ଆମ ଜିଲା ଖବର

ଚିନ୍ତା ବଢ଼ାଉଛି ଜଳକା ବନ୍ୟା

ରୂପସା,୧୫।୮(ଡି.ଏନ.ଏ.): ବାଲେଶ୍ୱର ଜିଲାର ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀର ଜଳସ୍ତର ୩ଦିନ ଧରି ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି। ଫଳରେ ଏହି ନଦୀରେ ଆସିଥିବା ବନ୍ୟା ପାଇଁ ଜନସାଧାରଣଙ୍କ ଚିନ୍ତା ବଢ଼ି ଯାଇଛି। ରବିବାର ୭ଟି ପଞ୍ଚାୟତର…

୬୬୭.୩୨ କୋଟି ଟଙ୍କାର ପ୍ରକଳ୍ପ ଅନୁମୋଦନ

ବାଲେଶ୍ୱର ଅଫିସ,୧୫।୮: ବାଲେଶ୍ୱର ଜିଲାରେ ପାନୀୟ ଜଳ ଓ ଲୁଣା ବନ୍ଧ ପ୍ରକଳ୍ପ ପାଇଁ ଗତ ଶୁକ୍ରବାର ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ ବୈଠକରେ ମୋଟ୍‌ ୬୬୭.୩୨ କୋଟି ଟଙ୍କାର ପ୍ରକଳ୍ପ ଅନୁମୋଦିତ ହୋଇଥିବାରୁ ଜିଲା ବିଜେଡି ପକ୍ଷରୁ ଶନିବାର ସନ୍ଧ୍ୟାରେ ଆୟୋଜିତ…

ଭାରରେ ବୁହା ହେଲେ ରୋଗୀ

ମହାକାଳପଡ଼ା,୧୫ା୮(ଡି.ଏନ୍‌.ଏ.): ଭାରତ ସ୍ବାଧୀନତା ଲାଭର ୭୫ ବର୍ଷ ପରେ ବି ଗ୍ରାମାଞ୍ଚଳର ଲୋକଙ୍କୁ ମୌଳିକ ସୁବିଧା ମିଳିନି। କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ପେଟଚ୍ଛେଲା ପଞ୍ଚାୟତ ଶବରପଲ୍ଲୀ ଗାଁ ଜଙ୍ଗଲଘେରିକୁ ଭଲ ରାସ୍ତାଟିଏ ନାହିଁ। ଫଳରେ ଆମ୍ବୁଲାନ୍ସଟିଏ ଗାଁକୁ ଆସିପାରୁ ନ…

ଲୁଣାନଦୀରେ ବନ୍ୟା ଆଶଙ୍କା: ନଦୀକୂଳବାସୀ ଆତଙ୍କିତ

ଡେରାବିଶ, ୧୫ା୮(ସ୍ବ.ପ୍ର.): ଲଘୁଚାପଜନିତ ଲଗାଣ ବର୍ଷାରେ ମହାନଦୀ ସିଷ୍ଟମ୍‌ରେ ବନ୍ୟା ଆଶଙ୍କା ଦେଖାଦେଇଛି। ହୀରାକୁଦ ଡ୍ୟାମ୍‌ରୁ ଖୋଲାଯାଇଥିବା ୩୪ଟି ଗେଟ୍‌ ଯୋଗେ ପ୍ରବାହିତ ହେଉଥିବା ବନ୍ୟା ଜଳ ରବିବାର ସୁଦ୍ଧା ନରାଜଠାରେ ପହଞ୍ଚତ୍ଛି। ଏହି ବିନ୍ୟାଜଳ ନରାଜରୁ ନିଷ୍କାସନ ହେବା ପରେ…

ବ୍ୟାପକ ଅଞ୍ଚଳ ଜଳମଗ୍ନ

ଜଗତ୍‌ସିଂହପୁର ଅଫିସ/କୁଜଙ୍ଗ/ତିର୍ତ୍ତୋଲ/ବିରିଡ଼ି (ଡି.ଏନ୍‌.ଏ.), ୧୫ା୮: ଲଗାଣ ବର୍ଷା ଯୋଗୁ ଜିଲାର ବ୍ୟାପକ ଅଞ୍ଚଳ ଜଳମଗ୍ନ ହୋଇଯାଇଛି। ଅନେକ ସ୍ଥାନରେ ଚାଷଜମି ଦେଖିଲେ ସମୁଦ୍ର ପରି ଅନୁଭୂତ ହେଉଛି। କିଛି ସ୍ଥାନରେ କଚ୍ଚା ଘର ଭାଙ୍ଗିଯିବାରୁ ଏହି ପରିବାରଗୁଡିକ ବହୁ ମାତ୍ରାରେ ପ୍ରଭାବିତ…

ବୈତରଣୀ, କାଣୀ ନଦୀରେ ବନ୍ୟା

ଯାଜପୁର ଅଫିସ/ଝୁମ୍ପୁରୀ (ଡି.ଏନ୍‌.ଏ.),୧୫ା୮: ଯାଜପୁର ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଲଘୁଚାପଜନିତ ବର୍ଷା ଯୋଗୁ ଜିଲା ଦେଇ ପ୍ରବାହିତ ବୈତରଣୀ ନଦୀ ଫୁଲିବାରେ ଲାଗିଛି। ରବିବାର ସନ୍ଧ୍ୟା ୬ଟା ସୁଦ୍ଧା ବୈତରଣୀ ନଦୀର ଆନନ୍ଦପୁରଠାରେ ବିପଦ ସଙ୍କେତ ୩୮.୩୬ ମିଟର…

ଭୁଶୁଡ଼ିଲା ଓଭରବ୍ରିଜ୍‌

କେନ୍ଦୁଝର,୧୫ା୮(ସ୍ବ.ପ୍ର.): ବହୁ କୋଟି ଟଙ୍କା ବ୍ୟୟରେ ନିର୍ମିତ ବ୍ରିଜ୍‌ଟି ବର୍ଷାରେ ଭୁଶୁଡ଼ି ପଡ଼ିଛି। ଫଳରେ ଅଳ୍ପକେ ବର୍ତ୍ତି ଯାଇଛନ୍ତି ଲୋକେ। କବିତା ମେଡିକାଲ କଲେଜ ନିକଟ ରାସ୍ତାରେ ଥିବା ଓଭର ବ୍ରିଜ୍‌ଟି ରବିବାର ଭୁଶୁଡ଼ି ପଡ଼ିଥିଲା। ଫଳରେ ଏହାର ମାନକୁ ନେଇ…

ସ୍ବାଧୀନତା ସଂଗ୍ରାମୀ ସ୍ମାରକୀ ସ୍ତମ୍ଭ ଅବହେଳିତ

ଚଣ୍ଡିଖୋଲ,୧୫ା୮(ଡି.ଏନ.ଏ.): ସାରାଦେଶ ଏବେ ପାଳୁଛି ସ୍ବାଧୀନତାର ୭୫ତମ ଅମୃତ ମହୋତ୍ସବ। ଏଥିପାଇଁ ୩ ଦିନ ଧରି ପ୍ରତ୍ୟେକ ଘରେ ତ୍ରିରଙ୍ଗା ପତାକା ଉଡ଼ାଇବାକୁ ପ୍ରଧାନମନ୍ତ୍ରୀ ଆହ୍ବାନ କରିଛନ୍ତି। ଯେଉଁମାନଙ୍କ ତ୍ୟାଗ ଓ ବଳିଦାନରେ ଦେଶ ସ୍ବାଧୀନତା ଲାଭ କରିଥିଲା ସେମାନଙ୍କୁ ସ୍ମରଣ…

୨୦୧୯ ପର୍ଯ୍ୟନ୍ତ ଅନାଦେୟ ଇ-ଚାଲାଣ ପ୍ରତ୍ୟାହାର

କଟକ ଅଫିସ,୧୫ା୮: ରାଜ୍ୟର ବିଭିନ୍ନ ଯାନ ଉପରେ ୨୦୧୯ ଡିସେମ୍ବର ୩୧ ପର୍ଯ୍ୟନ୍ତ ଅନାଦେୟ ହୋଇ ପଡ଼ିରହିଥିବା ଇ-ଚାଲାଣଗୁଡ଼ିକୁ ପ୍ରତ୍ୟାହାର କରିନିଆଯାଇଛି। ଏ ନେଇ ରାଜ୍ୟ ପରିବହନ କର୍ତ୍ତୃପକ୍ଷ ବିଜ୍ଞପ୍ତି ମାଧ୍ୟମରେ ସୂଚନା ଦେଇଛନ୍ତି। ଓଡ଼ିଶା ରାଜ୍ୟ ଆଇନ ସେବା ପ୍ରାଧିକରଣ…

ସଂଗ୍ରାମୀଙ୍କ ଗାଁ ଅବହେଳିତ

ଖୋର୍ଦ୍ଧା ଅଫିସ,୧୫।୮: ‘ତୁମେ ରକ୍ତ ଦିଅ, ମୁଁ ତୁମକୁ ସ୍ବାଧୀନତା ଦେବି’ ସୁଭାଷ ବୋଷଙ୍କ ଏହି ଡାକରାରେ ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ଚମ୍ପାଇଲୋ ଗ୍ରାମର ୨୦ରୁ ଊର୍ଦ୍ଧ୍ୱ ସଂଗ୍ରାମୀ ଆଜାଦ୍‌ ହିନ୍ଦ୍‌ ଫୌଜରେ ସାମିଲ ହୋଇଥିଲେ। ସେମାନେ ବ୍ରିଟିଶ ବିରୋଧରେ…

ନାଟମଣ୍ଡପ ଉପରକୁ ଚଢ଼ିଗଲେ ଯୁବକ

ପୁରୀ ଅଫିସ,୧୫।୮: ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥା ନେଇ ପୁଣି ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ରବିବାର ଶ୍ରୀମନ୍ଦିର ନାଟମଣ୍ଡପ ଉପରିଭାଗ ତଥା ମଝିଦେଉଳ ଉପରକୁ ଜଣେ ଯୁବକ ଚଢ଼ିଯାଇଥିଲେ। ଚୂନରା ସେବାୟତ ଓ ଅଗ୍ନିଶମ ବାହିନୀର ମିଳିତ ଉଦ୍ୟମରେ ତାଙ୍କୁ ଉଦ୍ଧାର କରାଯାଇଛି।…

ରାମଗଡ଼ ଡଙ୍ଗା ଘାଟରେ କୁମ୍ଭୀର

ବୌଦ୍ଧ,୧୪ା୮(ସ୍ବ.ପ୍ର.): ଲଘୁଚାପ ବର୍ଷା ଯୋଗୁ ବୌଦ୍ଧ ଜିଲାରେ ବନ୍ୟା ପରିସ୍ଥିତି ଦେଖାଦେଇଛି। ମହାନଦୀର ବନ୍ୟା ଜଳ ବିପଦ ସଙ୍କେତ ଉପରେ ପ୍ରବାହିତ ହେଉଛି । ଜିଲାର ତଳିଆ ଅଞ୍ଚଳ ଜଳମଗ୍ନ ହେବା ସହ କେତେକ ସ୍ଥାନରେ ଯୋଗାଯୋଗ ବିଚ୍ଛିନ୍ନ ହୋଇପଡିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?