ଆମ ଜିଲା ଖବର

ଅବସର ନେଲେ ରାଜେନ୍ଦ୍ର କୁମାର, କେଏସୟୁବିର ନୂତନ ଅଧ୍ୟକ୍ଷ ଭାବେ ଦାୟିତ୍ୱ ନେଲେ କୁମୁନ୍ଦ ମହାପାତ୍ର

ଭଞ୍ଜନଗର,୩୧।୧(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ଅଧ୍ୟକ୍ଷ ରାଜେନ୍ଦ୍ର କୁମାର ଦାସ ଅଧ୍ୟକ୍ଷ ପଦବୀରୁ ଶନିବାର ଅବସର ନେଇଛନ୍ତି। ଏନେଇ ସନ୍ଧ୍ୟାରେ କଲେଜରେ ଆୟୋଜିତ ବିଦାୟ ସମ୍ବର୍ଦ୍ଧନା ସଭାରେ ଅଧ୍ୟକ୍ଷଙ୍କ କର୍ମମୟ ଜୀବନ ସମୟରେ ଏହି…

ଦାଦନ ସାଜିଲା କାଳ: କେରଳରୁ ଫେରିବା ବେଳେ ଯୁବକ ନିଖୋଜ, ମୁକ୍ତି ପାଇଁ ମଗାଯାଉଛି ଟଙ୍କା,ଶୁଖୁ ନାହିଁ…

ଥୁଆମୂଳ ରାମପୁର, ୩୧।୧ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଆଉ ପରିବାର ପ୍ରତିପୋଷଣର ଚିନ୍ତା ଜଣେ ଗରିବ ଯୁବକଙ୍କୁ ସୁଦୂର କେରଳକୁ ଟାଣି ନେଇଥିଲା। କିନ୍ତୁ ସେହି ଦାଦନ ଖଟିବା ଆଜି ଏକ ପରିବାର ପାଇଁ ଅଭିଶାପ ସାଜିଛି। କଳାହାଣ୍ଡି ଜିଲା…

ବାଇକ୍‌କୁ ଧକ୍କା ଦେଇ ଘୋଷାଡ଼ି ନେଲା ବୋଲେରୋ: ଚାଲିଗଲା ସ୍ବାମୀଙ୍କ ଜୀବନ, ସ୍ତ୍ରୀ ଗୁରୁତର

ଗୋଡ଼ଭଗା,୩୧ା୧(ସୁରେଶ ଦାଶ): ଗୋଡ଼ଭଗା ଫାଣ୍ଡି ଅନ୍ତର୍ଗତ ଗୋଡ଼ଭଗା ମାରୱାଡି ଧର୍ମଶାଳା ପାଖରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଥିରେ କଳାମାଟି ପଞ୍ଚାୟତ ମାଉଲିଭାଗର ହେମସାଗର (କୁବେର) ଛନ୍ଦ (୪୯)ଙ୍କ ମୃତ୍ୟୁ ଘଟିଥିବା ବେଳେ ସ୍ତ୍ରୀ ଚୂଡ଼ାବତୀ ଛନ୍ଦ ଗୁରୁତର…

ସୀମାନ୍ତ ଗ୍ରାମରେ ଗୋଷ୍ଠୀ କେନ୍ଦ୍ର ଉଦଘାଟନ କଲା ବ୍ଲକ ପ୍ରଶାସନ 

ପଟ୍ଟାଙ୍ଗି,୩୧।୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତର ସୀମାନ୍ତ ନେରିଡିବାଲସା ଗ୍ରାମରେ ବ୍ଲକ ପ୍ରଶାସନ ପକ୍ଷରୁ ନବନିର୍ମିତ ଗୋଷ୍ଠୀ କେନ୍ଦ୍ର ଗୃହକୁ ଉଦ୍‌ଘାଟନ କରି ସୀମାନ୍ତ ଗ୍ରାମବାସୀଙ୍କ ପାଇଁ ସମର୍ପିତ କରି ବିଭିନ୍ନ ଶିକ୍ଷା ଅନୁଷ୍ଠାନ…

ବରଗଡ଼ର ଗୌରବ: ମାଷ୍ଟର ଗେମ୍‌ରେ ସ୍ବର୍ଣ୍ଣ ପଦକ ହାତେଇଲେ ୨ଭଉଣୀ

ବରଗଡ଼,୩୧।୧(ପ୍ରେମାନନ୍ଦ ଖମାରୀ): ମହାରାଷ୍ଟ୍ରର ମିନାତାଇ ଠାକରେ ଷ୍ଟାଡିୟମ, ନାସିକରେ ପ୍ରଥମ ଯୁନାଇଟେଡ ନ୍ୟାସନାଲ ମାଷ୍ଟର୍ସ ଗେମ୍ସ ୨୦୨୬ ଅନୁଷ୍ଠିତ ହୋଇଯାଇଛି। ଗତ ୨୮ତାରିଖରୁ ଶନିବାର ପର୍ଯ୍ୟନ୍ତ ଚାଲିଥିବା ମାଷ୍ଟର ଗେମରେ ବରଗଡ଼ର ୨ଭଉଣୀ ଅରୁଣା ଘିବିଲା ଓ ଅନୁପମା ଘିବିଲା ସ୍ବର୍ଣ୍ଣ…

ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ୍‌ କୋର୍ଟ ପ୍ରତିଷ୍ଠା ଦାବି: ହାଇକୋର୍ଟ ଜଷ୍ଟିସଙ୍କ ସହ ଆଲୋଚନା

ଦିଗପହଣ୍ଡି, ୩୧।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିରେ ଅତିରିକ୍ତ ଜିଲା ଜଜ କୋର୍ଟ ପ୍ରତିଷ୍ଠା ପାଇଁସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ଦାବି କରାଯାଇଛି। ଶନିବାର ଅପରାହ୍ନରେ ଓକିଲ ସଂଘର ପ୍ରତିନିଧି ବୃନ୍ଦ ବ୍ରହ୍ମପୁର ସ୍ଥିତ ଗଞ୍ଜାମ ଜିଲା ଦୌରା…

ଆନ୍ଧ୍ର ପ୍ରଦେଶରେ ଦାଦନ ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ, ତଥ୍ୟ ସଂଗ୍ରହ କଲେ ଶ୍ରମ ଅଧିକାରୀ

ବଘିଆପଡ଼ା,୩୧।୧(ଶ୍ରୀକାନ୍ତ ସାହୁ): ଆନ୍ଧ୍ର ପ୍ରଦେଶକୁ ଦାଦନ ଖଟିବାକୁ ଯାଇଥିବା ବୌଦ୍ଧ ବ୍ଲକ ଟିକରପଡା ପଞ୍ଚାୟତର ବୁରଗୋରା ଗ୍ରାମର ଅରୁଣ ରଣବିଡାଙ୍କ ମୃତ୍ୟୁ ଘଟିଛି। ତାଙ୍କ ମୃତଦେହ ଜନ୍ମମାଟିକୁ ଆଣିବା ସହିତ ଆର୍ଥିକ କ୍ଷତିପୂରଣ ପ୍ରଦାନ ପାଇଁ ପାଣ ଗଣ୍ଡା ସମାଜ ବିକାଶ…

୧୧୨କୁ ଫୋନ କରନ୍ତୁ: ଅଗ୍ନିଶମ ଡିଜି

ଭୁବନେଶ୍ୱର,୩୧।୧: ଓଡ଼ିଶା ଅଗ୍ନିଶମ ବିଭାଗ ପକ୍ଷରୁ ଜନସାଧାରଣଙ୍କୁ ସଚେତନତା କରିବା ପାଇ ଶନିବାର ଏକ ନିଆରା ପ୍ରୟାସ ଆରମ୍ଭ କରାଯାଇଛି। ଅଗ୍ନିଶମ ଡିଜି ସୁଧାଂଶୁ ଷଡ଼ଙ୍ଗୀଙ୍କ ଉପସ୍ଥିତିରେ ଅଗ୍ନିଶମ କର୍ମଚାରୀ ନିଆଁ ଲିଭା କାର୍ଯ୍ୟ ସହ ଦୁର୍ଘଟଣାରେ କିପରି ଲୋକଙ୍କୁ ପ୍ରଥମେ…

ହୁକ ପକାଇ ଅବାଧରେ ବିଦ୍ୟୁତ୍‌ ଚୋରି, ବିଭାଗ ଜାଣି ଅଜଣା

ଗଞ୍ଜାମ,୩୧ା୧(ବିଦ୍ୟାଧର ସାହୁ): ଗଞ୍ଜାମ ସହର ଓ ଆଖପାଖ ଅଞ୍ଚଳରେ ଅବାଧରେ ବିଦ୍ୟୁତ୍‌ ଚୋରି ହେଉଥିଲେ ମଧ୍ୟ ଜାଣି ଅଜଣା ରହୁଛି ବିଦ୍ୟୁତ୍‌ ବିଭାଗ। ଗଞ୍ଜାମ ସହର ସାନ ବଜାର ଅଞ୍ଚଳ ଦୈନଦିନ ଖୁଣ୍ଟରୁ ହୁକ ପକାଇ ପାଣି ମଟର ଚାଲୁଥିବା ଦେଖିବାକୁ…

ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା ଘଟଣା: ACF ନିଲମ୍ବିତ

ବାଲିଗୁଡା,୩୧।୧:(ସଞ୍ଜୟ କୁମାର ପାଣିଗ୍ରାହୀ): ବହୁ ଚର୍ଚ୍ଚିତ କନ୍ଧମାଳ ଜିଲା ବାଲିଗୁଡ଼ା ବନଖଣ୍ଡ ଅଧୀନ ବେଲଘର ବନାଞ୍ଚଳରେ ହାତୀ ମତ୍ୟୁପରେ ଖଣ୍ଡଖଣ୍ଡ କରି କାଟି ମାଟି ତଳେ ପୋତିବା ଘଟଣାରେ ଶନିବାର ଜଙ୍ଗଲ ଓ ପରିବେଶ ମନ୍ତ୍ରଣାଳୟ ପକ୍ଷରୁ ACF ସୂର୍ଯ୍ୟକାନ୍ତ ବେହେରାଙ୍କୁ…

ସ୍କୁଲରେ ହଣାକଟା: ୯ମ ଶ୍ରେଣୀ ଛାତ୍ରଙ୍କୁ ହାଣିଲେ ୧୦ମ ଛାତ୍ର

ବାଲେଶ୍ୱର,୩୧ା୧(ବାଞ୍ଛାନିଧି ଦେ): ବିଦ୍ୟାଳୟ ପରିସର ଏବେ ଅସୁରକ୍ଷିତ ହୋଇପଡ଼ିଛି। କେଉଁଠି ଛାତ୍ର ବ୍ୟାଗରେ ବନ୍ଧୁକ ଆଣୁଛନ୍ତି ତ ଆଉ କେଉଁଠି ଛାତ୍ରଙ୍କ ହାତରେ ରହୁଛି ମାରଣାସ୍ତ୍ର। ଜଣେ ୯ମ ଶ୍ରେଣୀ ଛାତ୍ରଙ୍କୁ ଭୁଜାଲିରେ ହାଣିଛନ୍ତି ଜଣେ ୧୦ମ ଶ୍ରେଣୀ ଛାତ୍ର। ଏପରି…

ଭେଙ୍କଟପଲମ ମେଗା ପାନୀୟ ଜଳ ପ୍ରକଳ୍ପ: ପରିଦର୍ଶନ କଲେ ବିଧାନ ସଭା ଷ୍ଟାଣ୍ଡିଂ କମିଟି ସଦସ୍ୟ

କାଲିମେଳା,୩୧।୧(ଜୀବନକୃଷ୍ଣ ଦାସ ): ମାଲକାନଗିରି ଜିଲା କାଲିମେଳା ବ୍ଲକ ଭେଙ୍କଟପଲମ ପଞ୍ଚାୟତରେ ଚାଲିଥିବା ମେଗାପାନୀୟ ଜଳ ପ୍ରକଳ୍ପ କାର୍ଯ୍ୟ ପରିଦର୍ଶନ କରିଛନ୍ତି ବିଧାନସଭା ଷ୍ଟାଣ୍ଡିଂ କମିଟିର ସଦସ୍ୟ। କେନ୍ଦ୍ର ସରକାରଙ୍କ ପକ୍ଷରୁ ‘ହରଘର ନଳ ହରଘର ଜଳ’ ଯୋଜନା ମାଧ୍ୟମରେ ପ୍ରତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri