ନାବାଳକଙ୍କୁ ପିଟିପିଟି ହତ୍ୟା: ୪ କୋର୍ଟ ଚାଲାଣ
ବଡ଼ବିଲ,୧୩ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ବଲାଣି ଥାନା ଅନ୍ତର୍ଗତ ବାଲାଗୋଡ଼ାସ୍ଥିତ ମୁଣ୍ଡାସାହିରେ ଜଣେ ନାବାଳକଙ୍କୁ ପିଟିପିଟି ହତ୍ୟା ଘଟଣାରେ ପୋଲିସ ଶନିବାର ୪ ଅଭିଯୁକ୍ତଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ବାଲାଗୋଡ଼ା ମୁଣ୍ଡାସାହି ଅଞ୍ଚଳରେ ରହୁଥିବା…
ନିଖୋଜ ବ୍ୟାଙ୍କ ଅଧିକାରୀଙ୍କ ମୃତଦେହ ମିଳିଲା
ସୋନପୁର,୧୩ା୮(ନି.ପ୍ର.): ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍ବି)ର କୃଷି ଅଧିକାରୀ ଦିବ୍ୟରଞ୍ଜନ ମିଶ୍ର(୩୮)ଙ୍କ ମୃତଦେହ ଶନିବାର ସନ୍ଧ୍ୟାରେ ମିଳିଛି। ସନ୍ଧ୍ୟା ୫ଟା ୪୫ମିନିଟ୍ରେ ସୁବର୍ଣ୍ଣପୁର ଜିଲା ଲଛିପୁରସ୍ଥିତ ଅଙ୍ଗନଦୀରୁ ତାଙ୍କ ଗଳିତ ମୃତଦେହ ଜବତ କରାଯାଇଛି।। ନିଖୋଜ ହେବାର ୬୬ଘଣ୍ଟା ପରେ ଓଡ୍ରାଫ୍ ଟିମ୍…
୩୪ ଗେଟ୍ ଖୋଲିଲା ହୀରାକୁଦ
ସମ୍ବଲପୁର,୧୩ା୮(ବ୍ୟୁରୋ): ଉପରମୁଣ୍ଡରେ ପ୍ରବଳ ବର୍ଷା ହେଉଥିବାରୁ ଶନିବାର ସନ୍ଧ୍ୟାରେ ହୀରାକୁଦ ଡ୍ୟାମ୍ ଆଉ ୪ ଗେଟ୍ ଖୋଲିଛି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୩୪ ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି। ବାମପାର୍ଶ୍ୱରେ ୨୬ଟି ଗେଟ୍ ଖୋଲିଥିବା ବେଳେ ଦକ୍ଷିଣ ପାର୍ଶ୍ୱରେ…
ଗାଈକୁ ପିଟି ପିଟି ମାରି ମାଂସ ବିକ୍ରି କରୁଥିଲେ: ଜଣଙ୍କୁ ବାନ୍ଧିଲା ହରିଚନ୍ଦନପୁର ପୋଲିସ
କେନ୍ଦୁଝର,୧୩।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ପୋଲିସ ଶଗଡ଼ପଟା ପଞ୍ଚାୟତର ଖଡ଼ିବାହାଳୀ ଗ୍ରାମରେ ଏକ ଗାଈକୁ ପିଟି ପିଟି ମାରିଦେଇ ମାଂସ କାଟି ବିକିବା ଅଭିଯୋଗରେ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି। ତାଙ୍କ ନାମ ଧର୍ମେନ୍ଦ୍ର ବାସ୍କେ ବୋଲି ଜଣାପଡିଛି। ତାଙ୍କଠାରୁ କଟା…
ବର୍ଷାକୁ ଖାତିର ନ କରି…
ଦାରିଙ୍ଗବାଡ଼ି,୧୩ା୮(ଡି.ଏନ୍.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିଠାରେ ଶନିବାର ହର ଘର ତ୍ରିରଙ୍ଗା ଜୋରଦାର କରାଯାଇଛି। ଆଜାଦୀ କା ଅମୃତ ମହୋତ୍ସବ ପାଳନ ଅବସରରେ ଅଞ୍ଚଳର ସମସ୍ତ ଘରେ ତ୍ରିରଙ୍ଗା ଉଡ଼େଇବା ପାଇଁ ଦେଶ ପ୍ରେମର ଭାବନା ସହ ସ୍ଥାନୀୟ ବଣିକ ସଂଘ ପକ୍ଷରୁ…
ହୀରାକୁଦରେ ୩୦ ଗେଟ୍ ଦେଇ ହେଉଛି ଜଳ ନିଷ୍କାସନ
ସମ୍ବଲପୁର,୧୩ା୮(ବ୍ୟୁରୋ): ଉପରମୁଣ୍ଡରେ ପ୍ରବଳ ବର୍ଷା ହେଉଥିବାରୁ ଶନିବାର ଅପରାହ୍ନରେ ହୀରାକୁଦ ଡ୍ୟାମ ଆଉ ଦୁଇଟି ଗେଟ୍ ଖୋଲିଛି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୩୦ ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି। ଫଳରେ ସହରର ତଳିଆ ଅଞ୍ଚଳରେ ମହାନଦୀର ପଛୁଆ ପାଣି…
ହାତରେ ତ୍ରିରଙ୍ଗା ଧରି ରାସ୍ତାରେ ଚାଲିଲେ ମହିଳା
ହେମଗିରି,୧୩ା୮(ଡି.ଏନ୍.ଏ.): ସ୍ବାଧୀନତାର ୭୫ବର୍ଷ ପୂର୍ତ୍ତି ଅବସରରେ ସାରା ଦେଶ ଅମୃତ ମହୋତ୍ସବ ପାଳନ କରୁଥିବା ବେଳେ ଶନିବାର ସୁନ୍ଦରଗଡ଼ ଜିଲା ହେମଗିରିଠାରେ ମହିଳାମାନେ ହାତରେ ତ୍ରିରଙ୍ଗା ଧରି ରାସ୍ତାରେ ରାଲି କରିଛନ୍ତି। ବିଡିଓ ଡ. ଜଗଦୀଶ ମହାନନ୍ଦଙ୍କ ତତ୍ତ୍ବାବଧାନ କ୍ରମେ ହେମଗିରି…
ହସ୍ପିଟାଲ ଛାତରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ
ଢେଙ୍କାନାଳ ଅଫିସ,୧୩ା୮: ଢେଙ୍କାନାଳ ଜିଲା ମୁଖ୍ୟ ଚିକିତ୍ସାଳୟ ୫ମ ମହଲାରୁ ଶନିବାର ଅପରାହ୍ନରେ ଚନ୍ଦନ ନାୟକ(୩୭) ନାମକ ଜଣେ ରୋଗୀ ତଳକୁ ଡେଇଁ ପଡ଼ି ଗୁରୁତର ହୋଇଛନ୍ତି। ତାଙ୍କର ଚିକିତ୍ସା ଜାରି ରହିଛି। ଚନ୍ଦନଙ୍କ ଘର ପରଜଙ୍ଗ ଅଞ୍ଚଳରେ। ତେବେ ପାରିବାରିକ…
ଢେଙ୍କାନାଳ ସ୍ବୟଂଶାସିତ ମହାବିଦ୍ୟାଳୟର ଯୁକ୍ତ ୩ ଡିଗ୍ରୀ ପରୀକ୍ଷା ଫଳ ପ୍ରକାଶ
ଢେଙ୍କାନାଳ ଅଫିସ,୧୩ା୮: ଢେଙ୍କାନାଳ ସ୍ବୟଂଶାସିତ ମହାବିଦ୍ୟାଳୟ ଯୁକ୍ତ ୩ ଡିଗ୍ରୀ ପରୀକ୍ଷା ଫଳ ଶନିବାର ପ୍ରକାଶ ପାଇଛି। ଚଳିତ ବର୍ଷ ମହାବିଦ୍ୟାଳୟର ବିଜ୍ଞାନ, ବାଣିଜ୍ୟ ଓ କଳାର ମୋଟ୍ ପାସ୍ ହାର ୭୮. ୬୭ ପ୍ରତିଶତ। ମୋଟ୍ ୪୨୨ ଜଣ ପରୀକ୍ଷାର୍ଥୀଙ୍କ…
ସ୍ବାଧୀନତାର ଅମୃତ ମହୋତ୍ସବରେ ତ୍ରିରଙ୍ଗା ଯାତ୍ରା
ପାଟଣା,୧୩।୮(ସ୍ବ.ପ୍ର.): ଆଜାଦୀ କା ଅମୃତ ମହୋତ୍ସବ ଅବସରରେ ଶନିବାର କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟ ଆଞ୍ଚଳିକ ମହାବିଦ୍ୟାଳୟ, ସ୍ବରସତୀ ଶିଶୁ ବିଦ୍ୟା ମନ୍ଦିରର ଛାତ୍ରୀଛାତ୍ରମାନେ ରାଜରାସ୍ତାରେ ବ୍ଲକ ଛକ ଉପରେ ଦେଶପ୍ରେମ ସମ୍ବଳିତ ରଙ୍ଗାରଙ୍ଗ ନୃତ୍ୟଗୀତ ପରିବେଷଣ କରିଛନ୍ତି, ଯାହାକି…
୪ ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ପ୍ରକଳ୍ପ ପାଇଁ ୫୦୨ କୋଟି ମଞ୍ଜୁର
ଢେଙ୍କାନାଳ ଅଫିସ,୧୩।୮: ଢେଙ୍କାନାଳ ବିଜେଡି କାର୍ଯ୍ୟାଳୟରେ ଶନିବାର ପୂର୍ବାହ୍ନରେ ଏକ ଖବରଦାତା ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଖଣି, ଇସ୍ପାତ ଓ ପୂର୍ତ୍ତ ବିଭାଗ ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ, ଢେଙ୍କାନାଳ ବିଧାୟକ ସୁଧୀର କୁମାର ସାମଲ, ପରଜଙ୍ଗ ବିଧାୟକ ଡା.…
୨୮ ଗେଟ୍ ଦେଇ ଜଳ ନିଷ୍କାସନ ଜାରି
ସମ୍ବଲପୁର, ୧୩।୮(ବ୍ୟୁରୋ): ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁ ଶନିବାର ହୀରାକୁଦ ଡ୍ୟାମ୍ର ଆଉ ୪ଟି ଗେଟ୍ ଖୋଲିଛି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ୨୮ଟି ଗେଟ୍ ଦେଇ ଡ୍ୟାମ୍ରୁ ଜଳ ନିଷ୍କାସନ ହେଉଛି। ଜଳ ଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଇବାରୁ ଗେଟ୍…

