିକଟ ଜାତୀୟ ରାଜପଥ ପାଶର୍‌ବରେ ବାଘନଦୀ କୂଳରେ ଥିବା ପୁରାତନ ଡ଼ାକବଙ୍ଗଳାର ପୁନରୁଦ୍ଧାର କାର୍ଯ୍ୟ ବିଳମ୍ବିତ ହେଉଛି। ଫଳରେ ଅଞ୍ଚଳର ବୁଦ୍ଧିଜୀବୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ପୁରାତନ ଡାକବଙ୍ଗଳାର ପୁନରୁଦ୍ଧାର କାର୍ଯ୍ୟ ଆରମ୍ଭ…

ଓସାରିଆ ହେବ ସୋନପୁର-ଡୁଙ୍ଗୁରିପାଲି ରାସ୍ତା

ସୋନପୁର,୨୪।୯(ନି.ପ୍ର.): ସୁବର୍ଣ୍ଣପୁର ଜିଲାର ଲାଇଫ ଲାଇନ କୁହାଯାଉଥିବା ସୋନପୁର-ବିନିକା-ରାମପୁର-ଡୁଙ୍ଗୁରପାଲି ମେଜର ଡିଷ୍ଟ୍ରିକ୍ଟ ରୋଡ(ଏମଡିଆର) ଓସାରିଆ ହେବ। ଅର୍ଜୁନପୁରରୁ ଡୁଙ୍ଗୁରିପାଲି ୫୪.୨୦୦ କିଲୋମିଟର ବିଶିଷ୍ଟ ଏହି ରାସ୍ତା ପାଇଁ ଦୁଇଟି ପର୍ଯ୍ୟାୟରେ ପ୍ରାୟ ୧୪୫ କୋଟି ଟଙ୍କାର ଟେଣ୍ଡର ଆହ୍ବାନ କରାଯାଇଛି। ଖୁବ୍‌ଶୀଘ୍ର…

ଡୁଗୁଡ଼ିପାରି ଗାଁକୁ ନାହିଁ ପକ୍କା ରାସ୍ତା, ହଟହଟା ଗ୍ରାମବାସୀ

ଜି.ଉଦୟଗିରି,୨୪ା୯(ଡି.ଏନ.ଏ.): ଜି.ଉଦୟଗିରି ବ୍ଲକର କଳିଙ୍ଗା ପଞ୍ଚାୟତ ଅନ୍ତର୍ଗତ ଡୁଗୁଡ଼ିପାରି ହେଉଛି ଏକ ରାଜସ୍ବ ଗ୍ରାମ। ଯାହାର ଜନସଂଖ୍ୟା ପ୍ରାୟ ଦୁଇ ହଜାର ପାଖାପାଖି। କିନ୍ତୁ ଦୁଃଖର ବିଷୟ ଏହି ଗ୍ରାମକୁ ଭଲ ରାସ୍ତାଟିଏ ନ ଥିବାରୁ ଆମ୍ବୁଲାନ୍ସ ଏପରିକି ସାମାନ୍ୟ ବର୍ଷା…

ନିଜସ୍ବ ପାଣ୍ଠିରେ ଗ୍ରାମବାସୀ ନିର୍ମାଣ କଲେ କାଠପୋଲ

ପାରଳାଖେମୁଣ୍ଡି,୨୪ା୯(ଡି.ଏନ୍‌.ଏ.): ଗାଁକୁ ନାହିଁ ପକ୍କା ରାସ୍ତା କିମ୍ବା ପୋଲ, ଦୋଳାରେ ବୁହା ହେଉଛନ୍ତି ରୋଗୀା ଏପରି ଦୈନନ୍ଦିନ ଅଭିଶପ୍ତ ଜୀବନ ଓ ଗମନାଗମନର ସମସ୍ୟା ଯୋଗୁ ଗ୍ରାମବାସୀ ନିଜସ୍ବ ପାଣ୍ଠି ସଂଗ୍ରହ କରି ନିର୍ମାଣ କଲେ କାଠପୋଲ। ଏହା ଦେଖିବାକୁ ମିଳିଛି…

ଛତ୍ରପୁରରେ ପରିମଳ ବ୍ୟବସ୍ଥା ବିପର୍ଯ୍ୟସ୍ତ

ଛତ୍ରପୁର,୨୪ା୯ (ଡି.ଏନ.ଏ.): ଛତ୍ରପୁର ଏନ୍‌ଏସିର ସାଧାରଣ ପରିଷଦ ବୈଠକ ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ପୌରୋହିତ୍ୟରେ ଗୁରୁବାର ଅନୁଷ୍ଠିତ ହୋଇଥିଲା। ବୈଠକରେ ସ୍ଥାନୀୟ ବିଧାୟକ ସୁବାସ ଚନ୍ଦ୍ର ବେହେରା,ଉପାଧ୍ୟକ୍ଷ ଜି.ପାପା ରାଓ, ନିର୍ବାହୀ ଅଧିକାରୀ ଉମାଶଙ୍କର ନାୟକ ମଞ୍ଚାସୀନ ଥିଲେ। ବୈଠକରେ ପରିମଳ,…

ନ୍ୟାୟ ପାଇଁ କ୍ୱାର୍ଟର୍ସ ଆଗରେ ସ୍ତ୍ରୀଙ୍କ ଧାରଣା

ବ୍ରହ୍ମପୁର ଅଫିସ,୨୪ା୯: ଅଧିକ ଯୌତୁକ ଦାବି ନେଇ ଜଣେ ରେଲଓ୍ବେ କର୍ମଚାରୀ ତାଙ୍କ ସ୍ତ୍ରୀଙ୍କୁ ମାନସିକ ଓ ଶାରୀରିକ ନିର୍ଯାତନା ଦେଇଥିବା ଶୁକ୍ରବାର ସରକାରୀ ରେଳବାଇ ଥାନାରେ ଅଭିଯୋଗ ହୋଇଛି। ପୋଲିସ ଘଟଣାର ତଦନ୍ତ କରୁଛି। ସେପଟେ ସ୍ତ୍ରୀ ସ୍ବପ୍ନା ନାୟକ…

ଜମିର ବେଞ୍ଚ ମାର୍କ ମୂଲ୍ୟାୟନ ତ୍ରୁଟିପୂର୍ଣ୍ଣ

ବ୍ରହ୍ମପୁର ଅଫିସ,୨୪ା୯: ତ୍ରୁୃଟିପୂର୍ଣ୍ଣ ବେଞ୍ଚ ମାର୍କ ମୂଲ୍ୟାୟନ ଯୋଗୁ ବ୍ରହ୍ମପୁର ସମେତ ଗଞ୍ଜାମ ଜିଲାର ବିଭିନ୍ନ ସ୍ଥାନରେ ଜମି ବିକାକିଣାରେ ସମସ୍ୟା ସୃଷ୍ଟି ହୋଇଛି। ସରକାରୀ ଅଧିକାରୀମାନେ ଠିକ୍‌ ଭାବେ ଅନୁଧ୍ୟାନ କରି ତ୍ରୁଟି ସଂଶୋଧନ ପାଇଁ ଗତ ଦୁଇ ବର୍ଷ…

ପଞ୍ଚାୟତ କାର୍ଯ୍ୟାଳୟ ପାଇଁ ୨୦ କି.ମି. ଯାତ୍ରା

ପାରାଦୀପ ୨୪l୯(ସ୍ବ.ପ୍ର.): ପାରାଦୀପ ଗଡ ପଞ୍ଚାୟତ ଓ ପୌରପାଳିକା ଉପାନ୍ତରେ ରହିଛି ଚନକଣ ନାମକ ବଙ୍ଗୀୟ ବସ୍ତି। ଏହାର ଭୌଗଳିକ ସୀମା କହିଲେ ତୈଳ ବିଶୋଧନାଗାର ଓ ପିପିଏଲ୍‌ କାରଖାନାର ମଧ୍ୟସ୍ଥଳକୁ ବୁଝାଏ। ପୂର୍ବ ଭାଗରେ ବଙ୍ଗୋପସାଗର, ପଶ୍ଚିମରେ କଂସାରୀପାଟିଆ ନଦୀ…

ବିପଦରେ ବହୁରୂପୀ ଏଣ୍ଡୁଅ ବଂଶ

ମହାକାଳପଡ଼ା, ୨୪ା୯(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ବତୀଘର ପଞ୍ଚାୟତ କଜଳପାତିଆ ଲୁଣା ଜଙ୍ଗଲରେ ପ୍ରଚୁର ପରିମାଣରେ ବହୁରୂପୀ ଏଣ୍ଡୁଅ (ଚାମେଲିୟନ ପ୍ରଜାତି) ଦେଖିବାକୁ ମିଳେ। ଏହି ବହୁରୂପୀ ଏଣ୍ଡୁଅ ପରିବେଶ ଅନୁକୂଳ ବାତାବରଣ ସୃଷ୍ଟି ହେଲେ ବଂଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?