ଆମ ଜିଲା ଖବର

ନଅଙ୍କ ଦୁର୍ଭିକ୍ଷରେ ଭୋକ ମେଣ୍ଟାଉଥିଲା ସାରୁ ଫୁଲ

ମହାକାଳପଡ଼ା, ୧୩।୮(ଡି.ଏନ.ଏ.): ପୂର୍ବ ଭାରତରେ ଅନାବୃଷ୍ଟି ଯୋଗୁ ୧୮୬୬-୬୭ ମସିହାରେ ଭୟାବହ ନଅଙ୍କ ଦୁର୍ଭିକ୍ଷ ପରିସ୍ଥିତି ସୃଷ୍ଟି ହୋଇଥିଲା। ଏହି ସମୟରେ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଦୁର୍ଭିକ୍ଷ ଯୋଗୁ ଫସଲ ଉତ୍ପାଦନ ନ ଥିଲା। ଜୀବନ ବଞ୍ଚାଇବା ପାଇଁ ଲୋକେ ଖାଦ୍ୟ…

ନିଶା କବଳରେ ଯୁବବର୍ଗ

କେନ୍ଦ୍ରାପଡ଼ା ଅଫିସ, ୧୩।୮: କେନ୍ଦ୍ରାପଡା ଟାଉନ ପୋଲିସ ଗତ ସୋମବାର ସହରର ୩ ବ୍ରାଉନସୁଗାର ବ୍ୟବସାୟୀଙ୍କୁ ଗିରଫ କରିଛି। ସେମାନଙ୍କ ନିକଟରୁ ପ୍ରାୟ ୧୦ଲକ୍ଷ ଟଙ୍କାର ବ୍ରାଉନସୁଗାରକୁ ପୋଲିସ ଜବତ କରିଛି। ଏହା ପୂର୍ବରୁ ସହର ଥାନା ସମେତ ଜିଲାର ମାର୍ଶାଘାଇ,…

ମହିମା ଆଶ୍ରମରେ ସାଧୁସନ୍ଥଙ୍କ ନବାନ୍ନ ଭକ୍ଷଣ

ଝାରସୁଗୁଡ଼ା ଅଫିସ,୧୩ା୮: ଲଖନପୁର ବ୍ଲକ୍‌ ପଞ୍ଚଗାଁ ପଞ୍ଚାୟତ ମହିମାପରୁରମ୍‌ ବିଜାପାଲି ମହିମା ଆଶ୍ରମରେ ନବାନ୍ନ ଭକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଆଶ୍ରମର ଚିତ୍ରସେନ ଦାସ, ନିରଞ୍ଜନ ଦାସ, ସ୍ବରୂପା ଦାସ, ନେପାଳ ଦାସ, ନିର୍ମାୟାନନ୍ଦ ଦାସ, ଅଭୟ ଦାସ, ନରହରି…

ବାଘ ଶିକାରୀଙ୍କୁ ଧରାଇଦେଲା ଫଟୋ

ନୟାଗଡ଼ ଅଫିସ,୧୩ା୮: ୪ ବର୍ଷ ତଳେ ୪ଜଣ ବ୍ୟକ୍ତି କଲରାପତରିଆ ବାଘ ଶିକାର କରିଥିଲେ। ଜଣେ ଶିକାରୀ ମୃତ ବାଘ ସହ ଫଟୋ ଉଠାଇଥିଲେ। ଏବେ ସେହି ଫଟୋ ସେମାନଙ୍କୁ ଧରାଇଦେଇଛି। ଏହି ଘଟଣାରେ ନୟାଗଡ଼ ବନଖଣ୍ଡ ପଞ୍ଚରିଡ଼ା ରେଞ୍ଜ ବନ…

ଓଡ଼ିଶା ଆଗକୁ ବଢ଼ିବା ଚିତ୍ର ସ୍ପଷ୍ଟ ହେଉଛି: ମୁଖ୍ୟମନ୍ତ୍ରୀ

ବାରିପଦା ଅଫିସ/ ମୋରଡ଼ା, ୧୩ା୮(ଡି.ଏନ.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ମୟୂରଭଞ୍ଜ ଜିଲା ଗସ୍ତରେ ଆସି ଦୁଇଟି ପ୍ରମୁଖ ଜଳସେଚନ ପ୍ରକଳ୍ପକୁ ଲୋକାର୍ପଣ କରିଛନ୍ତି। ଏହା ସହିତ ଜିଲାର ଅନେକ ବିକାଶମୂଳକ କାର୍ଯ୍ୟର ଶୁଭ ଉଦ୍‌ଘାଟନ ଓ ଶିଳାନ୍ୟାସ ପାଇଁ ଭିତ୍ତିପ୍ରସ୍ତର…

ଶାଖା କେନାଲ ରାସ୍ତା ମଝିରେ ଗର୍ତ୍ତ

ମାହାଙ୍ଗା ୧୩ା୮(ସ୍ବ.ପ୍ର.): ମାହାଙ୍ଗା ବ୍ଲକ ଅନ୍ତର୍ଗତ ତଥା ନିଶ୍ଚିିନ୍ତକୋଇଲି ଗ୍ରାମ୍ୟ ଉନ୍ନୟନ ବିଭାଗ ଉପଖଣ୍ଡ ଅଧୀନରେ ଥିବା ୮ ଏଫ୍‌ ଶାଖା କେନାଲ ବନ୍ଧ ଗ୍ରାମ୍ୟ ଉନ୍ନୟନ ରାସ୍ତାର ଗୋତରା ସେନାପତି ସାହି ନିକଟରେ ଏକ ବିରାଟ ଗର୍ତ୍ତ ସୃଷ୍ଟି ହୋଇଛି।…

ରତ୍ନଭଣ୍ଡାର ଖୋଲିବା ନେଇ ଜୋର୍‌ ଧରିଲା ଚର୍ଚ୍ଚା

ପୁରୀ ଅଫିସ,୧୩।୮:ଶ୍ରୀମନ୍ଦିର ରତ୍ନଭଣ୍ଡାର ସ୍ଥିତି ଯାଞ୍ଚ ନେଇ ଶ୍ରୀମନ୍ଦିର ପ୍ରଶାସନକୁ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ଭେ (ଏଏସ୍‌ଆଇ) ଚିଠି ଲେଖିବା ପରେ ରତ୍ନଭଣ୍ଡାର ଖୋଲିବା ନେଇ ଚର୍ଚ୍ଚା ଜୋର ଧରିଛି। ଏହି ପ୍ରସଙ୍ଗରେ ଶ୍ରୀମନ୍ଦିର ପରିଚାଳନା କମିଟି କି ନିଷ୍ପତ୍ତି ନେଉଛି ତାହାରି…

ଓଡ଼ିଶା ହାଇକୋର୍ଟର ୨ ନୂଆ ବିଚାରପତି

କଟକ ଅଫିସ,୧୩ା୮: ଓଡ଼ିଶା ହାଇକୋର୍ଟର ନୂତନ ବିଚାରପତି ଭାବେ ୨ ଜଣଙ୍କୁ ରାଷ୍ଟ୍ରପତି ନିଯୁକ୍ତି ଦେଇଛନ୍ତି। ସମ୍ବିଧାନର ଧାରା ୨୧୭ ଅନୁଯାୟୀ ବରିଷ୍ଠତା ଭିତ୍ତିରେ ବରିଷ୍ଠ ବିଚାର ବିଭାଗୀୟ ଅଧିକାରୀ ଗୌରୀଶଙ୍କର ଶତପଥୀ ଓ ଚିତ୍ତରଞ୍ଜନ ଦାଶଙ୍କୁ ଏହି ନିଯୁକ୍ତି ମିଳିଥିବା…

ଏଟିଏମ୍‌ ତାଡ଼ି ଲୁଟିନେଲେ ୨୦ ଲକ୍ଷ

ସମ୍ବଲପୁର,୧୨ା୮(ବ୍ୟୁରୋ): ସମ୍ବଲପୁର ଜିଲା ଶାସନ ଥାନା ଅନ୍ତର୍ଗତ ଶାସନ ଛକଠାରେ ଥିବା ଭାରତୀୟ ଷ୍ଟେଟ୍‌ବ୍ୟାଙ୍କ ଏଟିଏମ୍‌ରୁ ଲୁଟ୍‌ ହୋଇଛି। ଦୁର୍ବୃତ୍ତମାନେ ଅତ୍ୟାଧୁନିକ ସରଞ୍ଜାମ ସାହାଯ୍ୟରେ ଏଟିଏମ୍‌ ତାଡ଼ି ୨୦ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି। ଏ ନେଇ ଶାସନ ଏସ୍‌ବିଆଇ ଶାଖା…

ଜାତୀୟସ୍ତରରେ ପୁରସ୍କୃତ ହେବେ ସୋରଡ଼ା ଥାନା ଅଧିକାରୀ

ସୋରଡା,୧୨ା୮(ଡି.ଏନ୍‌.ଏ.): ଭାରତ ସରକାରଙ୍କ ସ୍ବରାଷ୍ଟ ମନ୍ତ୍ରଣାଳୟ ପକ୍ଷରୁ ଜାତୀୟସ୍ତରରେ ଶ୍ରେଷ୍ଠ ତଦନ୍ତକାରୀ ଅଧିକାରୀ ଭାବେ ପୁରସ୍କୃତ ହେବେ ସୋରଡ଼ା ଥାନା ଅଧିକାରୀ। କେନ୍ଦ୍ର ସ୍ବରାଷ୍ଟ ମନ୍ତ୍ରଣାଳୟ ପକ୍ଷରୁ ଚିଠି କରି ଏହି ସୂଚନା ସମସ୍ତ ରାଜ୍ୟକୁ ଦିଆଯାଇଛି। ଜାତୀୟ ସ୍ତରରେ ପୁରସ୍କୃତ…

ସ୍କୁଲ ଛାତ ଉପରେ ପଡ଼ିଲା ଗଛ

କୁଚିଣ୍ଡା,୧୨ା୮(ଡି.ଏନ.ଏ.): ସମ୍ବଲପୁର ଜିଲା ବାମରା ବ୍ଲକ ମହୁଲପାଲି ଥାନା ଜରାବଗା ପଞ୍ଚାୟତ ସରକାରୀ ହାଇସ୍କୁଲ ଛାତ ଉପରେ ଶୁକ୍ରବାର ଅପରାହ୍ନରେ ୨ଟି ବଡ଼ ଗଛ ଉପୁଡି ପଡି ଶ୍ରେଣୀ କୋଠରୀ ଉପରେ ପଡିଯାଇଥିଲା। ତେବେ ଶ୍ରେଣୀ କୋଠରୀରେ ଥିବା ଛାତ୍ରୀଛାତ୍ର ଅଳ୍ପକେ…

ପାରୋଲରେ ଆସିଥିଲେ, ସାପ କାମୁଡ଼ାରେ ଚାଲିଗଲା ଜୀବନ

ଚାନ୍ଦବାଲି,୧୨।୮(ଡି.ଏନ୍‌.ଏ.): ଭଦ୍ରକ ଜିଲା ଚାନ୍ଦବାଲି ଥାନା ମାଧପୁର ଗାଁରେ ସାପ କାମୁଡ଼ାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ସେହି ଗାଁର ଧନେଶ୍ୱର ଦାସ। ମିଳିଥିବା ସୂଚନା ମୁତାବକ, ଗୁରୁବାର ରାତିରେ ଧନେଶ୍ୱର ଖାଇ ଶୋଇଥିଲେ। ସେତିକିବେଳେ ଏକ ବିଷଧର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?