ଆମ ଜିଲା ଖବର

ଧରଣୀଧର ସ୍ବୟଂ ଶାସିତ ମହାବିଦ୍ୟାଳୟର ଡିଗ୍ରୀ ଫଳାଫଳ ପ୍ରକାଶ

କେନ୍ଦୁଝର,୧୭ା୮(ସ୍ବ.ପ୍ର.): ସ୍ଥାନୀୟ ଧରଣୀଧର ସ୍ବୟଂ ଶାସିତ ମହାବିଦ୍ୟାଳୟର ଡିଗ୍ରୀ ରେଗୁଲାର ଓ ବ୍ୟାକ୍‌ ପରୀକ୍ଷା ଫଳ ପ୍ରକାଶ ପାଇଛି। କଳା, ବାଣିଜ୍ୟ, ବିବିଏ ଓ ବିଜ୍ଞାନରେ ସମୁଦାୟ ପାସ୍‌ ହାର ୯୩.୭୧ ପ୍ରତିଶତ ରହିଛି। କଳାରେ ପାସ୍‌ ହାର ୯୫.୮୮ ପ୍ରତିଶତ,…

ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଚାଷୀ

ବଲାଙ୍ଗୀର ଅଫିସ,୧୭।୮: କୃଷି ବୀମା କ୍ଷତିପୂରଣ ଦାବିରେ ବୁଧବାର ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ୩ଟି ବ୍ଲକର ଚାଷୀ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରିଛନ୍ତି। ଏହା ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଉଦ୍ଦେଶ୍ୟରେ ୪ ଦଫା ଦାବିପତ୍ର ପ୍ରଦାନ କରିଛନ୍ତି…

ଉଚ୍ଛେଦ ପ୍ରତିବାଦରେ ଉଠାଦୋକାନୀଙ୍କ ବିକ୍ଷୋଭ

ବାଲେଶ୍ୱର ଅଫିସ,୧୭।୮: ବାଲେଶ୍ୱର ସହର ଓଟି ରୋଡ଼ ସମ୍ପ୍ରସାରଣ ପାଇଁ ପ୍ରଶାସନ ପକ୍ଷରୁ ଉଚ୍ଛେଦ କରାଯାଉଛି। ଏହାକୁ ବିରୋଧ କରି ଉଠାଦୋକାନୀ ସଂଘ ବିିକ୍ଷୋଭ କରିଛନ୍ତି। ବାଲେଶ୍ୱର ସହରର ଓଡ଼ିିଶା ଟ୍ରଙ୍କ ରୋଡକୁ ୬ଟିକିଆ ରାସ୍ତା ନିର୍ମାଣର ଦ୍ୱାହିଦେଇ ବାଲେଶ୍ୱର ଟାଉନ…

ନଦୀରେ ଭାସିଗଲେ ବୃଦ୍ଧ

ଆରଡି,୧୭।୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧୂଷୁରୀ ଥାନା ଓ ଆରଡି ଫାଣ୍ଡି ଅଧୀନ ମୁଆଁ ଗ୍ରାମର ଘନଶ୍ୟାମ ଦାସ (୬୨) ବୁଧବାର ବନ୍ୟାରେ ଭାସିଯାଇ ନିଖୋଜ ଅଛନ୍ତି । ଗ୍ରାମବାସୀଙ୍କ କହିବା ଅନୁସାରେ ଘନଶ୍ୟାମ ବୈତରଣୀ ନଦୀବନ୍ଧରେ ଶୌଚ ହୋଇ ଫେରୁଥିବା ସମୟରେ…

ପାଣି ଘେରରେ ଫସିଥିବା ପ୍ରସୂତୀଙ୍କୁ ଉଦ୍ଧାର

ବୌଦ୍ଧ,୧୭।୮(ସ୍ବ.ପ୍ର.): ବୌଦ୍ଧ ଜିଲା ଭେଜିଗୋରା ଗ୍ରାମର ଜଣେ ପ୍ରସୂତୀ ଏବଂ ଅସୁସ୍ଥ ମହିଳା ମହାନଦୀ ବନ୍ୟାଜଳରେ ୪ ଦିନ ହେଲା ଫସି ରହିଥିଲେ । ପାଣି ଘେରରେ ଥିବା ଗର୍ଭବତୀ ମହିଳା ଏବଂ ଅନ୍ୟ ଜଣେ ଗୁରୁତର ଅସୁସ୍ଥ ଥିବା ମହିଳାଙ୍କୁ…

ମୁଣ୍ଡଳୀରେ ଖସୁଛି ଜଳସ୍ତର

କଟକ ଅଫିସ,୧୭।୮: ରାଜ୍ୟରେ ଲଘୁଚାପ ଜନିତ ବର୍ଷା ଯୋଗୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଫଳରେ ଅନେକ ଜିଲା ପାଣି ଘେରରେ ଅଛନ୍ତି। ତେବେ ମୁଣ୍ଡଳୀରେ ଜଳସ୍ତର ସାମାନ୍ୟ ଖସିଥିବା ଜଣାପଡିଛି। ହେଲେ ଏବେ ବି ମହାନଦୀ ବିପଦ ସଙ୍କେତ ଉପରେ…

ସମ୍ଭାବ୍ୟ ବନ୍ୟା ନେଇ ଏସ୍‌ଏମ୍‌ସିର ପ୍ରସ୍ତୁତି

ସମ୍ବଲପୁର,୧୭।୮(ବ୍ୟୁରୋ): ହୀରାକୁଦ ଜଳଭଣ୍ଡାରର ୪୦ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ ହେଉଛି। ଅନ୍ୟପଟେ ମଙ୍ଗଳବାର ସମ୍ବଲପୁର ମହାନଗର ନିଗମର କେତେକ ଅଞ୍ଚଳରେ ବର୍ଷା ହୋଇଛି। ଏସ୍‌ଏମ୍‌ସି ପକ୍ଷରୁ ସମ୍ଭାବ୍ୟ ବନ୍ୟା ମୁକାବିଲା ପାଇଁ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏସ୍‌ଏମ୍‌ସି…

ବନ୍ୟା ଉଜାଡ଼ିଲା ଜୀବିକା

ଅମ୍ବାଭୋନା,୧୭।୮(ଡି.ଏନ.ଏ): କ୍ରମାଗତ ଲଘୁଚାପ ଜନିତ ଲଗାଣ ବର୍ଷା ସାଙ୍ଗକୁ ଛତିଶଗଡ଼ କଲ୍‌ମା, ସାରାଡ଼ିହି, ସରଗୁଜା ବ୍ୟାରେଜ ଏବଂ ରାୟପୁର ସ୍ଥିତ ଗାଁଗରେଲ ଡ୍ୟାମ୍‌ରୁ ମହାନଦୀକୁ ଅଧିକ ବନ୍ୟାଜଳ ଛଡ଼ାଯିବା ଯୋଗୁ ମହାନଦୀରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଫଳରେ ହୀରାକୁଦ ଜଳଭଣ୍ଡାରର…

ମାଲକାନଗିରି ଜିଲାର ୬ ବ୍ଲକ ଡେଙ୍ଗୁ କବଳିତ

ମାଲକାନଗିରି, ୧୭।୮(ସ୍ବ.ପ୍ର.): ମାଲକାନଗିରି ଜିଲ୍ଲାରେ ଗତ କିଛି ମାସ ଧରି କ୍ରମାଗତ ଭାବେ ଡେଙ୍ଗୁ ରୋଗୀ ଚିହ୍ନଟ ହେବାରେ ଲାଗିଛି। ଜିଲାର ୬ଟି ବ୍ଲକରେ ଡେଙ୍ଗୁରୋଗୀ ଚିହ୍ନଟ ହୋଇଥିବା ଜଣାପଡିଛି। ଡେଙ୍ଗୁ ନିମନ୍ତେ ଚିତ୍ରକୋଣ୍ଡା ଓ ବାଲିମେଳା ଅଞ୍ଚଳରେ ସଚେତନତା କାର୍ଯ୍ୟକ୍ରମ…

ଭାସିଗଲା କଂଗ୍ରା-ଦୁଖୁଗୁଡା କଲଭର୍ଟ

ତେନ୍ତୁଳିଖୁଣ୍ଟି, ୧୭।୮(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ରେ ଲଗାଣ ବର୍ଷା ରେ ବ୍ୟାପକ କ୍ଷୟ କ୍ଷତି ଘଟିଛି। କେଉଁଠି ରାସ୍ତା ଧୋଇ ହୋଇ ଯାଇଛି ତ କେଉଁଠି ଗରିବଙ୍କ ବାସ ଗୃହ ଭୁଶୁଡିଛି। କ୍ଷୟକ୍ଷତିର ଆକଳନ ରାଜସ୍ବ ବିଭାଗ ସର୍କଲ…

ତେଲେଙ୍ଗିରି ୧, ମାଛକୁଣ୍ଡ ଜଳଭଣ୍ଡାରର ୨ ଗେଟ୍‌ ଖୋଲିଲା

କୋରାପୁଟ,୧୭।୮(ସ୍ବ.ପ୍ର.): ସୋମବାର କୋରାପୁଟ ଜିଲାରେ ୧୪୬୭.୨ ମିମି ବର୍ଷା ହୋଇଥିବାବେଳେ ଜିଲାର କୋଟପାଡ ବ୍ଲକରେ ସର୍ବାଧିକ ୨୯୩ ମିମି ବର୍ଷା ହୋଇଛି। ପ୍ରଥମ କରି ଜିଲାର ତେଲେଙ୍ଗିରି ପ୍ରକଳ୍ପର ପ୍ରଥମ ଗୋଟିଏ ଗେଟ ଖୋଲାଯାଇଥିବା ଜିଲା ଜରୁରୀ ବିଭାଗ ପକ୍ଷରୁ କୁହାଯାଇଛି…

୧୦୦ ପରିବାର ପାଣିଘେରରେ

ଆରଡ଼ି,୧୭।୮(ଡି.ଏନ.ଏ.): ଭଦ୍ରକ ଜିଲାର ଚାନ୍ଦବାଲି ବ୍ଲକର ଓଳଗ, ଆରଡି, ନାନ୍ଦପୁର, ସୁନ୍ଦରପୁର ଆଦି ପଞ୍ଚାୟତରେ ଥିବା ୧୦ଟି ଗାଁ ବନ୍ୟା ଦ୍ୱାରା ପ୍ରଭାବିତ ହୋଇଛି। ସୋମବାର ସନ୍ଧ୍ୟାରେ ବୋଡକ ନିକଟରେ ଏନ୍‌ଏଚ୍‌୨୦ ରାସ୍ତା ବୁଡ଼ିଯିବାରୁ ଆରଡ଼ି-ଯାଜପୁର ଗମନାଗମନରେ ବାଧା ଉପୁଜିଛି ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?