ଆମ ଜିଲା ଖବର

ଉଦ୍‌ଘାଟନ ହୋଇପାରୁନି ସିଆର୍‌ଆର୍‌ଆଇ ଥାନା

କଟକ ଅଫିସ,୧୨ା୮: କଟକ ବିଦ୍ୟାଧରପୁର ନିକଟ ଜାତୀୟ ଧାନ ଗବେଷଣା ପ୍ରତିଷ୍ଠାନ (ସିଆର୍‌ଆର୍‌ଆଇ) ଥାନାର ନୂତନ କୋଠା ପ୍ରାୟ ୮ ମାସ ହେବ ନିର୍ମାଣ ସରିଛି। ଉକ୍ତ କୋଠାରେ ଥାନାର ବୋର୍ଡ ଲଗାଯାଇଛି। ହେଲେ ଏବେବି ସେଠାରେ ଫାଣ୍ଡି କାର୍ଯ୍ୟ ଚାଲିଛି।…

ଆଜି ହୀରାକୁଦର ଆଉ ୪ ଗେଟ୍‌ ଖୋଲିଲା

ସମ୍ବଲପୁର,୧୨ା୮(ବ୍ୟୁରୋ): ଉପରମୁଣ୍ଡରେ ପ୍ରବଳ ବର୍ଷା ହେଉଥିବାରୁ ଶୁକ୍ରବାର ହୀରାକୁଦ ଜଳଭଣ୍ଡାରର ଆଉ ୪ ଗେଟ୍‌ ଖୋଲାଯାଇଛି। ଏହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ମୋଟ୍‌ ୧୪ଟି ଗେଟ୍‌ ଦେଇ ଜଳଭଣ୍ଡାରରୁ ଜଳ ନିଷ୍କାସନ ଜାରି ରହିଛି। ଜଳଭଣ୍ଡାର ମଧ୍ୟକୁ ୩,୯୭, ୪୫୧ କ୍ୟୁସେକ୍‌…

ଜଗନ୍ନାଥ ସଂସ୍କୃତିର ପ୍ରଚାର କରିବ ୪ ୟୁଟ୍ୟୁବ୍‌ ଚାନେଲ

ପୁରୀ ଅଫିସ,୧୨ା୮: ଜଗନ୍ନାଥ ସଂସ୍କୃତିର ପ୍ରଚାରପ୍ରସାର ପାଇଁ ପଦ୍ମନାଭ ଷ୍ଟୁଡିଓ ପ୍ରାଇଭେଟ ଲିମିଟେଡ୍‌ ପକ୍ଷରୁ ୩ଟି ଭାଷାରେ ୟୁଟ୍ୟୁବ୍‌ ଚାନେଲ ଖୋଲାଯାଇଛି। ଏ ନେଇ ପଦ୍ମନାଭ ଷ୍ଟୁଡିଓ ପକ୍ଷରୁ ଗୁରୁବାର ବଳଗଣ୍ଡି ସ୍ଥିତ ଭକ୍ତ ସାଲବେଗ ପୀଠରେ ଏକ ଖବରଦାତା ସମ୍ମିଳନୀ…

ବାଇକ୍‌ ଲୁଟେରା ଗ୍ୟାଙ୍ଗ୍‌ ଧରାପଡ଼ିଲା

ଭୁବନେଶ୍ୱର(ବ୍ୟୁରୋ)/ଜଟଣୀ, ୧୨ା୮ (ଡି.ଏନ୍‌.ଏ.): ଜଟଣୀ, ଖୋର୍ଦ୍ଧା, ପୁରୀ, ଟାଙ୍ଗୀ ଓ ଭୁବନେଶ୍ୱର ଆଦି ସ୍ଥାନରୁ ଛିନ୍‌ତାଇ ଓ ଲୁଟ୍‌ କରୁଥିବା ଏକ ଗ୍ୟାଙ୍ଗର ପର୍ଦ୍ଦାଫାଶ କରିଛି କମିଶନରେଟ୍‌ ପୋଲିସ। ଏକ ନମ୍ବରବିହୀନ ଗାଡ଼ିରେ ଯାଇ ଲୋକଙ୍କଠାରୁ ମୋବାଇଲ, ଭ୍ୟାନିଟ୍‌, ଟଙ୍କା ଆଦି…

ଫସଲ ଜଳମଗ୍ନ, ଆଜବେଷ୍ଟସ ଗୃହ ନଷ୍ଟ

ବଡ଼ମ୍ବା/ତିଗିରିଆ,୧୨ା୮(ଡି. ଏନ୍‌.ଏ.): ଲଗାଣ ବର୍ଷା ଯୋଗୁ ବଡ଼ମ୍ବା ଓ ତିଗିରଆ ବ୍ଲକରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ବଡ଼ମ୍ବା ବ୍ଲକରେ ବହୁ ଚାଷ ଜମି ଜଳମଗ୍ନ ହୋଇଯାଇଛି। ବିଶେଷ କରି ବଡମ୍ବାର ଶଙ୍ଖାମେରୀ ଓ ଗୋପମଥୁରା ପଞ୍ଚାୟତର ବହୁ ଫସଲ ନଷ୍ଟ ହୋଇଯାଇଛି।…

ଅଠରନଳାରେ ବଢ଼ୁଛି ବଟି ଆଦାୟ

ପୁରୀ ଅଫିସ,୧୨।୮: ପୁରୀ ଅଠରନଳା ଛକରେ ଥିବା ଅଟୋ ଷ୍ଟାଣ୍ଡରେ ଚାଳକମାନଙ୍କୁ ବଟି ମଗାଯାଉଥିବା ଅଭିଯୋଗ ହେଉଛି। ଯାତ୍ରୀଙ୍କୁ ଅଠରନଳା ଛକରୁ ଉଠାଇଲେ ଅଟୋ ପିଛା ୨୦ରୁ ୫୦ଟଙ୍କା ଦେବାକୁ ବାଧ୍ୟ କରାଯାଉଛି। କୌଣସି ଅଟୋ ମାଲିକ ବଟି ଦେବାକୁ ମନା…

ଆଜି ଶ୍ରୀମନ୍ଦିରରେ ରକ୍ଷାବନ୍ଧନ

ପୁରୀ ଅଫିସ, ୧୨।୮: ଶ୍ରାବଣ ପୂର୍ଣ୍ଣିମା ବା ଗହ୍ମାପୂର୍ଣ୍ଣିମା ପଡୁଥିବାରୁ ଶ୍ରୀମନ୍ଦିରରେ ରକ୍ଷାବନ୍ଧନ ପର୍ବ ଶୁକ୍ରବାର ଅନୁଷ୍ଠିତ ହେବ। ଏଥିସହ ବଡଠାକୁର ବଳଭଦ୍ରଙ୍କ ଜନ୍ମନୀତି ଅନୁଷ୍ଠିତ ହେବ। ମହାପ୍ରଭୁ ଶ୍ରୀଜଗନ୍ନାଥ ଏବଂ ବଡଠାକୁର ବଳଭଦ୍ର ୨ଟି ଲେଖାଏ ରାଖୀ ଏବଂ ୨ଟି…

ଡ୍ରେନେଜ୍‌ର ଗାର୍ଡୱାଲ ଭୁଶୁଡ଼ିଲା

ପିପିଲି,୧୨ା୮(ସ୍ବ.ପ୍ର.): ପିପିଲି ପୌରାଞ୍ଚଳର ୧୪ନଂ. ୱାର୍ଡର ସୁଲତାନ ନଗର ମୁଖ୍ୟ ରାସ୍ତାକୁ ଅତିକ୍ରମ କରିଥିବା ଜଇଶପାଟଣା-ଅମାଳଙ୍ଗ ଡ୍ରେନେଜ ତଥା ଖଲାସି ନାଳର ଡାହାଣପଟ ବନ୍ଧ ଉପରେ ନିର୍ମାଣ ହୋଇଥିବା ଗାର୍ଡଓ୍ବାଲ୍‌ଟି ଭୁଶୁଡ଼ି ପଡ଼ିଛି। ଡ୍ରେନେଜ ବନ୍ଧକୁ ସୁରକ୍ଷା ପାଇଁ ଗତ ୫ଦିନ…

ଜବରଦଖଲରେ ପାରାଦୀପ ବନ୍ଦର ଟ୍ରଷ୍ଟ ଜମି

ଯାଜପୁର ଅଫିସ,୧୨ା୮:ଯାଜପୁର ଜିଲା ଧର୍ମଶାଳା ତହସିଲ ଅଧୀନ ବ୍ରହ୍ମପୁରଶାସନ ଗ୍ରାମରେ ରହିଥିବା ପାରାଦୀପ ବନ୍ଦର ଟ୍ରଷ୍ଟ(ପିପିଟି)ର ୩୪.୪୬ ଏକର ଜମି ଗତ ୧୦ ବର୍ଷ ହେଲା ଜବରଦଖଲରେ ରହିଛି। ଏହି ଜମିରେ ଫାର୍ମ ହାଉସ, କ୍ରଶର, ମୋରମ ଖାଦାନ ଇତ୍ୟାଦି ବେଆଇନ…

ମୋବାଇଲ ଗେମ୍‌ ବାଳକର ଜୀବନ ନେଲା

ରାଇଘର,୧୨ା୮ (ଡି.ଏନ୍‌.ଏ.):ନବରଙ୍ଗପୁର ଜିଲା ରାଇଘର ବ୍ଲକ ଗୋନା ପଞ୍ଚାୟତର ଭାରସୁଣ୍ଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ମୋବାଇଲ ଗେମ୍‌ର ନିଶା ୧୪ ବର୍ଷୀୟ ବାଳକଙ୍କ ଜୀବନ ନେଇଛି। ସେ ହେଲେ ଗ୍ରାମର ବିଶ୍ୱଜିତ ମିର୍ଦ୍ଧାଙ୍କ ପୁଅ ସୁମିତ। ସୂଚନା ଅନୁଯାୟୀ,…

ମିଳୁନି ନ୍ୟାୟ:୧୦ମ ଦିନରେ ଯୁବତୀଙ୍କ ଧାରଣା

ବ୍ରହ୍ମପୁର ଅଫିସ,୧୨ା୮:ବ୍ରହ୍ମପୁର ଦେଶୀବେହେରା ସାହିସ୍ଥିତ ପ୍ରେମିକଙ୍କ ଘର ଆଗରେ ଜଣେ ଯୁବତୀ ତାଙ୍କ ଦେଢ଼ ବର୍ଷର ଶିଶୁପୁତ୍ରକୁ ଧରି ବର୍ଷା କାକରରେ ୧୦ ଦିନ ହେଲା ନ୍ୟାୟ ଦାବିରେ ଧାରଣାରେ ବସିଛନ୍ତି। ପ୍ରେମିକ ତାଙ୍କୁ ବିବାହ କରି ପୁଅକୁ ବାପାଙ୍କ ପରିଚୟ…

କିଆଗଛରେ ପ୍ରେମୀଯୁଗଳଙ୍କ ଆତ୍ମହତ୍ୟା

ଗୋପାଳପୁର,୧୨ା୮ (ଡି.ଏନ୍‌.ଏ.):ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଗୋଳନ୍ଥରା ଥାନା ଅଞ୍ଚଳରେ ପ୍ରେମୀଯୁଗଳଙ୍କ ମୃତଦେହ ପୋଲିସ ଜବତ କରିଛି। ସେମାନେ ହେଲେ ରାମେୟାପାଟଣା ଓଡିଆରପି କଲୋନୀର ଗୁରୁବାରି ନାୟକ(୨୪) ଓ ବି.ମନୋହର ଗ୍ରାମର ଦୀପା ନାୟକ (୨୦)। ଖବର ଅନୁସାରେ, ଦୀର୍ଘଦିନ ଧରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?