ତାରାତାରିଣୀ ପୀଠରେ ଷୋଡ଼ଶ ଉପଚାର ପୂଜା ଆରମ୍ଭ
ପୁରୁଷୋତ୍ତମପୁର,୧୮ା୯(ଡି.ଏନ୍.ଏ.): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରା ତାରିଣୀଙ୍କ ପୀଠରେ ପାର୍ବଣ ପୂଜା ଶନିବାର ରାତି ପବିତ୍ର ମୂଳାଷ୍ଟମୀଠାରୁ ଆରମ୍ଭ ହୋଇଛି। ଏହା ଦୀର୍ଘ ୧୬ଦିନ ଧରି ଚାଲି ଦଶହରାରେ ସମାପନ ହେବ। ଭାଦ୍ରବ ମାସ ଶୁକ୍ଳ ଅଷ୍ଟମୀରେ ମା’…
ହାତୀ ଆକ୍ରମଣରେ ମହିଳା ଗୁରୁତର
ଠାକୁରମୁଣ୍ଡା,୧୮ା୯(ଡି.ଏନ୍.ଏ.): କରଞ୍ଜିଆ ରେଞ୍ଜ ଅଞ୍ଚଳରେ ରବିବାର ପ୍ରାତଃ ଭ୍ରମଣରେ ରାସ୍ତା ଉପରେ ଚାଲି ଚାଲି ଯାଉଥିବା ଜଣେ ମହିଳାଙ୍କୁ ଏକ ଦନ୍ତାହାତୀ ଆକ୍ରମଣ କରିବାରୁ ମହିଳାଙ୍କ ଅବସ୍ଥା ଗୁରୁତର ହୋଇଛି। ଘଟଣାସ୍ଥଳରୁ ତାଙ୍କୁ ଉଦ୍ଧାର କରାଯାଇ କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟରେ ଚିକିତ୍ସା…
ସ୍ମାର୍ଟ ଲାଇବ୍ରେରି ସ୍ବପ୍ନ
ଢେଙ୍କାନାଳ ଅଫିସ, ୧୮।୯: ସ୍ମାର୍ଟ ହେବ ପାଠାଗାର। କମ୍ପ୍ୟୁଟର, ସ୍କାନର, ଫର୍ନିଚରଠାରୁ ଆରମ୍ଭ କରି ପାନୀୟଜଳ, ଅଗ୍ନି ନିରାପତ୍ତା ଯାଏ ସମସ୍ତ ବ୍ୟବସ୍ଥା ରହିବ ଏଠାରେ। ଏକ ସକାରାତ୍ମକ ପରିବେଶରେ ଅଧ୍ୟୟନ କରିବାର ସୁଯୋଗ ପାଇବେ ପାଠକ। ଗବେଷଣା ଏବଂ ପ୍ରତିଯୋଗିତାମୂଳକ…
ପୋତାଗଡ଼ର ବିକାଶ ନେଇ ଏମ୍ପି, ବିଧାୟକଙ୍କ ସମୀକ୍ଷା
ଗଞ୍ଜାମ,୧୮।୯(ଡି.ଏନ୍.ଏ.): ଗଞ୍ଜାମ ସହରସ୍ଥିତ ଐତିହାସିକ ପୋତାଗଡ଼ର ବିକାଶ ଓ ପୁନରୁଦ୍ଧାର ନିମନ୍ତେ ବ୍ରହ୍ମପୁର ଏମ୍ପି ଚନ୍ଦ୍ରଶେଖର ସାହୁ, ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ଶନିବାର ପୋତାଗଡ଼ ଗସ୍ତ କରି ଏହାର ସମୀକ୍ଷା କରିଥିଲେ। ତହସିଲଦାର ଅରୁଣ କୁମାର ନାୟକ, ବ୍ରହ୍ମପୁର…
୧୮୧୭ ପାଇକ ବିଦ୍ରୋହ ଗବେଷଣା ଜରୁରୀ
ଖୋର୍ଦ୍ଧା ଅଫିସ,୧୮ା୯: ଖୋର୍ଦ୍ଧା କଳିଙ୍ଗ ପାଇକ ସଙ୍ଗଠନ ଆନୁକୂଲ୍ୟରେ ଭାରତ ସ୍ବାଧୀନତା ସଂଗ୍ରାମରେ ନବ ଉନ୍ମେଷ-ପାଇକ ବିଦ୍ରୋହ ଶୀର୍ଷକ ଆଲୋଚନାଚକ୍ର ସ୍ଥାନୀୟ ସଂସ୍କୃତି ଭବନ ପରିସରରେ ରବିବାର ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନର ଉପଦେଷ୍ଟା ଶିକ୍ଷାବିତ୍ ଭୀମସେନ ପ୍ରଧାନଙ୍କ ସଭାପତିତ୍ୱରେ ଆୟୋଜିତ ଏହି…
ପ୍ରମାଣ ଅଭାବରୁ ମୁଖ୍ୟ ଅଭିଯୁକ୍ତ ସହ ୩ ନିର୍ଦ୍ଦୋଷ
ବ୍ରହ୍ମପୁର ଅଫିସ,୧୮।୯: ସ୍ବତନ୍ତ୍ର ଫାଷ୍ଟଟ୍ରାକ ପୋକ୍ସୋ କୋର୍ଟ ବିଚାରପତି ଗଣେଶ୍ୱର ପତି ଏକ କୁମାରୀ ମାତୃତ୍ୱ ଘଟଣାର ବିଚାର କରିଥିଲେ। ପ୍ରମାଣ ଅଭାବରୁ ସେ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୩ ଜଣଙ୍କୁ ନିର୍ଦ୍ଦୋଷ ସାବ୍ୟସ୍ତ କରିଛନ୍ତି। ଅଭିଯୁକ୍ତମାନେ ୩ ଭାଇ। ମୁଖ୍ୟ…
ମୋବାଇଲ ଲାଇଟ୍ରେ ରୋଗୀସେବା
ବାରିପଦା ଅଫିସ,୧୮।୯: ବାରିପଦାସ୍ଥିତ ପଣ୍ଡିତ ରଘୁନାଥ ମୁର୍ମୁ(ପିଆରଏମ୍) ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଶନିବାର ଅପରାହ୍ନ ଗୋଟାଏ ବେଳେ ବିଦ୍ୟୁତ୍ ସରବରାହ ବ୍ୟାହତ ଯୋଗୁ ଟର୍ଚ୍ଚ ଲାଇଟ୍ରେ ରୋଗୀସେବା କରାଯାଉଥିବା ଦେଖିବାକୁ ମିଳିଛି। ହସ୍ପିଟାଲ ନର୍ସମାନେ ମୋବାଇଲ ଲାଇଟ୍ରେ ରୋଗୀଙ୍କୁ ଇଞ୍ଜେକ୍ସନ…
ସନ୍ଧ୍ୟା ପରେ ମିଳୁନି ଚିକିତ୍ସା
ଧୂଷୁରୀ, ୧୮।୯: ଭଦ୍ରକ ଜିଲା ଧାମନଗର ବ୍ଲକର ଧୂଷୁରୀ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ବା ଏରିଆ ହସ୍ପିଟାଲରେ ରୋଗୀସେବା ବିପର୍ଯ୍ୟସ୍ତ ହୋଇପଡ଼ିଛି। ଆବଶ୍ୟକ ଅନୁଯାୟୀ ଡାକ୍ତର ନ ଥିବା ବେଳେ ଏଠାରେ ରାତ୍ରକାଳୀନ ରୋଗୀସେବା ମିଳୁ ନ ଥିବା ନେଇ ସାଧାରଣରେ ଅସନ୍ତୋଷ…
ଧସିଲା ପଥର ପ୍ୟାକିଂ ୱାଲ୍
କେନ୍ଦ୍ରାପଡ଼ା ଅଫିସ, ୧୮।୯: କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ କେରୁଆଁପାଳ ପଞ୍ଚାୟତ ପ୍ରଭାତୀ ଗାଁ ଗହିରମଥା ତଟବନ୍ଧ ପାଶର୍ବରେ ହୋଇଥିବା ପଥର ପ୍ୟାକିଂ କ୍ରମାଗତ ଭାବେ ଧସି ଚାଲିଛି। ଏନେଇ ଲୁଣା ନଦୀର ପାଖ ଗ୍ରାମବାସୀ ଆତଙ୍କିତ ଅବସ୍ଥାରେ ଦିନ ବିତାଉଛନ୍ତି।…
କଦଳୀ ଭେଳାରେ ପୂଜା ପାଆନ୍ତି ମା’ମନସା
ମହାକାଳପଡ଼ା,୧୮।୯(ଡି.ଏନ.ଏ.): ସର୍ପ ଦଂଶନରୁ ରକ୍ଷା ପାଇଁ ବଙ୍ଗୀୟ ଲୋକମାନେ ଅଷ୍ଟନାଗ ମା’ ମନସା ଦେବୀଙ୍କ ଚରଣରେ ଶରଣାପନ୍ନ ହୁଅନ୍ତି। ବିଶ୍ବାସ ରହିଛି ମା’ମନସା ଦେବୀଙ୍କୁ ନଦୀରେ କଦଳୀ ଭେଳା କରି ପୂଜାର୍ଚ୍ଚନା କଲେ ପରିବାରରେ ବିପତ୍ତି ପଡ଼େ ନାହିଁ। ମା’ ଙ୍କ…
ରୋଗୀ ସୁରକ୍ଷା: ସଚେତନତାରୁ ବିପଦ ଟଳିବ
ଜଗତ୍ସିଂହପୁର ଅଫିସ, ୧୮।୯: ରୋଗୀଙ୍କ ସୁରକ୍ଷା ବିଷୟରେ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି କରିବା, ଏନେଇ ସମନ୍ବୟ ରକ୍ଷା ସହିତ ଉତ୍ତରଦାୟୀ ପଦକ୍ଷେପ ନିଆଯିବା ନିମନ୍ତେ ସାରା ବିଶ୍ୱରେ ସେପ୍ଟେମ୍ବର ୧୭ ତାରିଖକୁ ରୋଗୀ ସୁରକ୍ଷା ଦିବସ ଭାବେ ପାଳନ କରାଯାଉଛି।…
ସିସିଟିଭି ଜଗିବ ପୂଜାମଣ୍ଡପ
ଖୋର୍ଦ୍ଧା ଅଫିସ,୧୮।୯: ଆଉ ଦିନ କେଇଟା ପରେ ଧରାପୃଷ୍ଠରେ ପୂଜା ପାଇବେ ଜଗତ୍ଜନନୀ ମା’ଦୁର୍ଗା ଓ ଧନଲକ୍ଷ୍ମୀ। ଦୁଇବର୍ଷ ପରେ ବିନା କଟକଣାରେ ମା’ଙ୍କ ପୂଜାର୍ଚ୍ଚନା ସହ ସମୂହ ଭସାଣି ଅନୁଷ୍ଠିତ ହେବ। ଫଳରେ ଖୋର୍ଦ୍ଧାରେ ପ୍ରବଳ ଜନସମାଗମ ହେବା ସମ୍ଭାବନା…

