ଆମ ଜିଲା ଖବର

ଜନ୍ମମାଟିରୁ ବାହାରିଲା ଗଙ୍ଗାଧରଙ୍କ ଜ୍ୟୋତିଯାତ୍ରା

ବରଗଡ଼ ଅଫିସ,୧୨।୮: ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ଆଜି ୧୬୧ତମ ଜୟନ୍ତୀ। ବିଭିନ୍ନ ସ୍ଥାନରେ ଏହି ସମାରୋହକୁ ଉତ୍ସାହର ସହ ପାଳନ କରାଯାଉଛି। ଏହି ଅବସରରେ ଶୁକ୍ରବାର କବି ଗଙ୍ଗାଧରଙ୍କ ଜନ୍ମମାଟି ବରଗଡ଼ ଜିଲା ବରପାଲିରୁ ଗଙ୍ଗାଧର ଜ୍ୟୋତିଯାତ୍ରା ବାହାରିଛି। ସକାଳ…

ବର୍ଷାରେ ଧୋଇଲା ସଂଯୋଗୀ ରାସ୍ତା

ବାଲିଆପାଳ,୧୨।୮(ସ୍ବ.ପ୍ର.): ଲଘୁଚାପ ଜନିତ ଲଗାଣ ବର୍ଷାରେ ବାଲିଆପାଳ ବ୍ଲକ ବୋଳଙ୍ଗ ପଞ୍ଚାୟତ ଦ୍ୱାରିକା ହାଟକୁ ଯିବା ମୁଖ୍ୟ ରାସ୍ତାର କେନାଲ ପୋଲ ପାଖ ରାସ୍ତା ଧୋଇଯାଇଛି। ଫଳରେ ଯାତାୟାତ ଠପ୍‌ ହୋଇଯାଇଛି। ଉକ୍ତ ରାସ୍ତା ଦେଇ ବିଭିନ୍ନ ଗ୍ରାମରୁ ଲୋକମାନେ ଦ୍ୱାରିକା…

ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗ: ସ୍ଥିତି ଯାଞ୍ଚ ପାଇଁ ଏଏସ୍‌ଆଇର ପ୍ରଶାସନକୁ ଚିଠି

ପୁରୀ ଅଫିସ,୧୨।୯- ଶ୍ରୀମନ୍ଦିର ରତ୍ନଭଣ୍ଡାର ପ୍ରସଙ୍ଗକୁ ନେଇ ଦୀର୍ଘଦିନରୁ ରହିଆସିଥିବା ଦ୍ୱନ୍ଦ୍ୱ ଦୂର ହେବା ନେଇ ରାସ୍ତା ଫିଟୁଛି। ରତ୍ନଭଣ୍ଡାର ସ୍ଥିତି ଦୁର୍ବଳ ହୋଇଥିବା ହେତୁ ଏହାର ସ୍ଥିତି ଯାଞ୍ଚ ପାଇଁ ଶ୍ରୀମନ୍ଦିର ପ୍ରଶାସନକୁ ଚିଠି ଲେଖାଯାଇଛି। ଗତ ୮ ତାରିଖରେ…

ଚାଷଜମିରେ ଢେଉ ମାରୁଛି ବନ୍ୟାଜଳ

ବାହାନଗା,୧୨ା୮(ଡି.ଏନ.ଏ.): ବାଲେଶ୍ୱର ଜିଲା ବାହାନଗା ବ୍ଲକରେ ୬ଦିନ ଧରି ହେଉଥିବା ଲଘୁଚାପଜନିତ ଲଗାଣ ବର୍ଷା ଫଳରେ କେତେକ ପଞ୍ଚାୟତରେ ଥିବା ହଜାର ହଜାର ଚାଷ ଜମିରେ ବନ୍ୟାଜଳ ଢେଉ ମାରୁଛି। ଯେଉଁଥିପାଇଁ ସମ୍ପୃକ୍ତ ପଞ୍ଚାୟତରେ କ୍ଷତିଗ୍ରସ୍ତ ଜମିର ଚାଷୀମାନେ ମୁଣ୍ଡରେ ହାତ…

ଚିଙ୍ଗୁଡ଼ିଘେରି ସମ୍ପୂର୍ଣ୍ଣ ଉଚ୍ଛେଦ ଉପରେ ଗୁରୁତ୍ୱ

କଟକ ଅଫିସ,୧୨ା୮: ଚିଲିକା ଓ ଭିତରକନିକାର ଆର୍ଦ୍ରଭୂମି ସୁରକ୍ଷା ପ୍ରସଙ୍ଗରେ ଚିଙ୍ଗୁଡ଼ିଘେରି ଉଚ୍ଛେଦ ପ୍ରକ୍ରିୟାକୁ ହାଇକୋର୍ଟ ଗୁରୁତ୍ୱ ଦେଇଛନ୍ତି। ପ୍ରଶାସନ ପକ୍ଷରୁ ବେଆଇନ ଚିଙ୍ଗୁଡ଼ି ଘେରି ଉଚ୍ଛେଦ ହେଉଥିବାବେଳେ ପୁନର୍ବାର ସେଠାରେ ଚିଙ୍ଗୁଡ଼ି ଘେରି ତିଆରି ହେଉଛି। ଏପରି କି କେତେକ…

ବଣରେ ପରିଣତ ୯ ଲକ୍ଷର ନୀଳକଣ୍ଠେଶ୍ୱର ଗ୍ରାମୀଣ ପାର୍କ

କେନ୍ଦ୍ରାପଡ଼ା ଅଫିସ, ୧୨ା୮: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ବଡମୋହନପୁର ପଞ୍ଚାୟତ ଦେଉଳି ଗ୍ରାମ ଓ ମହାକାଳପଡ଼ା ବ୍ଲକ ବଳିପାଳ ପଞ୍ଚାୟତ କଳପଡା ଗ୍ରାମ ମଝିରେ ନୀଳକଣ୍ଠେଶ୍ୱର (ବିଲ ମହାଦେବ) ମନ୍ଦିର। ମନ୍ଦିର ପାଖକୁ ଲାଗି ୨୦୨୦ ମସିହାରେ ଗ୍ରାମୀଣ ପାର୍କ…

ବିପଦସଙ୍କେତ ଟପିଲା ଜଳକା

ରୂପସା, ୧୨।୮(ଡି.ଏନ.ଏ.): ବାଲେଶ୍ୱର ଜିଲା ବସ୍ତା ବ୍ଲକ ଦେଇ ପ୍ରବାହିତ ଜଳକା ନଦୀର ଜଳସ୍ତର ବୃଦ୍ଧି ପାଇଛି। ଲଘୁଚାପ ଜନିତ ଲଗାଣ ବର୍ଷା ପାଇଁ ଏହି ନଦୀର ଜଳସ୍ତର ଧୀରେ ଧୀରେ ବଢ଼ିବା ସହିତ ଚଳିତବର୍ଷ ପ୍ରଥମଥର ପାଇଁ ବିପଦସଂକେତ ଉପରକୁ…

ବିଲୁପ୍ତି ପଥେ ବାଇଚଢ଼େଇ: ଚିନ୍ତାରେ ପରିବେଶପ୍ରେମୀ

ପଟ୍ଟାମୁଣ୍ଡାଇ,୧୨ା୮(ସ୍ବ.ପ୍ର.): ସମୟ ଥିଲା କାନରେ ବାଜୁଥିଲା ବାଇଚଢ଼େଇର କିଚିରି ମିଚିରି ଶବ୍ଦ। ବାଇଚଢ଼େଇକୁ ନେଇ ରହିଛି ଅନେକ କାହାଣୀ, ଗପ, ଗୀତ। ମା’ର ବାଇଚଢ଼େଇ ଗୀତ ଶିଶୁ ଆଖିରେ ଭରି ଦେଉଥିଲା ନିଦ। ମୌସୁମୀ ବର୍ଷା ଆଗମନ ପୂର୍ବରୁ ସୂଚନା ଦିଏ…

ବତିଘରେ ଇଂରେଜଙ୍କ କମାଣ ମୂକସାକ୍ଷୀ ପାଲଟିଛି

ମହାକାଳପଡ଼ା,୧୨ା୮(ଡି.ଏନ୍‌.ଏ.): ପୂର୍ବ ଉପକୂଳ ବଙ୍ଗୋସାଗର ସଂଲଗ୍ନ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବତିଘର ରହିଛି। ବିଗତଦିନରେ କୁଜଙ୍ଗ ରାଜାଙ୍କ ଶାସନ ଅଧୀନରେ ଏହା ଥିଲା ନିର୍ଜନ ଦ୍ୱୀପ। ଏହି ନିର୍ଜନ ଦ୍ୱୀପ ବ୍ରିଟିଶ ଶାସକ ଗୋରା ସାହେବମାନେ ଚତୁଃପାର୍ଶ୍ୱସ୍ଥ ଜଳ ରାଶି ମଝିରେ…

ରୁଆ ହୋଇଥିବା ଧାନତଳି ପଚିଯିବା ଆଶଙ୍କା

ପଟ୍ଟାମୁଣ୍ଡାଇ,୧୨ା୮(ସ୍ବ.ପ୍ର.): ଚାଷ ପାଇଁ ଚଳିତ ବର୍ଷ ପାଗଯୋଗ ଠିକ୍‌ ନାହିଁ। ବିଳମ୍ବିତ ମୌସୁମୀ ସାଙ୍ଗକୁ ଧାନତଳି ପକା ଯାଇଥିଲା। ତା’ ମଧ୍ୟରୁ ଅନେକ ବିହନ ଗଜା ହେଲାନାହିଁ ତ ପୁଣି ଯେତିକି ତଳି ଉତୁରି ଥିଲା ତା’ ମଧ୍ୟରୁ ନୂଆ କରି…

ସିଏଜି ରିପୋର୍ଟରେ ତଟାଞ୍ଚଳ ଅସୁରକ୍ଷିତ

କେନ୍ଦ୍ରାପଡ଼ା ଅଫିସ,୧୨ା୮: ସମୁଦ୍ର ଓ ଭୂଭାଗକୁ ଛୁଇଁଥିବା ଉପକୂଳ ଅଞ୍ଚଳର ସୁରକ୍ଷା ଆବଶ୍ୟକ। ଏହି ଅଞ୍ଚଳରେ ବନ୍ୟା, ସାମୁଦ୍ରିକ ଝଡ଼ ସହ ସୁନାମି ଭୟ ରହିଛି। କେନ୍ଦ୍ର ପର୍ଯ୍ୟାବରଣ ମନ୍ତ୍ରଣାଳୟ ଓ ଭୂବିଜ୍ଞାନ ମନ୍ତ୍ରଣାଳୟ ଅଧୀନରେ ଏହାର ସୁରକ୍ଷା ପାଇଁ ଅନୁଦାନ…

ଏଥର ଅମରନାଥ ଗୁମ୍ଫା ଆକୃତିର ତୋରଣ

କଟକ ଅଫିସ,୧୨ା୮: କରୋନା ମହାମାରୀ ଯୋଗୁ କଟକରେ ଗତ ୨ ବର୍ଷ ଧରି ନିରାଡମ୍ବର ଭାବେ ଦୁର୍ଗାପୂଜା ପାଳିତ ହୋଇଥିଲା। ହେଲେ ଚଳିତବର୍ଷ କରୋନା ସ୍ଥିତିରେ ସୁଧାର ଆସିଥିବାରୁ ଦୁର୍ଗାପୂଜା ଧୁମ୍‌ଧାମ୍‌ରେ ପାଳନ କରିବା ପାଇଁ ଶାନ୍ତି କମିଟି ପକ୍ଷରୁ ନିଷ୍ପତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?