ମଧ୍ୟାହ୍ନଭୋଜନରେ ଅଣ୍ଡା ମିଳୁନି, କମୁଛନ୍ତିି ପିଲା
ଦଶମନ୍ତପୁର,୧୨ା୮(ଡି.ଏନ.ଏ.):ନିୟମିତ ଭାବେ ବିଦ୍ୟାଳୟ ଆସୁନାହାନ୍ତି ଶିକ୍ଷକ। ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନଭୋଜନରେ ଦେବା ଲାଗି ପ୍ରଦାନ କରାଯାଉଥିବା ଅଣ୍ଡା ହଡ଼ପ କରାଯାଉଥିବାରୁ ବିଦ୍ୟାଳୟ ଆସିବା ପ୍ରତି ସେମାନଙ୍କ ଆଗ୍ରହ କମିଯାଉଛି। ଫଳରେ ପିଲାଙ୍କ ଭବିଷ୍ୟତ ଅନ୍ଧାରମୁହଁା ହେଉଛି। ଶିକ୍ଷୟିତ୍ରୀଶିକ୍ଷକମାନେ ପିଲାଙ୍କୁ ବିଦ୍ୟାଳୟରେ ଶିକ୍ଷାଦାନ ପରିବର୍ତ୍ତେ…
କାଦୁଅରେ ୫ ଖଣ୍ଡ ଗାଁ
ଦଶମନ୍ତପୁର, ୧୨ା୮ ( ଡି.ଏନ.ଏ.):କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ପାଇକ ଫୁଲବେଡା ସଦର ପଞ୍ଚାୟତ ଠାରୁ ଝୋପରାପଦର ଗ୍ରାମକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା କାଦୁଅ ହୋଇ ଏକ ପ୍ରକାର ମରଣଯନ୍ତା ପାଲଟିଛି । ଝୋପରାପଦର ଗ୍ରାମ ଫୁଲବେଡ଼ା ଛକଠାରୁ…
ମେଡ଼ିକାଲ ପରିସରରେ ପଡ଼ିଛି ନବଜାତ ଶିଶୁ ମୁଣ୍ଡ
ଚାନ୍ଦବାଲି,୧୨।୮(ଡି.ଏନ୍.ଏ.): ଭଦ୍ରକ ଜିଲା ଚାନ୍ଦବାଲି ଗୋଷ୍ଠୀ ସାସ୍ଥକେନ୍ଦ୍ର ପରିସରରେ ଏକ ନବଜାତ ଶିଶୁର ମୁଣ୍ଡ ପଡ଼ିଥିବା ଶୁକ୍ରବାର ଦେଖିବାକୁ ମିଳିଛି। ତେବେ ମେଡ଼ିକାଲ ପରିସରରେ ଶିଶୁର ମୁଣ୍ଡ କେଉଁଠୁ ଆସିଲା ଏବଂ ଏହି ଶିଶୁଟି କାହାର ବର୍ତ୍ତମାନ ସୁଦ୍ଧା ଜଣାପଡିନାହିଁ। ଏ…
ଆରୋଗ୍ୟମ୍ ହସ୍ପିଟାଲ ନିର୍ଦ୍ଦେଶକ ଦମ୍ପତିଙ୍କ ସମେତ ୩ ଗିରଫ
ବ୍ରହ୍ମପୁର ଅଫିସ,୧୨ା୮: ହସ୍ପିଟାଲ କିଣାବିକା ନଁାରେ ୩ କୋଟି ୪୩ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ବ୍ରହ୍ମପୁର ବୈଦ୍ୟନାଥପୁର ପୋଲିସ ଆରୋଗ୍ୟମ୍ ହସ୍ପିଟାଲର ନିର୍ଦ୍ଦେଶକ ଦମ୍ପତିଙ୍କ ସମେତ ୩ ଜଣଙ୍କୁ ଗୁରୁବାର ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଆସ୍କାରୋଡ ରାଧାକୃଷ୍ଣ…
ପୁଣି ୩ କି.ମି. ବୁହାହେଲେ ଗର୍ଭବତୀ
ଟିକିରି,୧୨ା୮(ଡି.ଏନ୍.ଏ.):ରାୟଗଡ଼ା ଜିଲା କାଶୀପୁର ବ୍ଲକର ଅନେକ ଗାଁକୁ ପକ୍କାରାସ୍ତା ନ ଥିବାରୁ ବାରମ୍ବାର ଗର୍ଭବତୀ ବୁହା ହେଉଥିବା ଚିତ୍ର ସାମ୍ନାକୁ ଆସୁଛି। ଗୋଡ଼ିବାଲି ପଞ୍ଚାୟତର ଦୁରୂପାଇ ଗ୍ରାମରେ ଗୁରୁବାର ଏଭଳି ଘଟଣାର ପୁନରାବୃତ୍ତି ଘଟିଛି। ଗାଁର ରାମଚନ୍ଦ୍ର ମାଝିଙ୍କ ସ୍ତ୍ରୀ ସୁଧା…
ଅଣଦେଖା କଲା ପୂର୍ତ୍ତ ବିଭାଗ, ରାସ୍ତା ସମତୁଲ କଲେ ଅଞ୍ଚଳବାସୀ
ଉମରକୋଟ/ଧୋଡ୍ରା, ୧୨/୮(ସ୍ବ.ପ୍ର./ଡି.ଏନ୍.ଏ.):ରାସ୍ତା ମରାମତି ପାଇଁ ବାରମ୍ବାର ଜଣାଇବା ପରେ ମଧ୍ୟ କାମ ନ ହେବାରୁ ଅଞ୍ଚଳବାସୀ ଏବଂ ସ୍ଥାନୀୟ ବ୍ୟବସାୟୀ ନିଜେ ରାସ୍ତା ସମତୁଲ କରିବାକୁ ବାଧ୍ୟ ହୋଇଛନ୍ତି। କୋଡ଼ି, ଜମେଲା ଧରି ସେମାନେ ରସ୍ତା ମରାମତି କରିଛନ୍ତି। ଉମରକୋଟ ଥାନା…
୨୬ ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ
ଛତ୍ରପୁର,୧୧।୮(ଡି.ଏନ.ଏ.): ଛତ୍ରପୁରସ୍ଥିତ ଆଇସିଡିଏସ କାର୍ଯ୍ୟାଳୟ ପରିସରରେ ଗୁରୁବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଉକ୍ତ କାର୍ଯ୍ୟାଳୟରେ କର୍ମଚାରୀମାନଙ୍କୁ କେତେଜଣ ଅଙ୍ଗନଓ୍ବାଡି କର୍ମୀ ତାଲା ପକାଇ ରଖିଥିଲେ। ଖବରପାଇ ଛତ୍ରପୁର ଥାନା ପୋଲିସ ଓ ଜିଲା ସମାଜ ମଙ୍ଗଳ ଅଧିକାରୀ ପହଞ୍ଚିବା…
ପାଣି ପାଇଁ ହଇରାଣ ୨୦ ପରିବାର
ଭଦ୍ରକ ଅଫିସ,୧୨।୮: ଗ୍ରାମ୍ୟ ଜଳ ଯୋଗାଣ ବ୍ୟବସ୍ଥା ଥିଲେ ମଧ୍ୟ ଠିକ୍ ଭାବେ ଯୋଗାଣ ହୋଇପାରୁ ନ ଥିବାରୁ ଲୋକେ ସ୍ବଚ୍ଛ ପାନୀୟ ଜଳ ପାଇପାରୁ ନାହାନ୍ତି। ପାଇପ୍ରେ ଆସୁଥିବା ଟୋପେ ଟୋପେ ପାଣିକୁ ଘଣ୍ଟା ଘଣ୍ଟା ଧରି ଗ୍ଲାସରେ ଭରି…
ଘର ଉପରେ ଭାଙ୍ଗି ପଡ଼ିଲା ଗଛ
ପାଟଣା,୧୨ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ଗ୍ରାମ ବଉଳମୁଳ ସାହିର ଲଗାଣ ବର୍ଷାରେ ଏକ ପୁରୁଣା ବଉଳ ଗଛ ଘର ଉପରେ ଭାଙ୍ଗି ପଡ଼ିଛି। ଫଳରେ ଭଗବାନ ନାଏକଙ୍କ ଖପର ଘର ଓ ଡୁମୁରିଆ ସାହି କ୍ଲବ ଘର କ୍ଷତିଗ୍ରସ୍ତ…
ରାସ୍ତାରେ ଖାଲଖମା, ବଢୁଛି ଦୁର୍ଘଟଣା
ଖୋର୍ଦ୍ଧା ଅଫିସ,୧୨ା୮: ସରକାର ଲୋକଙ୍କ ଗମନାଗମନର ସୁବିଧା ପାଇଁ ବିଭିନ୍ନ ଯୋଜନା କରିଛନ୍ତି। ହେଲେ କେତେଜଣ ବିଭାଗୀୟ କର୍ମଚାରୀ ଓ ଠିକାଦାରଙ୍କ ମଧ୍ୟରେ ମଧୁଚନ୍ଦ୍ରିକା ଯୋଗୁ ରାସ୍ତା କାର୍ଯ୍ୟ ନିମ୍ନମାନର କରାଯାଉଛି। ପରବର୍ତ୍ତୀ ସମୟରେ ରାସ୍ତାରେ ଖାଲଖମା ସୃଷ୍ଟି ହେବା ସହ…
ଝାଡ଼ାବାନ୍ତିକୁ ଆମନ୍ତ୍ରଣ କରୁଛି ୱାଟ୍କୋ
ଯାଜପୁର ରୋଡ,୧୨ା୮(ଡି.ଏନ.ଏ.): ଯାଜପୁର ଜିଲାର ବ୍ୟାସନଗର ପୌରାଞ୍ଚଳବାସୀଙ୍କୁ ନିୟମିତ ଭାବେ ଗୋଳିଆ ପାଣି ଯୋଗାଣ କରି ୱାଟକୋ ଝାଡ଼ାବାନ୍ତିକୁ ଆମନ୍ତ୍ରଣ କରୁଛି ବୋଲି ଚର୍ଚ୍ଚା ହେଉଛି। ନିକଟରେ ରାଜ୍ୟର ରାୟଗଡା, କୋରାପୁଟ, ନବରଙ୍ଗପୁର, ସୋନପୁର, ନୂଆପଡା, ଗଜପତି ଓ ଝାରସୁଗୁଡା ଜିଲାରେ…
ଜିଲାପାଳଙ୍କ ଅଫିସ ଅଭିମୁଖେ ଲୋକେ
ବନ୍ତ,୧୨ା୮(ଡି.ଏନ୍.ଏ.): ଭଦ୍ରକ ଜିଲା ବନ୍ତ ବିକାଶ ପରିଷଦ ପକ୍ଷରୁ ଏକ ପଦଯାତ୍ରା ଶୁକ୍ରବାର ଆରମ୍ଭ ହୋଇଛି। ବନ୍ତ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ନିଯୁକ୍ତି ଓ ୨୪ ଘଣ୍ଟିଆ ରୋଗୀ ସେବା ଆଦି ୧୦ ଦଫା ଦାବୀ ନେଇ ଏହି ବିକ୍ଷୋଭ ହୋଇଥିବା…

