ଆମ ଜିଲା ଖବର

ଟ୍ରାକ୍ଟର – ଅଟୋ ଧକ୍କାରେ ମହିଳା ମୃତ ଘଟଣା: ଜ୍ବାଇଁଙ୍କ ଏତଲା ପରେ ଅଭିଯୁକ୍ତ ଟ୍ରାକ୍ଟର ଚାଳକଙ୍କୁ…

ଦିଗପହଣ୍ଡି/ଚିକିଟି,୧୪।୫(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଖୁଦୁଡ଼ି ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଗତ ମଙ୍ଗଳବାର ମଧ୍ୟାହ୍ନ ପ୍ରାୟ ୧୨ ଟାରେ ଯାତ୍ରୀବାହୀ ଅଟୋ (ନଂ. ଓଡ଼ି୦୭ ଏଟି -୫୦୭୮)କୁ ଏକ ଟ୍ରାକ୍ଟର (ନଂ. ଓଡ଼ି ୩୨…

ଯୋଜନା ନାଁରେ ହରିଲୁଟ୍, ଭଙ୍ଗା ମାଟିଘରେ ୭ ପ୍ରାଣୀଙ୍କ ଦୟନୀୟ ଜୀବନ

ଥୁଆମୂଳ ରାମପୁର,୧୪ା୫(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ଗରିବ ହିତାଧିକାରୀଙ୍କୁ ବିଭିନ୍ନ ସୁବିଧା ଯୋଗାଇ ଦେବା ପାଇଁ କୋଟି କୋଟି ଟଙ୍କାର ଯୋଜନା ହେଉଛି ସତ, ହେଲେ ଯୋଜନା ନାଁରେ ଚାଲିଛି ହରିଲୁଟ୍ ହେଉଥିବା ଅଭିଯୋଗ ହେଉଛି…

ମୁଖ୍ୟମନ୍ତ୍ରୀ, ବିଚାରପତିଙ୍କୁ ପୋଷ୍ଟ କାର୍ଡ ପଠାଇଲେ ଚାଷୀ

କୋକସରା,୧୪ା୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ପି-ପାସ୍‌ ପୋର୍ଟାଲ ଖୋଲିବା ଓ ପଞ୍ଜୀକରଣ ଦାବିରେ କୋକସରା କୃଷକ ସଚେତନ ମଞ୍ଚର ସଭାପତି ଚାଷୀନେତା ଶିବ ପ୍ରସାଦ ପ୍ରଧାନୀଙ୍କ ନେତୃତ୍ୱରେ ଅଞ୍ଚଳର ଶତାଧିକ ଚାଷୀଙ୍କ ନ୍ୟାୟ ପାଇଁ ମୁଖ୍ୟମନ୍ତ୍ରୀ ଓ ହାଇକୋର୍ଟଙ୍କ ମୁଖ୍ୟ ବିଚାରପତିଙ୍କୁ ପୋଷ୍ଟ…

ଛତ୍ରପୁରରେ ତେଲ ସଙ୍କଟ: ବାଇକ୍‌କୁ ୨୦୦, କାର୍‌କୁ ୫୦୦ ଟଙ୍କାର ତେଲ

ଛତ୍ରପୁର,୧୪ା୫(ଦିଲ୍ଲୀପ ସାମଲ): ଇରାନ ସହ ଆମେରିକାର ଓ ଇସ୍ରାଏଲର ଯୁଦ୍ଧ ପାଇଁ ଫେବୃଆରୀ ୨୮ ପରଠାରୁ ସାରା ବିଶ୍ୱରେ ଅର୍ଥନୈତିକ ସଙ୍କଟ ଜଟିଳ ହେବାରେ ଲାଗିଛି। ବିଶେଷକରି ଆରବ ଦେଶଗୁଡ଼ିକରୁ ବିଭିନ୍ନ ଦେଶକୁ ତୈଳ, ଗ୍ୟାସ ଓ ଅନ୍ୟାନ୍ୟ ସାମଗ୍ରୀ ପରିବହନ…

ସଂରକ୍ଷିତ ଗ୍ରାମ୍ୟ ଜଙ୍ଗଲରୁ ମୋରମ ଚୋରାଚାଲାଣ: ପ୍ରତିବାଦରେ ଧାରଣାରେ ବସିଲେ ସରପଞ୍ଚ

ଦିଗପହଣ୍ଡି,୧୪ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ଅନ୍ତର୍ଗତ ବିଭିନ୍ନ ସଂରକ୍ଷିତ ଗ୍ରାମ୍ୟ ଜଙ୍ଗଲରୁ କିଛି ମାଫିଆ ଲଗାତର ଭାବେ ମୋରମ ଚୋରା ଚାଲାଣ କରୁଥିବା ଅଭିଯୋଗ ହୋଇଛି। ଗତ ମଙ୍ଗଳବାର ବୁରିପଦର ଗ୍ରାମ୍ୟ ଜଙ୍ଗଲରୁ ଜେସିବିି…

ବଢୁଛି ତେଲ ସଙ୍କଟ: ଅଧଘଣ୍ଟା ଠିଆହେଲେ ମିଳୁଛି ୨୦୦ ଟଙ୍କାର ପେଟ୍ରୋଲ-ଡିଜେଲ

ଭଞ୍ଜନଗର,୧୪ା୫(ବାବୁଲା ପ୍ରଧାନ): ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଦେଶରେ ତେଲ ସଙ୍କଟ ବଢ଼ିଯାଇଛି। ଇତିମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପେଟ୍ରୋଲ ଓ ଡିଜେଲର ବ୍ୟବହାର ହ୍ରାସ କରିବା ସହ ଆଉ କିଛି ବ୍ୟବହାର କମାଇବାକୁ ସାଧାରଣ ଜନତାଙ୍କୁ ପରାମର୍ଶ ଦେଇଛନ୍ତି। ଇତିମଧ୍ୟରେ ମିତ୍ର…

ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଜଳିଗଲେ ଓଡ଼ିଆ ଶ୍ରମିକ, ଗାଁକୁ ଫେରୁଛି ମୃତଦେହ

ବଲାଙ୍ଗୀର,୧୪ା୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରୁ ଶ୍ରମିକମାନେ ନିଜ ପରିବାର ପୋଷଣ କରିବା ପାଇଁ ରାଜ୍ୟ ବାହାରକୁ ଦାଦନ ଖଟିବାକୁ ଯାଉଛନ୍ତି । ହେଲେ ଅନେକ ଶ୍ରମିକଙ୍କ ଜୀବନ ଯାଉଥିବା ମଧ୍ୟ ଖବର ସାମ୍ନାକୁ ଆସୁଛି । ବଲାଙ୍ଗିର ଜିଲା ତୁଷୁରା…

୧୫ ଫୁଟ ତଳକୁ ଖସିଲା ବାଇକ୍‌, ଭଉଣୀ-ଭାଇ ଗୁରୁତର

ମୋହନା,୧୪ା୫(ମନ୍ମଥ ମିଶ୍ର): ଭାରସାମ୍ୟ ହରାଇ ରାସ୍ତା ଉପରୁ ୧୫ ଫୁଟ ତଳକୁ ଏକ ବାଇକ୍‌ ଖସିପଡ଼ିବାରୁ ଭଉଣୀ-ଭାଇ ଗୁରୁତର ହୋଇଥିବାବେଳେ ଜଣେ ଆହତ ହୋଇଛନ୍ତି। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ ରେକାମେରା ଗାଁ…

ମେଗା ଜଳସେଚନ ଯୋଜନାରୁ ବାଦ୍‌ପଡ଼ିଛି କାଣ୍ଡସର, ଜଳସେଚନ କାର୍ଯ୍ୟାଳୟ ସମ୍ମୁଖରେ ଚାଷୀଙ୍କ ବିକ୍ଷୋଭ

ଦିଗପହଣ୍ଡି,୧୪ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗାଁକୁ ପାର୍ବତୀଗିରି ମେଗା ଉଠା ଜଳସେଚନ ପ୍ରକଳ୍ପ ଯୋଜନାରୁ ବାଦ୍‌ ଦିଆଯାଇଥିବା ପ୍ରତିବାଦରେ ଗାଁର ଚାଷୀକୁଳ ମେଳି ବାନ୍ଧିଛନ୍ତି। ଗୁରୁବାର ପୂର୍ବତନ ସରପଞ୍ଚ କେ.ସଞ୍ଜୀବ ରେଡ୍ଡୀଙ୍କ…

ବାରଣ୍ଡାରେ ଶୋଇଥିବା ବେଳେ କାମୁଡିଦେଲା ସାପ, ଚାଲିଗଲା ବୃଦ୍ଧଙ୍କ ଜୀବନ

ଗଜପତି,୧୪ା୫(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅନ୍ତର୍ଗତ କୁଜାସିଂ ପଞ୍ଚାୟତର ଲଣ୍ଡାହାତୀ ଗ୍ରାମରେ ସାପ କାମୁଡ଼ାରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ମୃତକ ହେଲେ ସେହି ଗ୍ରାମର ବିଜୟ ଭୁୟାଁ (୬୦)। ବିଳମ୍ବିତ ରାତିରେ ବିଜୟ ଘର…

ବିଦ୍ୟୁତ ଆଘାତରେ ବ୍ୟକ୍ତି ଗୁରୁତର, ବିଦେଇପୁର ବିଦ୍ୟୁତ କାର୍ଯ୍ୟାଳୟ ଆଗରେ ଗ୍ରାମବାସୀଙ୍କ ଧାରଣା

ବାସୁଦେବପୁର,୧୪।୫(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ବିଦେଇପୁର ୩୩ କେଭି ଷ୍ଟ୍ରକ୍ଚର ଠାରେ ବିଦ୍ୟୁତ ଆଘାତରେ ସହଦେଵ ତରେଇ ଆହତ ହୋଇଥିଲେ । ତାଙ୍କୁ କ୍ଷତିପୂରଣ ଦେବା ଦାବିରେ କରଞ୍ଜ ଆଡିଆର ଶତାଧିକ ଗ୍ରାମବାସୀ ବିଦେଇପୁର ବିଦ୍ୟୁତ କାର୍ଯ୍ୟାଳୟ ଆଗରେ…

ଜିତୁ ମୁଣ୍ଡାଙ୍କ କାହାଣୀକୁ ନେଇ ହେବ ଚଳଚ୍ଚିତ୍ର, ଚୁକ୍ତିକଲେ ନିର୍ଦ୍ଦେଶକ ଅଶୋକ ପତି

ପାଟଣା,୧୪।୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଡିଆନାଳି ଗ୍ରାମ ଚତୁରୀ ସାହିର ଜିତୁ ମୁଣ୍ଡା ମୃତ ଭଉଣୀ କାଲାରାଙ୍କ ନାମରେ ଥିବା ଟଙ୍କା ଉଠାଇବା ଲାଗି ପ୍ରମାଣ ଦେବାକୁ ଯାଇ ବ୍ୟାଙ୍କକୁ କଙ୍କାଳ ବୋହି ନେଇଥିଲେ। ଏହି ଘଟଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?